ଅନୁଗୋଳ

ଝିଅ ବିବାହ ପୂର୍ବରୁ ବାପାଙ୍କ ଆତ୍ମହତ୍ୟା

ବଇଣ୍ଡା,୪ା୫(ଡି.ଏନ.ଏ.): ମଙ୍ଗଳବାର ରାତିରେ ହୋଇଥାନ୍ତା ଝିଅ ବାହାଘର। ଏଥିପାଇଁ ଘରେ ସରିଥିଲା ସମସ୍ତ ପ୍ରସ୍ତୁତି। ହେଲେ ବଧୂ ବେଶରେ ଝିଅକୁ ଶାଶୁଘରକୁ ବିଦା କରିବା ପୂର୍ବରୁ ସକାଳୁ ଟ୍ରେନ୍‌ ଆଗକୁ ଡେଇଁ ଜୀବନ ହାରିଦେଲେ ବାପା। ଅନୁଗୋଳ ଜିଲା କିଶୋରନଗର ବ୍ଲକ…

ଗଛରେ ପିଟି ହେଲା କାର୍‌, ଗୋଟିଏ ପରିବାରର ୬ ଗୁରୁତର

ଅନୁଗୋଳ ଅଫିସ,୨ା୫: ପାଲଲହଡ଼ା ଥାନା ଝିମିରିପାଲି ଶିବମନ୍ଦିର ନିକଟ ୧୪୯ ନଂ. ଜାତୀୟ ରାଜପଥରେ ଭାରସାମ୍ୟ ହରାଇ ଏକ କାର୍‌ ରାସ୍ତାକଡ଼ରେ ଥିବା ବରଗଛରେ ପିଟି ହେବାରୁ ଗୋଟିଏ ପରିବାରର ୬ ଜଣ ଗୁରୁତର ହୋଇଛନ୍ତି। ସମସ୍ତଙ୍କୁ ପ୍ରଥମେ ପାଲଲହଡ଼ା ଉପଖଣ୍ଡ…

ବାଜପୁର ଗାଁରେ ୧୮ ଝାଡ଼ାବାନ୍ତିରେ ଆକ୍ରାନ୍ତ

ମାଧପୁର,୧।୫(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଅଧୀନ ଟୁସର ପଞ୍ଚାୟତର ବାଜପୁର ଗ୍ରାମରେ ୧୮ ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିବା ଜଣାପଡିଛି। ସୂଚନାଯୋଗ୍ୟ, ଗତ ୨୮ରେ ଗାଁରେ ଏକ ଭୋଜିଭାତର ଆୟୋଜନ ହୋଇଥିଲା। ଭୋଜି ଖାଇବା ପରେ ଗ୍ରାମର କିଛି ଲୋକ…

କମୁଛନ୍ତି କୁଶଳୀ କର୍ମଚାରୀ

ବଅଁରପାଳ,୧।୫ ଉଡ଼ାଜାହାଜରୁ ବୁଡ଼ାଜାହାଜ। ସମାଧିରୁ ସୌଧ। କଳକବ୍‌ଜାରୁ କାରଖାନା। ବିକାଶର ପ୍ରତିଟି କ୍ଷେତ୍ରରେ ଲୁଚିରହିଛି ଶ୍ରମିକଙ୍କ ହାଡ଼ଭଙ୍ଗା ପରିଶ୍ରମ। ସ୍ବପ୍ନ, ସମ୍ଭାବନା, ଆତ୍ମସନ୍ତୁଷ୍ଟିକୁ ଜଳାଞ୍ଜଳି ଦେଇ ଜଣେ ଶ୍ରମିକ ରାଷ୍ଟ୍ରର ଉନ୍ନତିରେ କାଟିଦିଏ ତମାମ ଜୀବନ। ତେବେ ବିକାଶର ସୁଉଚ୍ଚ ଶିଡ଼ି…

ତାଳଚେର ବନ୍ଦ, ଅର୍ଥନୈତିକ ଅବରୋଧ ଚେତାବନୀ

ତାଳଚେର,୩୦ା୪(ଡି.ଏନ.ଏ.): ଆସନ୍ତା ୭ ଦିନ ମଧ୍ୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ମେଡିକାଲ କଲେଜ କାର୍ଯ୍ୟକ୍ଷମ କରା ନ ଗଲେ ମେ ୧୩ ତାରିଖରେ ତାଳଚେରରେ ବନ୍ଦ ପାଳନ କରାଯିବ। ଏଥିସହିତ ଆଗାମୀ ଜୁନ୍‌ ୧ରୁ ୭୨ ଘଣ୍ଟିଆ ଅର୍ଥନୈତିକ ଅବରୋଧ କରାଯିବ…

ବାର୍ଷିକ ଉତ୍ପାଦନ କ୍ଷମତା ୧୪ ଲକ୍ଷ ଟନ୍‌

ଅନୁଗୋଳ ଅଫିସ୍‌, ୨୯ ।୪ ଅନୁଗୋଳ ଗସ୍ତରେ ଆସିଥିବା କେନ୍ଦ୍ର ଇସ୍ପାତ ମନ୍ତ୍ରୀ ରାମଚନ୍ଦ୍ର ପ୍ରସାଦ ସିଂ ଗୁରୁବାର ଜିନ୍ଦଲ୍‌ ଷ୍ଟିଲ୍‌ ଆଣ୍ଡ୍‌ ପାଓ୍ବାର (ଜେଏସ୍‌ପି) ପ୍ଲାଣ୍ଟ ପରିସରରେ ବାର୍ଷିକ ୧୪ ଲକ୍ଷ ଟନ୍‌ କ୍ଷମତା ବିଶିଷ୍ଟ ଟିଏମ୍‌ଟି ରିବାର୍‌ ମିଲ୍‌…

ସମୟ ଗଡ଼ୁଛି, ଅନିଶ୍ଚିତତା ବଢ଼ୁଛି

ତାଳଚେର,୨୯ ।୪(ମନୋଜ ନନ୍ଦ) ପ୍ରଦୂଷଣ ଜର୍ଜରିତ ତାଳଚେରରେ ମେଡିକାଲ କଲେଜ ପ୍ରତିଷ୍ଠା ହେବ। ଦୀର୍ଘ ୧୪ ବର୍ଷ ତଳେ ଏମ୍‌ସିଏଲ୍‌ର ଏପରି ଏକ ଯୋଜନା ପଦାକୁ ଆସିବା ପରେ ୫୦ ହଜାରରୁ ଅଧିକ ଠିକା ଶ୍ରମିକଙ୍କ ମନରେ ଉନ୍ନତ ଚିକିତ୍ସାର ନୂଆ…

ହତ୍ୟା ଡେମୋ ଦେଖାଇଲେ ଅଭିଯୁକ୍ତ

ଛେଣ୍ଡିପଦା,୨୮।୪(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ତିପଦା ଗ୍ରାମର ନିଖୋଜ ପ୍ରାଣବନ୍ଧୁ ସେଠୀଙ୍କ ମୃତଦେହ ମଙ୍ଗଳବାର ଏକ କୂଅରୁ ଜବତ କରାଯାଇଥିଲା। ପ୍ରାଣବନ୍ଧୁଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ କରିବା ପରେ ପୋଲିସ ଏ ନେଇ ଗଁାର ୨ ଅଭିଯୁକ୍ତ ବିପିନ ଦେହୁରୀ…

ଭିତ୍ତିଭୂମିକୁ ଗୁରୁତ୍ୱ ନାହିଁ

ଛେଣ୍ଡିପଦା,୨୮।୪(ସ୍ବ.ପ୍ର.): ରୋଗୀ ସେବାକୁ ନେଇ ଦିନେ ଯେଉଁ ସ୍ବାସ୍ଥ୍ୟକେନ୍ଦ୍ର ସୁନାମ ଅର୍ଜନ କରିଥିଲା, ଦୀର୍ଘବର୍ଷ ହେଲା ତାହାକୁ ଅଣଦେଖା କରାଯାଉଛି। ଏପରି କି ଦୁର୍ବଳ ଭିତ୍ତିଭୂମିରେ ପରିବର୍ତ୍ତନ କରିବା ପ୍ରତି ସ୍ବାସ୍ଥ୍ୟ ପ୍ରଶାସନ ଗୁରୁତ୍ୱ ଦେଉନାହିଁ। ରୋଗୀଙ୍କୁ କିପରି ଉନ୍ନତ ଚିକିତ୍ସା…

କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଜମି ଚିହ୍ନଟ

ବଇଣ୍ଡା/ ମାଧପୁର,୨୮।୪(ଡି.ଏନ.ଏ.): ଅନୁଗୋଳ ଜିଲା ଆଠମଲ୍ଲିକଠାରେ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ହେବ। ଏ ନେଇ ୪ ଜଣିଆ କେନ୍ଦ୍ରୀୟ ପ୍ରତିନିଧି ଦଳ ବୁଧବାର ଆଠମଲ୍ଲିକ ଗସ୍ତରେ ଆସି ଟାଙ୍ଗିଆନିଶା ଅଞ୍ଚଳରେ ଏକ ଜମି ଚିହ୍ନଟ କରିଛନ୍ତି। ପ୍ରତିନିଧି ଦଳ ଆଠମଲ୍ଲିକ ମହାବିଦ୍ୟାଳୟଠାରେ…

କୁମ୍ଭାରିଆ, ବାଉରି ସେତୁ ଉଦ୍‌ଘାଟିତ

ଛେଣ୍ଡିପଦା,୨୭।୪(ସ୍ବ.ପ୍ର.) – ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ କମ୍ପସଲା ଓ ଜେରେଙ୍ଗ ଦେହୁରୀସାହିଠାରେ ମଙ୍ଗଳବାର ଦୁଇଟି ସେତୁ ଉଦ୍‌ଘାଟିତ ହୋଇଛି। ଛେଣ୍ଡିପଦା ବିଧାୟକ ସୁଶାନ୍ତ କୁମାର ବେହେରା ଓ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ଯୋଗଦେଇ ଏହି ୨ ସେତୁର ଲୋକାର୍ପଣ…

‘ଶିଳ୍ପରେ ସ୍ଥାନୀୟ ଯୁବକଙ୍କୁ ମିଳୁନି ନିଯୁକ୍ତି’

ଅନୁଗୋଳ ଅଫିସ,୨୭।୪ – ଓଡ଼ିଶା ପ୍ରଦେଶ ଯୁବ କଂଗ୍ରେସ ପକ୍ଷରୁ ୟଙ୍ଗ ଇଣ୍ଡିଆ ବୋଲ କାର୍ଯ୍ୟକ୍ରମ ନେଇ ଏକ ଖବରଦାତା ସମ୍ମିଳନୀ ମଙ୍ଗଳବାର ଅନୁଗୋଳସ୍ଥିତ ଏକ ହୋଟେଲରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଯୁବ କଂଗ୍ରେସ ରାଜ୍ୟ ସଭାପତି ସ୍ମୃତି ରଞ୍ଜନ ଲେଙ୍କା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?