ଅନୁଗୋଳ

ଘରେ ଶୋଇଥିଲେ ଦଳିଦେଲା ହାତୀ

ତାଳଚେର,୫।୪(ନି.ପ୍ର.): ଅନୁଗୋଳ ଜିଲା ତାଳଚେର ବ୍ଲକ ଅଧୀନ ସନ୍ଥପଡ଼ା ଗ୍ରାମର ଶନ୍ତରାମୁଣ୍ଡା ସାହିରେ ଏକ ହାତୀ ପଶି ସ୍ବାମୀ ସ୍ତ୍ରୀଙ୍କୁ ଆକ୍ରମଣ କରିଛି । ଫଳରେ ସ୍ତ୍ରୀ କାଞ୍ଚନ ମୁଣ୍ଡା(୫୫)ଙ୍କ ମୃତ୍ୟୁ ଘଟିଥିବା ବେଳେ ସ୍ବାମୀ ମୁକୁନ୍ଦ ମୁଣ୍ଡା(୬୦) ଗୁରୁତର...

ଭିଜିଲାନ୍ସ ଜାଲରେ ସମିତି ସମ୍ପାଦକ

ବଇଣ୍ଡା,୫।୪ (ଡି.ଏନ.ଏ.): ଧାନ ବିକ୍ରୟ ନିମନ୍ତେ ଟୋକନ କରାଇଦେବା ପାଇଁ ଜଣେ ଚାଷୀଙ୍କଠାରୁ ୪୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ସୋମବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ସନାହୁଲା ସମବାୟ ସମିତି ସମ୍ପାଦକ ପଦ୍ମଲୋଚନ ସାହୁ।...

୨ ବର୍ଷ ପରେ ଏଥର ହେବ ମା’ ହିଙ୍ଗୁଳାଙ୍କ ଯାତ୍ରା, ପ୍ରସ୍ତୁତି ଜୋରଦାର

ତାଳଚେର,୩।୪(ଡି.ଏନ୍‌.ଏ.): ଦୀର୍ଘ ୨ ବର୍ଷ ପରେ ତାଳଚେରରେ ମା’ ହିଙ୍ଗୁଳାଙ୍କ ଯାତ୍ରା ହେବ। ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ପୀଠରେ ଏଥିପାଇଁ ପ୍ରସ୍ତୁତି ବୈଠକ ହୋଇଛି। କୋଭିଡ କଟକଣା ଯୋଗୁ ଦୀର୍ଘ ୨ ବର୍ଷ ହେବ ମା’ଙ୍କର ଯାତ୍ରା...

ସରପଞ୍ଚଙ୍କ ଉଦ୍ୟମରେ ଖୋଳାଗଲା ନଳକୂପ

ମାଧପୁର,୩।୪ ଆଠମଲ୍ଲିକ ବ୍ଲକ କୁଦଗାଁ ପଞ୍ଚାୟତ ନୀଳକଣ୍ଠପଡା ଉଚ୍ଚପ୍ରାଥମିକ ବିଦ୍ୟାଳୟରେ ଦୀର୍ଘବର୍ଷ ହେବ ଲାଗି ରହିଥିବା ପାନୀୟ ଜଳ ସମସ୍ୟାର ସମାଧାନ ହୋଇଛି। ନୂତନ ସରପଞ୍ଚ ସିଦ୍ଧାର୍ଥ ଶଙ୍କର ଖେତୀଙ୍କ ଉଦ୍ୟମରେ ଶନିବାର ସ୍କୁଲ ପରିସରରେ ନଳକୂପ ଖନନ କରାଯାଇଛି।...

ଆଇନ ଜାଲରେ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ

ଛେଣ୍ଡିପଦା,୩।୪ (ସ୍ବ.ପ୍ର.) ରାଜ୍ୟ ସରକାରଙ୍କ ବିଦ୍ୟାଳୟ ମିଶ୍ରଣ ନିଷ୍ପତ୍ତିକୁ ନେଇ ହୋଇଥିବା ମାମଲା ହାଇକୋର୍ଟରୁ ଯାଇ ସୁପ୍ରିମକୋର୍ଟରେ ଅଟକିଛି। ଏହି କାରଣରୁ ଅନେକ ବିଦ୍ୟାଳୟ ଓ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଆଇନ ଜାଲରେ ଛନ୍ଦି ହୋଇଯାଇଛି। ଏପରି ଏକ ସ୍କୁଲ ହେଲା...

ମଶାଲକୁ ଭବ୍ୟ ସମ୍ବର୍ଦ୍ଧନା

ବଇଣ୍ଡା/କଣିହଁା(ଡି.ଏନ୍‌.ଏ.)/ଛେଣ୍ଡିପଦା(ସ୍ବ.ପ୍ର.), ୩।୪ ନାମ ସଂକୀର୍ତ୍ତନରେ ପ୍ରକମ୍ପିତ ହେଉଥିଲା ପରିବେଶ। କଳାକାରଙ୍କ ଆକର୍ଷଣୀୟ ଲୋକନୃତ୍ୟରେ ଝୁମୁଥିଲେ ଜନତା। ବିଭିନ୍ନ ସ୍ଥାନରେ ଜ୍ୟୋତିକୁ ବନ୍ଦାପନା କରି ଭବ୍ୟ ସମ୍ବର୍ଦ୍ଧନା ଜଣାଉଥିଲେ ମହିଳା। ଅନୁଗୋଳ ଜିଲା ମହୋତ୍ସବ ପାଇଁ ଶନିବାରଠାରୁ ଆରମ୍ଭ ହୋଇଥିବା ମଶାଲ...

