ବାସନ୍ତୀ ଦୁର୍ଗାଙ୍କ ଅଷ୍ଟମୀ ପୂଜା
ଅନୁଗୋଳ ଅଫିସ୍, ୧୦ା୪ – ଅନୁଗୋଳ ଅମଲପଡ଼ାସ୍ଥିତ ମା’ ବାସନ୍ତୀ ଦୁର୍ଗାଙ୍କ ଅଶୋକାଷ୍ଟମୀ ପୂଜା ଶନିବାର ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଅପରାହ୍ନରେ ହୋମଯଜ୍ଞ ପରେ ସନ୍ଧ୍ୟାରେ ଆଳତି ହୋଇଥିଲା। ଶ୍ରଦ୍ଧାଳୁଙ୍କ ନିମନ୍ତେ ପ୍ରସାଦସେବନ ବ୍ୟବସ୍ଥା କରାଯାଇଥିଲା। ତାଳଚେର ବିଧାୟକ ବ୍ରଜକିଶୋର…
ଷ୍ଟେବିନ ବେନ୍ଙ୍କ ସଙ୍ଗୀତରେ ଝୁମିଲେ ୧୦ ହଜାର ଦର୍ଶକ
ଅନୁଗୋଳ ଅଫିସ,୯।୪ ଅନୁଗୋଳ ଜିଲା ମହୋତ୍ସବରେ ବାଧକ ସାଜିପାରିଲାନି ବର୍ଷା। କରୋନା କଟକଣା ହଟାଯିବା ପରେ ପ୍ରଥମ କରି ଜିଲାରେ ହେଉଥିବା ଏହି ବିରାଟ ଆୟୋଜନର ପ୍ରଥମ ସନ୍ଧ୍ୟାକୁ ମନଭରି ଉପଭୋଗ କରିଛନ୍ତି ଦର୍ଶକ। ବିଶେଷକରି ମହୋତ୍ସବର ମୁଖ୍ୟ ଆକର୍ଷଣ ବଲିଉଡ୍…
ଅନୁଗୋଳରେ ଅନୁପମା ବିଜୟୀ
ଅନୁଗୋଳ ଅଫିସ,୮।୪ ଅନୁଗୋଳ ପୌରପାଳିକା ଉପାଧ୍ୟକ୍ଷା ପଦ ପ୍ରଥମ ଥର ପାଇଁ ଭାଜପା ଅକ୍ତିଆର କରିଛି। ଗୁରୁବାର ଏହି ପଦବୀ ପାଇଁ ନିର୍ବାଚନ ହୋଇଥିବା ବେଳେ ଭାଜପା ପ୍ରାର୍ଥୀ ଅନୁପମା ସାହୁ ବିଜୟୀ ହୋଇଛନ୍ତି। ତେବେ ୧୦ କାଉନସିଲର ଥିବା ସତ୍ତ୍ୱେ…
ମନୋରଞ୍ଜନ ମନସ୍କ ହେବ ଅନୁଗୋଳ
ଅନୁଗୋଳ ଅଫିସ,୮।୪ କରୋନା କଷଣ ଯୋଗୁ ଦୀର୍ଘ ୨ ବର୍ଷ ହେବ ସଜେଇ ହୋଇ ନ ଥିବା ମଞ୍ଚ ଶୁକ୍ରବାର ସଜ୍ଜିତ ହେବ। ଲାଇଟ୍, ସାଉଣ୍ଡ ସହ ଲୋକପ୍ରିୟ କଳାକାରମାନଙ୍କୁ ନେଇ କୋଳାହଳ ପରିବେଶ ଦେଖିବାକୁ ମିଳିବ। ସକାଳେ ଯୋଗ, ପ୍ରାଣାୟାମ…
‘କୌଶଳ ପ୍ରୟୋଗ କଲେ ସୁରକ୍ଷିତ ରହିବ’
ଛେଣ୍ଡିପଦା,୬।୪(ସ୍ବ.ପ୍ର.) – ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକସ୍ଥିତ କୋଶଳା ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ଛାତ୍ରୀଙ୍କ ଆମତ୍ରକ୍ଷା ତାଲିମ ଶିବିର ଉଦ୍ଘାଟିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟ ଅଧ୍ୟକ୍ଷା ଭାମାରାଣୀ ତ୍ରିପାଠୀ ଯୋଗଦେଇ ଛାତ୍ରୀମାନଙ୍କୁ ଉଭୟ ଶାରୀରିକ ଓ ମାନସିକ ସ୍ତରରେ ଦୃଢ଼ ରହିବା…
ଘରେ ଶୋଇଥିଲେ ଦଳିଦେଲା ହାତୀ
ତାଳଚେର,୫।୪(ନି.ପ୍ର.): ଅନୁଗୋଳ ଜିଲା ତାଳଚେର ବ୍ଲକ ଅଧୀନ ସନ୍ଥପଡ଼ା ଗ୍ରାମର ଶନ୍ତରାମୁଣ୍ଡା ସାହିରେ ଏକ ହାତୀ ପଶି ସ୍ବାମୀ ସ୍ତ୍ରୀଙ୍କୁ ଆକ୍ରମଣ କରିଛି । ଫଳରେ ସ୍ତ୍ରୀ କାଞ୍ଚନ ମୁଣ୍ଡା(୫୫)ଙ୍କ ମୃତ୍ୟୁ ଘଟିଥିବା ବେଳେ ସ୍ବାମୀ ମୁକୁନ୍ଦ ମୁଣ୍ଡା(୬୦) ଗୁରୁତର ଆହତ…
ଭିଜିଲାନ୍ସ ଜାଲରେ ସମିତି ସମ୍ପାଦକ
ବଇଣ୍ଡା,୫।୪ (ଡି.ଏନ.ଏ.): ଧାନ ବିକ୍ରୟ ନିମନ୍ତେ ଟୋକନ କରାଇଦେବା ପାଇଁ ଜଣେ ଚାଷୀଙ୍କଠାରୁ ୪୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ସୋମବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ସନାହୁଲା ସମବାୟ ସମିତି ସମ୍ପାଦକ ପଦ୍ମଲୋଚନ ସାହୁ। ଭିଜିଲାନ୍ସ…
୨ ବର୍ଷ ପରେ ଏଥର ହେବ ମା’ ହିଙ୍ଗୁଳାଙ୍କ ଯାତ୍ରା, ପ୍ରସ୍ତୁତି ଜୋରଦାର
ତାଳଚେର,୩।୪(ଡି.ଏନ୍.ଏ.): ଦୀର୍ଘ ୨ ବର୍ଷ ପରେ ତାଳଚେରରେ ମା’ ହିଙ୍ଗୁଳାଙ୍କ ଯାତ୍ରା ହେବ। ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ପୀଠରେ ଏଥିପାଇଁ ପ୍ରସ୍ତୁତି ବୈଠକ ହୋଇଛି। କୋଭିଡ କଟକଣା ଯୋଗୁ ଦୀର୍ଘ ୨ ବର୍ଷ ହେବ ମା’ଙ୍କର ଯାତ୍ରା ବନ୍ଦ…
ସରପଞ୍ଚଙ୍କ ଉଦ୍ୟମରେ ଖୋଳାଗଲା ନଳକୂପ
ମାଧପୁର,୩।୪ ଆଠମଲ୍ଲିକ ବ୍ଲକ କୁଦଗାଁ ପଞ୍ଚାୟତ ନୀଳକଣ୍ଠପଡା ଉଚ୍ଚପ୍ରାଥମିକ ବିଦ୍ୟାଳୟରେ ଦୀର୍ଘବର୍ଷ ହେବ ଲାଗି ରହିଥିବା ପାନୀୟ ଜଳ ସମସ୍ୟାର ସମାଧାନ ହୋଇଛି। ନୂତନ ସରପଞ୍ଚ ସିଦ୍ଧାର୍ଥ ଶଙ୍କର ଖେତୀଙ୍କ ଉଦ୍ୟମରେ ଶନିବାର ସ୍କୁଲ ପରିସରରେ ନଳକୂପ ଖନନ କରାଯାଇଛି। ସମସ୍ୟା…
ଆଇନ ଜାଲରେ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ
ଛେଣ୍ଡିପଦା,୩।୪ (ସ୍ବ.ପ୍ର.) ରାଜ୍ୟ ସରକାରଙ୍କ ବିଦ୍ୟାଳୟ ମିଶ୍ରଣ ନିଷ୍ପତ୍ତିକୁ ନେଇ ହୋଇଥିବା ମାମଲା ହାଇକୋର୍ଟରୁ ଯାଇ ସୁପ୍ରିମକୋର୍ଟରେ ଅଟକିଛି। ଏହି କାରଣରୁ ଅନେକ ବିଦ୍ୟାଳୟ ଓ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଆଇନ ଜାଲରେ ଛନ୍ଦି ହୋଇଯାଇଛି। ଏପରି ଏକ ସ୍କୁଲ ହେଲା ଅନୁଗୋଳ…
ମଶାଲକୁ ଭବ୍ୟ ସମ୍ବର୍ଦ୍ଧନା
ବଇଣ୍ଡା/କଣିହଁା(ଡି.ଏନ୍.ଏ.)/ଛେଣ୍ଡିପଦା(ସ୍ବ.ପ୍ର.), ୩।୪ ନାମ ସଂକୀର୍ତ୍ତନରେ ପ୍ରକମ୍ପିତ ହେଉଥିଲା ପରିବେଶ। କଳାକାରଙ୍କ ଆକର୍ଷଣୀୟ ଲୋକନୃତ୍ୟରେ ଝୁମୁଥିଲେ ଜନତା। ବିଭିନ୍ନ ସ୍ଥାନରେ ଜ୍ୟୋତିକୁ ବନ୍ଦାପନା କରି ଭବ୍ୟ ସମ୍ବର୍ଦ୍ଧନା ଜଣାଉଥିଲେ ମହିଳା। ଅନୁଗୋଳ ଜିଲା ମହୋତ୍ସବ ପାଇଁ ଶନିବାରଠାରୁ ଆରମ୍ଭ ହୋଇଥିବା ମଶାଲ ଶୋଭାଯାତ୍ରାକୁ…
୧୫ରୁ ପ୍ରସିଦ୍ଧ ହିଙ୍ଗୁଳା ଯାତ୍ରା
ତାଳଚେର, ୩।୪(ନି.ପ୍ର.) ଦୀର୍ଘ ଦୁଇବର୍ଷ ପରେ ଅନୁଷ୍ଠିତ ହେବ ତାଳଚେରର ଅଧିଷ୍ଠାତ୍ରୀ ଦେବୀ ଅଗ୍ନିସ୍ବରୂପା ମା’ ହିଙ୍ଗୁଳାଙ୍କ ପ୍ରସିଦ୍ଧ ଯାତ୍ରା। କରୋନା ପ୍ରକୋପ ନ ଥିବାରୁ ଚଳିତବର୍ଷ ପାରମ୍ପରିକ ନୀତି ଅନୁଯାୟୀ ଯାତ୍ରା ଏବଂ ଏବଂ ୧୮ତମ ଲୋକମହୋତ୍ସବ ଆୟୋଜନ କରାଯିବ।…
Archives


