ଅନୁଗୋଳ

‘ନିଜେ ପ୍ରୟୋଗ କର, ଅନ୍ୟକୁ ଶିଖାଅ’

ମାଧପୁର,୧୨।୩ ଆଠମଲ୍ଲିକ ଉଚ୍ଚ ମାଧ୍ୟମିକ ଶିକ୍ଷାନୁଷ୍ଠାନରେ ଚାଲିଥିବା ଛାତ୍ରୀଙ୍କ ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ସୋମବାର ଉଦ୍‌ଯାପିତ ହୋଇଯାଇଛି। ମହାବିଦ୍ୟାଳୟ ଭାରପ୍ରାପ୍ତ ଅଧ୍ୟକ୍ଷ ଲକ୍ଷ୍ମୀକାନ୍ତ ମେହେରଙ୍କ ଅଧ୍ୟକ୍ଷତାରେ ସଭା କାର୍ଯ୍ୟ ଆୟୋଜିତ ହୋଇଥିଲା। ଏଥିରେ ଭାରପ୍ରାପ୍ତ ଅଧ୍ୟକ୍ଷ ମେହେର ଉଦ୍‌ବୋଧନ ଦେଇ…

ମହାଧିବେଶନ ସଫଳ ସମ୍ପର୍କରେ ଆଲୋଚନା

ବଇଣ୍ଡା,୧୨।୩(ଡି.ଏନ.ଏ.) ଅଖିଳ ଭାରତୀୟ ଗୋଣ୍ଡୱାନାର ଅନ୍ତଃରାଷ୍ଟ୍ରୀୟ ମହାଧିବେଶନ ଡିସେମ୍ବର ମାସରେ ଅନୁଷ୍ଠିତ ହେବ। ଏ ନେଇ ରବିବାର କିଶୋରନଗର ବ୍ଲକ ନାକିଚି ଡାକ ବଙ୍ଗଳା ପରିସରରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଅନୁଗୋଳ ଜିଲା ସଭାପତି ସଦାଶିବ ନାୟକଙ୍କ ସଭାପତିତ୍ୱରେ…

ଅଚଳ ନଳକୂପ ମରାମତି କର

ବଇଣ୍ଡା,୧୨।୩(ଡି.ଏନ.ଏ.) ପ୍ରତ୍ୟେକ ଗ୍ରାମକୁ ପାଇପ୍‌ ଯୋଗେ ପାନୀୟ ଜଳ ଯୋଗାଣ ଓ ପରିମଳ ବ୍ୟବସ୍ଥାରେ କିପରି ସୁଧାର ଅଣାଯିବ ସେଥିପ୍ରତି ସରକାର ଗୁରୁତ୍ୱ ଦେଉଛନ୍ତି। ସରକାରଙ୍କ ଏହି ଯୋଜନାକୁ କିଭଳି ସମସ୍ତ ପରିବାର ନିକଟରେ ପହଞ୍ଚାଯାଇ ପାରିବ ସେଥିପ୍ରତି ପଞ୍ଚାୟତ ପ୍ରତିନିଧିମାନେ…

୨୯ରେ କ୍ରିୟାନୁଷ୍ଠାନ କମିଟିର ଗଣଧାରଣା

ତାଳଚେର, ୧୦ା୪(ନି.ପ୍ର.) – ତାଳଚେର ମେଡିକାଲ କଲେଜକୁ ସରକାରୀ ପରିଚାଳନାରେ କାର୍ଯ୍ୟକାରୀ କରିବା ଦାବି ଜୋର୍‌ଧରିଛି। ଏହାର ପ୍ରତିବାଦରେ ଆସନ୍ତା ଏପ୍ରିଲ୍‌ ୨୯ରେ ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଡାକରା ଦେଇଛି ତାଳଚେର ସରକାରୀ ମେଡିକାଲ କଲେଜ କ୍ରିୟାନୁଷ୍ଠାନ କମିଟି। ଏହାକୁ…

ବାସନ୍ତୀ ଦୁର୍ଗାଙ୍କ ଅଷ୍ଟମୀ ପୂଜା

ଅନୁଗୋଳ ଅଫିସ୍‌, ୧୦ା୪ – ଅନୁଗୋଳ ଅମଲପଡ଼ାସ୍ଥିତ ମା’ ବାସନ୍ତୀ ଦୁର୍ଗାଙ୍କ ଅଶୋକାଷ୍ଟମୀ ପୂଜା ଶନିବାର ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଅପରାହ୍ନରେ ହୋମଯଜ୍ଞ ପରେ ସନ୍ଧ୍ୟାରେ ଆଳତି ହୋଇଥିଲା। ଶ୍ରଦ୍ଧାଳୁଙ୍କ ନିମନ୍ତେ ପ୍ରସାଦସେବନ ବ୍ୟବସ୍ଥା କରାଯାଇଥିଲା। ତାଳଚେର ବିଧାୟକ ବ୍ରଜକିଶୋର…

ଷ୍ଟେବିନ ବେନ୍‌ଙ୍କ ସଙ୍ଗୀତରେ ଝୁମିଲେ ୧୦ ହଜାର ଦର୍ଶକ

ଅନୁଗୋଳ ଅଫିସ,୯।୪ ଅନୁଗୋଳ ଜିଲା ମହୋତ୍ସବରେ ବାଧକ ସାଜିପାରିଲାନି ବର୍ଷା। କରୋନା କଟକଣା ହଟାଯିବା ପରେ ପ୍ରଥମ କରି ଜିଲାରେ ହେଉଥିବା ଏହି ବିରାଟ ଆୟୋଜନର ପ୍ରଥମ ସନ୍ଧ୍ୟାକୁ ମନଭରି ଉପଭୋଗ କରିଛନ୍ତି ଦର୍ଶକ। ବିଶେଷକରି ମହୋତ୍ସବର ମୁଖ୍ୟ ଆକର୍ଷଣ ବଲିଉଡ୍‌…

ଅନୁଗୋଳରେ ଅନୁପମା ବିଜୟୀ

ଅନୁଗୋଳ ଅଫିସ,୮।୪ ଅନୁଗୋଳ ପୌରପାଳିକା ଉପାଧ୍ୟକ୍ଷା ପଦ ପ୍ରଥମ ଥର ପାଇଁ ଭାଜପା ଅକ୍ତିଆର କରିଛି। ଗୁରୁବାର ଏହି ପଦବୀ ପାଇଁ ନିର୍ବାଚନ ହୋଇଥିବା ବେଳେ ଭାଜପା ପ୍ରାର୍ଥୀ ଅନୁପମା ସାହୁ ବିଜୟୀ ହୋଇଛନ୍ତି। ତେବେ ୧୦ କାଉନସିଲର ଥିବା ସତ୍ତ୍ୱେ…

ମନୋରଞ୍ଜନ ମନସ୍କ ହେବ ଅନୁଗୋଳ

ଅନୁଗୋଳ ଅଫିସ,୮।୪ କରୋନା କଷଣ ଯୋଗୁ ଦୀର୍ଘ ୨ ବର୍ଷ ହେବ ସଜେଇ ହୋଇ ନ ଥିବା ମଞ୍ଚ ଶୁକ୍ରବାର ସଜ୍ଜିତ ହେବ। ଲାଇଟ୍‌, ସାଉଣ୍ଡ ସହ ଲୋକପ୍ରିୟ କଳାକାରମାନଙ୍କୁ ନେଇ କୋଳାହଳ ପରିବେଶ ଦେଖିବାକୁ ମିଳିବ। ସକାଳେ ଯୋଗ, ପ୍ରାଣାୟାମ…

‘କୌଶଳ ପ୍ରୟୋଗ କଲେ ସୁରକ୍ଷିତ ରହିବ’

ଛେଣ୍ଡିପଦା,୬।୪(ସ୍ବ.ପ୍ର.) – ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକସ୍ଥିତ କୋଶଳା ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ଛାତ୍ରୀଙ୍କ ଆମତ୍ରକ୍ଷା ତାଲିମ ଶିବିର ଉଦ୍‌ଘାଟିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟ ଅଧ୍ୟକ୍ଷା ଭାମାରାଣୀ ତ୍ରିପାଠୀ ଯୋଗଦେଇ ଛାତ୍ରୀମାନଙ୍କୁ ଉଭୟ ଶାରୀରିକ ଓ ମାନସିକ ସ୍ତରରେ ଦୃଢ଼ ରହିବା…

ଘରେ ଶୋଇଥିଲେ ଦଳିଦେଲା ହାତୀ

ତାଳଚେର,୫।୪(ନି.ପ୍ର.): ଅନୁଗୋଳ ଜିଲା ତାଳଚେର ବ୍ଲକ ଅଧୀନ ସନ୍ଥପଡ଼ା ଗ୍ରାମର ଶନ୍ତରାମୁଣ୍ଡା ସାହିରେ ଏକ ହାତୀ ପଶି ସ୍ବାମୀ ସ୍ତ୍ରୀଙ୍କୁ ଆକ୍ରମଣ କରିଛି । ଫଳରେ ସ୍ତ୍ରୀ କାଞ୍ଚନ ମୁଣ୍ଡା(୫୫)ଙ୍କ ମୃତ୍ୟୁ ଘଟିଥିବା ବେଳେ ସ୍ବାମୀ ମୁକୁନ୍ଦ ମୁଣ୍ଡା(୬୦) ଗୁରୁତର ଆହତ…

ଭିଜିଲାନ୍ସ ଜାଲରେ ସମିତି ସମ୍ପାଦକ

ବଇଣ୍ଡା,୫।୪ (ଡି.ଏନ.ଏ.): ଧାନ ବିକ୍ରୟ ନିମନ୍ତେ ଟୋକନ କରାଇଦେବା ପାଇଁ ଜଣେ ଚାଷୀଙ୍କଠାରୁ ୪୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ସୋମବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ସନାହୁଲା ସମବାୟ ସମିତି ସମ୍ପାଦକ ପଦ୍ମଲୋଚନ ସାହୁ। ଭିଜିଲାନ୍ସ…

୨ ବର୍ଷ ପରେ ଏଥର ହେବ ମା’ ହିଙ୍ଗୁଳାଙ୍କ ଯାତ୍ରା, ପ୍ରସ୍ତୁତି ଜୋରଦାର

ତାଳଚେର,୩।୪(ଡି.ଏନ୍‌.ଏ.): ଦୀର୍ଘ ୨ ବର୍ଷ ପରେ ତାଳଚେରରେ ମା’ ହିଙ୍ଗୁଳାଙ୍କ ଯାତ୍ରା ହେବ। ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ପୀଠରେ ଏଥିପାଇଁ ପ୍ରସ୍ତୁତି ବୈଠକ ହୋଇଛି। କୋଭିଡ କଟକଣା ଯୋଗୁ ଦୀର୍ଘ ୨ ବର୍ଷ ହେବ ମା’ଙ୍କର ଯାତ୍ରା ବନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?