ଅନୁଗୋଳ

ପହିଲି ରଜରେ ଜମୁଛି ମଉଜ

ଅନୁଗୋଳ ଅଫିସ, ୧୪।୬ ପ୍ରତୀକ୍ଷାର ଘଟିଛି ପରିସମାପ୍ତି। ସଜବାଜ ପରେ ଆରମ୍ଭ ହୋଇଛି ରଜ ମଉଜ। ବିଭିନ୍ନ ସ୍ଥାନରେ ଲାଗିଛି ଭଳି କି ଭଳି ଦୋଳି। ଖୋଲିଛି ରଙ୍ଗବେରଙ୍ଗ ପାନର ପସରା। ଘରେ ଘରେ ପୋଡ଼ପିଠା ପ୍ରସ୍ତୁତ ହୋଇଥିବାବେଳେ ଅନେକ ଅଞ୍ଚଳରେ…

ବିଦ୍ୟୁତ୍‌ ପାଇଁ କଲବଲ ହେଲେ ସହରବାସୀ

ଅନୁଗୋଳ ଅଫିସ, ୧୩।୬: ଗତ ଦୁଇ ଦିନ ହେଲା ଅନୁଗୋଳରେ ତାତି ନ ଥିଲା। ପାଗ କାଉଁଳିଆ ଥିବାରୁ ଗ୍ରୀଷ୍ମ ପ୍ରବାହ ସେତେଟା ଅନୁଭବ କରିହେଉ ନ ଥିଲା। ହେଲେ ରବିବାର ଟାଇଁ ଟାଇଁ ଖରା ସାଙ୍ଗକୁ ଗୁଳୁଗୁଳିରେ ଲୋକେ ଅଥୟ…

ସ୍ବାସ୍ଥ୍ୟବ୍ୟବସ୍ଥାରେ ସୁଧାର ଆଣିବେ ଏସ୍‌ଏଚ୍‌ଜି

ଅନୁଗୋଳ ଅଫିସ, ୧୩।୬: ସ୍ବାସ୍ଥ୍ୟସେବାକୁ ଅଧିକ ସ୍ବଚ୍ଛ ଓ ସୁନ୍ଦର କରାଯିବ। ସେଥିପାଇଁ ପୂର୍ବ ବ୍ୟବସ୍ଥାରେ ପରିବର୍ତ୍ତନ କରି ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି)କୁ ଏଥିରେ ସାମିଲ କରିବାକୁ ସରକାରୀସ୍ତରରେ ନିଷ୍ପତ୍ତି ହୋଇଛି। ଏଣିକି ମେଡିକାଲଗୁଡ଼ିକରେ ଠିକା ସଂସ୍ଥା ସ୍ଥାନରେ ଏସ୍‌ଏଚ୍‌ଜିଗୁଡ଼ିକ ୧୩ଟି…

ସୁରକ୍ଷା ଦେଇପାରୁନାହାନ୍ତି ସରକାର

ବଇଣ୍ଡା,୧୨।୬(ଡି.ଏନ.ଏ.) ଗଛ କଟା ବିରୋଧରେ ଏବେ ସବୁଠି ଶାଣିତ ହେଉଛି ସ୍ବର। ପରିବେଶ ସୁରକ୍ଷାକୁ ପ୍ରାଥମିକତା ଦେବାକୁ ସମସ୍ତେ କରୁଛନ୍ତି ଦାବି। ଚାରା ରୋପଣରେ ଅଟକି ନ ଯାଇ ତାହାକୁ ବଞ୍ଚାଇବା ଉପରେ ଗୁରୁତ୍ୱ ଦେବାକୁ କରାଯାଉଛି ସଚେତନ। ହେଲେ ଅନୁଗୋଳ…

ପୁନରୁଦ୍ଧାର ହେଲେ ମାଡ଼ନ୍ତା ପାଣି

ଛେଣ୍ଡିପଦା,୧୧।୬(ଡି.ଏନ.ଏ.) କୁମ୍ଭୀରା ନାଳରେ ମାଟି ବନ୍ଧ ବାନ୍ଧି ଚାଷୀ ନିର୍ମାଣ କରିଥିଲେ ଘୁଡ଼ିଆନାଳୀ ଜଳସେଚନ ପ୍ରକଳ୍ପ। ପରେ ମାଟି ବନ୍ଧକୁ ପକ୍କା କରାଯାଇଥିଲା। ହେଲେ ୨୦୦୨ରେ ପ୍ରବଳ ବର୍ଷାରେ ପ୍ରକଳ୍ପର କିଛି ଅଂଶ ଧୋଇଯିବା ପରଠାରୁ ଏହା ଅଚଳ ଅବସ୍ଥାରେ ପଡ଼ିଛି।…

ଦୀର୍ଘବର୍ଷ ହେଲା ହୋଇନି ବାବୁମାନଙ୍କ ବଦଳି

ଅନୁଗୋଳ ଅଫିସ, ୧୧।୬ ଗୋଟିଏ ଚୌକିରେ ସରକାରଙ୍କ କୌଣସି କର୍ମଚାରୀ ଅଧିକ ବର୍ଷ ରହିପାରିବେ ନାହିଁ। ଏହା ହେଲେ ସ୍ବଚ୍ଛତାରେ ବାଧା ଉପୁଜିବ। ତେଣୁ ଦୀର୍ଘବର୍ଷ ଧରି ଗୋଟିଏ ଚୌକିରେ ବସିଥିବା କର୍ମଚାରୀମାନଙ୍କୁ ବଦଳି କରିବାକୁ ସରକାରୀ ନିର୍ଦ୍ଦେଶନାମା ରହିଛି। ଏପରି…

ପ୍ରସ୍ତୁତ ହେଉଛି ମଡର୍ନ ମାର୍କେଟ ରୂପରେଖ

ଅନୁଗୋଳ ଅଫିସ, ୧୦।୬ ଗୋଟିଏ ଛାତ ତଳେ ଉପଲବ୍ଧ ହେବ ସତେଜ ପରିବା ଓ ଆମିଷ ଦ୍ରବ୍ୟ। ଅନୁଗୋଳରେ ଅତ୍ୟାଧୁନିକ ଶୈଳୀରେ ନିର୍ମାଣ ହେବ ‘ମଡର୍ନ ମାର୍କେଟ’। ଏଥିପାଇଁ ୨ ଏକର ଜାଗା ଖୋଜା ଆରମ୍ଭ ହୋଇଗଲାଣି। ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ଅନୁଗୋଳ…

ହ୍ରାସ କରିବ ହାତୀ ଉପଦ୍ରବ

ବଇଣ୍ଡା,୧୦।୬ (ଡି.ଏନ.ଏ.) ଗାଁ ମୁହଁା ହାତୀଙ୍କୁ ଘଉଡ଼ାଇବାକୁ ପ୍ରବେଶ ପଥରେ ଲଗାଯାଇଛି ମହୁମାଛି ବାକ୍ସ। ଏମ୍‌ଏସ୍‌ଏମ୍‌ଇ ମନ୍ତ୍ରଣାଳୟ ଅଧୀନ ଖଦି ଓ ଗ୍ରାମୋଦ୍ୟୋଗ ଆୟୋଗ (କେଭିଆଇସି) ପକ୍ଷରୁ ଅନୁଗୋଳ ଜିଲାର ଆଠମଲ୍ଲିକ ଓ ହଣ୍ଡପା ରେଞ୍ଜରେ ଆରମ୍ଭ ହୋଇଥିବା ପାଇଲଟ ପ୍ରକଳ୍ପକୁ…

ଖୋଲିଲା ମେଡିକାଲ ମୁଖ୍ୟ ଫାଟକ

ଅନୁଗୋଳ ଅଫିସ, ୯।୬: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟର ମୁଖ୍ୟ ଫାଟକ ୨୩ ଦିନ ପରେ ବୁଧବାର ଖୋଲିଛି। ମୁଖ୍ୟ ଫାଟକ ଛାତ ମରାମତି ପରେ ଖୋଲା ଯାଇଥିବା ପୌରପାଳିକା ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ତେବେ ଫାଟକ ଖୋଲିବା ପରେ ରୋଗୀ,…

ରାତି ପାହିଲେ ଲମ୍ବା ଧାଡ଼ି

ବଇଣ୍ଡା,୯।୬(ଡି.ଏନ.ଏ.): ବସୁଧା ଯୋଜନାରେ ସରକାର ଗ୍ରାମାଞ୍ଚଳରେ ପାନୀୟ ଜଳ ପ୍ରକଳ୍ପ ନିର୍ମାଣ କରୁଛନ୍ତି। ସମସ୍ତେ କିପରି ବିଶୁଦ୍ଧ ପାଇପ୍‌ ପାଣି ପାଇପାରିବେ ତାହା ଉପରେ ଗୁରୁତ୍ୱ ଦେଉଛନ୍ତି। ହେଲେ ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ କୃତ୍ତିବାସପୁର ପଞ୍ଚାୟତର ୬ ଗଁାକୁ ଏ…

ଆପରାଧିକ କାର୍ଯ୍ୟରେ ବଢ଼ୁଛି ନାବାଳକଙ୍କ ଭାଗୀଦାରି

ଅନୁଗୋଳ ଅଫିସ, ୯।୬: ଅନୁଗୋଳ ସହରରେ ବଢ଼ୁଛି ଆପରାଧିକ କାର୍ଯ୍ୟକଳାପ। ବିଶେଷକରି ଚୋରି, ଛିନତାଇ, ଡିକି ଭାଙ୍ଗି ଟଙ୍କା ଲୁଟ୍‌, ବଜାରରୁ ବାଇକ୍‌ ଚୋରି ପରି ଘଟଣା ବୃଦ୍ଧି ପାଇବାରେ ଲାଗିଛି। ଦିନ ହେଉ ବା ରାତି, ଏପରି ଅପରାଧ ପ୍ରାୟ ଦୈନିକ…

ମହିତଳାରେ ଔଷଧୀୟ ଚାରା ବଣ୍ଟନ

ଅନୁଗୋଳ ଅଫିସ,୮।୬ – ଅନୁଗୋଳ କୃଷି ବିଜ୍ଞାନ କେନ୍ଦ୍ର ତରଫରୁ ଛେଣ୍ଡିପଦା ବ୍ଲକ ମହିତଳା ଗ୍ରାମରେ ଗତ ରବିବାର ବିଶ୍ୱ ପରିବେଶ ଦିବସ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ କୃଷି ବିଜ୍ଞାନ କେନ୍ଦ୍ରର ବନବିଜ୍ଞାନୀ ଜ୍ଞାନରଞ୍ଜନ ସାହୁ ଯୋଗଦେଇ ପରିବେଶ ପ୍ରଦୂଷଣ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri