କଠିନ ପରିଶ୍ରମ କେବେ ବୃଥା ଯାଏ ନାହିଁ
ଅନୁଗୋଳ ଅଫିସ,୧୩।୭ – ଅନୁଗୋଳ ଜିଲାର ବିଭିନ୍ନ ସରକାରୀ ଓ ବେସରକାରୀ ବିଦ୍ୟାଳୟରୁ ଚଳିତ ମାଟ୍ରିକ୍ ପରୀକ୍ଷାରେ ଏ-୧ ଗ୍ରେଡ୍ରେ ଉତ୍ତୀର୍ଣ୍ଣ ହୋଇଥିବା ଅନୁଗୋଳ ଜିଲାର ୮୬ ଜଣ ମେଧାବୀ ଛାତ୍ରୀଛାତ୍ରଙ୍କୁ ମଙ୍ଗଳବାର ଢେଙ୍କାନାଳ ଏମ୍ପି ମହେଶ ସାହୁ ସମ୍ବର୍ଦ୍ଧିତ କରିଛନ୍ତି।…
କଏଦୀଙ୍କ ଚିକିତ୍ସା ବ୍ୟବସ୍ଥାକୁ କୋଣଠେସା
ଅନୁଗୋଳ ଅଫିସ,୧୩।୭ – ଅନୁଗୋଳ ଜିଲା କାରାଗାର ହେଉ କି ଉପଖଣ୍ଡରେ ଥିବା କାରାଗାର, କୌଣସି ସ୍ଥାନରେ ସ୍ଥାୟୀ ଡାକ୍ତର ନାହାନ୍ତି। ଏ ନେଇ ରାଜ୍ୟ ସରକାରଙ୍କ ନିକଟକୁ ଚିଠି ଲେଖାଯାଇଥିଲେ ମଧ୍ୟ ଆବଶ୍ୟକ ପଦକ୍ଷେପ ନିଆଯାଉ ନାହିଁ। ଫଳରେ ଏଠାରେ…
ସରକାରୀ ଖାତାକୁ ଫେରିବ ହଜାରେ ଏକର
ଅନୁଗୋଳ ଅଫିସ,୧୨।୭ ସରକାରୀ ଜମିକୁ ପୈତୃକ ସମ୍ପତ୍ତି ଭଳି ବ୍ୟବହାର କରାଯାଉଛି। କେଉଁଠି ବହୁତଳ କୋଠା ତ ଆଉ କେଉଁଠି ବ୍ୟବସାୟିକ ପ୍ରତିଷ୍ଠାନ ଗଢ଼ାଯାଇ ଭଡ଼ାରେ ଦିଆଯାଉଛି। ଅନେକ ସ୍ଥାନରେ ପ୍ଲଟିଂ କରି ବିକ୍ରି ମଧ୍ୟ କରାଯାଉଛି। ଶିଳ୍ପ ସମୃଦ୍ଧ ଅନୁଗୋଳ…
ଅଧ୍ୟୟନ ଜାରି ରଖିଲେ ସୁ ନାଗରିକ ହୋଇପାରିବ
ତାଳଚେର,୧୨।୭(ନି.ପ୍ର.) ତାଳଚେର ପୌରାଞ୍ଚଳରେ ଥିବା ହାଇସ୍କୁଲ, ବିଦ୍ୟାମନ୍ଦିରଗୁଡିକରେ ଚଳିତ ଦଶମ ପରୀକ୍ଷାରେ ୯୦ ପ୍ରତିଶତରୁ ଊର୍ଦ୍ଧ୍ୱ ନମ୍ବର ରଖି ସଫଳତା ହାସଲ କରିଥିବା ୧୭ ଛାତ୍ରୀଛାତ୍ରଙ୍କୁ ସୋମବାର ସମ୍ବର୍ଦ୍ଧନା ଦିଆଯାଇଛି। ‘ଆମ ପ୍ରତିଭା ଆମ ପରିଚୟ’ ଦ୍ୱାରା ଆୟୋଜିତ ଏହି ସମ୍ବର୍ଦ୍ଧନା…
ଠକାମିର ଶିକାର ହେଲେ ଅଭିଜିତ୍
ଅନୁଗୋଳ ଅଫିସ, ୧୦।୭: ଅନୁଗୋଳ ହେମସୁରପଡ଼ାରେ ରହି ଏକ ଘରୋଇ ଶିଳ୍ପାନୁଷ୍ଠାନରେ କାର୍ଯ୍ୟ କରୁଥିବା ଝାଡ଼ଖଣ୍ଡ ରାଜ୍ୟର ଅଭିଜିତ ପାଣ୍ଡେ ଅନ୍ଲାଇନ ଠକେଇର ଶିକାର ହୋଇଛନ୍ତି। ଅନଲାଇନ ଠକ ଜଣଙ୍କ ତାଙ୍କଠାରୁ ୮୫ ହଜାର ଟଙ୍କା ଠକି ନେଇଯାଇଛି। ଏ ନେଇ…
ପଥରରେ ଛେଚିଥିଲେ ସାଙ୍ଗର ଭାଇ
ଛେଣ୍ଡିପଦା,୯ା୭(ସ୍ବ.ପ୍ର.) ଅନୁଗୋଳ ଜିଲା ଛେଣ୍ତିପଦା ଥାନା ପିପଳବାହାଳ ଗ୍ରାମର ମାନସ ସାହୁଙ୍କୁ ଶୋଇଥିବା ଅବସ୍ଥାରେ ଗତ ମେ ୨୦ ତାରିଖରେ ପଥରରେ ଛେଚି ଦିଆଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ମାନସଙ୍କ ମୃତ୍ୟୁ ହୋଇଯାଇଥିଲା। ଦୀର୍ଘ ଦେଢ଼ ମାସ ପରେ ପୋଲିସ ଘଟଣାର ପର୍ଦ୍ଦାଫାଶ…
ପହଞ୍ଚିପାରୁନି ପ୍ରକଳ୍ପ ପାଣି
ବଇଣ୍ଡା,୯ା୭(ଡି.ଏନ.ଏ.) ଚାଷ ଜମିକୁ ମାଡ଼ିବ ପାହାଡ଼ ପାଣି। ବର୍ଷସାରା ଫସଲ ଫଳାଇବେ ଚାଷୀ। ଏହି ଉଦ୍ଦେଶ୍ୟ ନେଇ ଅନୁଗୋଳ ଜିଲା କିଶୋରନଗର ବ୍ଲକ ଜୟଗଡଠାରେ ପାହାଡରୁ ବହି ଆସିଥିବା ଜୟଗଡ ନାଳକୁ ବାନ୍ଧି ଏକ ପ୍ରୋଜେକ୍ଟ ନିର୍ମାଣ କରାଯାଇଥିଲା। କେନାଲ ମାଧ୍ୟମରେ…
ବୋହି ହେଉନି ଗ୍ୟାସ ବୋଝ
ଅନୁଗୋଳ ଅଫିସ,୮ା୭ ତୈଳ ଦର ଆକାଶଛୁଅଁା। ପେଟ୍ରୋଲ ଲିଟର ଶହେ ଟଙ୍କା ଉପରେ। ଡିଜେଲ ଶତକ ପାଖାପାଖି। ଖାଇବା ତେଲ ୨ଶହରୁ ତଳକୁ ଖସୁନି। ଅନ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ମୂଲ୍ୟରେ ହ୍ରାସର ସମ୍ଭାବନା ଦେଖାଯାଉନି। ଏପରି ଦର ବୃଦ୍ଧିକୁ ନେଇ ଗରିବ,…
ମରଣଯନ୍ତା ପାଲଟିଛି ଅସ୍ଥାୟୀ ରାସ୍ତା
ବଇଣ୍ଡା,୮ା୭(ଡି.ଏନ.ଏ) କଟକ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥ ନିର୍ମାଣ ପାଇଁ ହୋଇଥିବା ଅସ୍ଥାୟୀ ରାସ୍ତା ଗୁଡିକ ଏବେ ମରଣଯନ୍ତା ପାଲଟିଛି। ମରାମତି ହେଉ ନ ଥିବା ଯୋଗୁ ଯାତାୟାତରେ ସମ୍ପୂର୍ଣ୍ଣ ବ୍ୟାଘାତ ସୃଷ୍ଟି ହେଉଛି। ଏ ନେଇ ଗୁରୁବାର ବଇଣ୍ଡା ଗ୍ରାମବାସୀ…
୧୩ ହୋଟେଲରେ ଚଢ଼ାଉ, ଜରିମାନା ଆଦାୟ
ତାଳଚେର,୭ା୭(ନି.ପ୍ର.): ତାଳଚେର ଅଞ୍ଚଳର ବିଭିନ୍ନ ହୋଟେଲରେ ବାସି ଖାଦ୍ୟ ଦିଆଯାଉଥିବା ନେଇ ଅଭିଯୋଗ ପରେ ବୁଧବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ସହରର ପ୍ରାୟ ୧୩ଟି ହୋଟେଲରେ ଖାଦ୍ୟର ମାନ ଯାଞ୍ଚ କରାଯିବା ସହିତ ଜରିମାନା ଆଦାୟ କରାଯାଇଛି।…
ଚାନ୍ଦା କରି ରାସ୍ତା ମରାମତି
ବଇଣ୍ଡା,୫।୭(ଡି.ଏନ.ଏ) ସାମାନ୍ୟ ବର୍ଷାହେଲେ ରାସ୍ତାରେ ଆଣ୍ଠୁଏ ଉଚ୍ଚର ପାଣି ଜମି ରହୁଥିଲା। ଯାତାୟାତରେ ବଡ଼ ସମସ୍ୟା ଭୋଗୁଥିଲେ ଗ୍ରାମବାସୀ। ଏ ନେଇ ବହୁବାର ପ୍ରଶାସନ ନିକଟରେ ଅଭିଯୋଗ କରାଯାଇଥିଲେ ମଧ୍ୟ ପ୍ରତିକାର ବ୍ୟବସ୍ଥା ହେଉ ନ ଥିଲା। ଶେଷରେ ଗ୍ରାମବାସୀ ନିଜ…
ଶେଷ ହେଉ ନ ଥିବାରୁ ସମସ୍ୟା
ବଇଣ୍ଡା,୫।୭(ଡି.ଏନ.ଏ.) ରାଜପଥ ସମ୍ପ୍ରସାରଣ ହେବ ବୋଲି ତରବର ହେଲା ପ୍ରଶାସନ। କ୍ଷତିପୂରଣ ଓ ଥଇଥାନ ବ୍ୟବସ୍ଥା ହେବା ପୂର୍ବରୁ ଶତାଧିକ ବ୍ୟବସାୟୀଙ୍କୁ ଉଚ୍ଛେଦ କରିଦେଲା। ସ୍କୁଲ, ସରକାରୀ କାର୍ଯ୍ୟାଳୟ ଆଦିକୁ ଭାଙ୍ଗି ମାଟିରେ ମିଶାଇଦେଲା। ହେଲେ ବଇଣ୍ଡା ବଜାର ଭଙ୍ଗାଯିବାର ୪…

