ଅନୁଗୋଳ

ପଦାରେ ପଡ଼ିଲା କଂଗ୍ରେସର ଦୁର୍ବଳତା

ଅନୁଗୋଳ ଅଫିସ,୮ା୩ ପୌର ନିର୍ବାଚନକୁ ନେଇ ଅନୁଗୋଳ ରାଜନୀତି ସରଗରମ୍‌ ହୋଇପଡ଼ିଛି। ଆସନ୍ତା ୨୪ ତାରିଖରେ ଭୋଟ ଗ୍ରହଣ ଥିବାବେଳେ ଏଥିପାଇଁ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଶେଷ ହୋଇଛି। ସୋମବାର ବିଜେଡି, ଭାଜପା ଓ କଂଗ୍ରେସ ସହ ଅନ୍ୟ ଦଳରୁ ମୋଟ…

‘ତ୍ରୁଟିପୂର୍ଣ୍ଣ ସାହିତ୍ୟ ଉତ୍ତର ପିଢ଼ି ପାଇଁ ଘାତକ’

ବଇଣ୍ଡା, ୭।୩(ଡି.ଏନ୍‌.ଏ.) – ତ୍ରୁଟିପୂର୍ଣ୍ଣ ସାହିତ୍ୟ ସର୍ଜନା ଉତ୍ତରପିଢ଼ି ପାଇଁ ଘାତକ। କେବଳ ଲୋକାଭିମୁଖୀ ରଚନା ଏବଂ ଶୁଦ୍ଧତା ସାହିତ୍ୟକୁ କାଳଜୟୀ କରିପାରିବ। ପାଠକଙ୍କୁ ଆକୃଷ୍ଟ କରିବା ଲାଗି ନୂଆପଣ ବିଶେଷ ସହାୟକ ହୋଇଥାଏ। ସାହିତ୍ୟ ସଂଖ୍ୟାତ୍ମକ ନ ହୋଇ ଗୁଣାତ୍ମକ…

ହକ୍‌ ମାଗିଲେ କଳାକାର

କଣିହାଁ, ୭।୩(ଡି.ଏନ୍‌.ଏ.) – କଣିହାଁ ବ୍ଲକ କଳାସଂସ୍କୃତି ସଂଘର ଏକ ବୈଠକ ରବିବାର ଗହମ ଆମ୍ବତୋଟାରେ ଅନୁଷ୍ଠିତ ହୋଇଛି। ସଂଘ ସଭାପତି ନବଘନ ସାମଲ ଏଥିରେ ଅଧ୍ୟକ୍ଷତା କରିଥିଲେ। ପଞ୍ଚାୟତସ୍ତରୀୟ କଳାକାର ସଂଘର ପ୍ରମୁଖ କାର୍ଯ୍ୟକର୍ତ୍ତା ଯୋଗଦେଇଥିଲେ। ମହିଳାପୁରୁଷ କଳାକାରଙ୍କ ବିଭିନ୍ନ…

ସମିତି କବ୍‌ଜା ପାଇଁ ଛକାପଞ୍ଝା

ବଇଣ୍ଡା, ୭।୩(ଡି.ଏନ.ଏ.) – ସରିଛି ପଞ୍ଚାୟତ ନିର୍ବାଚନ ଭୋଟ। ଫଳାଫଳ ମଧ୍ୟ ପ୍ରକାଶ ପାଇଛି। ଏବେ ସବୁ ଦଳର ଆଖି ଅଟକିଛି ବ୍ଲକ ଅଧ୍ୟକ୍ଷ ପଦବୀ ଉପରେ। ନିର୍ବାଚନ ଶେଷ ହେଉ ହେଉ ବିଜୟୀ ସମ୍ଭାବନା ଥିବା ସମିତିସଭ୍ୟ ପ୍ରାର୍ଥୀଙ୍କୁ ଅଜ୍ଞାତବାସରେ…

ସମର୍ଥନ ଯୋଗାଡ଼ରେ ବ୍ୟସ୍ତ ବିଜେଡି, ଭାଜପା

ଛେଣ୍ଡିପଦା,୬।୩(ସ୍ବ.ପ୍ର.) ସପ୍ତାହେ ପରେ ଅର୍ଥାତ୍‌ ଆସନ୍ତା ୧୨ ତାରିଖରେ ହେବ ପଞ୍ଚାୟତ ସମିତି ଅଧ୍ୟକ୍ଷ ନିର୍ବାଚନ। ଏହାକୁ ନେଇ ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକରେ ରାଜନୀତି ଜୋର୍‌ଧରିଛି। କେଉଁ ଦଳ ଏହି ପଦବୀ ହାତେଇବ ତାହାକୁ ନେଇ ନାନା ଆଲୋଚନା, ପର୍ଯ୍ୟାଲୋଚନା ଚାଲିଛି।…

ଅଧ୍ୟକ୍ଷ ଆଶାୟୀ ତାଲିକା ଲମ୍ବୁଛି

ତାଳଚେର,୫ ।୩(ନି.ପ୍ର.) ଆସନ୍ତା ୨୪ ତାରିଖରେ ପୌର ନିର୍ବାଚନ ପାଇଁ ଭୋଟ ଗ୍ରହଣ ହେବ। ନାମାଙ୍କନପତ୍ର ଦାଖଲ ସମୟସୀମା ଶେଷ ହେବାକୁ ଆଉ ମାତ୍ର ୩ ଦିନ ବାକି। ହେଲେ ୨୧ ଓ୍ବାର୍ଡବିଶିଷ୍ଟ ତାଳଚେର ପୌର ପରିଷଦ ପାଇଁ ବିଜେଡି, ଭାଜପା…

ଜାତୀୟ ରାଜପଥ ଅବରୋଧ, ରେଳ ରୋକୋ

ବଅଁରପାଳ/ ଢେଙ୍କାନାଳ ଅଫିସ,୪।୩(ଡି.ଏନ.ଏ.) – କଟକ-ସମ୍ବଲପୁର ୫୫ନଂ. ଜାତୀୟ ରାଜପଥର ଉନ୍ନତୀକରଣ କାର୍ଯ୍ୟ ଅନୁଗୋଳ ଜିଲାରେ ଶେଷ ହେଉ ନ ଥିବାରୁ ଏହାର ପ୍ରତିବାଦରେ ଢେଙ୍କାନାଳ ଏମ୍‌ପି ମହେଶ ସାହୁଙ୍କ ନେତୃତ୍ୱରେ ଗୁରୁବାର ବଅଁରପାଳଠାରେ ଆନ୍ଦୋଳନ କରାଯାଇଥିଲା। ସକାଳୁ ସନ୍ତ୍ରୀ ଛକଠାରେ…

ସ୍ୱସ୍ତି ଏକ୍ସପ୍ରେସ୍‌, ସ୍କୁଲ ବସ୍‌ ଲୋକାର୍ପିତ

ଅନୁଗୋଳ ଅଫିସ,୪।୩ – ଜିନ୍ଦଲ ଷ୍ଟିଲ୍‌ ଆଣ୍ଡ୍‌ ପାୱାର ଲିମିଟେଡ୍‌ (ଜେଏସ୍‌ପିଏଲ୍‌)ର ସାମାଜିକ ଦାୟିତ୍ୱବାଧ ଶାଖା ରୂପେ କାର୍ଯ୍ୟ କରୁଥିବା ଜେଏସ୍‌ପିଏଲ୍‌ ଫାଉଣ୍ଡେଶନ ପକ୍ଷରୁ ବୟସ୍କ ବ୍ୟକ୍ତିଙ୍କ ସ୍ବାସ୍ଥ୍ୟ ସହାୟତା ଲାଗି ସ୍ୱସ୍ତି ଏକ୍ସପ୍ରେସ ଆମ୍ବୁଲାନ୍ସ ଓ ପିଲାଙ୍କ ନିମନ୍ତେ ସ୍କୁଲ…

ଭଙ୍ଗା ଆଜବେଷ୍ଟସ ତଳେ ଛାତ୍ରୀଛାତ୍ର

ବଇଣ୍ଡା,୩ା୩(ଡି.ଏନ.ଏ.): କୋଭିଡ୍‌ କାରଣରୁ ୨ ବର୍ଷ ବନ୍ଦ ରହିଲା ପ୍ରାଥମିକ ବିଦ୍ୟାଳୟ। ହେଲେ ଅବ୍ୟବସ୍ଥିତ ଭିତ୍ତିଭୂମିରେ ପରିବର୍ତ୍ତନ କଲେନି ରାଜ୍ୟ ସରକାର। ଫଳରେ ଦୀର୍ଘଦିନ ପରେ ସ୍କୁଲକୁ ଆସିଥିବା କୁନି କୁନି ଛାତ୍ରୀଛାତ୍ର ଅତ୍ୟନ୍ତ ବିପଦସଙ୍କୁଳ ଅବସ୍ଥାରେ ଆଜବେଷ୍ଟସ ତଳେ ଖୋଲାମେଲାରେ ବସି…

୫ ଯୁବକଙ୍କୁ ହରାଇ ଗାଁ ସ୍ତବ୍ଧ

ଖମାର,୨।୩(ଡି.ଏନ.ଏ.) ପାଲଲହଡା ବ୍ଲକ ଖମାର ଥାନା କଣ୍ଟିଆପସି ଛକ ନିକଟରେ ସୋମବାର ବିଳମ୍ବିତ ରାତିରେ ଘଟିଥିବା ଦୁର୍ଘଟଣାରେ ୫ ଯୁବକଙ୍କ ଅକାଳ ବିୟୋଗ ଇଞ୍ଜିଡ଼ ଗାଁକୁ ସ୍ତବ୍ଧ କରିଦେଇଛି। ଦୁର୍ଘଟଣା ଖବର ପହଞ୍ଚିବା ପରଠାରୁ ମୃତକଙ୍କ ପରିବାର ଲୋକଙ୍କ ଆଖିରୁ ଲୁହ…

ଅନୁଗୋଳରେ ଇତିହାସ ରଚିଲା ବିଜେଡି

ଅନୁଗୋଳ ଅଫିସ,୨।୩(ଡି.ଏନ.ଏ.) ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଚଳିତବର୍ଷ ଅନୁଗୋଳ ଜିଲାରେ ବିଜୁ ଜନତା ଦଳ (ବିଜେଡି) ନୂଆ ଇତିହାସ ରଚିଛି। ଜିଲାର ମୋଟ୍‌ ୨୮ ଜିଲା ପରିଷଦ ଆସନ ମଧ୍ୟରୁ ଦଳ ୨୭ଟି ଦଖଲ କରିଛି। ଏପରି ରେକର୍ଡ ସଫଳତାକୁ ନେଇ…

ଭୋଟ ଗଣତି କେନ୍ଦ୍ରରୁ ଫେରିଲା ବେଳେ ଦୁର୍ଘଟଣା, ଗଲା ୫ ଜୀବନ

ଖମାର,୧।୩(ଡି.ଏନ୍‌.ଏ.): ଅନୁଗୋଳ ଜିଲା ପାଲଲହଡା ବ୍ଲକ ୧୪୯ ନମ୍ବର ଜାତୀୟ ରାଜପଥ ଖମାର ଥାନା ଅନ୍ତର୍ଗତ କଣ୍ଟିଆପସି ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୫ ଜଣ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ମୁତାବକଳ, ଇଞ୍ଜିଡି ଗାଁର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri