ଅନୁଗୋଳ

ସ୍ବଚ୍ଛତାର ସହ ନିର୍ବାଚନ ପରିଚାଳନା କର

ବଇଣ୍ଡା,୧୧।୨(ଡି.ଏନ.ଏ.) ଅନୁଗୋଳ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ଗୁରୁବାର ଆଠମଲ୍ଲିକ ଓ କିଶୋରନଗର ବ୍ଲକର ବିଭିନ୍ନ ଉନ୍ନୟନ କାର୍ଯ୍ୟ ସମୀକ୍ଷା କରିବା ସହ ପଞ୍ଚାୟତ ନିର୍ବାଚନ କିଭଳି ସ୍ବଚ୍ଛ ଭାବେ ପରିଚାଳନା ହେବ ତାହାର ତଦାରଖ କରିଛନ୍ତି। ଜିଲାପାଳ ପ୍ରଥମେ...

ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଲେ ବିଧାୟକ

ବଇଣ୍ଡା,୧୦ା୨(ଡି.ଏନ.ଏ.)  ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନକୁ ନେଇ ଗାଁ ଗହଳିରେ ଏବେ ରାଜନୈତିକ ଉଷ୍ମତା ବୃଦ୍ଧି ପାଇଛି। ପ୍ରତ୍ୟେକ ଗାଁରେ ପ୍ରଚାର ଜମୁଥିବାବେଳେ ବୁଧବାର କିଶୋରନଗର ବ୍ଲକ ୧୨ ନମ୍ବର ଜୋନ୍‌ ବିଜେଡି ଜିଲା ପରିଷଦ ପ୍ରାର୍ଥୀ ଅନୁପମା ସାହୁଙ୍କ ପାଇଁ...

ନିଖୋଜ ସରପଞ୍ଚ ପ୍ରାର୍ଥୀ ଶ୍ୱଶୁରଘରୁ ଉଦ୍ଧାର

ଛେଣ୍ଡିପଦା,୧୦ା୨(ସ୍ବ.ପ୍ର.)  ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ମାଛକୁଟା ପଞ୍ଚାୟତର ସରପଞ୍ଚ ପ୍ରାର୍ଥୀ ମନୋଜ ସେଠୀ ନିଖୋଜ ହେବାର ୧୨ ଘଣ୍ଟା ପରେ ଉଦ୍ଧାର ହୋଇଛନ୍ତି। ଛେଣ୍ଡିପଦା ପୋଲିସ ବୁଧବାର ମନୋଜଙ୍କୁ ତାଙ୍କ ଶ୍ୱଶୁର ଘରୁ ଉଦ୍ଧାର କରିଛି। ନିର୍ବାଚନରେ ହାରିଯିବା...

ସରପଞ୍ଚ ପ୍ରାର୍ଥୀଙ୍କୁ ଅପହରଣ ଅଭିଯୋଗ

ଛେଣ୍ଡିପଦା,୯ା୨(ସ୍ବ.ପ୍ର.):ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ମାଛକୁଟା ପଞ୍ଚାୟତର ସରପଞ୍ଚ ପ୍ରାର୍ଥୀ ମନୋଜ କୁମାର ସେଠୀଙ୍କୁ ଅପହରଣ କରାଯାଇଥିବା ନେଇ ମଙ୍ଗଳବାର ରାତି ୯ଟାରେ ତାଙ୍କ ପରିବାର ଓ ସମର୍ଥକଙ୍କ ପକ୍ଷରୁ ଛେଣ୍ଡିପଦା ଥାନାରେ ଅଭିଯୋଗ କରାଯାଇଛି। ମାଛକୁଟା ପଞ୍ଚାୟତର ସରପଞ୍ଚ...

ଦଶମରେ ଅଧିକ ଉପସ୍ଥାନ

ଅନୁଗୋଳ ଅଫିସ, ୮।୨ କୋଭିଡ୍‌ ସଂକ୍ରମଣ କାରଣରୁ ଦୀର୍ଘଦିନ ବନ୍ଦ ରହିବା ପରେ ସୋମବାରଠାରୁ ଅନୁଗୋଳ ଜିଲାରେ ହାଇସ୍କୁଲଗୁଡ଼ିକ ଖୋଲିଛି। ଫଳରେ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଉତ୍ସାହ ଦେଖାଦେଇଛି। ପ୍ରଥମ ଦିନରେ ଅଷ୍ଟମ, ନବମ ଓ ଦଶମ ଶ୍ରେଣୀରେ ୫୦ ପ୍ରତିଶତରୁ...

ଅବକାରୀ ବିଭାଗ ହାତ ଖାଲି

ଅନୁଗୋଳ ଅଫିସ,୭ା୨: ଅନୁଗୋଳ ଉପକଣ୍ଠ ରାଣୀଗୁଡ଼ାର ନକଲି ମଦ ମାଫିଆ ଜୟପ୍ରକାଶ ଗୁପ୍ତାଙ୍କ ଘରେ ଚଢ଼ାଉ କରିବାର ୩୬ ଘଣ୍ଟା ବିତିଯାଇଥିଲେ ମଧ୍ୟ ଅବକାରୀ ବିଭାଗର ହାତ ଖାଲି ରହିଛି। ଚଢ଼ାଉ ପୂର୍ବରୁ ପରିବାର ସହ ଫେରାର ହୋଇଯାଇଥିବା ଜୟପ୍ରକାଶଙ୍କୁ...

କୁଟୁରା ଶିକାର, ୧୨ ଗିରଫ

କଣିହାଁ,୭ା୨(ଡି.ଏନ.ଏ.): ଅନୁଗୋଳ ଜିଲା କଣିହାଁ ବନାଞ୍ଚଳ ତରଫରୁ କୁଟୁରା ଶିକାର ଅଭିଯୋଗରେ ୧୨ ଜଣଙ୍କୁ ଗିରଫ ପରେ ଶନିବାର ରାତିରେ କୋର୍ଟ ଚାଲାଣ କରାଯାଇଛି। ରେଞ୍ଜ ଅଫିସର ନୀଳମଣି ଦେହୁରୀ କହିଛନ୍ତି, ରେଙ୍ଗାଳି ଫରେଷ୍ଟ ସେକ୍ସନର ବିରୁପାଳ ସଂରକ୍ଷିତ ଜଙ୍ଗଲରେ...

ମାଂସ ଖାଇବାକୁ ବସିଥିଲେ, ବାନ୍ଧିଲା ପୋଲିସ

କଣିହାଁ,୬।୨,(ଡି.ଏନ.ଏ.): ଅନୁଗୋଳ ଜିଲା କଣିହାଁ ବନାଞ୍ଚଳ ତରଫରୁ କୁଟୁରା ଶିକାର ଅଭିଯୋଗରେ ୧୨ ଜଣଙ୍କୁ ଗିରଫ କରି ଶନିବାର ରାତିରେ କୋର୍ଟଚାଲାଣ କରାଯାଇଛି। ରେଞ୍ଜ ଅଫିସର ନୀଳମଣି ଦେହୁରୀଙ୍କ ସୂଚନାରୁ ଜଣାଯାଏ ରେଙ୍ଗାଳି ଫରେଷ୍ଟ ସେକ୍ସନର ବିରୁପାଳ ସଂରକ୍ଷିତ ଜଙ୍ଗଲରେ...

ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଲେ ବିଧାୟକ

ବଇଣ୍ଡା, ୬ା୨(ଡି.ଏନ୍‌.ଏ.) ଅନୁଗୋଳ ଜିଲା କିଶୋରନଗର ବ୍ଲକ ବଇଣ୍ଡା ୧୩ନଂ. ଜୋନ୍‌ରୁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ବିଜେଡି ପ୍ରାର୍ଥୀ ବିଷ୍ଣୁପ୍ରିୟା ପ୍ରଧାନ ଶନିବାରଠାରୁ ପ୍ରଚାର ଜୋର୍‌ଦାର କରିଛନ୍ତି। ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ, ପର୍ଯ୍ୟବେକ୍ଷକ ନଳିନୀକାନ୍ତ ପ୍ରଧାନ ଦଳୀୟ ପ୍ରାର୍ଥୀଙ୍କ...

ଅନୁଗୋଳରେ ନକଲି ବିଦେଶୀ ମଦ ସାମ୍ରାଜ୍ୟ

ଅନୁଗୋଳ ଅଫିସ, ୬ା୨:  ଅନୁଗୋଳ ସହର ଉପକଣ୍ଠ ରାଣୀଗୁଡ଼ାରୁ ମିଳିଛି ନକଲି ବିଦେଶୀ ମଦ ବ୍ୟବସାୟର ଲିଙ୍କ୍‌। ଶନିବାର ଅବକାରୀ ବିଭାଗ ଓ କଟକ ଫ୍ଲାଇଂ ସ୍କ୍ବାର୍ଡ ମିଳିତ ଭାବେ ଚଢ଼ାଉ କରି ଏକ ଭଡ଼ାଘରୁ ୧୦୦ରୁ ଊର୍ଦ୍ଧ ବସ୍ତା ମଦବୋତଲ...

ପ୍ରାର୍ଥୀଙ୍କ ପାଇଁ ବିଧାୟକଙ୍କ ପ୍ରଚାର

କଣିହାଁ/ ଅନୁଗୋଳ ଅଫିସ,୫ ।୨ କଣିହାଁ ବ୍ଲକ ୧୦ ନମ୍ବର ଜିଲା ପରିଷଦ ଜୋନ୍‌ ବିଜେଡି ପ୍ରାର୍ଥୀଙ୍କ ପାଇଁ ଶୁକ୍ରବାର ପ୍ରଚାର ଆରମ୍ଭ କରିଛନ୍ତି ପାଲଲହଡ଼ା ବିଧାୟକ ମୁକେଶ କୁମାର ପାଳ। ବିଧାୟକ ପ୍ରଥମେ କର୍ଣ୍ଣପାଳ ପଞ୍ଚାୟତର ମା’ ଲୁଧୁଣୀ...

ବଅଁରପାଳରେ ଭଲ ପ୍ରଦର୍ଶନ ଆଶା

ବଅଁରପାଳ, ୫ ।୨(ଡି.ଏନ୍‌.ଏ.) ପାଖେଇ ଆସୁଛି ପଞ୍ଚାୟତ ନିର୍ବାଚନ ମତଦାନ ତାରିଖ। ପ୍ରଥମ ପର୍ଯ୍ୟାୟ ଭୋଟଗ୍ରହଣକୁ ଆଉ ଦିନ କେଇଟା ବାକି ଥିବାବେଳେ ସରଗରମ ହୋଇଉଠିଛି ଗ୍ରାମାଞ୍ଚଳ ରାଜନୀତି। ସରପଞ୍ଚ, ସମିତି ସଭ୍ୟ ଓ ଓ୍ବାର୍ଡସଭ୍ୟ ପ୍ରାର୍ଥୀମାନେ ସମର୍ଥକଙ୍କ ସହ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri