ଅନୁଗୋଳ

ଅନୁଗୋଳରେ ନକଲି ବିଦେଶୀ ମଦ ସାମ୍ରାଜ୍ୟ

ଅନୁଗୋଳ ଅଫିସ, ୬ା୨:  ଅନୁଗୋଳ ସହର ଉପକଣ୍ଠ ରାଣୀଗୁଡ଼ାରୁ ମିଳିଛି ନକଲି ବିଦେଶୀ ମଦ ବ୍ୟବସାୟର ଲିଙ୍କ୍‌। ଶନିବାର ଅବକାରୀ ବିଭାଗ ଓ କଟକ ଫ୍ଲାଇଂ ସ୍କ୍ବାର୍ଡ ମିଳିତ ଭାବେ ଚଢ଼ାଉ କରି ଏକ ଭଡ଼ାଘରୁ ୧୦୦ରୁ ଊର୍ଦ୍ଧ ବସ୍ତା ମଦବୋତଲ...

ପ୍ରାର୍ଥୀଙ୍କ ପାଇଁ ବିଧାୟକଙ୍କ ପ୍ରଚାର

କଣିହାଁ/ ଅନୁଗୋଳ ଅଫିସ,୫ ।୨ କଣିହାଁ ବ୍ଲକ ୧୦ ନମ୍ବର ଜିଲା ପରିଷଦ ଜୋନ୍‌ ବିଜେଡି ପ୍ରାର୍ଥୀଙ୍କ ପାଇଁ ଶୁକ୍ରବାର ପ୍ରଚାର ଆରମ୍ଭ କରିଛନ୍ତି ପାଲଲହଡ଼ା ବିଧାୟକ ମୁକେଶ କୁମାର ପାଳ। ବିଧାୟକ ପ୍ରଥମେ କର୍ଣ୍ଣପାଳ ପଞ୍ଚାୟତର ମା’ ଲୁଧୁଣୀ...

ବଅଁରପାଳରେ ଭଲ ପ୍ରଦର୍ଶନ ଆଶା

ବଅଁରପାଳ, ୫ ।୨(ଡି.ଏନ୍‌.ଏ.) ପାଖେଇ ଆସୁଛି ପଞ୍ଚାୟତ ନିର୍ବାଚନ ମତଦାନ ତାରିଖ। ପ୍ରଥମ ପର୍ଯ୍ୟାୟ ଭୋଟଗ୍ରହଣକୁ ଆଉ ଦିନ କେଇଟା ବାକି ଥିବାବେଳେ ସରଗରମ ହୋଇଉଠିଛି ଗ୍ରାମାଞ୍ଚଳ ରାଜନୀତି। ସରପଞ୍ଚ, ସମିତି ସଭ୍ୟ ଓ ଓ୍ବାର୍ଡସଭ୍ୟ ପ୍ରାର୍ଥୀମାନେ ସମର୍ଥକଙ୍କ ସହ...

କୁଆପଥର ବର୍ଷା, ଫସଲ ହାନି

ଛେଣ୍ଡିପଦା,୫ ।୨(ସ୍ବ.ପ୍ର.) ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକର ବିଭିନ୍ନ ସ୍ଥାନରେ ଶୁକ୍ରବାର ଅପରାହ୍ନ ୩ଟାରେ ଅଦିନିଆ ଝଡ଼ବର୍ଷା ସହ ପ୍ରବଳ କୁଆପଥର ମାଡ଼ ହୋଇଥିଲା। ଫଳରେ ପାତ୍ରପଡା, ବସନ୍ତପୁର, ବ୍ରାହ୍ମଣବିଲ ଆଦି ଅଞ୍ଚଳରେ ଟମାଟୋ, ଲଙ୍କା ଆଦି ପରିବା ଫସଲ...

ପ୍ରାରମ୍ଭିକ ଚିକିତ୍ସା ଉପରେ ଗୁରୁତ୍ୱ

ଅନୁଗୋଳ ଅଫିସ, ୫।୨ ଅନୁଗୋଳସ୍ଥିତ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର ଲିମିଟେଡ୍‌ (ଜେଏସ୍‌ପିଏଲ୍‌)ର ସାମାଜିକ ଦାୟିତ୍ୱବୋଧ ଶାଖା ରୂପେ କାର୍ଯ୍ୟ କରୁଥିବା ଜେଏସ୍‌ପିଏଲ୍‌ ଫାଉଣ୍ଡେଶନ ପକ୍ଷରୁ ଶୁକ୍ରବାର ବିଶ୍ୱ କର୍କଟ ଦିବସ ପ୍ରକଳ୍ପ ପାର୍ଶ୍ୱବର୍ତ୍ତୀ ଗ୍ରାମରେ ପାଳିତ ହୋଇଯାଇଛି। ଜେଏସ୍‌ପିଏଲ୍‌...

ଭୋଟ ବର୍ଜନ ଚେତାବନୀ ଦେଲେ ମହିଳା

କଣିହାଁ/ ପବିତ୍ରନଗର, ୨।୨(ଡି.ଏନ.ଏ.)  ଗାଁକୁ ନାହିଁ ସବୁଦିନିଆ ରାସ୍ତା। ବର୍ଷତମାମ ଯାତାୟାତରେ ନାହିଁ ନ ଥିବା ସମସ୍ୟା ଭୋଗୁଛନ୍ତି ଅଞ୍ଚଳବାସୀ। ପିଇବା ପାଇଁ ବିଶୁଦ୍ଧ ପାଣି ସାତସପନ ହୋଇଛି। ନିର୍ବାଚନ ଆସିଲେ ନେତାମାନେ ଆସୁଛନ୍ତି। ପୁଳା ପୁଳା ପ୍ରତିଶ୍ରୁତି ଦେଉଛନ୍ତି।...

ପୌର ନିର୍ବାଚନ ଲାଗି ଓ୍ବାର୍ଡ ସଂରକ୍ଷଣ

ଅନୁଗୋଳ ଅଫିସ,୩ା୨: ପଞ୍ଚାୟତ ନିର୍ବାଚନ ପରେ ହେବାକୁ ଥିବା ପୌର ନିର୍ବାଚନ ପାଇଁ ବୁଧବାର ଓ୍ବାର୍ଡ ସଂରକ୍ଷଣ ତାଲିକା ପ୍ରକାଶ ପାଇଛି। ଅନୁଗୋଳ ଜିଲାରେ ଥିବା ଅନୁଗୋଳ ପୌର ପରିଷଦର ମୋଟ୍‌ ୨୩ ଓ୍ବାର୍ଡ ମଧ୍ୟରୁ ୧୩ଟି ସଂରକ୍ଷିତ ରହିଥିବା...

ଆଠମଲ୍ଲିକରେ ହେବ କଡ଼ା ଟକ୍କର

ବଇଣ୍ଡା,୩ା୨(ଡି.ଏନ.ଏ.) ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପାଖେଇ ଆସୁଛି ଭୋଟଗ୍ରହଣ ତାରିଖ। ଆଉ ଅଳ୍ପଦିନ ପରେ ହେବ ପ୍ରାର୍ଥୀମାନଙ୍କ ଭାଗ୍ୟ ପରୀକ୍ଷା। ତେଣୁ ଅଧିକରୁ ଅଧିକ ମତଦାତାଙ୍କ ନିକଟରେ ପହଞ୍ଚିବା ଓ ସେମାନଙ୍କ ସମର୍ଥନ ହାସଲ ପାଇଁ ଏବେ ଦିନରାତି...

ସମ୍ବଳ ନ ଥିବାରୁ ଶିକୁଳି

ବଇଣ୍ଡା,୧।୨(ଡି.ଏନ.ଏ.) ମୂଲ ଲାଗି ପୁଅ ଆଣୁଥିଲେ ମଜୁରି। ଦୁଃଖ କଷ୍ଟରେ ହେଉପଛେ ଚଳିଯାଉଥିଲେ ମା’ ପୁଅ। ହେଲେ ୨୩ ବର୍ଷର ଭେଣ୍ଡିଆ ପୁଅ କୃତ୍ତିବାସ ମାନସିକ ରୋଗରେ ଆକ୍ରାନ୍ତ ହେବା ପରେ ଅସହାୟ ହୋଇଯାଇଛନ୍ତି ମା’ ରଇବାରୀ ମହାପାତ୍ର। ପାଖରେ...

ପରୀକ୍ଷା ବାତିଲ ଦାବିରେ ବିକ୍ଷୋଭ

ଅନୁଗୋଳ ଅଫିସ,୧।୨ ଯୁକ୍ତ ୨ ବୋର୍ଡ ପରୀକ୍ଷା ବାତିଲ ଦାବିରେ ଅନୁଗୋଳ ଜିଲାର ବିଭିନ୍ନ ମହାବିଦ୍ୟାଳୟ ଛାତ୍ରମାନେ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ଜିଲାପାଳଙ୍କୁ ପ୍ରଦାନ କରିଛନ୍ତି। ଛାତ୍ରମାନେ ବିଜୁ ମଇଦାନଠାରୁ ଏକ ଶୋଭାଯାତ୍ରାରେ ବାହାରି ଜିଲାପାଳଙ୍କ କାର୍ଯ୍ୟାଳୟ...

କନିଷ୍ଠ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଅନୁଗୋଳ,୩୧।୧: ତାଳଚେର ବ୍ଲକର କନିଷ୍ଠ ଯନ୍ତ୍ରୀ ବିରଞ୍ଚି ନାରାୟଣ ସାହୁଙ୍କ ଘରେ ସୋମବାର ଭିଜିଲାନ୍ସ ଚଢ଼ାଉ କରିଛିି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କ ବାସଭବନ ସମେତ ୪ଟି ଜାଗାରେ ଭିଜିଲାନ୍ସ ଏକକାଳୀନ ଚଢ଼ାଉ କରିଛି। ବିରଞ୍ଚିଙ୍କ କୁମଣ୍ଡସ୍ଥିତ...

ଜଙ୍ଗଲ ସୁରକ୍ଷା ଲାଗି ଏକାଠି

ବଇଣ୍ଡା, ୩୧।୧(ଡି.ଏନ୍‌.ଏ.) କିଶୋରନଗର ବ୍ଲକ ହଣ୍ଡପା ରେଞ୍ଜ୍‌ ଅଧୀନ ନୁନୁକାପଶି ଗ୍ରାମ୍ୟ ଜଙ୍ଗଲକୁ ସୁରକ୍ଷା ଦେବାକୁ ଅଣ୍ଟା ଭିଡ଼ିଛନ୍ତି ଅଞ୍ଚଳବାସୀ। ରବିବାର ସ୍ଥାନୀୟ ବାସିନ୍ଦା ଏକାଠି ହୋଇ ଜଙ୍ଗଲ ଚତୁଃପାର୍ଶ୍ୱରେ ଥିବା ବୁଦା ସଫା କରି ସୀମା ନିର୍ଦ୍ଧାରଣ କରିଛନ୍ତି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri