ଅନୁଗୋଳ

କାଙ୍ଗୁଲା ଝିଅ ସମୀକ୍ଷା ସ୍ରୋତକୀର୍ତ୍ତି ହେଲେ ପାଇଲଟ

ବନ୍ତଳା,୯ା୬(ସୁଶିତ ସାହୁ): ମାତ୍ର ୨୧ ବର୍ଷ ବୟସରେ ଅନୁଗୋଳ ବ୍ଲକ କାଙ୍ଗୁଲା ବେନ୍ତପୁର ଅଞ୍ଚଳର ଝିଅ ସମୀକ୍ଷା ସ୍ରୋତକୀର୍ତ୍ତି ହୋଇଛନ୍ତି ପାଇଲଟ୍‌। ୨୦୨୫ ଫେବୃଆରୀରେ ତାଙ୍କୁ କମର୍ସିଆଲ ପାଇଲଟ ଲାଇସେନ୍ସ ପ୍ରଦାନ କରାଯାଇଛି। ସମୀକ୍ଷାଙ୍କ ଏପରି ସଫଳତା ସମ୍ପର୍କରେ ଜଣାପଡ଼ିବା ପରେ…

ଜଙ୍ଗଲରୁ ମିଳିଲା ମାଈହାତୀର ମୃତଦେହ

ଅନୁଗୋଳ,୩।୬: ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳ ଡଙ୍ଗପାଳ ଜଙ୍ଗଲରେ ମଙ୍ଗଳବାର ଏକ ମାଈହାତୀର ମୃତଦେହ ଠାବ ହୋଇଛି। ମୃତ ହାତୀର ବୟସ ୨୫ରୁ ୩୦ ବର୍ଷ ମଧ୍ୟରେ ହେବ ବୋଲି ଅନୁମାନ କରାଯାଉଛି। ହେଲେ କେଉଁ ପରିସ୍ଥିତିରେ ହାତୀର ମୃତ୍ୟୁ ଘଟିଲା…

ସ୍ୱାମୀ ଜାଣିଦେଲେ ସ୍ତ୍ରୀର ଅନୈତିକ ସମ୍ପର୍କ: ଶୋଇଥିବା ବେଳେ ପ୍ରେମିକକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା

ଅନୁଗୁଳ,୧।୬: ଅନୁଗୁଳ ଜିଲାର କଣିହା ବ୍ଲକ ଅନ୍ତର୍ଗତ ମସୁଣିହାଟା ଗାଁରେ ରବିବାର ଏକ ହିଂସାତ୍ମକ ଘଟଣାରେ ଜଣେ ବ୍ୟକ୍ତିଙ୍କୁ ଶୋଇଥିବା ଅବସ୍ଥାରେ ହତ୍ୟା କରାଯାଇଛି। ମୃତ ବ୍ୟକ୍ତିଙ୍କ ନାମ ବବାଜୀ ନାୟକ ବୋଲି ଜଣାପଡ଼ିଛି, ଯାହାଙ୍କୁ ବିଭୂତି ନାୟକ ନାମକ ଜଣେ…

ସର୍ଭିସ ରୋଡ ଉପରେ ରଖାଯାଇଛି ପିଚୁ ପକା ମେସିନ :ଯାତାୟାତରେ ବାଧା

ଚୌଦାର,୩୦।୪(ଆଶୁତୋଷ ଦାସ): ୫୫ନମ୍ବର ଜାତୀୟ ରାଜପଥ ମଙ୍ଗୁଳିଠାରୁ ଧୂମାବତୀ ପର୍ଯ୍ୟନ୍ତ ଜାତୀୟ ରାଜପଥ ସମ୍ପ୍ରସାରଣ କାମ ଜାରି ରହିଛି। ରାଜପଥର ମୁଖ୍ୟ ରାସ୍ତା କାମ ଚାଲୁ ରହିଥିବାରୁ ଯାନବାହାନ ସହିତ ୨ଚକିଆ ୪ଚକିଆ ଓ ସାଧାରଣ ଲୋକେ ସର୍ଭିସ ରୋଡ ଉପରେ…

ପୋଲିସ ଗାଡ଼ି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଉତ୍ତେଜନା

ତାଳଚେର,୨୯।୪(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ବଲଣ୍ଡା ଅଞ୍ଚଳରେ ମଙ୍ଗଳବାର ସକାଳେ ଏକ Oisf ପୋଲିସ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ମୃତକ ହେଲେ ସ୍ଥାନୀୟ ଗୁରୁଦ୍ୱାର ଅଞ୍ଚଳର ସୁଶାନ୍ତ ସାହୁ (୪୦)। ମିଳିଥିବା ସୂଚନା…

ଦିଗପହଣ୍ଡିରେ ମିଳୁନି ପିଇବା ପାଣି : ତେଜୁଛି ଜନଅସନ୍ତୋଷ: ନିର୍ବାହୀ ଅଧିକାରୀଙ୍କୁ ସ୍ମାରକପତ୍ର

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଏଭଳି ସମୟରେ ଦିଗପହଣ୍ଡି ସହରରେ ମିଳୁନି ପିଇବା ପାଣି। ସ୍ଥାନୀୟ ଜନସ୍ବାସ୍ଥ୍ୟ ବିଭାଗ ପାଇପ ଯୋଗେ ପାନୀୟଜଳ…

ବନ୍ଧାହେଲେ କୁବେର ଯନ୍ତ୍ରୀ: ଘରୁ ମିଳିଲା ବିଡାବିଡ଼ା ନୋଟ୍‌, ପୁଳାପୁଳା ସୁନା

କଟକ,୧୬।୪(ପ୍ରଭୁକଲ୍ୟାଣ ପାଲ୍‌): ବନ୍ଧାହେଲେ କୁବେର ଯନ୍ତ୍ରୀ । ଘରୁ ବିଡା ବିଡା ଟଙ୍କା ଜବତ ହେବା ପରେ ଅନୁଗୋଳ ଆଠମଲିକ ବ୍ଲକ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ରାମଚନ୍ଦ୍ର ଶତପଥିଙ୍କୁ ଆୟବର୍ହିଭୁତ ସମ୍ପତି ଠୁଳ ମାମଲାରେ ଭିଜିଲାନ୍ସ ଗିରଫ କରିଛି। ଯନ୍ତ୍ରୀ ରାମଚନ୍ଦ୍ର…

ଆମ୍ବ ଆଣିବାକୁ ତୋଟାକୁ ଯାଇଥିଲେ, ଶୁଣ୍ଢରେ ଟେକି ଗଛରେ ପିଟିଦେଲା ଦନ୍ତା; ଚାଲିଗଲା ଜୀବନ

ବନ୍ତଳା୧୭।୪ (ଶୁସିତ କୁମାର ସାହୁ): ଅନୁଗୋଳ ଜିଲା ବନ୍ତଳା ବନାଞ୍ଚଳ କଞ୍ଜା ସେକ୍ସନ କଞ୍ଜା ଗାଁରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ୬୦ ବର୍ଷୀୟ ବୃଦ୍ଧ ସୋମନାଥ ବେହେରା। ସୂଚନାନୁଯାୟୀ, ଗୁରୁବାର ଭୋର ସମୟରେ କଞ୍ଜା ଗ୍ରାମର…

ପିସିସିଏଫ୍‌ଙ୍କ ଉପସ୍ଥିତିରେ ସାତକୋଶିଆ ଗଣ୍ଡରେ ଛଡ଼ାଗଲା ୭ ଘଡ଼ିଆଳ କୁମ୍ଭୀର

ଅନୁଗୋଳ ଅଫିସ,୧୭।୪(ମାନସ ବିଶ୍ୱାଳ)- ଅନୁଗୋଳ ଜିଲା ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡର ସୁନାଖଣିଆ ଘାଟଠାରେ ନନ୍ଦନକାନନରୁ ଅଣାଯାଇଥିବା ୫ ଘଡ଼ିଆଳ ଓ ସାତକୋଶିଆ ଟିକରପଡ଼ା ଚିଡ଼ିଆଖାନାରୁ ଆସିଥିବା ୨କୁ ମିଶାଇ ମୋଟ ୭ କୁମ୍ଭୀରକୁ ମୁକ୍ତ କରାଯାଇଛି। ଏହି ଅବସରରେ ରାଜ୍ୟ ମୁଖ୍ୟ…

ଆଠମଲ୍ଲିକ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ୨୧ ପ୍ଲଟ୍‌, ବିପୁଳ ସମ୍ପତ୍ତି ଠାବ

ଭୁବନେଶ୍ୱର,୧୬।୪: ଅନୁଗୁଳ ଜିଲାର ଆଠମଲ୍ଲିକ ବ୍ଲକର ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ରାମ ଚନ୍ଦ୍ର ଶତପଥୀଙ୍କ ଘର ତଲାସୀ ସମୟରେ ୨୧ ଟି ମୂଲ୍ୟବାନ ପ୍ଲଟ୍, ୩୨୬ ଗ୍ରାମ ଓଜନର ସୁନା ଅଳଙ୍କାର, ୧.୦୬ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ବ୍ୟାଙ୍କ ଜମା ଏବଂ…

ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବଇଣ୍ଡା,୧୬।୪(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଆଠମଲ୍ଲିକ ସହକାରୀ ନିର୍ବାହୀ ଯନ୍ତ୍ରୀ ରାମଚନ୍ଦ୍ର ଶତପଥୀଙ୍କ ଘରେ ବୁଧବାର ଭିଜିଲାନ୍ସ ଚଢ଼ାଉ ହୋଇଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଚଢ଼ାଉ କରିଥିବା ଜଣାପଡ଼ିଛି। ତାଙ୍କ ବାସ ଭବନରୁ କିଛି କାଗଜପତ୍ର ମଧ୍ୟ…

ପୋଲରେ ପିଟି ହୋଇ ଜଳିଗଲା କାର୍‌

ଅନୁଗୋଳ,୮।୪: ଅନୁଗୋଳ ଜିଲା ସଦର ଥାନା କୁଇଓ ନିକଟରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇ ଜଳି ଯାଇଛି। ହେଲେ କାର୍‌ ଡ୍ରାଇଭର ସୁରକ୍ଷିତ ରହିଥିବା ସୂଚନା ମିଳିଛି। ମିଳିଥିବା ସୂଚନା ମୁତାବକ, କାର୍‌ଟି ରାସ୍ତାରେ ଯାଉଥିବା ବେଳେ ଭାରସାମ୍ୟ ହରାଇ କୁଇଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?