ଅନୁଗୋଳ

ମିମ୍‌ସାର କାର୍ଯ୍ୟକ୍ଷମ ଆଶା ଉଜ୍ଜୀବିତ

ତାଳଚେର/ ଅନୁଗୋଳ ଅଫିସ,୧୧।୫ – ଅନୁଗୋଳ ଜିଲା ତାଳଚେରଠାରେ ନିର୍ମାଣ ହୋଇଥିବା ୧୦୦ ଶଯ୍ୟା ବିଶିଷ୍ଟ ମହାନଦୀ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନ୍ସ ଆଣ୍ଡ ରିସର୍ଚ୍ଚ ସେଣ୍ଟର (ମିମ୍‌ସାର) ଶୀଘ୍ର କାର୍ଯ୍ୟକ୍ଷମ ଦିଗରେ ଆଶା ଉଜ୍ଜୀବିତ ହୋଇଛି। ମଙ୍ଗଳବାର ତାଳଚେର ବନ୍ଦ…

ଯୋଗ୍ୟତା ଥାଇ ମିଳୁନି ଆବାସ

ମାଧପୁର, ୧୧।୫ – ଆଠମଲ୍ଲିକ ବ୍ଲକ କୁଦଗାଁ ପଞ୍ଚାୟତ ନୀଳକଣ୍ଠପଡ଼ା ଗ୍ରାମର ୧୨ଜଣ ଯୋଗ୍ୟ ହିତାଧିକାରୀଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସାମିଲ କରାଯାଉ ନ ଥିବା ଅଭିଯୋଗ ହୋଇଛି। ଏ ନେଇ ସେମାନେ ବିଡିଓଙ୍କୁ ଭେଟି ଦାବିପତ୍ର ଦେଇଛନ୍ତି। ଅଭିଯୋଗ ଅନୁଯାୟୀ,…

ଜୋର୍‌ଦାର ଚାଲିଛି କୋଇଲା ଚୋରା କାରବାର

ତାଳଚେର,୧୦।୫(ନି.ପ୍ର.) ଅନୁଗୋଳ ଜିଲା ତାଳଚେରସ୍ଥିତ ଏମ୍‌ସିଏଲ୍‌ର ବିଭିନ୍ନ କୋଇଲା ଖଣି ଅଞ୍ଚଳରୁ ଚାଲିଛି ଜୋର୍‌ଦାର କୋଇଲା ଚୋରି। କୋଇଲା ମାଫିଆଙ୍କ ସହ କେତେଜଣ ଅଧିକାରୀ, କର୍ମଚାରୀ, ସୁରକ୍ଷା କର୍ମଚାରୀ, ଡିଡିଏମ୍‌ ଅଫିସରେ ଥିବା କେତେଜଣ କର୍ମଚାରୀ ଓ ପୋଲିସ ଏଥିରେ ସାମିଲ…

ଭାରିଯାନ ଧକ୍କାରେ ଭାଙ୍ଗିଲା ପୋଲ ସୁରକ୍ଷା ବାଡ଼

ଛେଣ୍ଡିପଦା,୧୦।୫(ସ୍ବ.ପ୍ର.) ଅନୁଗୋଳ ଜିଲା ଛେଣ୍ତିପଦା ବ୍ଲକ ଦେଇଯାଇଥିବା ଛେଣ୍ଡିପଦା- ଅନୁଗୋଳ ୬୩ ନମ୍ବର ରାଜ୍ୟ ରାଜପଥରେ ଗତ ବିଳମ୍ବିତ ରାତିରେ ଏକ ବଡ଼ ଲୁହା ଯନ୍ତ୍ରାଂଶ ବୋଝେଇ ଭାରିଯାନ ଧକ୍କାରେ କୁମ୍ଭୀରା ନାଳ ପୋଲର ସରକ୍ଷା ବାଡ ଭାଙ୍ଗିଯାଇଛି। ଘଟଣାରୁ ପ୍ରକାଶ,…

ସମସ୍ୟା ସମାଧାନ ନ ହେଲେ ଆନ୍ଦୋଳନ

ଅନୁଗୋଳ ଅଫିସ,୧୦।୫ ଅନୁଗୋଳ ଜିଲାରେ ବିଦ୍ୟୁତ୍‌ କାଟ ଓ ପାନୀୟ ଜଳ ସମସ୍ୟା ସହ ଡିଏମ୍‌ଏଫ୍‌ରେ ହୋଇଥିବା ବ୍ୟାପକ ଦୁର୍ନୀତି ବିରୋଧରେ ଭାଜପା ଆନ୍ଦୋଳନକୁ ଓହ୍ଲାଇବ। ଏ ସମ୍ପର୍କରେ ସୋମବାର ଜିଲା ଭାଜପା କାର୍ଯ୍ୟାଳୟଠାରେ ଜିଲା ସଭାପତି ଡିଲେଶ୍ୱର ପ୍ରଧାନଙ୍କ ଅଧ୍ୟକ୍ଷତାରେ…

ଗଛମୂଳରୁ ୩ ଦିନର ଶିଶୁକନ୍ୟା ଉଦ୍ଧାର

ବନ୍ତଳା,୯।୫(ଡି.ଏନ.ଏ.): ବିଶ୍ୱ ମାତୃ ଦିବସରେ ମମତା ଭୁଲିଗଲେ ମା’। ୩ ଦିନର ଶିଶୁକନ୍ୟାଙ୍କୁ ଏକ ଗଛମୂଳେ ଛାଡ଼ି କେହି କୁମାରୀ ମା’ ପଳାଇଯିବା ଅନୁଗୋଳ ଜିଲା ବନ୍ତଳା ଥାନା ପୋକତୁଙ୍ଗା ଗ୍ରାମରେ ରବିବାର ଚର୍ଚ୍ଚାର ବିଷୟ ହୋଇଛି। ଶିଶୁଟିର କାନ୍ଦ ଶୁଣି…

ରାତି ନ ପାହୁଣୁ ଲମ୍ବୁଛି ଧାଡ଼ି

ବଇଣ୍ଡା,୯।୫: ପ୍ରତିବର୍ଷ ଗ୍ରୀଷ୍ମ ପ୍ରବାହର ମୁକାବିଲା ପାଇଁ ବହୁ ପୂର୍ବରୁ ପ୍ରସ୍ତୁତି ବୈଠକ ବସୁଛି। ବିଶେଷକରି ଗ୍ରାମାଞ୍ଚଳର ପାନୀୟ ଜଳ ଆବଶ୍ୟକତା ମେଣ୍ଟାଇବା ଉପରେ ଏଥିରେ ଗୁରୁତ୍ୱ ଦିଆଯାଉଛି। ତୁରନ୍ତ ଅଚଳ ନଳକୂଅ ମରାମତି ଓ ଆବଶ୍ୟକସ୍ଥଳେ ନୂତନ ଖନନ ନିମନ୍ତେ…

ଶପିଂ ମଲ୍‌ରେ ଅଗ୍ନି ନିରାପତ୍ତା ଯାଞ୍ଚ

ଅନୁଗୋଳ ଅଫିସ,୯।୫: ଅନୁଗୋଳ ଜିଲା ଅଗ୍ନିଶମ ଅଧିକାରୀଙ୍କ ନେତୃତ୍ୱରେ ଏକ ଦଳ ରବିବାର ସହରରେ ଥିବା ବିଭିନ୍ନ ଶପିଂ ମଲ୍‌ରେ ଅଗ୍ନି ନିରାପତ୍ତା ଏବଂ ନିରାପତ୍ତା ନିୟମ ସମ୍ପର୍କରେ ଯାଞ୍ଚ କରିଛନ୍ତି। ଏହି ଦଳ ଷ୍ଟାଇଲ ବଜାର, ହୁଲୁରିସିଙ୍ଗାରେ ଥିବା ରିଲାଏନ୍ସ…

ନ୍ୟାୟ ମାଗିଲେ ଛେଳିଆ କ୍ଷତିଗ୍ରସ୍ତ

କଣିହାଁ, ୮।୫(ଡି.ଏନ୍‌.ଏ.): ମହାନଦୀ କୋଲ୍‌ଫିଲ୍ଡ ଲିମିଟେଡ୍‌ (ଏମ୍‌ସିଏଲ୍‌) ଦ୍ୱାରା କ୍ଷତିଗ୍ରସ୍ତ ଅନୁଗୋଳ ଜିଲା କଣିହାଁ ବ୍ଲକର ଛେଳିଆ ଗ୍ରାମବାସୀ ହକ୍‌ର ଲଢ଼େଇକୁ ଜୋର୍‌ଦାର କରିଛନ୍ତି। ନ୍ୟାଯ୍ୟ ଦାବିରେ ଶନିବାର ସକାଳ ୬ଟାରୁ ସେମାନେ ଏମ୍‌ସିଏଲ୍‌ କଣିହାଁ ଟାଇମ୍‌ ଅଫିସ୍‌ ସମ୍ମୁଖରେ ସମୂହ…

କାର୍ଯ୍ୟକ୍ଷମ ହୋଇପାରୁନି ଉପଖଣ୍ଡ ମାତୃ ଶିଶୁ ଭବନ

ପାଲଲହଡା, ୮।୫(ଡି.ଏନ.ଏ.): ପାଲଲହଡା ଉପଖଣ୍ଡ ମୁଖ୍ୟ ଚିକିତ୍ସାଳୟ ପରିସରରେ ନିର୍ମାଣ ହେଉଥିବା ୩୦ ଶଯ୍ୟା ବିଶିଷ୍ଟ ମାତୃ ଏବଂ ଶିଶୁ ଭବନ କାର୍ଯ୍ୟ ଶେଷ ହେଉ ନ ଥିବାରୁ ଅସନ୍ତୋଷ ଦେଖାଦେଇଛି। ବର୍ଷକ ମଧ୍ୟରେ କାର୍ଯ୍ୟ ସାରିବାକୁ ଠିକା ସଂସ୍ଥା ଚୁକ୍ତି…

ବଡ଼ଦାଣ୍ଡସାହି ରାସ୍ତା ନବୀକରଣ ଦାବି

ଆଠମଲ୍ଲିକ,୮।୫(ଡି.ଏନ.ଏ.): ଚଳିତବର୍ଷ ରଥଯାତ୍ରା ପୂର୍ବରୁ ଆଠମଲ୍ଲିକ ସହରସ୍ଥିତ ବଡ଼ଦାଣ୍ଡର ନବୀକରଣ କରିବାକୁ ସାଧାରଣରେ ଦାବି ହେଉଛି। ଦୀର୍ଘଦିନ ହେବ ଏହି ରାସ୍ତା ମରାମତି କରାଯାଇ ନାହିଁ। ପାନୀୟ ଜଳ ଯୋଗାଣ ପାଇଁ ରାସ୍ତା ଖୋଳି ପାଇପ ପକାଇବା କାରଣରୁ ଖାଲଖମା ସୃଷ୍ଟି…

ଆର୍ମି ପରୀକ୍ଷା ହେଉ ନ ଥିବାରୁ ଅସନ୍ତୋଷ

ଅନୁଗୋଳ ଅଫିସ, ୮।୫: ଆର୍ମି ନିଯୁକ୍ତି ମେଳାରେ ଯୋଗଦେଇ ଶାରୀରିକ ଓ ଡାକ୍ତରୀ ପରୀକ୍ଷାରେ କୃତକାର୍ଯ୍ୟ ହେଲେ। କିନ୍ତୁ ଲିଖିତ ପରୀକ୍ଷା ଏଯାଏ ହେଉ ନ ଥିବାରୁ ଅନୁଗୋଳର ୧୧୮ ଆଶାୟୀ ପରୀକ୍ଷାର୍ଥୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ବୟସ ଗଡ଼ିଯାଉଥିବାରୁ ତୁରନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?