ଅନୁଗୋଳ

ପ୍ରକ୍ରିୟା ଶେଷ ହେଉ ନ ଥିବାରୁ ପ୍ରତିବାଦ

ତାଳଚେର,୪ା୭(ନି.ପ୍ର.): ତାଳଚେର ମେଡିକାଲ କଲେଜ ବା ମହାନଦୀ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନ୍ସ ଆଣ୍ଡ ରିସର୍ଚ୍ଚ ସେଣ୍ଟର (ମିମ୍‌ସାର)କୁ ରାଜ୍ୟ ସରକାର ପରିଚାଳନା କରିବେ। ମେ ୧୨ ତାରିଖରେ ରାଜ୍ୟ ସରକାରଙ୍କ ଏହି ଘୋଷଣାକୁ ଇତିମଧ୍ୟରେ ଦେଢ଼ମାସ ପୂରିଗଲାଣି। ଏମ୍‌ସିଏଲ୍‌ ମଧ୍ୟ…

ଆଇଫୋନ୍‌ ଦେବାକୁ କହି ଠକେଇ

ଅନୁଗୋଳ ଅଫିସ, ୪ା୭: ଅନୁଗୋଳ ଜିଲା ନାଲ୍‌କୋରେ କାର୍ଯ୍ୟରତ ଜଣେ ସିଆଇଏସ୍‌ଏଫ୍‌ ଯବାନ ଆଇଫୋନ୍‌ କିଣିବାକୁ ଯାଇ ଲକ୍ଷେ ଟଙ୍କା ଠକେଇର ଶିକାର ହୋଇଛନ୍ତି। ଏ ନେଇ ସମ୍ପୃକ୍ତ ଯବାନ ନାଲ୍‌କୋ ଥାନାର ଦ୍ୱାରସ୍ଥ ହେବା ପରେ ପୋଲିସ ନଂ. ୧୫୧/୨୨ରେ…

ବିପଦସଙ୍କୁଳ ଟିକରପଡ଼ା ପ୍ରାଥମିକ ବିଦ୍ୟାଳୟ

ରମ୍ଭା,୩।୭: ରମ୍ଭା ଟିକରପଡା ପ୍ରାଥମିକ ବିଦ୍ୟାଳୟ ୭ନମ୍ବର ୱାର୍ଡ ଏନ୍‌ଏସି ନିକଟରେ ଅବସ୍ଥିତ। ଏଠାରେ ୯୦ ଭାଗରୁ ଊର୍ଦ୍ଧ୍ୱ ଅନୁସୂଚିତ ଜାତିର ଛାତ୍ରୀଛାତ୍ର ପଢନ୍ତି। ୫ ଖଣ୍ଡ ସାହି ଯଥା, ଟିକରପଡ଼ା, ଘୁମୁସର ସାହି, ପନ୍ଦରା ସାହି, ରୋଡ ଅଞ୍ଚଳ ଓ…

ଶକ୍ତିକେନ୍ଦ୍ରକୁ ଜାରି ରହିବ କୋଇଲା ଯୋଗାଣ

ତାଳଚେର, ୩।୭(ନି.ପ୍ର.): ବର୍ଷା ଋତୁରେ ଶକ୍ତିକେନ୍ଦ୍ରରେ କୋଇଲା ସଙ୍କଟର ମୁକାବିଲା ପାଇଁ ପ୍ରସ୍ତୁତି ଆରମ୍ଭ କରିଛି ରାଷ୍ଟ୍ରାୟତ୍ତ ଉଦ୍ୟୋଗ କୋଲ୍‌ ଇଣ୍ଡିଆର ଅଂଶୀଦାର ମହାନଦୀ କୋଲ୍‌ଫିଲ୍ଡ ଲିମିଡେଟ୍‌ (ଏମ୍‌ସିଏଲ୍‌)। କମ୍ପାନୀ ଅଧିକୃତ ସମସ୍ତ କୋଇଲା ଖଣି ତଥା ରେଲଓ୍ବେ ସାଇଡିଂରେ ପର୍ଯ୍ୟାପ୍ତ…

ଆଲୋଚନା ବିଫଳ, ୪ରେ ତାଳଚେର ବନ୍ଦ ଡାକରା

ତାଳଚେର, ୩।୭(ନି.ପ୍ର.): ତାଳଚେର ମେଡିକାଲ କଲେଜ କାର୍ଯ୍ୟକ୍ଷମ ପ୍ରସଙ୍ଗରେ ହୋଇଥିବା ଆଲୋଚନାରୁ କୌଣସି ନିଷ୍କର୍ଷ ବାହାରିନାହିଁ। ଫଳରେ ଆସନ୍ତା ୪ ତାରିଖରେ ୧୨ ଘଣ୍ଟିଆ ତାଳଚେର ବନ୍ଦ ଏବଂ ୭୨ ଘଣ୍ଟିଆ ଅର୍ଥନୈତିକ ଅବରୋଧ ଡାକରା ଦେଇଛି କ୍ରିୟାନୁଷ୍ଠାନ କମିଟି। ଏହାକୁ…

ଉଚ୍ଚଶିକ୍ଷା ପାଇଁ ବିଦେଶ ଯିବେ ଡିଆଇଜି

ଅନୁଗୋଳ ଅଫିସ, ୩।୭ ବରିଷ୍ଠ ଆଇପିଏସ୍‌ ଅଫିସର ତଥା ଉତ୍ତର କେନ୍ଦ୍ରାଞ୍ଚଳ ଡିଆଇଜି ଡ.ସାର୍ଥକ ଷଡ଼ଙ୍ଗୀ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରିଛନ୍ତି। ସେ ନ୍ୟୁୟର୍କସ୍ଥିତ କଲମ୍ବିଆ ୟୁନିଭରସିଟିରେ ମାଷ୍ଟର ଇନ ପବ୍ଲିକ ଆଡମିନିଷ୍ଟ୍ରେଶନ (ଏମ୍‌ପିଏ) ଶିକ୍ଷା କରିବେ। ପାଠ୍ୟକ୍ରମ ଅବଧି…

ସଙ୍କଟରେ ପ୍ରାଥମିକ ସ୍ବାସ୍ଥ୍ୟସେବା

ବଇଣ୍ଡା,୨।୭(ଡି.ଏନ.ଏ.) ୩ ବର୍ଷ ହେଲା ଖାଲି ପଡ଼ିଛି ଡାକ୍ତର ପଦବୀ। ଷ୍ଟାଫନର୍ସ, କମ୍ପାଉଣ୍ଡର ଓ ସୁଇପର ମଧ୍ୟ ନାହାନ୍ତି। ଚିକିତ୍ସା ପାଇଁ ଆସୁଥିବା ରୋଗୀ କିପରି ଅସୁବିଧାର ସମ୍ମୁଖୀନ ହେଉଛନ୍ତି ସେ ନେଇ ଜିଲା ପ୍ରଶାସନ, ବିଧାୟକଙ୍କୁ ବାରମ୍ବାର ଅବଗତ କରିଛନ୍ତି…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା କର୍ମଚାରୀଙ୍କ ଜୀବନ

ହିନ୍ଦୋଳ,୧।୭(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ଏନ୍‌ଏସି ଅନ୍ତର୍ଗତ ଚରଣପୁର ବିଦ୍ୟୁତ୍‌ ଷ୍ଟ୍ରକଚରରେ ଏକ ଅଘଟଣ ଘଟିଛି। ଖୁଣ୍ଟରେ ଚଢ଼ି କାର୍ଯ୍ୟ କରୁଥିବା ବେଳେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ସୁକାନ୍ତ ସାହୁ (୩୫)। ଅନ୍ୟପକ୍ଷେ…

୩ ଜଣଙ୍କୁ ଉଠାଇନେଲା ବନ ବିଭାଗ: ପ୍ରତିବାଦରେ ହିନ୍ଦୋଳ-ଅନୁଗୋଳ ରାସ୍ତା ଅବରୋଧ

ହିନ୍ଦୋଳ,୧।୭(ଡି.ଏନ୍‌.ଏ.): ଗାଁର ୩ଜଣ ବ୍ୟକ୍ତିଙ୍କୁ ବନ ବିଭାଗ ଉଠାଇ ନେଇଥିବା ପ୍ରତିବାଦରେ ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଉଁଶପୋଖରୀ କର୍ଣ୍ଣପୁର ବନାଞ୍ଚଳ ବିଟ୍‌ଠାରେ ଶୁକ୍ରବାର ଗ୍ରାମବାସୀଙ୍କ ପକ୍ଷରୁ ହିନ୍ଦୋଳ-ଅନୁଗୋଳ ରାସ୍ତାକୁ ଅବରୋଧ କରାଯାଇଛି। ଦୁଇ ଦିନ ତଳେ ବାଉଁଶପୋଖରୀ ପଞ୍ଚାୟତ ନିକଟସ୍ଥ…

ସାତକୋଶିଆରେ ଅସୁସ୍ଥ ମାଈ ହାତୀର ମୃତ୍ୟୁ

ଅନୁଗୋଳ ଅଫିସ, ୧।୭ ସାତକୋଶିଆ ଅଭୟାରଣ୍ୟରେ ଥମୁନି ହାତୀ ମଡ଼କ। ଗତ ୧୫ ଦିନ ମଧ୍ୟରେ ଅଭୟାରଣ୍ୟର ବିଭିନ୍ନ ରେଞ୍ଜ ଅଞ୍ଚଳରେ ୩ଟି ଅସୁସ୍ଥ ହାତୀର ମୃତ୍ୟୁ ହୋଇଛି। ଗତ ୧୬ ତାରିଖରେ ପମ୍ପାସର ରେଞ୍ଜ ଜୁକୁବ ଅଞ୍ଚଳରେ ଏକ ଦନ୍ତା…

ବ୍ୟବସାୟୀଙ୍କ ମଧ୍ୟରେ ଛନକା

ଅନୁଗୋଳ ଅଫିସ, ୧।୭ ପରିବେଶ ପ୍ରଦୂଷଣକୁ ଅଧିକ ବଢ଼ାଉଥିବା ଏକକ ବ୍ୟବହାରଯୋଗ୍ୟ ପ୍ଲାଷ୍ଟିକକୁ ଜୁଲାଇ ୧ରୁ କେନ୍ଦ୍ର ସରକାର ନିଷିଦ୍ଧ କରିଛନ୍ତି। ତେଣୁ ଅନୁଗୋଳ ଜିଲାରେ ଏହାକୁ କଡ଼ାକଡ଼ି ଭାବେ ପାଳନ କରାଯିବ। ଏ ନେଇ ପ୍ରଶାସନ ପକ୍ଷରୁ ଗୁରୁବାର ଅନୁଗୋଳ…

ଭକ୍ତଙ୍କ ମେଳରେ ଗଡ଼ିବ ରଥ

ଅନୁଗୋଳ ଅଫିସ/ ଆଠମଲ୍ଲିକ, ୧।୭ ଅନୁଗୋଳ ଶୈଳଶ୍ରୀକ୍ଷେତ୍ରରେ ରଥଯାତ୍ରା ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ମନ୍ଦିର ସମ୍ମୁଖରେ ୩ ରଥ ପ୍ରସ୍ତୁତ ହୋଇ ରହିଛି। କରୋନା ପାଇଁ ଗତ ୨ ବର୍ଷ ଧରି ରଥଯାତ୍ରା କେବଳ ମନ୍ଦିର ମଧ୍ୟରେ ସୀମିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?