ପୁରୁଣା ପିଚୁ ଉପରେ ନୂଆ ଢଳେଇ
ବଇଣ୍ଡା, ୧୭।୪(ଡି.ଏନ୍.ଏ.): ଚୁକ୍ତି ଅବଧି ସରିଲାଣି। ହେଲେ କାମ ସରୁନି। ଯେତିକି କାମ ହୋଇଛି, ତାହା ବି ଅତି ନିମ୍ନମାନର। ପୁରୁଣା ପିଚୁ ରାସ୍ତାକୁ ନ ଭାଙ୍ଗି ତା’ ଉପରେ ପୁଣିଥରେ ଢଳେଇ କରାଯାଉଛି। ଅନୁଗୋଳ ଜିଲା ଆଠମଲ୍ଲିକଠାରୁ ଦରୁହା ପର୍ଯ୍ୟନ୍ତ ନିର୍ମାଣାଧୀନ…
ଦୁଲୁକୁଛି ବଳରାମପ୍ରସାଦ
ବଅଁରପାଳ,୧୬।୪(ଡି.ଏନ.ଏ.) ଅନୁଗୋଳ ଜିଲା ବଅଁରପାଳ ବ୍ଲକ ବଳରାମପ୍ରସାଦଠାରେ ଥିବା ମା’ ହିଙ୍ଗୁଳାଙ୍କ ବାର୍ଷିକ ୩ ଦିନିଆ ଯାତ୍ରା ଶୁକ୍ରବାରଠାରୁ ଧୁମ୍ଧାମରେ ଆରମ୍ଭ ହୋଇଛି। ବିଭିନ୍ନ ବାଦ୍ୟ ବାଜଣାରେ ଗଁା ପ୍ରକମ୍ପିତ ହୋଇଉଠୁଛି। ସକାଳେ ଦେବୀଙ୍କ ପୀଠରେ ପରମ୍ପରା ଅନୁଯାୟୀ ପୂଜାର୍ଚ୍ଚନା ହେବା…
ହିଙ୍ଗୁଳାକ୍ଷେତ୍ର ଶ୍ରଦ୍ଧାଳୁମୟ
ତାଳଚେର,୧୬।୪(ନି.ପ୍ର.) ଅନୁଗୋଳ ଜିଲା ତାଳଚେରର ଅଧିଷ୍ଠାତ୍ରୀ ଦେବୀ ଅଗ୍ନିରୂପା ମା’ ହିଙ୍ଗୁଳାଙ୍କ ପ୍ରସିଦ୍ଧ ନବଦିନାତ୍ମକ ଯାତ୍ରା ଓ ୧୮ ତମ ଲୋକ ମହୋତ୍ସବ ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ଏଥିପାଇଁ ଗୋପାଳପ୍ରସାଦସ୍ଥିତ ହିଙ୍ଗୁଳା ପୀଠ ପରିସର ଶ୍ରଦ୍ଧାଳୁମୟ ହୋଇଉଠିଛି। ପ୍ରଥମ ଦିନରେ ୨…
ଭାଜପା କର୍ମୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା
ଛେଣ୍ଡିପଦା,୧୬ା୪(ସ୍ବ.ପ୍ର.): ଅନୁଗୋଳ ଜିଲା ଜରପଡ଼ା ଥାନା ଦୁର୍ଗାପୁର ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ପ୍ରଧାନସାହି ତ୍ରିନାଥ ମଣ୍ଡପରେ ଶୋଇଥିବା ଭାଜପା କର୍ମୀ ସାଗର ପ୍ରଧାନ (୪୫)ଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରାଯାଇଛି। ବିଜେଡିର ୪ କର୍ମୀଙ୍କ ସମ୍ପୃକ୍ତି…
ଆଜିଠାରୁ ହିଙ୍ଗୁଳା ଯାତ୍ରା
ତାଳଚେର,୧୫।୪(ନି.ପ୍ର.) ଅନୁଗୋଳ ଜିଲା ତାଳଚେରର ଅଧିଷ୍ଠାତ୍ରୀ ଦେବୀ ଅଗ୍ନିରୂପା ମା’ ହିଙ୍ଗୁଳାଙ୍କ ନବଦିନାତ୍ମକ ପ୍ରସିଦ୍ଧ ବାର୍ଷିକ ଯାତ୍ରା ୧୫ ତାରିଖ ଶୁକ୍ରବାରଠାରୁ ଆରମ୍ଭ ହେବ। ମହାମାରୀ କରୋନା ଯୋଗୁ ଗତ ୨ ବର୍ଷ ହେଲା ମା’ଙ୍କ ବାର୍ଷିକ ଯାତ୍ରା କେବଳ ରୀତିନୀତି…
ଆଜିଠାରୁ ହିଙ୍ଗୁଳାଯାତ୍ରା
ତାଳଚେର,୧୫ା୪(ନି.ପ୍ର.): ଅନୁଗୋଳ ଜିଲା ତାଳଚେରର ଅଧିଷ୍ଠାତ୍ରୀ ଦେବୀ ଅଗ୍ନିରୂପା ମା’ ହିଙ୍ଗୁଳାଙ୍କ ନବଦିନାତ୍ମକ ପ୍ରସିଦ୍ଧ ବାର୍ଷିକ ଯାତ୍ରା ୧୫ ତାରିଖ ଶୁକ୍ରବାରଠାରୁ ଆରମ୍ଭ ହେବ। ମହାମାରୀ କରୋନା ଯୋଗୁ ଗତ ୨ ବର୍ଷ ହେଲା ମା’ଙ୍କ ବାର୍ଷିକ ଯାତ୍ରା କେବଳ ରୀତିନୀତି…
ପ୍ରକଳ୍ପ ଥାଇ ମିଳୁନି ପାଣି
ବଇଣ୍ଡା,୧୪।୪(ଡି.ଏନ.ଏ.): ରାଜ୍ୟର ସବୁ ଗାଁକୁ ଯେପରି ଶୁଦ୍ଧ ପାଇପ୍ ପାଣି ଯୋଗାଣ କରାଯିବ, ତାହା ଉପରେ ରାଜ୍ୟ ସରକାର ଗୁରୁତ୍ୱ ଦେଇଆସୁଛନ୍ତି। ଏ ନେଇ ଏକାଧିକ ଯୋଜନା ମାଧ୍ୟମରେ ବହୁ କୋଟି ଟଙ୍କା ବ୍ୟୟରେ ମେଗା ପ୍ରକଳ୍ପ ଓ ପ୍ରକଳ୍ପମାନ ନିର୍ମାଣ କରୁଛନ୍ତି।…
ଜଳୁଛି ରାଣୀଭୂଇଁ ଜଙ୍ଗଲ
ବଇଣ୍ଡା,୧୪।୪(ଡି.ଏନ.ଏ.): କିଶୋରନଗର ବ୍ଲକ ହଣ୍ଡପା ରେଞ୍ଜ୍ ରାଣୀଭୂଇଁ ଜଙ୍ଗଲ କିଛିଦିନ ହେବ ଜଳୁଛି। ବନ ବିଭାଗ ପକ୍ଷରୁ ନିଆଁ ଲିଭାଯାଉ ନ ଥିବା ଯୋଗୁ ଆଖପାଖ ଗ୍ରାମବାସୀ ଭୟଭୀତ ହୋଇପଡିଛନ୍ତି। ଅନ୍ୟପଟେ କିଛିଦିନ ହେବ ଜିଲାରେ ତାପମାତ୍ରା ବୃଦ୍ଧି ପାଉଥିବାବେଳେ ଜଙ୍ଗଲ ନିଆଁ…
‘ନିଜେ ପ୍ରୟୋଗ କର, ଅନ୍ୟକୁ ଶିଖାଅ’
ମାଧପୁର,୧୨।୩ ଆଠମଲ୍ଲିକ ଉଚ୍ଚ ମାଧ୍ୟମିକ ଶିକ୍ଷାନୁଷ୍ଠାନରେ ଚାଲିଥିବା ଛାତ୍ରୀଙ୍କ ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ସୋମବାର ଉଦ୍ଯାପିତ ହୋଇଯାଇଛି। ମହାବିଦ୍ୟାଳୟ ଭାରପ୍ରାପ୍ତ ଅଧ୍ୟକ୍ଷ ଲକ୍ଷ୍ମୀକାନ୍ତ ମେହେରଙ୍କ ଅଧ୍ୟକ୍ଷତାରେ ସଭା କାର୍ଯ୍ୟ ଆୟୋଜିତ ହୋଇଥିଲା। ଏଥିରେ ଭାରପ୍ରାପ୍ତ ଅଧ୍ୟକ୍ଷ ମେହେର ଉଦ୍ବୋଧନ ଦେଇ…
ମହାଧିବେଶନ ସଫଳ ସମ୍ପର୍କରେ ଆଲୋଚନା
ବଇଣ୍ଡା,୧୨।୩(ଡି.ଏନ.ଏ.) ଅଖିଳ ଭାରତୀୟ ଗୋଣ୍ଡୱାନାର ଅନ୍ତଃରାଷ୍ଟ୍ରୀୟ ମହାଧିବେଶନ ଡିସେମ୍ବର ମାସରେ ଅନୁଷ୍ଠିତ ହେବ। ଏ ନେଇ ରବିବାର କିଶୋରନଗର ବ୍ଲକ ନାକିଚି ଡାକ ବଙ୍ଗଳା ପରିସରରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଅନୁଗୋଳ ଜିଲା ସଭାପତି ସଦାଶିବ ନାୟକଙ୍କ ସଭାପତିତ୍ୱରେ…
ଅଚଳ ନଳକୂପ ମରାମତି କର
ବଇଣ୍ଡା,୧୨।୩(ଡି.ଏନ.ଏ.) ପ୍ରତ୍ୟେକ ଗ୍ରାମକୁ ପାଇପ୍ ଯୋଗେ ପାନୀୟ ଜଳ ଯୋଗାଣ ଓ ପରିମଳ ବ୍ୟବସ୍ଥାରେ କିପରି ସୁଧାର ଅଣାଯିବ ସେଥିପ୍ରତି ସରକାର ଗୁରୁତ୍ୱ ଦେଉଛନ୍ତି। ସରକାରଙ୍କ ଏହି ଯୋଜନାକୁ କିଭଳି ସମସ୍ତ ପରିବାର ନିକଟରେ ପହଞ୍ଚାଯାଇ ପାରିବ ସେଥିପ୍ରତି ପଞ୍ଚାୟତ ପ୍ରତିନିଧିମାନେ…
୨୯ରେ କ୍ରିୟାନୁଷ୍ଠାନ କମିଟିର ଗଣଧାରଣା
ତାଳଚେର, ୧୦ା୪(ନି.ପ୍ର.) – ତାଳଚେର ମେଡିକାଲ କଲେଜକୁ ସରକାରୀ ପରିଚାଳନାରେ କାର୍ଯ୍ୟକାରୀ କରିବା ଦାବି ଜୋର୍ଧରିଛି। ଏହାର ପ୍ରତିବାଦରେ ଆସନ୍ତା ଏପ୍ରିଲ୍ ୨୯ରେ ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଡାକରା ଦେଇଛି ତାଳଚେର ସରକାରୀ ମେଡିକାଲ କଲେଜ କ୍ରିୟାନୁଷ୍ଠାନ କମିଟି। ଏହାକୁ…
Archives


