ଡିଜିଟାଲ ସ୍କିଲିଂ ଉପରେ ସଚେତନତା କାର୍ଯ୍ୟକ୍ରମ: ଯୋଗଦେଲେ ୪୫୦ ଛାତ୍ରୀଛାତ୍ର
ଅନୁଗୋଳ,୨୨।୧(ମାନସ ବିଶ୍ୱାଳ): ଅନୁଗୋଳର ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟରେ ଡିଜିଟାଲ ସ୍କିଲିଂ ଉପରେ ଏକ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। କାର୍ଯ୍ୟକ୍ରମରେ ୪୫୦ରୁ ଅଧିକ ୟୁଜି ଓ ପିଜି ଛାତ୍ରୀଛାତ୍ରୀ ଯୋଗଦେଇଥିଲେ। ଅଧ୍ୟକ୍ଷ ନୀଳାଞ୍ଚଳ ପଟେଲ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ଏହି...
ବିଦ୍ୟୁତ୍ ଖୁଣ୍ଟରେ ପିଟିହୋଇ ଓଲଟିଲା ଟ୍ରକ
ଅନୁଗୋଳ୨୧।୧(ମାନସବିଶ୍ୱାଳ)୨୧।୧: ଅନୁଗୋଳ ସହର ୫୫ ନମ୍ବର ଜାତୀୟ ରାଜପଥ ନାଲକୋ ନଗରସ୍ଥିତ ସିପିପି ଛକ ନିକଟରେ ଏକ ମାଲ ବୋଝେଇ ଟ୍ରକ ଭାରସ୍ୟାମ ହରାଇ ରାସ୍ତା କଡରେ ଥିବା ବିଦ୍ୟୁତ୍ ଖୁଣ୍ଟରେ ପିଟି ହୋଇ ଓଲଟି ପଡିଛି। ଦୁର୍ଘଟଣାରେ ଡ୍ରାଇଭର...
ସାତକୋଶିଆରେ ଆରମ୍ଭ ହେଲା କୁମ୍ଭୀର ଗଣନା
ଅନୁଗୋଳ,୬ା୧: ସୋମବାରଠାରୁ ୩ ଦିନ ପର୍ଯ୍ୟନ୍ତ ସାତକୋଶିଆରେ କୁମ୍ଭୀର ଗଣନା କରାଯିବ। କୁମ୍ଭୀର ଗଣନା ପାଇଁ ଆଜିଠୁ ଆସନ୍ତା ୯ ତାରିଖ ସକାଳ ପର୍ଯ୍ୟନ୍ତ ମହାନଦୀରେ ବୋଟିଂ ବନ୍ଦ ରହିବ ବୋଲି ସୂଚନା ଦେଇଛନ୍ତି ସାତକୋଶିଆ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ...
ଘରେ ପଶି ଭଉଣୀ-ଭାଇଙ୍କୁ ଗୁଳିମାଡ଼, କଟକ ସ୍ଥାନାନ୍ତର
ବଇଣ୍ଡା,୩ା୧(ପରୀକ୍ଷିତ ସାହୁ ): ଅନୁଗୋଳ ଜିଲା କିଶୋରନଗର ଥାନା ଭାଙ୍ଗମୁଣ୍ଡା ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଘରେ ଶୋଇଥିବା ବେଳେ ଭଉଣୀ-ଭାଇଙ୍କୁ ଗୁଳିମାଡ଼ ହୋଇଛି। ଫଳରେ ଏହି ଗୁଳିମାଡ଼ରେ ୧୫ ବର୍ଷୀୟ ଭଉଣୀ ଏବଂ...
ଜଙ୍ଗଲ ନ କାଟିବାକୁ କମ୍ପାନୀ ଅଧିକାରୀଙ୍କ ଗୋଡ଼ ଧରିଲେ ଦିଲୀପ
ଛେଣ୍ଡିପଦା,୨ା୧ (ଅଜିତ ଧଳ):ଜଙ୍ଗଲ ବିଭାଗକୁ ଜୀବନ ବିଭାଗ ନାମରେ ନାମିତ କରିବା ଏବଂ ଜଙ୍ଗଲ କଟା ନ ଯିବା ଦାବିରେ ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକ ଉଦୟପୁର ଅଞ୍ଚଳର ଦିଲୀପ କୁମାର ସାହୁ ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ସଂରକ୍ଷିତ...
ରେଳ ଧାରଣାକୁ ଆତ୍ମହତ୍ୟା କରିବାକୁ ଯାଇଥିଲେ, ମହିଳାଙ୍କୁ ଉଦ୍ଧାର କଲେ…
ଛେଣ୍ଡିପଦା,୨୫ା୧୨ (ଅଜିତ ଧଳ)- ଅନୁଗୋଳ ଜିଲା ଜରପଡ଼ା ଥାନା ଦେଇ ଯାଇଥିବା ଅନୁଗୋଳ-ସମ୍ବଲପୁର ରେଳ ଧାରଣାକୁ ଯାଇ ଆତ୍ମହତ୍ୟା ଉଦ୍ୟମ କରୁଥିବା ଜଣେ ମହିଳାଙ୍କୁ କେତେଜଣ ଯୁବକ ଉଦ୍ଧାର କରି ଜରପଡ଼ା ପୋଲିସ ଜିମା ଦେଇଛନ୍ତି। ସୂଚନା ଅନୁଯାୟୀ, ଛେଣ୍ଡିପଦା...
ସକାଳୁ ସକାଳୁ ଡ୍ୟୁଟି କରିବାକୁ ଯାଉଥିଲେ, ବାଟରେ ଛକି ବସିଥିଲା ଯମ
ଅନୁଗୋଳ,୨୦।୧୨: ଡ୍ୟୁଟି ପାଇଁ ଯାଉଥିବା ବେଳେ ଦୁଇ ଜଣଙ୍କ ଉପରେ ମାଡ଼ିଗଲା ଟ୍ରକ। ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଆହତ ହୋଇଛନ୍ତି। ଅନୁଗୋଳ ଟାଉନ ଥାନାର ପ୍ରଶାନ୍ତି ହୋଟେଲ ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି। ମୃତ...
୬ ମାସ ଭିତରେ ବିଧାୟକ ଟଙ୍କାଟିଏ ଆଣିପାରିନାହାନ୍ତି: ନରେନ୍ଦ୍ର
ପାଲଲହଡ଼ା,୧୫।୧୨(ଦିବ୍ୟଜ୍ୟୋତି ଦାଶ): ଅନୁଗୋଳ ଜିଲା ପାଲଲହଡ଼ାଠାରେ ଥିବା ଦ୍ୱିତୀୟ ଚିଲିକା, ଖୁଲୁଡି ଏବଂ ବୁଲାଝରକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦେବାକୁ ବିଧାୟକ ଅଶୋକ ମହାନ୍ତି ରାଜ୍ୟ ସରକାରଙ୍କ ବିଭିନ୍ନ ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀଙ୍କ ନିକଟରେ ଦାବି କରିବା ଅତ୍ୟନ୍ତ ହାସ୍ୟାସ୍ପଦ ବୋଲି...
ଘରେ ପଶି ଯୁବକଙ୍କୁ ଗୁଳିମାଡ଼
ଅନୁଗୋଳ,୨୯।୧୧: ଅନୁଗୋଳ ଜିଲା ବାଗଡ଼ିଆ ଥାନା ବାଗଡିଆ ଗାଁରେ ଶୁକ୍ରବାର ଏକ ଅଘଟଣ ଘଟିଛି। ଜଣେ ବ୍ୟକ୍ତି ଘର ଭିତରେ ପଶି ଯୁବକଙ୍କୁ ଗୁଳିମାଡ଼ କରିଛନ୍ତି। ଗୁଳିଟି ଯୁବକଙ୍କ ଗୋଡରେ ବାଜିଛି। ତାଙ୍କୁ ଗୁରୁତର ଅବସ୍ଥାରେ ଛେଣ୍ଡିପଦା ମେଡିକାଲରେ ଭର୍ତ୍ତି...
ମୃତଦେହ ଆସିବାକୁ ଅପେକ୍ଷା କରିଥିବାବେଳେ ଘରୁ ଡକାୟତି
ବଇଣ୍ଡା, ୨୭ା୧୧ (ପରିକ୍ଷିତ ସାହୁ): ଦୁର୍ଘଟଣାରେ ଜଣେ ସଦସ୍ୟ ପ୍ରାଣ ହରାଇଥିବାରୁ ପରିବାର ଲୋକେ ଭାଙ୍ଗି ପଡ଼ିଥିଲେ। ଖବରପାଇ ଶୋକସନ୍ତପ୍ତ ପରିବାରକୁ ସାନ୍ତ୍ୱନା ଦେବାକୁ ବନ୍ଧୁବାନ୍ଧବ ମଧ୍ୟ ପହଞ୍ଚି ଯାଇଥିଲେ। ସମସ୍ତେ ଶୋକରେ ଡୁବି ମୃତଦେହକୁ ଅପେକ୍ଷା କରିଥିବା ବେଳେ...
କ’ଣ ପଦେ କହିଦେଲେ ବୋଲି…ଜନ୍ମକଲା ବୃଦ୍ଧା ମା’ଙ୍କୁ ପିଟି ପିଟି ମାରିଦେଲେ ପୁଅ
ଅନୁଗୋଳ,୨୪।୧୧( ମାନସ ବିଶ୍ୱାଳ)- ସାମାନ୍ୟ ପାଟି ତୁଣ୍ଡକୁ ନେଇ ମା’କୁ ହତ୍ୟା। ଅନୁଗୋଳ ଟାଉନ ଥାନା ଅନ୍ତର୍ଗତ ସୁସୁଡା ଗ୍ରାମରେ ଏଭଳି ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଘଟଣାରେ ଅଭିଯୁକ୍ତ ମାତୃହନ୍ତା ସରୋଜ ନାଏକକୁ ପୋଲିସ ଅଟକ ରଖିଛି। ସୂଚନା...
ସ୍କୁଲ ସମୟରେ ବଜାରରୁ ଆଳୁ ବୋହିଲେ ଛାତ୍ର
ଅନୁଗୋଳ,୯ା୧୧(ଜ୍ୟୋତିରଞ୍ଜନ ସାହୁ):ସ୍କୁଲରେ ପାଠପଢ଼ା ଚାଲିଥିବା ବେଳେ ୨ ଜଣ ଛାତ୍ର ସାଇକେଲ ନେଇ ବଜାର ଯିବା ସହ ମଧ୍ୟାହ୍ନଭୋଜନ ପାଇଁ ବସ୍ତାରେ ଆଳୁ କିଣି ଆଣିବା ଅନୁଗୋଳ ସହରରେ ଚର୍ଚ୍ଚାର ବିଷୟ ହୋଇଛି। ଅନୁଗୋଳ ଉତ୍ତରପଡା ନୋଡାଲ ବିଦ୍ୟାଳୟରେ ଶୁକ୍ରବାର...
Archives


