ଅନୁଗୋଳ

ରକ୍ତରେ ଖେଳିଲେ ହୋଲି: ଗୋଟିଏ ଦିନରେ ଗଡ଼ିଲା ୬ ମୁଣ୍ଡ

ଭୁବନେଶ୍ୱର,୧୬।୩: ପବିତ୍ର ରଙ୍ଗର ପର୍ବ ହୋଲିରେ ରକ୍ତର ହୋଲି ଖେଳିଲେ ହତ୍ୟାକାରୀ । ରଙ୍ଗ ବଦଳରେ ବୋହିଲା ରକ୍ତ । ରାଜ୍ୟର ୫ ପ୍ରମୁଖ ସହରରେ ଛଅ ଛଅଟି ହତ୍ୟାକାଣ୍ଡ ରଙ୍ଗର ପର୍ବକୁ ରକ୍ତରଞ୍ଜିତ କରିଦେଇଛି। ରାଜ୍ୟର ରାଜଧାନୀ ଭୁବନେଶ୍ୱରଠାରୁ...

ପାଣିଟାଙ୍କିରେ ଗାମୁଛା ଲଗାଇ ଝୁଲି ପଡ଼ିଲେ ଯୁବକ

ସନ୍ତ୍ରୀ ଛକ,୧୫ା୩(ସନ୍ତୋଷ ପରିଡ଼ା): ଅନୁଗୋଳ ଜିଲା ବଅଁରପାଳ ଥାନା ଅନ୍ତର୍ଗତ ଗୋତମରା ଗ୍ରାମରେ ବେକରେ ରଶି ଲଗାଇ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସୂଚନାନୁଯାୟୀ, ଗ୍ରାମବାସୀଙ୍କ କହିବା ଅନୁସାରେ ମୃତକ ଜଣଙ୍କ ହେଲେ ଢେଙ୍କାନାଳ ଜିଲା ନାଉପାଳ ଗ୍ରାମର ରବି...

୫ବର୍ଷ ଶିଶୁ କନ୍ୟାଙ୍କୁ ବଳାତ୍କାର ପରେ ହତ୍ୟା: ଜଣେ ଅଟକ

ଛେଣ୍ଡିପଦା,୧୫।୩(ଅଜିତ ଧଳ): ଅନୁଗୋଳ ଜିଲା ନିଶା ଶିଳ୍ପାଞ୍ଚଳ ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଜଣେ ୫ବର୍ଷ ଶିଶୁ କନ୍ୟାଙ୍କ ମୃତଦେହ ପୋଲିସ ଶନିବାର ଉଦ୍ଧାର କରିଛି। ଅନ୍ୟପକ୍ଷେ ଶିଶୁ କନ୍ୟାଙ୍କୁ କେହି ଜଣେ ଦୁର୍ବୃତ୍ତ ବଳାତ୍କାର...

ତେଜରାତି ଦୋକାନରେ ବିଦେଶୀ ମଦ ରଖି ବିକୁଥିଲେ, ଧରିଲା ପୋଲିସ

ବନ୍ତଳା,୧୫।୩ : ଅନୁଗୋଳ ଜିଲା ବନ୍ତଳା ଥାନା ଅନ୍ତର୍ଗତ ଧୋକୁଟା ପଞ୍ଚାୟତ ଢିପ ସାହିରେ ବିପୁଳ ପରିମାଣର ବିଦେଶୀ ମଦ ଜବତ ହୋଇଥିବା ଜଣାପଡ଼ିଛି। ମିଳିଥିବା ସୂଚନା ଅନୁଯାୟୀ, ଢିପସାହିର ଦୟାନିଧି ମୁଦୁଲିଙ୍କ ପୁଅ ସଞ୍ଜୟ ମୁଦୁଲି ଏକ ତେଜରାତି...

ଡିପୋରେ ଜଳିଗଲା ଲକ୍ଷାଧିକ ଟଙ୍କାର ଜାଳେଣି କାଠ

ବଇଣ୍ଡା,୧୪ା୩(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ହଣ୍ଡପା ଥାନା ଜାମୁନାଳୀଠାରେ ଥିବା ବନ ନିଗମ ଲିମିଟେଡ୍‌ର କାଠ ଡିପୋରେ ଶୁକ୍ରବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ଜଙ୍ଗଲରୁ ନିଆଁ ଆସି କାଠ ଡିପୋରେ ଅଗ୍ନିକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି। ଏହି ଅଗ୍ନିକାଣ୍ଡରେ ଡିପୋରେ...

ବିପୁଳ ମଦ ସହ କାର୍‌ ଜବତ, ଢାବା ମାଲିକଙ୍କ ସମେତ ୨ ଗିରଫ

ବଇଣ୍ଡା,୧୪ା୩(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଏସ୍‌ପିଙ୍କ ନିର୍ଦ୍ଦେଶ କ୍ରମେ ଗଠନ ହୋଇଥିବା ସ୍ବତନ୍ତ୍ର ପୋଲିସ ସ୍କ୍ବାଡ୍‌ ପକ୍ଷରୁ ଶୁକ୍ରବାର ହଣ୍ଡପା ଥାନା ଲୁହାମୁଣ୍ଡାଠାରେ ଦେଇଥିବା ଢାବା ଉପରେ ଚଢ଼ାଉ କରାଯାଇଛି l ଏହି ସମୟରେ କାର୍‌ରେ ଥିବା ୮୬ ଲିଟର...

ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କଲା କଂଗ୍ରେସ

ଅନୁଗୋଳ ଅଫିସ,୧୦ା୩(ମାନସ ବିଶ୍ୱାଳ): ଅନୁଗୋଳ ଜିଲା କଂଗ୍ରେସ କମିଟି ପକ୍ଷରୁ ସୋମବାର ପୂର୍ବାହ୍ନରେ ମହିଳାମାନଙ୍କ ପ୍ରତି ଅକଥନୀୟ ନିର୍ଯାତନା ବିରୋଧରେ ଏବଂ ମହିଳାମାନଙ୍କ ସୁରକ୍ଷା ଦାବିରେ ଜିଲାପାଳ କାର୍ଯ୍ୟାଳୟ ଘେରାଉ କରାଯାଇଛି। ଏହି ବିକ୍ଷୋଭରେ କଂଗ୍ରେସ ଜିଲା ସଭାପତି ଅମ୍ବିକା...

ବରଯାତ୍ରୀଙ୍କ ରୋଷଣୀ ବାଣରେ ଜଳିଗଲା ୧୦ ବଖରା

ଅନୁଗୋଳ,୬।୩: ଅନୁଗୋଳ ଜିଲା ଆଠମଲ୍ଲିକ ଲୁହାପଙ୍କ ପଞ୍ଚାୟତ ତେନ୍ତୁଳିପଦର ଗାଁରେ ଗୁରୁବାର ରାତିରେ ଏକ ଅଘଟଣ ଘଟିଛି। ବରଯାତ୍ରୀଙ୍କ ରୋଷଣୀ ବାଣରେ ୧୦ ବଖରା ଘର ଜଳି ଯାଇଥିବା ଜଣାପଡିଛି। ବରଯାତ୍ରୀ ଅସାବଧାନତା ହୋଇ ବାଣ ଫୁଟାଇବା ବେଳେ ଏହି...

ବିପୁଳ ପରିମାଣ ବିଦେଶୀ ମଦ ସହ ଲକ୍ଷାଧିକ ଟଙ୍କା ଜବତ: ୨ ଗିରିଫ

ବନ୍ତଳା,୫।୩: ଅନୁଗୋଳ ସ୍ପେଶାଲ ସ୍କ୍ବାଡ୍‌ ପକ୍ଷରୁ ଚଢ଼ାଉ କରି ୪୬.୮ ଲିଟର ବିଦେଶୀ ମଦ ସହ ୧ଲକ୍ଷ ୧୦ହଜାର ୭୨୫ଟଙ୍କା ଜବତ କରାଯାଇଛି। ମିଳିଥିବା ସୂଚନା ଅନୁସାରେ, ଅନୁଗୋଳ ଜିଲା ସ୍ପେଶାଲ ସ୍କ୍ବାଡ୍‌ ପେଟ୍ରୋଲିଂ କରୁଥିଲା ବେଳେ ବନ୍ତଳା ଥାନା...

ଅନ୍ୟ ଜାତିରେ ବିବାହ: ମୃତଦେହକୁ ମିଳିଲାନି କାନ୍ଧ

ବଇଣ୍ଡା, ୨୮ା୨(ପରିକ୍ଷିତ ସାହୁ):ରକ୍ତ ସମ୍ପର୍କ ଉପରେ ଭାରିପଡ଼ିଗଲା ଜାତିପ୍ରଥା। ସମାଜରୁ ବାସନ୍ଦ ଓ ଜରିମାନା ଭୟରେ ପାଖ ମାଡ଼ିଲେନି କେହି। ମୃତଦେହକୁ କାନ୍ଧ ଦେବା ତ ଦୂରର କଥା ଛୁଇଁବାକୁ ଆଗେଇ ଆସିଲେନି ପରିବାର ସଦସ୍ୟ। ସମ୍ପର୍କୀୟ, ବନ୍ଧୁବାନ୍ଧବ ଓ...

ଅନୁଗୋଳରେ ହାତୀ ଆକ୍ରମଣରେ ଯୁବକ ମୃତ, ଆଠଗଡ଼ରେ ବିଦ୍ୟୁତ ଝଟକାରେ ଗଲା ଦନ୍ତା ଜୀବନ

ଭୁବନେଶ୍ୱର,୨୭।୨: ରାଜ୍ୟରେ ମଣିଷ ଏବଂ ବନ୍ୟପ୍ରାଣୀଙ୍କ ମଧ୍ୟରେ ଆକ୍ରୋଶ ବଢ଼ିବାରେ ଲାଗିଛି। କ୍ରମାଗତ ଭାବେ ମଣିଷମାନେ ଜଙ୍ଗଲ ନଷ୍ଟ କରି ଚାଲୁଥିବାରୁ ଫଳସ୍ୱରୂପ ଭୋକିଲା ହାତୀମାନେ ଜନବସତି ମୁହଁ ହେଉଛନ୍ତି। ଯେଉଁଥିରେ ଉଭୟ ପକ୍ଷ ଜୀବନ ହରାଉଛନ୍ତି। ଏହିପରି ଭାବେ...

ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ଯୌନ ନିର୍ଯାତନା, ଟ୍ୟୁଶନ ସାର୍ ଗିରଫ

ପାଲଲହଡ଼ା,୨୧।୨(ଦିବ୍ୟଜ୍ୟୋତି ଦାଶ): ଅନୁଗୋଳ ଜିଲା ପାଲଲହଡ଼ା ସଦରମହକୁମାଠାରେ ଥିବା ଏକ ଘରୋଇ କୋଚିଂ ସେଣ୍ଟରରେ ପଢ଼ୁଥିବା ଜଣେ ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ଯୌନ ନିର୍ଯାତନା ଦେବା ଅଭିଯୋଗରେ ଉକ୍ତ କୋଚିଂ ସେଣ୍ଟର ମାଲିକ ତଥା ଶିକ୍ଷକ ମୁକେଶ କୁମାର ବେହେରାଙ୍କୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri