ଅନୁଗୋଳ

ଭାଙ୍ଗିଦେଲେ, ଗଢ଼ୁନାହାନ୍ତି

ବଇଣ୍ଡା,୨୦।୪ (ପରିକ୍ଷିତ ସାହୁ) – ରାଜପଥ ସମ୍ପ୍ରସାରଣ ନିମନ୍ତେ ୪ ବର୍ଷ ତଳୁ ଭଙ୍ଗାଯାଇଛି ରାଜ୍ୟ ସରକାରଙ୍କ ଏକାଧିକ କାର୍ଯ୍ୟାଳୟ। ଏପରି କି ଶିକ୍ଷାନୁଷ୍ଠାନ ମଧ୍ୟ ଏହି ଉଚ୍ଛେଦରୁ ବାଦ୍‌ ପଡ଼ିନାହିଁ। ନୂତନ ସ୍ଥାନରେ ଏସବୁ ଅଫିସ କୋଠା ଗଢ଼ାଯିବାର ଥିଲେ…

କଟକରୁ ୧୫୪୦ କିଲୋ ନକଲି ଡିଟରଜେଣ୍ଟ ପାଉଡର ଜବତ

କଟକ ଅଫିସ,୧୯।୪: କଟକରୁ ପୁଣି ନକଲି ଡିଟରଜେଣ୍ଟ ପାଉଡର ଜବତ ହୋଇଛି। ଟାଙ୍ଗି ଓ ମାହାଙ୍ଗା ଅଞ୍ଚଳରେ ମାଲଗୋଦାମ ଥାନା ପୋଲିସ ମଙ୍ଗଳବାର ଚଢାଉ କରି ୧୫୪୦ କିଲୋ ନକଲି ଡିଟରଜେଣ୍ଟ ଜବତ କରିଛି। ଏହାସହ ଡିଟରଜେଣ୍ଟ ତିଆରି ମେଶିନ, ତିଆରି…

ବେଲାଦୁଲାରୁ ଦୂର ହେଉଛି ଅନ୍ଧବିଶ୍ୱାସ

ବଇଣ୍ଡା,୧୯।୪(ଡି.ଏନ.ଏ.) ଦୀର୍ଘବର୍ଷ ଧରି ଅନ୍ଧବିଶ୍ୱାସର ଶିକାର ହୋଇଥିବା ଆଠମଲ୍ଲିକ ବ୍ଲକ କନ୍ଧପଡା ପଞ୍ଚାୟତ ବେଲାଦୁଲା ଗ୍ରାମରେ ଛାତଘର ନିର୍ମାଣ ହେଉ ନ ଥିଲା। ହେଲେ ଗତବର୍ଷ ପ୍ରଶାସନ ସହଯୋଗରେ ଗଁା ଲୋକଙ୍କ ମନରୁ ପୂର୍ବ ଅନ୍ଧବିଶ୍ୱାସ ଦୂର କରାଯାଇ ପ୍ରଥମ କରି…

ପାଇପ୍‌ ମରାମତି କଲା ପ୍ରଶାସନ

ମାଧପୁର,୧୯।୪(ଡି.ଏନ.ଏ.) ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ମାଧପୁର ପଞ୍ଚାୟତର କୁନ୍ଦନାଳୀ ଗ୍ରାମକୁ ନିକଟସ୍ଥ କନ୍ଧପଡା ପାନୀୟ ଜଳ ପ୍ରକଳ୍ପରୁ ଯାଇଥିବା ପାଇପ୍‌ ଫାଟିଯିବା କାରଣରୁ ୨ ଦିନ ହେଲା ପିଇବା ପାଣି ବିଲରେ ମାଡ଼ୁଥିଲା। ଫଳରେ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିଲା।…

ଜରାଜୀର୍ଣ୍ଣ ଘରେ ଶିକ୍ଷାଦାନ

ପବିତ୍ରନଗର,୧୯।୪(ଡି.ଏନ.ଏ) ଅନୁଗୋଳ ଜିଲା କଣିହାଁ ବ୍ଲକ ବିରୁ ଗ୍ରାମର ସ୍କୁଲ ପ୍ରାଙ୍ଗଣରେ ଏକ ନୂତନ ଅଙ୍ଗନଓ୍ବାଡି କେନ୍ଦ୍ର ପ୍ରାୟ ୩ ବର୍ଷରୁ ଊଦ୍ଧର୍‌ବ ହେବ ନିର୍ମାଣ ସରିଛି। ଶିଶୁମାନଙ୍କ ନିମନ୍ତେ ସୁନ୍ଦର ଭାବେ ଚିତ୍ରଣ କରାଯିବା ସହିତ ପାଇଖାନା ଓ ପାଣି…

‘ଚାଷୀଙ୍କ ଆୟ ଦ୍ବିଗୁଣିତ କରିବ ଡ୍ରୋନ୍‌’

ଛେଣ୍ଡିପଦା,୧୯।୪(ସ୍ବ.ପ୍ର.) ଚାଷୀଙ୍କୁ ସହାୟକ ହେବ ଡ୍ରୋନ୍‌। ଡ୍ରୋନ୍‌ ସହାୟତାରେ ଚାଷୀ ଫସଲରେ କୀଟନାଶକ ସିଞ୍ଚନ କରି ନିଜର ସମୟ ବଞ୍ଚାଇବା ସହ ଆୟ ମଧ୍ୟ ବଢ଼ାଇପାରିବ। ଏହି ଉଦ୍ଦେଶ୍ୟ ନେଇ କେନ୍ଦ୍ର ସରକାର ୧୦୦ କିଷାନ୍‌ ଡ୍ରୋନ୍‌ର ଶୁଭାରମ୍ଭ କରିଛନ୍ତି। ଏହା…

ବ୍ୟାଘ୍ର ପ୍ରକଳ୍ପରୁ ବିସ୍ଥାପିତ ହେବ କଟରଙ୍ଗ

ବନ୍ତଳା, ୧୯।୪ (ଦିନେଶ ଦେହୁରୀ) ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟ ବ୍ୟାଘ୍ର ପ୍ରକଳ୍ପ କୋର୍‌ ଅଞ୍ଚଳରେ ଥିବା ଗ୍ରାମଗୁଡିକୁ ବିସ୍ଥାପିତ କରିବା ପାଇଁ ସରକାର ପଦକ୍ଷେପ ନେଉଛନ୍ତି। ପ୍ରାଥମିକତାରେ ରାଇଗୁଡା ଗ୍ରାମକୁ ବିସ୍ଥାପିତ କରାଯାଇଥିବା ବେଳେ ଏବେ ଟିକରପଡା ପଞ୍ଚାୟତ ଅଧୀନରେ…

ହାଟ କରୁଛି ହଟହଟା

ଖମାର,୧୯।୪(ଡି.ଏନ.ଏ.) ପାଲଲହଡ଼ା ବ୍ଲକ ଖମାର ବଜାର ରାସ୍ତା ପାର୍ଶ୍ୱରେ ସୋମବାରିଆ ବସୁଥିବା ସାପ୍ତାହିକ ହାଟ ଅତ୍ୟନ୍ତ ବିପଦସଙ୍କୁଳ ଅବସ୍ଥାରେ ଚାଲୁଛି। ଏଥିଯୋଗୁ ବେପାରୀ, ଗ୍ରାହକ ଓ ରାସ୍ତାରେ ଯାତାୟାତ କରୁଥିବା ଜନସାଧାରଣଙ୍କୁ ହଟହଟା ହେବାକୁ ପଡ଼ୁଛି। ଅନେକ ସମୟରେ ରାସ୍ତା ଜାମ୍‌…

ବଢୁଛି ଚୋରାମଦ କାରବାର

ବଇଣ୍ଡା,୧୮।୪(ଡି.ଏନ.ଏ.): ଆଠମଲ୍ଲିକ ଓ ଠାକୁରଗଡ଼ ଥାନା ଅଞ୍ଚଳରେ କିଛିଦିନ ହେଲା ଚୋରା ମଦ କାରବାର ବଢ଼ିବାରେ ଲାଗିଛି। ବିଶେଷକରି ଜାମୁଡୋଲି, ଲୁହାସିଂହା, ନଅଁଗା, ଠାକୁରଗଡ଼, କୃତ୍ତିବାସପୁର, ପାଇକସାହି, ଟାପଢୋଲ, ସାପଘରା, କୁରୁମଟାପ, ସାନହୁଲା, ପେଡିପଥର, ଆମ୍ବସରମୁଣ୍ଡା ଆଦି ପଞ୍ଚାୟତରେ ଅସାଧୁ ବ୍ୟବସାୟୀମାନେ…

ପାଇପ୍‌ ଫାଟି ବିଲରେ ମାଡ଼ୁଛି ପାନୀୟ ଜଳ

ମାଧପୁର,୧୮।୪: ଗ୍ରୀଷ୍ମ ପ୍ରବାହ ବେଳେ ଗାଁକୁ ମିଳୁନି ପିଇବା ପାଣି। ୨ ଦିନ ହେଲା ପାଇପ୍‌ ଫାଟିବା କାରଣରୁ ସବୁତକ ପାଣି ବିଲରେ ମାଡ଼ୁଛି। କର୍ତ୍ତୃପକ୍ଷଙ୍କ ନିକଟରେ ଅଭିଯୋଗ କରାଯାଇଥିଲେ ମଧ୍ୟ ମରାମତି କରାଯାଉ ନ ଥିବାରୁ ଆଠମଲ୍ଲିକ ବ୍ଲକ ମାଧପୁର ପଞ୍ଚାୟତର…

୫ ଟନ୍‌ ଚୋରା କୋଇଲା ଜବତ

ଛେଣ୍ଡିପଦା, ୧୭।୪(ସ୍ବ.ପ୍ର): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା କଇଁଛପଦା ଗ୍ରାମ ନିକଟରେ ପୋଲିସ ଚଢ଼ାଉ କରି ଏକ ଟ୍ରକ୍‌ରୁ ୫ ଟନ୍‌ ଚୋରା କୋଇଲା ଜବତ କରିଛି। ତେବେ ଡ୍ରାଇଭର ଫେରାର ହୋଇଯାଇଛନ୍ତି। ପୋଲିସ ସୂଚନା ଅନୁଯାୟୀ, ଶୁକ୍ରବାର ବିଳମ୍ବିତ ରାତିରେ…

ମା’ ଝାରି କୁଆଁଦେଈଙ୍କ ବାର୍ଷିକ ଯାତ୍ରା

ଛେଣ୍ଡିପଦା,୧୭।୪(ସ୍ବ.ପ୍ର): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଚାଙ୍ଗୁଡ଼ିଆ ପଞ୍ଚାୟତ ବଡ଼ବେରେଣା ଗ୍ରାମର ଅଧିଷ୍ଠାତ୍ରୀ ଦେବୀ ମା’ ଝାରି କୁଅଁାଦେଈ ଠାକୁରାଣୀଙ୍କ ବାର୍ଷିକ ଯାତ୍ରା ଅନୁଷ୍ଠିତ ହୋଇଛି। ପୀଠ ପରିଚାଳନା କମିଟି ସଭାପତି ରଞ୍ଜନ ଭୋଇଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ମୁଖ୍ୟପୂଜକ ଇନ୍ଦ୍ରମଣି ମହାପାତ୍ରଙ୍କ ଦ୍ୱାରା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri