ଅନୁଗୋଳ

ହାତବାନ୍ଧି ବସିଛନ୍ତି ବଇଣ୍ଡା ବ୍ୟବସାୟୀ

ବଇଣ୍ଡା,୧୮।୫(ଡି.ଏନ.ଏ.) – ୫୫ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ ପାଇଁ ୪ ବର୍ଷ ତଳେ ହୋଇଥିଲା ଉଚ୍ଛେଦ କାର୍ଯ୍ୟ। ଆଠମଲ୍ଲିକ ଉପଖଣ୍ଡର ମୁଖ୍ୟ ବ୍ୟବସାୟିକ କେନ୍ଦ୍ରସ୍ଥଳୀ ବଇଣ୍ଡା ଛକରୁ ୩୦୦ ଉଠାଦୋକାନୀଙ୍କୁ ହଟାଇ ଦିଆଗଲା। ସରକାରୀ କାର୍ଯ୍ୟାଳୟ, ବିଶ୍ରାମାଗାରଠାରୁ ଆରମ୍ଭ କରି ବିଦ୍ୟାଳୟ…

ବିଭିନ୍ନ ସ୍ଥାନରେ ଅଗ୍ନି ନିରାପତ୍ତା ଯାଞ୍ଚ

ଅନୁଗୋଳ ଅଫିସ, ୧୭।୫ ଅନୁଗୋଳ ସହର ତଥା ବିଭିନ୍ନ ଅଞ୍ଚଳରେ ଭଳିକି ଭଳି ମଲ୍‌, ଶୋ’ରୁମ୍‌ ମୁଣ୍ଡ ଟେକିଛି। କିନ୍ତୁ ଏସବୁ ମଧ୍ୟରୁ ଅନେକରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା ନାହିଁ। କେତେକ ସ୍ଥାନରେ ଥିବା ଅଗ୍ନି ନିରାପତ୍ତା ଯନ୍ତ୍ରାଂଶ କେବଳ ନାମକୁ…

ମିମ୍‌ସାର କାର୍ଯ୍ୟକ୍ଷମ ପ୍ରତିଶ୍ରୁତି ଧୂଆଁବାଣ ନ ହେଉ

ତାଳଚେର,୧୭।୫(ନି.ପ୍ର.) ତାଳଚେର ମେଡିକାଲ କଲେଜ ବା ମହାନଦୀ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନ୍ସ ଆଣ୍ଡ ରିସର୍ଚ୍ଚ ସେଣ୍ଟର (ମିମ୍‌ସାର) କାର୍ଯ୍ୟକ୍ଷମ ପ୍ରତିଶ୍ରୁତି ଏକ ଧୂଆଁ ବାଣ ନ ହେଉ। ହାଟତୋଟାସ୍ଥିତ ପ୍ରେସ୍‌ କ୍ଲବଠାରେ ସୋମବାର ଆୟୋଜିତ ଖବରଦାତା ସମ୍ମିଳନୀରେ ତାଳଚେର ମେଡିକାଲ…

୫ ବର୍ଷ ହେଲା ନିଦରେ ପ୍ରଶାସନ

ଆଠମଲ୍ଲିକ,୧୭।୫(ଡି.ଏନ.ଏ.) ଶିକ୍ଷାନୁଷ୍ଠାନ ଭିତ୍ତିଭୂମି ଦୁର୍ବଳ ହୋଇପଡ଼ିଛି। ୫ଟି ଶ୍ରେଣୀଗୃହ ମଧ୍ୟରୁ ୩ଟି କୋଠରି ଚଟାଣ ଦବି ଗଲାଣି। ଛାତରୁ ଖଣ୍ଡ ଖଣ୍ଡ ପଲସ୍ତରା ଖସିଲାଣି। ଏପରି ଅବସ୍ଥାରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମାତ୍ର ୨ଟି କୋଠରିରେ ବସାଯାଉଛି। ଫଳରେ ଶିକ୍ଷାଦାନ…

ମାରିଦେଲେ ସ୍ବାମୀ, ଶାଶୁଘର ଲୋକେ

କଣିହାଁ,୧୭।୫(ଡି.ଏନ.ଏ.) ବାପଘରୁ ୮୦ ହଜାର ଟଙ୍କା ନ ଆଣିବାରୁ କଣିହାଁ ଥାନା ବଡଗୁଣ୍ଡୁରୀ ଗ୍ରାମର ଦୀପ୍ତି ନାୟକ (୨୫)ଙ୍କୁ ତାଙ୍କ ସ୍ବାମୀ ଓ ଶାଶୁଘର ଲୋକେ ମାରିଦେଇଥିବା ଦୀପ୍ତିଙ୍କ ବାପଘର ପକ୍ଷରୁ ଅଭିଯୋଗ ହୋଇଛି। ଦୀପ୍ତିଙ୍କ ଭାଇ ପଦ୍ମଚରଣ ନାୟକଙ୍କ ଅଭିଯୋଗ…

୩ ଜଙ୍ଗଲରୁ ଅବାଧ କାଠ ଚାଲାଣ

ବଇଣ୍ଡା,୧୬।୫(ଡି.ଏନ.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଧଣ୍ଡାତୋପା ରେଞ୍ଜର ବିପ୍ରଡିହ, ମଇମୁରା, କେଞ୍ଚୁଆନାଳି ଜଙ୍ଗଲରୁ କିଛିଦିନ ହେବ ଅବାଧ କାଠଚାଲାଣ ହେଉଥିବା ନେଇ କେଞ୍ଚୁଆନାଳି ଗ୍ରାମବାସୀ ଶନିବାର ଅନୁଗୋଳ ଜିଲାପାଳଙ୍କଠାରେ ଅଭିଯୋଗ କରିଛନ୍ତି। ଅଞ୍ଚଳବାସୀ ଦର୍ଶାଇଛନ୍ତି, ଧଣ୍ଡାତୋପା ରେଞ୍ଜରେ ଅନେକ ଘଞ୍ଚ ଜଙ୍ଗଲ…

