ଅନୁଗୋଳ

ଛାତ୍ରୀଛାତ୍ରଙ୍କୁ ବିଦ୍ୟାଳୟକୁ ଛାଡ଼ିଲେନି ଅଭିଭାବକ

ଅନୁଗୋଳ ଅଫିସ,୫।୬: ଅନୁଗୋଳ ବ୍ଲକ ବାରସିଂହା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଏକମାତ୍ର ଗଣିତ ଶିକ୍ଷକଙ୍କ ବଦଳି ଘଟଣା ଧୀରେ ଧୀରେ ଅଧିକ ଜଟିଳ ରୂପ ନେଉଛି। ଶୁକ୍ରବାର ବଦଳି ବାତିଲ ଦାବିରେ ଗ୍ରାମବାସୀ ଓ ଛାତ୍ରୀଛାତ୍ର ବିଦ୍ୟାଳୟ ମୁଖ୍ୟ ଫାଟକରେ…

ବିପଦପୂର୍ଣ୍ଣ ଅବସ୍ଥାରେ ବିଦ୍ୟୁତ୍‌ ଖୁଣ୍ଟ

ବଅଁରପାଳ,୫।୬(ଡି.ଏନ.ଏ.)- ବଅଁରପାଳ ବ୍ଲକ କୁଲାଡ଼ ଆଞ୍ଚଳିକ କଲେଜକୁ ଯାଇଥିବା ରାସ୍ତା ପାର୍ଶ୍ୱରେ ଏକ ବିଦ୍ୟୁତ୍‌ ଖୁଣ୍ଟ ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି। ଖୁଣ୍ଟଟି ବଙ୍କ ହୋଇଯାଇଥିବାବେଳେ ଏକ ଲୁହା ତାର ସହାୟତାରେ ତାହାକୁ ନିକଟସ୍ଥ ଶୁଖିଲା ଗଛରେ ବନ୍ଧାଯାଇଛି। ଉକ୍ତ ଖୁଣ୍ଟଟି ଢଳି…

ଯୌତୁକ ପାଇଁ ମହିଳାଙ୍କୁ ହତ୍ୟା ଅଭିଯୋଗ

ଅନୁଗୋଳ ଅଫିସ,୫।୬: ୨ ଲକ୍ଷ ଟଙ୍କା ଅଧିକ ଯୌତୁକ ପାଇଁ ଜଣେ ୮ ମାସର ଗର୍ଭବତୀଙ୍କୁ ଶାଶୁଘର ଲୋକେ ହତ୍ୟା କରିଥିବା ଶନିବାର ଅନୁଗୋଳ ସଦର ଥାନାରେ ଅଭିଯୋଗ ହୋଇଛି। ମୃତ ମହିଳା ହେଲେ ଅନୁଗୋଳ ବ୍ଲକ ବେନ୍ତପୁର ଗ୍ରାମର ଚିତ୍ତରଞ୍ଜନ…

ଆକାଉଣ୍ଟରୁ ୯୨ ହଜାର ଟଙ୍କା ଗାଏବ

ଅନୁଗୋଳ ଅଫିସ,୫।୬- ଅନୁଗୋଳ ଜିଲାରେ ସାଇବର ଠକେଇ ବଢ଼ିବାରେ ଲାଗିଛି। ଜଣଙ୍କ ପରେ ଜଣେ ବ୍ୟକ୍ତି ଠକେଇର ଶିକାର ହେଉଥିଲେ ମଧ୍ୟ ସଚେତନତା ଅଭାବରୁ ଏହି ଘଟଣା ବୃଦ୍ଧି ପାଉଛି। ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ କେଉଁଠି ଉପଲବ୍ଧ ହେଉଛି ଓ…

ପରିତ୍ୟକ୍ତ ଖଣି ଅଞ୍ଚଳରେ ଖେଳିବ ସବୁଜିମା

ଅନୁଗୋଳ ଅଫିସ, ୫।୬: ଖଣିଜ ଖନନ ପରେ ପରିତ୍ୟକ୍ତ ହୋଇପଡ଼ୁଥିବା ଅନୁଗୋଳର ଖଣି ଅଞ୍ଚଳରେ ଖେଳିବ ସବୁଜିମା। ଦୁର୍ଘଟଣା ଆଶଙ୍କାରେ ସେଠାକୁ ଯାଉ ନ ଥିବା ଲୋକଙ୍କ ପାଇଁ ଆକର୍ଷଣୀୟ ସାଜିବ ଉକ୍ତ ସବୁଜ ପରିବେଶ। ଜିଲାରେ ନିଶ୍ଚିହ୍ନ ହୋଇଯାଉଥିବା ଜଳଉତ୍ସଗୁଡ଼ିକର…

ଝିଅକୁ ହତ୍ୟା କରି ଝୁଲାଇ ଦେଲେ

ଅନୁଗୋଳ ଅଫିସ,୪।୬: ଅନୁଗୋଳ ଜିଲା ବେନ୍ତପୁର ଗାଁର ଚିତ୍ତରଞ୍ଜନ ପରିଡାଙ୍କ ଘରୁ ତାଙ୍କ ସ୍ତ୍ରୀ ସସ୍ମିତା ବେହେରାଙ୍କ ମୃତଦେହ ଶନିବାର ପୋଲିସ ଜବତ କରିଛି। ସେ ଏକ ବ୍ଳାଉଜରେ ଶିଡିଘର ପୁଆରେ ଝୁଲୁଥିବା ବେଳେ ତାଙ୍କୁ ହତ୍ୟା କରି ଝୁଲାଇ ଦିଆଯାଇଥିବା…

ରୂପାନ୍ତରଣରେ ସାମିଲ ହେଲା ୫୦ ବିଦ୍ୟାଳୟ

ଅନୁଗୋଳ ଅଫିସ, ୪।୬ ଅନୁଗୋଳ ଜିଲାର ୫୦ଟି ବିଦ୍ୟାଳୟ ଶୁକ୍ରବାର ୫-ଟି ରୂପାନ୍ତରଣରେ ସାମିଲ ହୋଇଛି। ଏହାକୁ ମିଶାଇ ଜିଲାରେ ମୋଟ ୧୪୦ ବିଦ୍ୟାଳୟ ଏହି ପ୍ରକ୍ରିୟାରେ ସାମିଲ ହୋଇଥିବାବେଳେ ଅବଶିଷ୍ଟ ବିଦ୍ୟାଳୟ ଗୁଡ଼ିକ ଖୁବ୍‌ଶୀଘ୍ର ରୂପାନ୍ତରଣ କରାଯିବ। ନୂଆକରି ସାମିଲ…

ଦୂର ହେବ ପାର୍କିଂ, ଚୋରି ଚିନ୍ତା

ଅନୁଗୋଳ ଅଫିସ,୪।୬ ରାସ୍ତାପାର୍ଶ୍ୱ କି ଘର ସମ୍ମୁଖରେ ଆଉ ପାର୍କିଂ ହେବନି ଟ୍ରକ୍‌। ଚୋରି ହେବନି ପରିବହନ ସାମଗ୍ରୀ, ଯନ୍ତ୍ରାଂଶ କିମ୍ବା ଗାଡ଼ି। ରାଜପଥରେ ଦେଖାଦେବନି ଅଯଥା ଟ୍ରାଫିକ ସମସ୍ୟା। ଦୈନିକ ଘଟୁଥିବା ଟ୍ରକ୍‌ଜନିତ ଦୁର୍ଘଟଣା ସଂଖ୍ୟା ମଧ୍ୟ ହ୍ରାସ ପାଇବ।…

ପାଳନ ହେଉନି ସରକାରୀ ପ୍ରତିଶ୍ରୁତି

ବଇଣ୍ଡା,୩।୬(ଡି.ଏନ.ଏ.) ଅନୁଗୋଳ ଜିଲା କିଶୋରନଗର ବ୍ଲକରେ ସୁରେଶ୍ୱରୀ ଜଳସେଚନ ପ୍ରକଳ୍ପ ନିର୍ମାଣ ନିମନ୍ତେ ୧୭ ବର୍ଷ ତଳେ ସରକାର ଶୁଭ ଦେଇଥିଲେ। ଏପରି କି ୨ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ଘୋଷଣା କରିଥିଲେ। ହେଲେ ବାରମ୍ବାର ଦିଆଯାଉଥିବା ପ୍ରତିଶ୍ରୁତି…

ହାତୀ ଆତଙ୍କ ମଧ୍ୟରେ ହଣ୍ଡପାବାସୀ

ବଇଣ୍ଡା,୨।୬: ବଢ଼ୁଛି ହାତୀ ଉପଦ୍ରବ। ଦଳ ଦଳ ହୋଇ ଆସୁଥିବା ହାତୀ ଫସଲ ନଷ୍ଟ କରିବା ସହ ଘର ଭାଙ୍ଗି ଦେଉଛନ୍ତି। ସମ୍ମୁଖରେ ପଡ଼ୁଥିବା ଲୋକଙ୍କ ଜୀବନ ନେଉଛନ୍ତି। ୨୦୧୪ରୁ ୨୦୨୧ ମଧ୍ୟରେ ୭ ଜଣଙ୍କ ଜୀବନ ନେଇଥିବା ହାତୀ ପଲ…

ଖୋଲା ଆକାଶତଳେ ମୂକ, ବଧିର ଓ ଦୃଷ୍ଟିହୀନ ଛାତ୍ରୀଛାତ୍ର

ଅନୁଗୋଳ ଅଫିସ,୨।୬: ଅନୁଗୋଳରେ କାଳବୈଶାଖୀ ବୁଧବାର କ୍ଷୟକ୍ଷତି ଘଟାଇଛି। ସହର ଉପକଣ୍ଠ ଶୁଶୁଡା ପଞ୍ଚାୟତର ଗୋପୀନାଥପୁର ଗ୍ରାମରେ ଥିବା କେଦାରଗୌରୀ ଦୃଷ୍ଟିହୀନ ଓ ମୂକ ବଧିର ତାଲିମ କେନ୍ଦ୍ରର ଛପର ଉଡ଼ିଯିବାରୁ ଛାତ୍ରୀଛାତ୍ରମାନେ ଖୋଲା ଆକାଶ ତଳେ ରହିଥିବା ଦେଖାଯାଇଛି। ଖବରପାଇ…

ଘରକୁ ଫେରିବ ଫିଙ୍ଗା ସାମଗ୍ରୀ

ଅନୁଗୋଳ ଅଫିସ, ୨।୬: ଭଙ୍ଗା ହେଉ କି କଳଙ୍କିଲଗା ସାମଗ୍ରୀ, ଆଉ ଅଦରକାରୀ ହୋଇ କେହି ରହିବ ନାହିଁ। ଏପରି କି ମନ୍ଦିରରୁ ବାହାରୁଥିବା ବାସୀ ଫୁଲ ମଧ୍ୟ ପୁଣି ଘରକୁ ଫେରି କାମରେ ଲାଗିବ। ଫିଙ୍ଗା ଯାଉଥିବା ଏପରି ଜିନିଷକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?