ଅନୁଗୋଳ

ବଢୁଛି ଚୋରାମଦ କାରବାର

ବଇଣ୍ଡା,୧୮।୪(ଡି.ଏନ.ଏ.): ଆଠମଲ୍ଲିକ ଓ ଠାକୁରଗଡ଼ ଥାନା ଅଞ୍ଚଳରେ କିଛିଦିନ ହେଲା ଚୋରା ମଦ କାରବାର ବଢ଼ିବାରେ ଲାଗିଛି। ବିଶେଷକରି ଜାମୁଡୋଲି, ଲୁହାସିଂହା, ନଅଁଗା, ଠାକୁରଗଡ଼, କୃତ୍ତିବାସପୁର, ପାଇକସାହି, ଟାପଢୋଲ, ସାପଘରା, କୁରୁମଟାପ, ସାନହୁଲା, ପେଡିପଥର, ଆମ୍ବସରମୁଣ୍ଡା ଆଦି ପଞ୍ଚାୟତରେ ଅସାଧୁ ବ୍ୟବସାୟୀମାନେ…

ପାଇପ୍‌ ଫାଟି ବିଲରେ ମାଡ଼ୁଛି ପାନୀୟ ଜଳ

ମାଧପୁର,୧୮।୪: ଗ୍ରୀଷ୍ମ ପ୍ରବାହ ବେଳେ ଗାଁକୁ ମିଳୁନି ପିଇବା ପାଣି। ୨ ଦିନ ହେଲା ପାଇପ୍‌ ଫାଟିବା କାରଣରୁ ସବୁତକ ପାଣି ବିଲରେ ମାଡ଼ୁଛି। କର୍ତ୍ତୃପକ୍ଷଙ୍କ ନିକଟରେ ଅଭିଯୋଗ କରାଯାଇଥିଲେ ମଧ୍ୟ ମରାମତି କରାଯାଉ ନ ଥିବାରୁ ଆଠମଲ୍ଲିକ ବ୍ଲକ ମାଧପୁର…

୫ ଟନ୍‌ ଚୋରା କୋଇଲା ଜବତ

ଛେଣ୍ଡିପଦା, ୧୭।୪(ସ୍ବ.ପ୍ର): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା କଇଁଛପଦା ଗ୍ରାମ ନିକଟରେ ପୋଲିସ ଚଢ଼ାଉ କରି ଏକ ଟ୍ରକ୍‌ରୁ ୫ ଟନ୍‌ ଚୋରା କୋଇଲା ଜବତ କରିଛି। ତେବେ ଡ୍ରାଇଭର ଫେରାର ହୋଇଯାଇଛନ୍ତି। ପୋଲିସ ସୂଚନା ଅନୁଯାୟୀ, ଶୁକ୍ରବାର ବିଳମ୍ବିତ ରାତିରେ…

ମା’ ଝାରି କୁଆଁଦେଈଙ୍କ ବାର୍ଷିକ ଯାତ୍ରା

ଛେଣ୍ଡିପଦା,୧୭।୪(ସ୍ବ.ପ୍ର): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଚାଙ୍ଗୁଡ଼ିଆ ପଞ୍ଚାୟତ ବଡ଼ବେରେଣା ଗ୍ରାମର ଅଧିଷ୍ଠାତ୍ରୀ ଦେବୀ ମା’ ଝାରି କୁଅଁାଦେଈ ଠାକୁରାଣୀଙ୍କ ବାର୍ଷିକ ଯାତ୍ରା ଅନୁଷ୍ଠିତ ହୋଇଛି। ପୀଠ ପରିଚାଳନା କମିଟି ସଭାପତି ରଞ୍ଜନ ଭୋଇଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ମୁଖ୍ୟପୂଜକ ଇନ୍ଦ୍ରମଣି ମହାପାତ୍ରଙ୍କ…

ପୁରୁଣା ପିଚୁ ଉପରେ ନୂଆ ଢଳେଇ

ବଇଣ୍ଡା, ୧୭।୪(ଡି.ଏନ୍‌.ଏ.): ଚୁକ୍ତି ଅବଧି ସରିଲାଣି। ହେଲେ କାମ ସରୁନି। ଯେତିକି କାମ ହୋଇଛି, ତାହା ବି ଅତି ନିମ୍ନମାନର। ପୁରୁଣା ପିଚୁ ରାସ୍ତାକୁ ନ ଭାଙ୍ଗି ତା’ ଉପରେ ପୁଣିଥରେ ଢଳେଇ କରାଯାଉଛି। ଅନୁଗୋଳ ଜିଲା ଆଠମଲ୍ଲିକଠାରୁ ଦରୁହା ପର୍ଯ୍ୟନ୍ତ…

ଦୁଲୁକୁଛି ବଳରାମପ୍ରସାଦ

ବଅଁରପାଳ,୧୬।୪(ଡି.ଏନ.ଏ.) ଅନୁଗୋଳ ଜିଲା ବଅଁରପାଳ ବ୍ଲକ ବଳରାମପ୍ରସାଦଠାରେ ଥିବା ମା’ ହିଙ୍ଗୁଳାଙ୍କ ବାର୍ଷିକ ୩ ଦିନିଆ ଯାତ୍ରା ଶୁକ୍ରବାରଠାରୁ ଧୁମ୍‌ଧାମରେ ଆରମ୍ଭ ହୋଇଛି। ବିଭିନ୍ନ ବାଦ୍ୟ ବାଜଣାରେ ଗଁା ପ୍ରକମ୍ପିତ ହୋଇଉଠୁଛି। ସକାଳେ ଦେବୀଙ୍କ ପୀଠରେ ପରମ୍ପରା ଅନୁଯାୟୀ ପୂଜାର୍ଚ୍ଚନା ହେବା…

ହିଙ୍ଗୁଳାକ୍ଷେତ୍ର ଶ୍ରଦ୍ଧାଳୁମୟ

ତାଳଚେର,୧୬।୪(ନି.ପ୍ର.) ଅନୁଗୋଳ ଜିଲା ତାଳଚେରର ଅଧିଷ୍ଠାତ୍ରୀ ଦେବୀ ଅଗ୍ନିରୂପା ମା’ ହିଙ୍ଗୁଳାଙ୍କ ପ୍ରସିଦ୍ଧ ନବଦିନାତ୍ମକ ଯାତ୍ରା ଓ ୧୮ ତମ ଲୋକ ମହୋତ୍ସବ ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ଏଥିପାଇଁ ଗୋପାଳପ୍ରସାଦସ୍ଥିତ ହିଙ୍ଗୁଳା ପୀଠ ପରିସର ଶ୍ରଦ୍ଧାଳୁମୟ ହୋଇଉଠିଛି। ପ୍ରଥମ ଦିନରେ ୨…

ଭାଜପା କର୍ମୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା

ଛେଣ୍ଡିପଦା,୧୬ା୪(ସ୍ବ.ପ୍ର.): ଅନୁଗୋଳ ଜିଲା ଜରପଡ଼ା ଥାନା ଦୁର୍ଗାପୁର ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ପ୍ରଧାନସାହି ତ୍ରିନାଥ ମଣ୍ଡପରେ ଶୋଇଥିବା ଭାଜପା କର୍ମୀ ସାଗର ପ୍ରଧାନ (୪୫)ଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରାଯାଇଛି। ବିଜେଡିର ୪ କର୍ମୀଙ୍କ ସମ୍ପୃକ୍ତି…

ଆଜିଠାରୁ ହିଙ୍ଗୁଳା ଯାତ୍ରା

ତାଳଚେର,୧୫।୪(ନି.ପ୍ର.) ଅନୁଗୋଳ ଜିଲା ତାଳଚେରର ଅଧିଷ୍ଠାତ୍ରୀ ଦେବୀ ଅଗ୍ନିରୂପା ମା’ ହିଙ୍ଗୁଳାଙ୍କ ନବଦିନାତ୍ମକ ପ୍ରସିଦ୍ଧ ବାର୍ଷିକ ଯାତ୍ରା ୧୫ ତାରିଖ ଶୁକ୍ରବାରଠାରୁ ଆରମ୍ଭ ହେବ। ମହାମାରୀ କରୋନା ଯୋଗୁ ଗତ ୨ ବର୍ଷ ହେଲା ମା’ଙ୍କ ବାର୍ଷିକ ଯାତ୍ରା କେବଳ ରୀତିନୀତି…

ଆଜିଠାରୁ ହିଙ୍ଗୁଳାଯାତ୍ରା

ତାଳଚେର,୧୫ା୪(ନି.ପ୍ର.): ଅନୁଗୋଳ ଜିଲା ତାଳଚେରର ଅଧିଷ୍ଠାତ୍ରୀ ଦେବୀ ଅଗ୍ନିରୂପା ମା’ ହିଙ୍ଗୁଳାଙ୍କ ନବଦିନାତ୍ମକ ପ୍ରସିଦ୍ଧ ବାର୍ଷିକ ଯାତ୍ରା ୧୫ ତାରିଖ ଶୁକ୍ରବାରଠାରୁ ଆରମ୍ଭ ହେବ। ମହାମାରୀ କରୋନା ଯୋଗୁ ଗତ ୨ ବର୍ଷ ହେଲା ମା’ଙ୍କ ବାର୍ଷିକ ଯାତ୍ରା କେବଳ ରୀତିନୀତି…

ପ୍ରକଳ୍ପ ଥାଇ ମିଳୁନି ପାଣି

ବଇଣ୍ଡା,୧୪।୪(ଡି.ଏନ.ଏ.): ରାଜ୍ୟର ସବୁ ଗାଁକୁ ଯେପରି ଶୁଦ୍ଧ ପାଇପ୍‌ ପାଣି ଯୋଗାଣ କରାଯିବ, ତାହା ଉପରେ ରାଜ୍ୟ ସରକାର ଗୁରୁତ୍ୱ ଦେଇଆସୁଛନ୍ତି। ଏ ନେଇ ଏକାଧିକ ଯୋଜନା ମାଧ୍ୟମରେ ବହୁ କୋଟି ଟଙ୍କା ବ୍ୟୟରେ ମେଗା ପ୍ରକଳ୍ପ ଓ ପ୍ରକଳ୍ପମାନ ନିର୍ମାଣ…

ଜଳୁଛି ରାଣୀଭୂଇଁ ଜଙ୍ଗଲ

ବଇଣ୍ଡା,୧୪।୪(ଡି.ଏନ.ଏ.): କିଶୋରନଗର ବ୍ଲକ ହଣ୍ଡପା ରେଞ୍ଜ୍‌ ରାଣୀଭୂଇଁ ଜଙ୍ଗଲ କିଛିଦିନ ହେବ ଜଳୁଛି। ବନ ବିଭାଗ ପକ୍ଷରୁ ନିଆଁ ଲିଭାଯାଉ ନ ଥିବା ଯୋଗୁ ଆଖପାଖ ଗ୍ରାମବାସୀ ଭୟଭୀତ ହୋଇପଡିଛନ୍ତି। ଅନ୍ୟପଟେ କିଛିଦିନ ହେବ ଜିଲାରେ ତାପମାତ୍ରା ବୃଦ୍ଧି ପାଉଥିବାବେଳେ ଜଙ୍ଗଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?