୧୫ରୁ ପ୍ରସିଦ୍ଧ ହିଙ୍ଗୁଳା ଯାତ୍ରା

ତାଳଚେର, ୩।୪(ନି.ପ୍ର.) ଦୀର୍ଘ ଦୁଇବର୍ଷ ପରେ ଅନୁଷ୍ଠିତ ହେବ ତାଳଚେରର ଅଧିଷ୍ଠାତ୍ରୀ ଦେବୀ ଅଗ୍ନିସ୍ବରୂପା ମା’ ହିଙ୍ଗୁଳାଙ୍କ ପ୍ରସିଦ୍ଧ ଯାତ୍ରା। କରୋନା ପ୍ରକୋପ ନ ଥିବାରୁ ଚଳିତବର୍ଷ ପାରମ୍ପରିକ ନୀତି ଅନୁଯାୟୀ ଯାତ୍ରା ଏବଂ ଏବଂ ୧୮ତମ ଲୋକମହୋତ୍ସବ ଆୟୋଜନ...

‘ପ୍ରଗତି ପଥେ ଆଗେଇ ନିଅ’

ଅନୁଗୋଳ ଅଫିସ,୨ ।୪ ଅନୁଗୋଳ ଜିଲା ପ୍ରଶାସନ ପକ୍ଷରୁ ଶୁକ୍ରବାର ଓଡ଼ିଶା ଦିବସ ଓ ଜିଲା ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ଜିଲା ପରିଷଦ ସଭାପତି ବବିତା ପ୍ରଧାନ ଯୋଗଦେଇ ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତିରେ ମଲ୍ୟାର୍ପଣ କରିଥିଲେ।...

ସନ୍ଦେହରେ ଅବକାରୀ ବିଭାଗ ଆଭିମୁଖ୍ୟ

ବଇଣ୍ଡା,୧।୪ (ପରିକ୍ଷିତ ସାହୁ) ଭଡ଼ାଘରେ ଚାଲିଥିବା ବଇଣ୍ଡା ଅବକାରୀ ଥାନା ଭଙ୍ଗାଯିବା ପରେ ନୂଆ କାର୍ଯ୍ୟାଳୟ ସ୍ଥାପନ ପାଇଁ ନିଷ୍ପତ୍ତି ନିଆଗଲା। ୩୩ ଲକ୍ଷ ଟଙ୍କା ବ୍ୟୟରେ ଏଥିପାଇଁ କୋଠା ନିର୍ମାଣ ହେଲା। ହେଲେ ୨ ବର୍ଷ ତଳୁ କାର୍ଯ୍ୟ...

ରଣନୀତି ପ୍ରସ୍ତୁତିରେ ବିଜେଡି-ଭାଜପା

ଅନୁଗୋଳ ଅଫିସ,୧।୪ ୨୦୨୨ ପୌର ନିର୍ବାଚନ ଅନୁଗୋଳରେ ଅନେକ ନୂତନତା ଆଣିଛି। ପ୍ରଥମ ଥର ପାଇଁ ପୌର ପରିଷଦ ଅଧ୍ୟକ୍ଷ ପଦ ବିଜେଡି ହାତେଇପାରିଛି। ସେହିପରି ଅଧିକ କାଉନସିଲର ପଦବୀ ଅକ୍ତିଆର କରି ଭାଜପା ଏଠାରେ ବିଜେଡିକୁ ପଛରେ ପକାଇ...

୨୯ରେ ପଦାର୍ପଣ କଲା ଅନୁଗୋଳ

ଅନୁଗୋଳ ଅଫିସ,୧।୪ ୧୯୯୩ ଏପ୍ରିଲ ୧ରେ ଜିଲା ମାନ୍ୟତା ପାଇଥିବା ଅନୁଗୋଳ ୨୯ ବର୍ଷରେ ପଦାର୍ପଣ କରିଛି। ତେଣୁ ଏପ୍ରିଲ୍‌ ୧ ଶୁକ୍ରବାର ଓଡ଼ିଶା ଦିବସ ସହ ଜିଲାର ଏହି ପ୍ରତିଷ୍ଠା ଦିବସକୁ ବେଶ୍‌ ଧୁମ୍‌ଧାମରେ ପାଳନ କରିବାକୁ ଅନୁଗୋଳ...

ଏନ୍‌ଟିପିସିରେ ଧର୍ମଘଟ ସଫଳ

କଣିହାଁ ,୩୦।୩(ଡି.ଏନ.ଏ.) – ୧୨ ଦଫା ଦାବିରେ ୧୦ଟି କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ ଓ କର୍ମଚାରୀ ଫେଡେରେଶନ ପକ୍ଷରୁ ଦିଆଯାଇଥିବା ଦୁଇଦିନିଆ ଧର୍ମଘଟ ଡାକରାର ପ୍ରଭାବ କଣିହାଁସ୍ଥିତ ଏନ୍‌ଟିପିସିରେ ଦେଖିବାକୁ ମିଳିଛି। ଏଆଇୟୁଟିୟୁସି ସହବନ୍ଧିତ ତାଳଚେର ସୁପର ଥର୍ମାଲ ଓ୍ବାର୍କର୍ସ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri