ଅନୁଗୋଳ

ରାତି ନ ପାହୁଣୁ ଲମ୍ବୁଛି ଧାଡ଼ି

ବଇଣ୍ଡା,୯।୫: ପ୍ରତିବର୍ଷ ଗ୍ରୀଷ୍ମ ପ୍ରବାହର ମୁକାବିଲା ପାଇଁ ବହୁ ପୂର୍ବରୁ ପ୍ରସ୍ତୁତି ବୈଠକ ବସୁଛି। ବିଶେଷକରି ଗ୍ରାମାଞ୍ଚଳର ପାନୀୟ ଜଳ ଆବଶ୍ୟକତା ମେଣ୍ଟାଇବା ଉପରେ ଏଥିରେ ଗୁରୁତ୍ୱ ଦିଆଯାଉଛି। ତୁରନ୍ତ ଅଚଳ ନଳକୂଅ ମରାମତି ଓ ଆବଶ୍ୟକସ୍ଥଳେ ନୂତନ ଖନନ ନିମନ୍ତେ…

ଶପିଂ ମଲ୍‌ରେ ଅଗ୍ନି ନିରାପତ୍ତା ଯାଞ୍ଚ

ଅନୁଗୋଳ ଅଫିସ,୯।୫: ଅନୁଗୋଳ ଜିଲା ଅଗ୍ନିଶମ ଅଧିକାରୀଙ୍କ ନେତୃତ୍ୱରେ ଏକ ଦଳ ରବିବାର ସହରରେ ଥିବା ବିଭିନ୍ନ ଶପିଂ ମଲ୍‌ରେ ଅଗ୍ନି ନିରାପତ୍ତା ଏବଂ ନିରାପତ୍ତା ନିୟମ ସମ୍ପର୍କରେ ଯାଞ୍ଚ କରିଛନ୍ତି। ଏହି ଦଳ ଷ୍ଟାଇଲ ବଜାର, ହୁଲୁରିସିଙ୍ଗାରେ ଥିବା ରିଲାଏନ୍ସ…

ନ୍ୟାୟ ମାଗିଲେ ଛେଳିଆ କ୍ଷତିଗ୍ରସ୍ତ

କଣିହାଁ, ୮।୫(ଡି.ଏନ୍‌.ଏ.): ମହାନଦୀ କୋଲ୍‌ଫିଲ୍ଡ ଲିମିଟେଡ୍‌ (ଏମ୍‌ସିଏଲ୍‌) ଦ୍ୱାରା କ୍ଷତିଗ୍ରସ୍ତ ଅନୁଗୋଳ ଜିଲା କଣିହାଁ ବ୍ଲକର ଛେଳିଆ ଗ୍ରାମବାସୀ ହକ୍‌ର ଲଢ଼େଇକୁ ଜୋର୍‌ଦାର କରିଛନ୍ତି। ନ୍ୟାଯ୍ୟ ଦାବିରେ ଶନିବାର ସକାଳ ୬ଟାରୁ ସେମାନେ ଏମ୍‌ସିଏଲ୍‌ କଣିହାଁ ଟାଇମ୍‌ ଅଫିସ୍‌ ସମ୍ମୁଖରେ ସମୂହ…

କାର୍ଯ୍ୟକ୍ଷମ ହୋଇପାରୁନି ଉପଖଣ୍ଡ ମାତୃ ଶିଶୁ ଭବନ

ପାଲଲହଡା, ୮।୫(ଡି.ଏନ.ଏ.): ପାଲଲହଡା ଉପଖଣ୍ଡ ମୁଖ୍ୟ ଚିକିତ୍ସାଳୟ ପରିସରରେ ନିର୍ମାଣ ହେଉଥିବା ୩୦ ଶଯ୍ୟା ବିଶିଷ୍ଟ ମାତୃ ଏବଂ ଶିଶୁ ଭବନ କାର୍ଯ୍ୟ ଶେଷ ହେଉ ନ ଥିବାରୁ ଅସନ୍ତୋଷ ଦେଖାଦେଇଛି। ବର୍ଷକ ମଧ୍ୟରେ କାର୍ଯ୍ୟ ସାରିବାକୁ ଠିକା ସଂସ୍ଥା ଚୁକ୍ତି…

ବଡ଼ଦାଣ୍ଡସାହି ରାସ୍ତା ନବୀକରଣ ଦାବି

ଆଠମଲ୍ଲିକ,୮।୫(ଡି.ଏନ.ଏ.): ଚଳିତବର୍ଷ ରଥଯାତ୍ରା ପୂର୍ବରୁ ଆଠମଲ୍ଲିକ ସହରସ୍ଥିତ ବଡ଼ଦାଣ୍ଡର ନବୀକରଣ କରିବାକୁ ସାଧାରଣରେ ଦାବି ହେଉଛି। ଦୀର୍ଘଦିନ ହେବ ଏହି ରାସ୍ତା ମରାମତି କରାଯାଇ ନାହିଁ। ପାନୀୟ ଜଳ ଯୋଗାଣ ପାଇଁ ରାସ୍ତା ଖୋଳି ପାଇପ ପକାଇବା କାରଣରୁ ଖାଲଖମା ସୃଷ୍ଟି…

ଆର୍ମି ପରୀକ୍ଷା ହେଉ ନ ଥିବାରୁ ଅସନ୍ତୋଷ

ଅନୁଗୋଳ ଅଫିସ, ୮।୫: ଆର୍ମି ନିଯୁକ୍ତି ମେଳାରେ ଯୋଗଦେଇ ଶାରୀରିକ ଓ ଡାକ୍ତରୀ ପରୀକ୍ଷାରେ କୃତକାର୍ଯ୍ୟ ହେଲେ। କିନ୍ତୁ ଲିଖିତ ପରୀକ୍ଷା ଏଯାଏ ହେଉ ନ ଥିବାରୁ ଅନୁଗୋଳର ୧୧୮ ଆଶାୟୀ ପରୀକ୍ଷାର୍ଥୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ବୟସ ଗଡ଼ିଯାଉଥିବାରୁ ତୁରନ୍ତ…

୧୩ରେ ୧୨ ଘଣ୍ଟିଆ ତାଳଚେର ବନ୍ଦ

ତାଳଚେର, ୮।୫(ନି.ପ୍ର.): ତାଳଚେର ମେଡିକାଲ କଲେଜକୁ ସରକାରୀସ୍ତରରେ ତୁରନ୍ତ କାର୍ଯ୍ୟକ୍ଷମ କରିବା ଦାବିରେ ଆସନ୍ତା ୧୩ ତାରିଖରେ ତାଳଚେରରେ ବନ୍ଦ ପାଳନ କରାଯିବ। ଶନିବାର ତାଳଚେର ସରକାରୀ ମେଡିକାଲ କଲେଜ କ୍ରିୟାନୁଷ୍ଠାନ କମିଟି ତରଫରୁ ସ୍ଥାନୀୟ ଡେରା ଶିବ ମନ୍ଦିର ପରିସରରେ…

ସମସ୍ୟାରେ ରାମଦେଓ ସ୍ମାର୍ଟ ସ୍କୁଲ

ବଇଣ୍ଡା,୮।୫: ଗୁଣାତ୍ମକ ଶିକ୍ଷାରେ ଯେପରି ଭିତ୍ତିଭୂମି ବାଧକ ନ ହେବ ସେଥିପାଇଁ ଶିକ୍ଷାନୁଷ୍ଠାନକୁ ସ୍ମାର୍ଟ କରାଗଲା। ବିଦ୍ୟାଳୟ ପିଛା ବହୁ ଲକ୍ଷ ଟଙ୍କା ବ୍ୟୟ ହେଲା। କିନ୍ତୁ ଶିକ୍ଷକ ଅଭାବ ସମସ୍ୟା ଏବେ ସ୍ମାର୍ଟ ସ୍କୁଲ ଉଦ୍ଦେଶ୍ୟ ପୂରଣରେ ବାଧକ ସାଜିଛି।…

କମ୍ପାନୀ କର୍ମଚାରୀଙ୍କ ସୁରକ୍ଷାକୁ ଗୁରୁତ୍ୱ

ଅନୁଗୋଳ ଅଫିସ, ୭ା୫ ଅନୁଗୋଳ ଜିଲାର ବିଭିନ୍ନ କଳକାରଖାନାରେ କାର୍ଯ୍ୟରତ କର୍ମଚାରୀଙ୍କ ସୁରକ୍ଷା, ସ୍ବାସ୍ଥ୍ୟସେବା ସୁବିଧା ଏବଂ କମ୍ପାନୀ ପକ୍ଷରୁ ନିଆଯାଇଥିବା ଜନମଙ୍ଗଳ କାର୍ଯ୍ୟର ସମୀକ୍ଷା କରିଛନ୍ତି ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ। ଏ ନେଇ ଶୁକ୍ରବାର ଜିଲା କାର୍ଯ୍ୟାଳୟ ସମ୍ମିଳନୀ…

ଗାନ୍ଧୀ ଭବନ ହେଉ ନ ଥିବାରୁ କ୍ଷୋଭ

ଅନୁଗୋଳ ଅଫିସ, ୭ା୫ ଅନୁଗୋଳ ଗାନ୍ଧୀ ଶାନ୍ତି ପ୍ରତିଷ୍ଠାନ, ବାଜି ରାଉତ ଛାତ୍ରାବାସ ଏବଂ ରାଷ୍ଟ୍ରୀୟ ଯୁବା ସଙ୍ଗଠନ ପକ୍ଷରୁ ଶୁକ୍ରବାର ଗାନ୍ଧିଜୀଙ୍କ ଅନୁଗୋଳ ଆଗମନର ୮୮ତମ ସ୍ମୃତି ଦିବସ ପାଳିତ ହୋଇଯାଇଛି। ସ୍ଥାନୀୟ ବସ୍‌ଷ୍ଟାଣ୍ଡରୁ ବାରିଥିବା ଶାନ୍ତି ପଦଯାତ୍ରା ନଗର…

ପାଣିରେ ଭର୍ତ୍ତି ବିଦ୍ୟାଳୟ ଅଗଣା

ବଇଣ୍ଡା, ୭ା୫(ଡି.ଏନ.ଏ.) କାଳବୈଶାଖୀଜନିତ ବର୍ଷା ପାଣିରେ ଭର୍ତ୍ତି ହୋଇଛି ବିଦ୍ୟାଳୟ ଅଗଣା। ଏହାକୁ ନେଇ ସୃଷ୍ଟି ହୋଇଛି ପୂତ୍ତିଗନ୍ଧମୟ। କୋମଳମତି ପିଲାଙ୍କୁ ସଂକ୍ରମଣଜନିତ ରୋଗ ଆଶଙ୍କା ଦେଖାଦେଇଛି। ଅନୁଗୋଳ ଜିଲା କିଶୋରନଗର ବ୍ଲକ ବଇଶିଣା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଏଭଳି ପରିବେଶ…

ରୋମାଞ୍ଚ ଭରିବ ‘ରାହାଗିରି’

ଅନୁଗୋଳ ଅଫିସ, ୭ା୫ ଦୀର୍ଘ ୬ ବର୍ଷ ପରେ ଅନୁଗୋଳ ରାସ୍ତାକୁ ଫେରିଛି ରାହାଗିରି। ପୁଣି ନାଚଗୀତରେ ମସ୍‌ଗୁଲ ହେବେ ସହରବାସୀ। ଆସନ୍ତା ରବିବାର ସକାଳ ୬ଟାରୁ ୯ଟା ପର୍ଯ୍ୟନ୍ତ ଜଗନ୍ନାଥ ମନ୍ଦିର ରାସ୍ତାରେ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯିବ। ଏଥିଲାଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?