ତାଳଚେର ବନ୍ଦ, ଅର୍ଥନୈତିକ ଅବରୋଧ ଚେତାବନୀ
ତାଳଚେର,୩୦ା୪(ଡି.ଏନ.ଏ.): ଆସନ୍ତା ୭ ଦିନ ମଧ୍ୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ମେଡିକାଲ କଲେଜ କାର୍ଯ୍ୟକ୍ଷମ କରା ନ ଗଲେ ମେ ୧୩ ତାରିଖରେ ତାଳଚେରରେ ବନ୍ଦ ପାଳନ କରାଯିବ। ଏଥିସହିତ ଆଗାମୀ ଜୁନ୍ ୧ରୁ ୭୨ ଘଣ୍ଟିଆ ଅର୍ଥନୈତିକ ଅବରୋଧ କରାଯିବ…
ବାର୍ଷିକ ଉତ୍ପାଦନ କ୍ଷମତା ୧୪ ଲକ୍ଷ ଟନ୍
ଅନୁଗୋଳ ଅଫିସ୍, ୨୯ ।୪ ଅନୁଗୋଳ ଗସ୍ତରେ ଆସିଥିବା କେନ୍ଦ୍ର ଇସ୍ପାତ ମନ୍ତ୍ରୀ ରାମଚନ୍ଦ୍ର ପ୍ରସାଦ ସିଂ ଗୁରୁବାର ଜିନ୍ଦଲ୍ ଷ୍ଟିଲ୍ ଆଣ୍ଡ୍ ପାଓ୍ବାର (ଜେଏସ୍ପି) ପ୍ଲାଣ୍ଟ ପରିସରରେ ବାର୍ଷିକ ୧୪ ଲକ୍ଷ ଟନ୍ କ୍ଷମତା ବିଶିଷ୍ଟ ଟିଏମ୍ଟି ରିବାର୍ ମିଲ୍…
ସମୟ ଗଡ଼ୁଛି, ଅନିଶ୍ଚିତତା ବଢ଼ୁଛି
ତାଳଚେର,୨୯ ।୪(ମନୋଜ ନନ୍ଦ) ପ୍ରଦୂଷଣ ଜର୍ଜରିତ ତାଳଚେରରେ ମେଡିକାଲ କଲେଜ ପ୍ରତିଷ୍ଠା ହେବ। ଦୀର୍ଘ ୧୪ ବର୍ଷ ତଳେ ଏମ୍ସିଏଲ୍ର ଏପରି ଏକ ଯୋଜନା ପଦାକୁ ଆସିବା ପରେ ୫୦ ହଜାରରୁ ଅଧିକ ଠିକା ଶ୍ରମିକଙ୍କ ମନରେ ଉନ୍ନତ ଚିକିତ୍ସାର ନୂଆ…
ହତ୍ୟା ଡେମୋ ଦେଖାଇଲେ ଅଭିଯୁକ୍ତ
ଛେଣ୍ଡିପଦା,୨୮।୪(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ତିପଦା ଗ୍ରାମର ନିଖୋଜ ପ୍ରାଣବନ୍ଧୁ ସେଠୀଙ୍କ ମୃତଦେହ ମଙ୍ଗଳବାର ଏକ କୂଅରୁ ଜବତ କରାଯାଇଥିଲା। ପ୍ରାଣବନ୍ଧୁଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ କରିବା ପରେ ପୋଲିସ ଏ ନେଇ ଗଁାର ୨ ଅଭିଯୁକ୍ତ ବିପିନ ଦେହୁରୀ…
ଭିତ୍ତିଭୂମିକୁ ଗୁରୁତ୍ୱ ନାହିଁ
ଛେଣ୍ଡିପଦା,୨୮।୪(ସ୍ବ.ପ୍ର.): ରୋଗୀ ସେବାକୁ ନେଇ ଦିନେ ଯେଉଁ ସ୍ବାସ୍ଥ୍ୟକେନ୍ଦ୍ର ସୁନାମ ଅର୍ଜନ କରିଥିଲା, ଦୀର୍ଘବର୍ଷ ହେଲା ତାହାକୁ ଅଣଦେଖା କରାଯାଉଛି। ଏପରି କି ଦୁର୍ବଳ ଭିତ୍ତିଭୂମିରେ ପରିବର୍ତ୍ତନ କରିବା ପ୍ରତି ସ୍ବାସ୍ଥ୍ୟ ପ୍ରଶାସନ ଗୁରୁତ୍ୱ ଦେଉନାହିଁ। ରୋଗୀଙ୍କୁ କିପରି ଉନ୍ନତ ଚିକିତ୍ସା ସେବା…
କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଜମି ଚିହ୍ନଟ
ବଇଣ୍ଡା/ ମାଧପୁର,୨୮।୪(ଡି.ଏନ.ଏ.): ଅନୁଗୋଳ ଜିଲା ଆଠମଲ୍ଲିକଠାରେ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ହେବ। ଏ ନେଇ ୪ ଜଣିଆ କେନ୍ଦ୍ରୀୟ ପ୍ରତିନିଧି ଦଳ ବୁଧବାର ଆଠମଲ୍ଲିକ ଗସ୍ତରେ ଆସି ଟାଙ୍ଗିଆନିଶା ଅଞ୍ଚଳରେ ଏକ ଜମି ଚିହ୍ନଟ କରିଛନ୍ତି। ପ୍ରତିନିଧି ଦଳ ଆଠମଲ୍ଲିକ ମହାବିଦ୍ୟାଳୟଠାରେ ଅସ୍ଥାୟୀ…
କୁମ୍ଭାରିଆ, ବାଉରି ସେତୁ ଉଦ୍ଘାଟିତ
ଛେଣ୍ଡିପଦା,୨୭।୪(ସ୍ବ.ପ୍ର.) – ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ କମ୍ପସଲା ଓ ଜେରେଙ୍ଗ ଦେହୁରୀସାହିଠାରେ ମଙ୍ଗଳବାର ଦୁଇଟି ସେତୁ ଉଦ୍ଘାଟିତ ହୋଇଛି। ଛେଣ୍ଡିପଦା ବିଧାୟକ ସୁଶାନ୍ତ କୁମାର ବେହେରା ଓ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ଯୋଗଦେଇ ଏହି ୨ ସେତୁର ଲୋକାର୍ପଣ…
‘ଶିଳ୍ପରେ ସ୍ଥାନୀୟ ଯୁବକଙ୍କୁ ମିଳୁନି ନିଯୁକ୍ତି’
ଅନୁଗୋଳ ଅଫିସ,୨୭।୪ – ଓଡ଼ିଶା ପ୍ରଦେଶ ଯୁବ କଂଗ୍ରେସ ପକ୍ଷରୁ ୟଙ୍ଗ ଇଣ୍ଡିଆ ବୋଲ କାର୍ଯ୍ୟକ୍ରମ ନେଇ ଏକ ଖବରଦାତା ସମ୍ମିଳନୀ ମଙ୍ଗଳବାର ଅନୁଗୋଳସ୍ଥିତ ଏକ ହୋଟେଲରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଯୁବ କଂଗ୍ରେସ ରାଜ୍ୟ ସଭାପତି ସ୍ମୃତି ରଞ୍ଜନ ଲେଙ୍କା,…
୩ ମାସ ଯାଏ ପଥିକଙ୍କୁ ମିଳିବ ପାନୀୟ ଜଳ
ତାଳଚେର,୨୭।୪ (ନି.ପ୍ର.) – ଅନୁଗୋଳ ଜିଲା ତାଳଚେରରେ ତାପମାତ୍ରା ବଢ଼ୁଥିବା ବେଳେ ଅସହ୍ୟ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସେଣ୍ଟ ଜନ୍ ଅନନ୍ତ ଆମ୍ବୁଲାନ୍ସ ଡିଭିଜନ ପକ୍ଷରୁ ସୋମବାର ଏକ ଜଳଛତ୍ର ଉଦ୍ଘାଟିତ ହୋଇଯାଇଛି। ଏମ୍ସିଏଲ୍ର ସ୍ଥାନୀୟ ଜଗନ୍ନାଥ କ୍ଷେତ୍ର ମହାପ୍ରବନ୍ଧକଙ୍କ…
ପାରଦ ସହ ପାଣି ସମସ୍ୟା
ବଇଣ୍ଡା,୨୬।୪ (ପରିକ୍ଷିତ ସାହୁ) କିଛି ଦିନ ହେବ ଅନୁଗୋଳ ଜିଲାରେ ଜାରି ରହିଛି ଅଗ୍ନିବର୍ଷା। ୪୦ ଡିଗ୍ରୀ ତଳକୁ ଖସୁନି ପାରଦ। ଦେହ ଜଳାଇଦେବା ଭଳି ଖରା ସାଙ୍ଗକୁ ମଧ୍ୟାହ୍ନର ତତଲା ପବନରେ ସନ୍ତୁଳି ହେଉଛି ଜନଜୀବନ। ବଢ଼ୁଥିବା ତାତିକୁ ନେଇ…
ବିପଦ ମୁଣ୍ଡାଇ ବିଦ୍ୟୁତ୍ କାମ
କଣିହାଁ, ୨୫।୪(ଡି.ଏନ.ଏ.): କଣିହାଁ ବ୍ଲକ ଅନ୍ତର୍ଗତ ରେଙ୍ଗାଲିସ୍ଥିତ ଓଡ଼ିଶା ଜଳ ବିଦ୍ୟୁତ୍ ନିଗମ (ଓଏଚ୍ପିସି) ପ୍ରକଳ୍ପରେ କାର୍ଯ୍ୟରତ ଠିକା ଶ୍ରମିକମାନେ ବିନା ସୁରକ୍ଷା ଉପକରଣରେ ଜୀବନକୁ ବାଜି ଲଗାଇ କାମ କରୁଛନ୍ତି। ରାଜ୍ୟ ସରକାରଙ୍କ ନିୟମ ଉଲ୍ଲଂଘନ କରି ବିଭାଗୀୟ କର୍ତ୍ତୃପକ୍ଷ…
ଚିନ୍ତା ବଢ଼ାଇଲାଣି ଚୋରା ମଦ
ଖମାର,୨୪।୪(ଡି.ଏନ.ଏ.): ଅନୁଗୋଳ ଜିଲା ପାଲଲହଡ଼ା ଉପଖଣ୍ଡରେ ଚୋରା ଦେଶୀ ବିଦେଶୀ ମଦ କାରବାର ନିୟନ୍ତ୍ରଣ ବାହାରକୁ ଚାଲିଗଲାଣି। କେତେଜଣ ଅସାଧୁ ବ୍ୟବସାୟୀ ଗ୍ରାମାଞ୍ଚଳକୁ ଏହା ଯୋଗାଣ କରୁଥିବାରୁ ସେଠାରେ ବହୁଳ ମାତ୍ରାରେ ଚୋରା ମଦ ବିକ୍ରି ହେଉଥିବା ଅଭିଯୋଗ ହେଉଛି। ପାଲଲହଡ଼ା ଅବକାରୀ…
Archives