ବେଆଇନ ଲିଚି କାରଖାନାରେ ଚଢ଼ାଉ

ଅନୁଗୋଳ ଅଫିସ,୧୬।୫: ତାଳଚେର ଥାନା ହାଟତୋଟା କାଳୀ ମନ୍ଦିର ନିକଟରେ ଥିବା ଏକ ବେଆଇନ ଲିଚି କାରଖାନାରେ ପୋଲିସ ଚଢାଉ କରି ଅପମିଶ୍ରଣ ଖାଦ୍ୟ ସାମଗ୍ରୀ ସମେତ ଲିଚି ଜବତ କରିଛି। ଏହି ଘଟଣାରେ ୨ ଜଣଙ୍କୁ ଗିରଫ କରାଯାଇ କୋର୍ଟଚାଲାଣ…

ଖସିଲା ମୁଖ୍ୟ ଫାଟକ ଛାତ ପଲସ୍ତରା

ଅନୁଗୋଳ ଅଫିସ, ୧୬।୫: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ ମୁଖ୍ୟ ଫାଟକ ଛାତରୁ ରବିବାର ବଡ଼ ଆକାରର ସିମେଣ୍ଟ ପଲସ୍ତରା ଖସିପଡ଼ିଛି। ଉକ୍ତ ଫାଟକ ଦେଇ ଏକ ରୋଗୀ ଥିବା ଆମ୍ବୁଲାନ୍ସ ମେଡିକାଲ ଭିତରକୁ ଯିବାର କେଇ ସେକେଣ୍ଡ ପରେ ଉକ୍ତ ପଲସ୍ତରା…

ରାତିରେ ଚୋରି, ଦିନରେ ଲୁଟ୍‌

ଅନୁଗୋଳ ଅଫିସ, ୧୬।୫: ରାତିରେ ଦାମୀ ଘର ଦେଖି କରାଯାଉଛି ଟାର୍ଗେଟ୍‌। ଏପରି କି ଘର ଲୋକ ଥିଲେ ମଧ୍ୟ କୌଶଳ କରି କଳାକନା ବୁଲାଇ ଦେଉଛନ୍ତି ଦୁର୍ବୃତ୍ତ। ସେହିପରି ଦିନରେ ସହର ବଜାରରେ ବୁଲି ଦୁର୍ବୃତ୍ତମାନେ ବ୍ୟାଙ୍କ ଓ ବେପାରରୁ…

ଅନାହାରରେ ଥିବା ବୃଦ୍ଧଙ୍କୁ ମିଳିଲା ଖାଦ୍ୟ, ଚିକିତ୍ସା

ଛେଣ୍ଡିପଦା,୧୬।୫(ସ୍ବ.ପ୍ର.): ପୈତୃକ ଘର କିଶୋରନଗର ବ୍ଲକରେ। ହେଲେ ଦୀର୍ଘ ୪୦ ବର୍ଷ ହେଲା କାର୍ତ୍ତିକା ବେହେରା (୮୬) ଚାଲିଆସିଛନ୍ତି ଛେଣ୍ଡିପଦା ସାପୋଇସାହି ଅଞ୍ଚଳକୁ। ମୂଲ ମଜୁରି ଲାଗି ଯାହା ଆଣୁଥିଲେ ସ୍ତ୍ରୀଙ୍କ ସହ ଦୁଇମୁଠା ଖାଇ ଗଛମୂଳେ ଜରିପାଲ ତଳେ ରହିଯାଉଥିଲେ। ସରକାରଙ୍କ…

କନ୍ୟାବେଡ଼ାବାସୀ କଲବଲ

ବଅଁରପାଳ, ୧୬।୫(ଡି.ଏନ୍‌.ଏ.): ଗ୍ରାମବାସୀ ହାତପାଆନ୍ତାରେ ଯେପରି ପାନୀୟଜଳ ପାଇପାରିବେ ସେଥିଲାଗି ବିଛାଯାଇଛି ପାଇପ୍‌। ନିର୍ମାଣ ହୋଇଛି ଷ୍ଟାଣ୍ଡ୍‌ପୋଷ୍ଟ। ହେଲେ ନା ଆସୁଛି ପାଣି, ନା ମେଣ୍ଟୁଛି ଲୋକଙ୍କ ଶୋଷ। ଦିନେ ନୁହେଁ କି ଦୁଇଦିନ ଏହି ସମସ୍ୟା ଦୀର୍ଘ ୧୦ ବର୍ଷର।…

ବୃଦ୍ଧା ମା’ଙ୍କୁ ପିଟିପିଟି ମାରିଦେଲେ ପୁଅ

ଛେଣ୍ଡିପଦା,୧୬ା୫(ସ୍ବ.ପ୍ର.)): ଟଙ୍କା ନ ଦେବାରୁ ନିଜର ଜନ୍ମକଲା ବୃଦ୍ଧା ମା’କୁ ପିଟିପିଟି ମାରିଦେଇଛନ୍ତି ପୁଅ। ଏପରି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଅନୁଗୋଳ ଜିଲା ଛେଣ୍ତିପଦା ଥାନା ବାଗଡ଼ିଆ ବିଟ୍‌ହାଉସ ନିକଟସ୍ଥ ଦେହୁରୀ ସାହି ଗ୍ରାମରେ। ମୃତକ ଜଣଙ୍କ ହେଲେ ଅବସରପ୍ରାପ୍ତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri