କୋଇଲା ଚୋରା କାରବାରରେ କୋଟିପତି ହୋମଗାର୍ଡ
ଅନୁଗୋଳ ଅଫିସ,୨୭ା୫: ପୋଲିସ ଚାକିରିକୁ ଢାଲ କରି କୋଇଲା ଚୋରା କାରବାର କରୁଥିବା କଟକ ଜିଲା ନରସିଂହପୁର ଥାନାର ହୋମଗାର୍ଡ ପ୍ରମୋଦ କୁମାର ସାହୁଙ୍କୁ ଗିରଫ କରାଯାଇଛି। ଅନୁଗୋଳ ଜିଲା ନିଶା ଥାନା ପୋଲିସ ବୁଧବାର ରାତିରେ ତାଙ୍କୁ ଉଠାଇ ଆଣିଥିବା…
୧୫ ଭରି ସୁନା, ନଗଦ ଟଙ୍କା ନେଇଗଲେ ଦୁର୍ବୃତ୍ତ
ତାଳଚେର,୨୬।୫(ନି.ପ୍ର.): ଅନୁଗୋଳ ଜିଲା ତାଳଚେରରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ବ୍ଲକର ବିଭିନ୍ନ ଥାନା ଅଞ୍ଚଳରେ ଘନ ଘନ ଚୋରି, ଲୁଟ୍ ଓ ଅସାମାଜିକଙ୍କ ଦୌରାତ୍ମ୍ୟ ଲୋକଙ୍କ ଚିନ୍ତାର କାରଣ ହୋଇଛି। ଗତ କିଛି ମାସ ହେଲା ଚୋରି ଘଟଣା ବଢ଼ିବାରେ ଲାଗିଥିଲେ…
ବିପଦ ଜଳ ଜଳ, ବଦଳାଯାଉନି
ବଅଁରପାଳ,୨୬।୫ (ଡି.ଏନ.ଏ.): କେଉଁଠି ବିଦ୍ୟୁତ୍ ଖୁଣ୍ଟର ମୂଳ ନଷ୍ଟ ହୋଇଗଲାଣି ତ ଆଉ କେଉଁଠି ଖୁଣ୍ଟ ବାଙ୍କି ଗଲାଣି। ଅନେକ ସ୍ଥାନରେ ନିର୍ଦ୍ଧାରିତ ଉଚ୍ଚତାଠାରୁ ତଳକୁ ଓହଳି ରହିଛି ଏଲ୍ଟି ଲାଇନ ତାର। ସାମାନ୍ୟ ବର୍ଷା ପବନ ହେଲେ ବାରମ୍ବାର ଛିଣ୍ଡିଯାଉଛି…
ଦିନକରେ କଟାଗଲା ୨୭୭ ଚାଲାଣ
ଅନୁଗୋଳ ଅଫିସ, ୨୬।୫: ଅନୁଗୋଳ ଜିଲାରେ ସଡ଼କ ଦୁର୍ଘଟଣା ଜନିତ ମୃତ୍ୟୁ ସଂଖ୍ୟା ବଢ଼ୁଛି। ଜାତୀୟ ରାଜପଥ ହେଉ କି ରାଜ୍ୟ ରାଜପଥ, ଦୈନିକ ଦୁର୍ଘଟଣାରେ ଏକାଧିକ ଲୋକଙ୍କ ଜୀବନହାନି ଘଟୁଛି। ସଡ଼କ ସୁରକ୍ଷା ନିୟମ ପାଳନ କରାଯାଉ ନ ଥିବାରୁ…
ଗାଁ ବୁଲିଲେ, ଚାପ ଖେଳିଲେ
ଛେଣ୍ଡିପଦା,୨୫।୫(ସ୍ବ.ପ୍ର.) ପୋଖରୀରେ ଠାକୁରଙ୍କ ଚାପଖେଳ ବେଳେ ସୋମବାର ରାତିରେ କାଳବୈଶାଖୀ ବର୍ଷା ଛେଣ୍ଡିପଦା ଚନ୍ଦନଯାତ୍ରାରେ ବାଧା ସୃଷ୍ଟି କରିଛି। ପ୍ରକାଶ ଯେ, ସା ସମୟରେ ପାଗ ଅନୁକୂଳ ଥିବାରୁ ହଜାର ହଜାର ଲୋକଙ୍କ ସମାଗମ ହୋଇଥିଲା। ହେଲେ ରାତି ୮ଟା ବେଳେ…
୩ ବିଶ୍ରାମାଗାରର ଉନ୍ନତୀକରଣ ହେଉନି
ବଅଁରପାଳ,୨୫।୫(ଡି.ଏନ.ଏ) ବଅଁରପାଳ ବଜାରରେ ଥିବା ୩ଟି ବିଶ୍ରାମାଗାର ଭଗ୍ନ ଅବସ୍ଥାରେ ରହିଛି। ଏହାକୁ ମରାମତି କରାଯାଉ ନ ଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ୫୫ ନଂ. ଜାତୀୟ ପଥରେ ରହିଥିବା ବଅଁରପାଳ ବସ୍ଷ୍ଟାଣ୍ଡ ଉପରେ ଦୈନିକ ଶତାଧିକ ଯାତ୍ରୀ ନିର୍ଭର…
କାର୍ଯ୍ୟକ୍ଷମ ପୂର୍ବରୁ ପରିତ୍ୟକ୍ତ
ମାଧପୁର,୨୫।୫ ଲୋକେ ସମ୍ମୁଖୀନ ହେଉଥିବା ସମସ୍ୟାର ସମାଧାନ ନିମନ୍ତେ ସରକାରୀ ଅର୍ଥ ଖର୍ଚ୍ଚ ହେଲା। ନିର୍ମାଣ ହେଲା ଗୋଷ୍ଠୀ ଶୌଚାଳୟ। ହେଲେ ବର୍ଷେ ତଳୁ ନିର୍ମାଣ ସରିଥିଲେ ମଧ୍ୟ ତାହା ଏଯାଏ କାର୍ଯ୍ୟକ୍ଷମ ହୋଇପାରି ନାହିଁ। ଏପରି କି ଶୌଚାଳୟକୁ ଜଳ…
ଆଜିଠାରୁ ଦୋକାନ ଉଚ୍ଛେଦ
ଅନୁଗୋଳ ଅଫିସ, ୨୪।୫ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟର ମୁଖ୍ୟ ଫାଟକ ଛାତରୁ ପଲସ୍ତରା ଖସିବା ଘଟଣା ପରେ ସୁରକ୍ଷା ଦୃଷ୍ଟିରୁ ଉକ୍ତ ଫାଟକକୁ ମେଡିକାଲ କର୍ତ୍ତୃପକ୍ଷ ତାଲା ପକାଇ ବନ୍ଦ କରିଦେଇଥିଲେ। ହେଲେ ରୋଗୀଙ୍କ ଅବଗତ ପାଇଁ ସେପରି କିଛି…
ବେଗରେ ଲଗାଯାଉନି ବ୍ରେକ୍
ଅନୁଗୋଳ ଅଫିସ, ୨୪।୫ ଅନୁଗୋଳ ସହରକୁ ଦୁଇଭାଗ କରୁଥିବା ୫୫ନଂ. ଜାତୀୟ ରାଜପଥକୁ ନେଇ ପୂର୍ବରୁ ଡର ଥିଲା। ଦୈନିକ ସହସ୍ରାଧିକ ଭାରିଯାନ ଚଳାଚଳ କରୁଥିବାରୁ ଦୁର୍ଘଟଣା ଆଶଙ୍କା ନେଇ ସର୍ବଦା ଭୟରେ ରହୁଥିଲେ ସହରବାସୀ। ହେଲେ ଏବେ ସହରର ବିଭିନ୍ନ…
ଭାଇଚାରା ବଞ୍ଚାଇ ରଖିଛି ଚନ୍ଦନ ଯାତ୍ରା
ବଇଣ୍ଡା,୨୪।୫(ଡି.ଏନ.ଏ) ଦୀର୍ଘ ୪୫ ବର୍ଷ ଧରି ଚାଲିଥିବା ବଇଣ୍ଡା ଚନ୍ଦନ ଯାତ୍ରା ଭାଇଚାରା ବଞ୍ଚାଇ ରଖିଛି। ଯେଉଁମାନେ ଏହି ଯାତ୍ରା ଆରମ୍ଭ କରିଥିଲେ ସେମାନଙ୍କ ମଧ୍ୟରୁ କିଛି ବ୍ୟକ୍ତିଙ୍କ ପରଲୋକ ହୋଇଯାଇଛି। ତଥାପି ଯୁବପିଢ଼ି ଏହି ଯାତ୍ରାକୁ ବଞ୍ଚାଇ ରଖିଛନ୍ତି ବୋଲି…
୩ ଦିନର କାମ ୩୦ ଦିନରେ ହେଲାନି
ଅନୁଗୋଳ ଅଫିସ, ୨୩।୫: ଅନୁଗୋଳ ପୌର ପରିଷଦର ପ୍ରଥମ ବୈଠକ ଏପ୍ରିଲ ୨୨ରେ ଅନୁଷ୍ଠିତ ହୋଇଥିଲା। ଇତିମଧ୍ୟରେ ବୈଠକକୁ ମାସେ ପୂରିଗଲାଣି। ହେଲେ ନିୟମ ଅନୁଯାୟୀ ୩ ଦିନ ପରେ ବାହାରିବାକୁ ଥିବା ରିଜୋଲ୍ୟୁଶନ ଏଯାଏ ହୋଇପାରି ନାହିଁ। ଫଳରେ ସହରର…
ପ୍ରଥମ ଦିନରେ ୪୦ ହଜାର ଜନସମାଗମ
ବଇଣ୍ଡା,୨୩।୫ (ଡି.ଏନ.ଏ.): ଆଠମଲ୍ଲିକ ଉପଖଣ୍ଡ ବଇଣ୍ଡାଠାରେ ଗତ ୨୧ ତାରିଖଠାରୁ ଆରମ୍ଭ ହୋଇଛି ଚନ୍ଦନ ଯାତ୍ରା। ଏହି ୪ ଦିନିଆ ଯାତ୍ରାର ପ୍ରଥମ ରାତିରେ ୪୦ ହଜାର ଜନସମାଗମ ହୋଇଥିଲା। ଚନ୍ଦନ ପୋଖରୀରେ ଠାକୁରଙ୍କ ଚାପ ଖେଳ ଦେଖିବା ସହ ସମସ୍ତେ…

