ଅନୁଗୋଳ

ଖୋଲିଲା ମେଡିକାଲ ମୁଖ୍ୟ ଫାଟକ

ଅନୁଗୋଳ ଅଫିସ, ୯।୬: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟର ମୁଖ୍ୟ ଫାଟକ ୨୩ ଦିନ ପରେ ବୁଧବାର ଖୋଲିଛି। ମୁଖ୍ୟ ଫାଟକ ଛାତ ମରାମତି ପରେ ଖୋଲା ଯାଇଥିବା ପୌରପାଳିକା ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ତେବେ ଫାଟକ ଖୋଲିବା ପରେ…

ରାତି ପାହିଲେ ଲମ୍ବା ଧାଡ଼ି

ବଇଣ୍ଡା,୯।୬(ଡି.ଏନ.ଏ.): ବସୁଧା ଯୋଜନାରେ ସରକାର ଗ୍ରାମାଞ୍ଚଳରେ ପାନୀୟ ଜଳ ପ୍ରକଳ୍ପ ନିର୍ମାଣ କରୁଛନ୍ତି। ସମସ୍ତେ କିପରି ବିଶୁଦ୍ଧ ପାଇପ୍‌ ପାଣି ପାଇପାରିବେ ତାହା ଉପରେ ଗୁରୁତ୍ୱ ଦେଉଛନ୍ତି। ହେଲେ ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ କୃତ୍ତିବାସପୁର ପଞ୍ଚାୟତର ୬ ଗଁାକୁ ଏ…

ଆପରାଧିକ କାର୍ଯ୍ୟରେ ବଢ଼ୁଛି ନାବାଳକଙ୍କ ଭାଗୀଦାରି

ଅନୁଗୋଳ ଅଫିସ, ୯।୬: ଅନୁଗୋଳ ସହରରେ ବଢ଼ୁଛି ଆପରାଧିକ କାର୍ଯ୍ୟକଳାପ। ବିଶେଷକରି ଚୋରି, ଛିନତାଇ, ଡିକି ଭାଙ୍ଗି ଟଙ୍କା ଲୁଟ୍‌, ବଜାରରୁ ବାଇକ୍‌ ଚୋରି ପରି ଘଟଣା ବୃଦ୍ଧି ପାଇବାରେ ଲାଗିଛି। ଦିନ ହେଉ ବା ରାତି, ଏପରି ଅପରାଧ ପ୍ରାୟ…

ମହିତଳାରେ ଔଷଧୀୟ ଚାରା ବଣ୍ଟନ

ଅନୁଗୋଳ ଅଫିସ,୮।୬ – ଅନୁଗୋଳ କୃଷି ବିଜ୍ଞାନ କେନ୍ଦ୍ର ତରଫରୁ ଛେଣ୍ଡିପଦା ବ୍ଲକ ମହିତଳା ଗ୍ରାମରେ ଗତ ରବିବାର ବିଶ୍ୱ ପରିବେଶ ଦିବସ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ କୃଷି ବିଜ୍ଞାନ କେନ୍ଦ୍ରର ବନବିଜ୍ଞାନୀ ଜ୍ଞାନରଞ୍ଜନ ସାହୁ ଯୋଗଦେଇ ପରିବେଶ ପ୍ରଦୂଷଣ,…

ବିରୋଧ ସତ୍ତ୍ୱେ ଦିଘି ଗ୍ରାମରେ ଉଚ୍ଛେଦ

ତାଳଚେର,୮।୬(ନି.ପ୍ର.) – ତାଳଚେର ବ୍ଲକ ଦିଘି ଗ୍ରାମଦେଇ ଫ୍ଲାଏ ଓଭର ବ୍ରିଜ ଯିବାକୁ ଥିବାରୁ ମଙ୍ଗଳବାର ସେଠାରେ ଉଚ୍ଛେଦ କାର୍ଯ୍ୟ କରାଯାଇଛି। ସକାଳେ ତାଳଚେର ପ୍ରଶାସନ ଗ୍ରାମରେ ପହଞ୍ଚିବା ପରେ ଗ୍ରାମବାସୀଙ୍କ ଉଚ୍ଛେଦ ନ କରିବାକୁ ଅନୁରୋଧ କରିଥିଲେ। କିନ୍ତୁ ପ୍ରଶାସନ…

ଅଧିକରୁ ଅଧିକ ଗଛ ଲଗାଇବାକୁ ଆହ୍ବାନ

ଅନୁଗୋଳ ଅଫିସ, ୮।୬ – ବିଶ୍ୱ ପରିବେଶ ଦିବସ ଉପଲକ୍ଷେ ଅନୁଗୋଳସ୍ଥିତ ଜିନ୍ଦଲ ଷ୍ଟିଲ ଆଣ୍ଡ ପାଓ୍ବାର ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ କମ୍ପାନୀ କର୍ମଚାରୀ, ସ୍କୁଲ ଛାତ୍ରୀଛାତ୍ର ଏବଂ ପାର୍ଶ୍ୱବର୍ତ୍ତୀ ଗ୍ରାମର ଲୋକମାନେ ଅଂଶଗ୍ରହଣ କରିବା…

ବସ୍ ଯାତ୍ରୀଙ୍କୁ ବିମାନବନ୍ଦର ଭଳି ସୁବିଧା

ଅନୁଗୋଳ ଅଫିସ, ୮।୬ – ବସ୍‌ରେ ଯିବାକୁ ଥିବା ଯାତ୍ରୀ ପାଇବେ ବିମାନବନ୍ଦର ଭଳି ସୁବିଧା। ପାର୍କିଂ, ଶପିଂ, ମେଡିସିନ, ଯାହା ଚାହିଁବେ ତାହା ହାତପାହାନ୍ତାରେ ପାଇପାରିବେ। ବସ୍‌ ଟାଇମିଂ ଜାଣିବାଠାରୁ ଆରମ୍ଭ କରି ଇ-ଟିକେଟ୍‌ ଯାଏ ସମସ୍ତ ଅତ୍ୟାଧୁନିକ ବ୍ୟବସ୍ଥା…

ମୁହଁ ଫେରାଇଲେଣି ଗୃହିଣୀ

ବଇଣ୍ଡା,୭।୬ ବଢ଼ି ବଢ଼ି ଚାଲିଛି ରନ୍ଧନଗ୍ୟାସ୍‌ ଦର। ସିଲିଣ୍ଡର ପିଛା ଦାମ୍‌ ହଜାରେ ଟଙ୍କା ଟପିଯିବା ପରେ ଆଉ ସହ୍ୟ କରିପାରୁନାହାନ୍ତି ଗୃହିଣୀ। ଅନ୍ୟ ଅତ୍ୟାବଶ୍ୟକ ସାମଗ୍ରୀର ମୂଲ୍ୟ ବୃଦ୍ଧିକୁ ନେଇ ସେମାନେ ଚିନ୍ତାରେ ଥିବାବେଳେ ରନ୍ଧନ ଗ୍ୟାସ୍‌ ଦର କ୍ରମାଗତ…

ବସ୍ତିରୁ ଆରମ୍ଭ ହେବ ଉଚ୍ଛେଦ

ଅନୁଗୋଳଅଫିସ, ୭।୬ ଅନୁଗୋଳ ଜିଲା ତାଳଚେର ପୌରାଞ୍ଚଳରେ ସରକାରୀ ଜାଗାରେ ଘର କରିଥିବା ଲୋକଙ୍କ ଅଟ୍ଟାଳିକାକୁ ପ୍ରଶାସନ ମାଟିରେ ମିଶାଇ ଦେଲା। ଏପରି କି ଦୁଇ ମହଲା ଓ ତିନି ମହଲା ଘର ଗୁଡ଼ିକ ଉପରେ ବୁଲଡୋଜର ଚାଲିଲା। ତାଳଚେର ପରେ…

ସମ୍ପୂର୍ଣ୍ଣ ହେଉନି ପାଇପ୍‌ ସଂଯୋଗ

ବଇଣ୍ଡା,୬।୬(ଡି.ଏନ.ଏ.) ୪ ବର୍ଷ ହେଲା ସାହିରେ ପାଇପ୍‌ ବିଛାଯିବା ସହ ଷ୍ଟାଣ୍ଡପୋଷ୍ଟ ନିର୍ମାଣ କରାଯାଇଛି। ଏପରି କି ବହୁ ଘରକୁ ପାଇପ୍‌ ସଂଯୋଗ ଦିଆଯାଇଛି। ହେଲେ ପ୍ରଶାସନର ତଦାରଖ ଅଭାବରୁ କାମ ସମ୍ପୂର୍ଣ୍ଣ ହୋଇପାରୁ ନାହିଁ। ଫଳରେ ଦୀର୍ଘବର୍ଷ ହେଲା ଅନୁଗୋଳ…

ଦୁର୍ଘଟଣାରେ ଜଣେ ମୃତ, ୪ ଘଣ୍ଟା ରାସ୍ତା ଅବରୋଧ

ଅନୁଗୋଳ ଅଫିସ,୬।୬ ଅନୁଗୋଳ ଜିଲା ମହୀଧରପୁର ଫାଣ୍ଡି ଫୁଲପଡା ପାୱାର ଗ୍ରୀଡ୍‌ କମାର ସାହି ନିକଟରେ ରବିବାର ସକାଳେ ଏକ ପରିବା ବୋଝେଇ ଟାଟା ଏସିଇ ଓ ବାଇକ୍‌ ମଧ୍ୟରେ ଧକ୍କା ଲାଗିବାରୁ ଜଣଙ୍କର ମୃତ୍ୟୁ ହୋଇଛି। ୨ ଜଣ ଆହତ…

୧୧ କୁଇଣ୍ଟାଲ କେନ୍ଦୁପତ୍ର ଜବତ

ଛେଣ୍ଡିପଦା,୫।୬(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳ ସୀମାନ୍ତ କଣିହାଁ ଅଞ୍ଚଳରୁ ଆସୁଥିବା ଏକ ଚୋରା କେନ୍ଦୁପତ୍ର ବୋଝେଇ ପିକ୍‌ଅପ୍‌ ଭ୍ୟାନ୍‌ (ନଂ. ଓଡି୦୫ବିସି -୮୪୧୩)କୁ ଛେଣ୍ତିପଦା ବନବିଭାଗ ଶନିବାର ଜବତ କରିଛି। କଣିହାଁ ଥାନା ଦେନାଳି ଅଞ୍ଚଳରୁ ବ୍ରାହ୍ମଣବିଲ ଦେଇ ଅନୁଗୋଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?