ଅନୁଗୋଳ

ନାଲ୍‌କୋନଗରରେ ଦୋଳ ଉତ୍ସବ

ବଅଁରପାଳ,୧୪ା୩(ଡି.ଏନ.ଏ.): ବଅଁରପାଳ ବ୍ଲକ ନାଲ୍‌କୋନଗର ଯାଦବ ସମାଜ ଆନୁକୂଲ୍ୟରେ ନାଲ୍‌କୋ ଶ୍ରୀଜଗନ୍ନାଥ ମନ୍ଦିର ପରିସରରେ ଦୋଳ ଉତ୍ସବ(ଫଗୁ ଦଶମୀ) ରବିବାର ଆରମ୍ଭ ହୋଇଛି। ସୁସଜ୍ଜିତ ବିମାନରେ ରାଧାକୃଷ୍ଣଙ୍କୁ ପୂଜାର୍ଚ୍ଚନା ଓ ଫଗୁ ଲାଗି କରାଯିବା ପରେ ଯାଦବ ମହିଳାମାନଙ୍କ ଦ୍ବାରା ବନ୍ଦାପନା ସମ୍ପନ୍ନ…

ବାଡ଼ି ଖେଳରେ କମ୍ପିଲା ଗାଁ

ଖମାର,୧୪ା୩(ଡି.ଏନ.ଏ.): ପାଲଲହଡ଼ା ବ୍ଲକ ଖମାର ଥାନା ଶଙ୍ଖମୁର ଗ୍ରାମରେ ଫଗୁ ଦଶମୀ ପାଳିତ ହୋଇଯାଇଛି। ବିଗତ ୨ ବର୍ଷ ଧରି କୋଭିଡ୍‌ କଟକଣା ଯୋଗୁ ଫଗୁ ଦଶମୀ ନିରାଡ଼ମ୍ବର ରହିଥିବା ବେଳେ ଚଳିତ ବର୍ଷ ଏହା ଧୁମ୍‌ଧାମରେ ପାଳନ ହୋଇଥିଲା। ବିଶେଷକରି…

ବାପ-ଝିଅଙ୍କୁ ଚାପିଦେଲା ଟ୍ରକ୍‌

ଖମାର,୧୪ା୩(ଡି.ଏନ୍‌.ଏ.): ଅନୁଗୋଳ ଜିଲା ପାଲଲହଡ଼ା ଉପଖଣ୍ଡ ଖମାର ଥାନା ଅନ୍ତର୍ଗତ କଲଣ୍ଡା ଗ୍ରାମ ନିକଟ ଜାତୀୟ ରାଜପଥ ୧୪୯ରେ ବାଇକ୍‌ ଉପରେ ଟ୍ରକ୍‌ ଚଢ଼ି ଯିବାରୁ ଦୁଇଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ମୃତକ ହେଲେ ଖମାର ଗ୍ରାମର ସୁନୀଲ କୁମାର ସାହୁ…

ଏମ୍‌ସିଏଲ୍‌ ସର୍ବବୃହତ୍‌ କୋଇଲା ଉତ୍ପାଦନକାରୀ କମ୍ପାନୀ

ତାଳଚେର,୧୪ା୩(ଡି.ଏନ.ଏ.): ମହାନଦୀ କୋଲ୍‌ ଫିଲ୍ଡସ୍‌ ଲିମିଟେଡ୍‌ (ଏମ୍‌ସିଏଲ୍‌) ଚଳିତ ଆର୍ଥିକ ବର୍ଷରେ କୋଇଲା ଉତ୍ପାଦନରେ ୧୫୭ ମିଲିୟନ୍‌ ଟନ୍‌ ଅତିକ୍ରମ କରି ଦେଶର ଅଗ୍ରଣୀ କୋଇଲା ଉତ୍ପାଦନକାରୀ କମ୍ପାନୀ ହୋଇପାରିଛି। ଗତ ୧୨ ତାରିଖ ସୁଦ୍ଧା କମ୍ପାନୀ ଶୁଖିଲା ଇନ୍ଧନର ୭.୬୨…

ବିଜେଡି ସମର୍ଥିତଙ୍କୁ ସମର୍ଥନ

ଅନୁଗୋଳ ଅଫିସ, ୧୩।୩: ଅନୁଗୋଳ ଜିଲାରେ ବ୍ଲକ ଅଧ୍ୟକ୍ଷ ନିର୍ବାଚନ ଶନିବାର ଶେଷ ହୋଇଛି। ଜିଲାର ମୋଟ୍‌ ୮ଟି ବ୍ଲକରେ ଅତ୍ୟନ୍ତ ଶୃଙ୍ଖଳିତ ଭାବେ ଏହି ପ୍ରକ୍ରିୟା ସମ୍ପନ୍ନ ହୋଇଥିବାବେଳେ ସବୁଠି ବିଜେଡି ସମର୍ଥିତ ପ୍ରାର୍ଥୀଙ୍କୁ ସମର୍ଥନ ମିଳିଛି। ଫଳରେ ସମସ୍ତ ପଞ୍ଚାୟତ…

୫୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌

ମାଧପୁର,୧୨।୩(ଡି.ଏନ୍‌.ଏ.): ଆଠମଲ୍ଲିକ ଥାନା ଅନ୍ତର୍ଗତ ଆଠମଲ୍ଲିକ କିଆକଟା ପୂର୍ତ୍ତ ରାସ୍ତାର ପୁରୁଣା ମାଣତ୍ରି ନାଳ ଉପରେ ଶନିବାରି ଏକ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇ ତଳକୁ ଖସିପଡିଛି । ସ୍ଥାନୀୟ ଲୋକଙ୍କ କହିବା ଅନୁଯାୟୀ, ଆଜି ଭୋର ସମୟରେ ଟ୍ରକ୍‌ଟି ମାଧପୁର ଦିଗରୁ…

ପ୍ରଥମ ଥର ବାୟାଣୀ ପୀଠରୁ ବାହାରିବ ମଶାଲଯାତ୍ରା

ଅନୁଗୋଳ ଅଫିସ, ୧୨ ।୩ କଳା, ସଂସ୍କୃତି, ଐତିହ୍ୟ ଏବଂ ଲୋକକଳାର ପ୍ରଚାରପ୍ରସାର ଉଦ୍ଦେଶ୍ୟରେ ଅନୁଗୋଳ ଜିଲାରେ ଆୟୋଜିତ ହେବାକୁ ଯାଉଛି ୯ମ ଜିଲା ମହୋତ୍ସବ। ୫ଦିନ ବ୍ୟାପୀ ହେବାକୁ ଥିବା ଏହି କାର୍ଯ୍ୟକ୍ରମ ଲାଗି ବିଧିବଦ୍ଧ ଭାବେ ଦିନ ଧାର୍ଯ୍ୟ…

ପରିମଳ ଉପରେ ଦିଆଯାଉନି ଧ୍ୟାନ

ଅନୁଗୋଳ ଅଫିସ,୧୧ା୩ ଜନସଂଖ୍ୟା ଦୃଷ୍ଟିରୁ ଅନୁଗୋଳ ପୌରାଞ୍ଚଳର ତୃତୀୟ ବୃହତ୍ତମ ଓ୍ବାର୍ଡ ହେଉଛି ୧ ନମ୍ବର ଓ୍ବାର୍ଡ। ଜନବହୁଳ ଅଞ୍ଚଳ ହୋଇଥିବାରୁ ଏହି ଓ୍ବାର୍ଡର ସମସ୍ୟା ମଧ୍ୟ ଅଧିକ। ହେଲେ ଦୀର୍ଘବର୍ଷ ହେଲା ପୌର ପ୍ରଶାସନ ଏହାର ସମାଧାନ କରିପାରୁ ନାହିଁ।…

ବ୍ଲକ ଅଧ୍ୟକ୍ଷ ନିର୍ବାଚନ ନେଇ ଉତ୍କଣ୍ଠା

କଣିହାଁ,୧୦ା୩(ଡି.ଏନ.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକ ଅଧ୍ୟକ୍ଷ ନିର୍ବାଚନକୁ ନେଇ ବିଜେଡି ଓ ଭାଜପା ମଧ୍ୟରେ ବଳ କଷାକଷି ଆରମ୍ଭ ହୋଇଛି। ଆସନ୍ତା ୧୨ ତାରିଖ ଭୋଟଗ୍ରହଣ ପୂର୍ବରୁ କିପରି ୧୪ ସମିତି ସଭ୍ୟଙ୍କ ସମର୍ଥନ ଯୋଗାଡ଼ କରାଯିବ ସେ ନେଇ ଉଭୟ…

୨ ଲକ୍ଷ ଟଙ୍କା ନେଇ ସୁରକ୍ଷା କର୍ମଚାରୀ ଫେରାର

ଅନୁଗୋଳ ଅଫିସ, ୯।୩: ଅନୁଗୋଳ ପଞ୍ଚମହଲାସ୍ଥିତ ସିଦ୍ଧିଲକ୍ଷ୍ମୀ ମୋଟର୍ସରୁ ଗତ ୬ ତାରିଖରେ ପ୍ରାୟ ୨ ଲକ୍ଷ ଟଙ୍କା ଚୋରି ହୋଇଛି। ତେବେ ଏହି ଚୋରି ଅନ୍ୟ କେହି ନୁହେଁ, ଶୋ’ରୁମ୍‌ ସୁରକ୍ଷା ଦାୟିତ୍ୱରେ ଥିବା ଜଣେ କର୍ମଚାରୀ କରିଥିବା ମ୍ୟାନେଜର ପ୍ରଶାନ୍ତ…

ଦରମା ମିଳୁନି, ଶ୍ରମିକଙ୍କ ଆନ୍ଦୋଳନ

ବଇଣ୍ଡା,୯।୩(ଡି.ଏନ.ଏ.): କିଶୋରନଗର ବ୍ଲକ ବାମୁର ନିକଟସ୍ଥ ଭାଙ୍ଗମୁଣ୍ଡାଠାରେ ଥିବା ଠିକା ସଂସ୍ଥା ଗାୟତ୍ରୀରେ କାର୍ଯ୍ୟ କରୁଥିବା ଶତାଧିକ ଶ୍ରମିକଙ୍କୁ ୬ ମାସ ହେବ ଦରମା ମିଳିନାହିଁ। ଫଳରେ ସେମାନେ ମଙ୍ଗଳବାର କ୍ୟାମ୍ପ ଫାଟକ ବନ୍ଦ କରି ଆନ୍ଦୋଳନ କରିଛନ୍ତି। ଏଥିସହ ଅନୁଗୋଳ ଜିଲାପାଳଙ୍କୁ…

ପାନୀୟ ପ୍ରକଳ୍ପ ଅଗ୍ରଗତି ସମୀକ୍ଷା

ଅନୁଗୋଳ ଅଫିସ,୮ା୩ ଅନୁଗୋଳ ଜିଲାରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କ ଅଧ୍ୟକ୍ଷତାରେ ସୋମବାର ଜିଲା କାର୍ଯ୍ୟାଳୟ ସମ୍ମିଳନୀ ଗୃହରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଗ୍ରାମ୍ୟ ଜଳ ଓ ପରିମଳ ବିଭାଗ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri