ଅନୁଗୋଳ

ଚିଠି କରି ଚୁପ୍‌

ଅନୁଗୋଳ ଅଫିସ, ୨୧ା୯ ମାସକୁ ମାସ ଟଙ୍କା ନେଉଛି ଠିକା ସଂସ୍ଥା। କିନ୍ତୁ ଠିକ୍‌ ଭାବେ କରୁନି ସଫେଇ କାର୍ଯ୍ୟ। ଫଳରେ ସହରରୁ ହଟୁନି ଅଳିଆ। ଚାରିଆଡ଼େ ଗଦା ଗଦା ଆବର୍ଜନା ଦେଖି ଅସନ୍ତୋଷ ପ୍ରକାଶ କରୁଛନ୍ତି ସହରବାସୀ। ଅଭିଯୋଗ...

ଅଧାବାଟରେ ଖରାପ ହୋଇଗଲା ୧୦୮ ଆମ୍ବୁଲାନ୍ସ

ଛେଣ୍ଡିପଦା,୨୧।୯(ସ୍ବ.ପ୍ର.): ରୋଗୀଙ୍କୁ ନେଇ ଯାଉଥିବା ଆମ୍ବୁଲାନ୍ସ ଅଧା ବାଟରେ ଖରାପ ହୋଇଗଲା। ଫଳରେ ଆମ୍ବୁଲାନ୍ସ ଭିତରେ ଦୀର୍ଘସମୟ ଧରି ଛଟପଟ ହେଲେ ରୋଗୀ। ସରକରୀ ଆମ୍ବୁଲାନ୍ସ ନ ଆସିବାରୁ ଶେଷରେ ରୋଗୀଙ୍କ ସମ୍ପର୍କୀୟମାନେ ଏକ ଅଟୋ ଯୋଗେ ଗୁରୁତର ରୋଗୀଙ୍କୁ...

ଅଧେ ରହିଛି ଅଚଳ

ଛେଣ୍ଡିପଦା,୧୯ା୯(ସ୍ୱ.ପ୍ର.) – ସ୍ୱଳ୍ପ  ବୃଷ୍ଟି ପରି ସମସ୍ୟା ବେଳେ ଅଧିକ କାମରେ ଆସେ ଉଠା ଜଳସେଚନ ପ୍ରକଳ୍ପ। ଫସଲ ରକ୍ଷା ନିମନ୍ତେ ଚାଷୀଙ୍କ ପାଇଁ ଏହା ଏକ ବଡ଼ ବିକଳ୍ପ। ହେଲେ ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଅଞ୍ଚଳରେ ଏହି...

ମେଢ଼ ଖୋଜୁଛି ମଣ୍ଡପ

ବଅଁରପାଳ,୧୮ା୯(ଡି.ଏନ.ଏ.) ପୂଜା ପାଇଲେ ଦେବଶିଳ୍ପୀ। ରୀନିନୀତି ଅନୁଯାୟୀ କରାଗଲା ଆବାହନ। ହେଲେ ନା’ ଦୂରକୁ ଶୁଭିଲା ପଣ୍ଡିତଙ୍କ ମନ୍ତ୍ରପାଠ ନା’ ଉତ୍ସବମୁଖର ହେଲା ନାଲ୍‌କୋନଗର। ପୂଜା କେଉଁଠି ହେଲା, କେମିତି ହେଲା, ତାହା ଜାଣିପାରିଲେନି ଅଞ୍ଚଳବାସୀ। କୋଭିଡ୍‌ କାଳ ହୋଇ...

ଅଧ ରାତି ହେଲେ ଅସହାୟ

ଅନୁଗୋଳ ଅଫିସ, ୧୭ା୯ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ ଉପରେ ଅନୁଗୋଳ ସହ ପଡ଼ୋଶୀ ଜିଲାଗୁଡ଼ିକର ଲକ୍ଷାଧିକ ରୋଗୀ ନିର୍ଭର କରନ୍ତି। ହେଲେ ଦିନରେ ଦଲାଲଙ୍କ ଶୋଷଣର ଶିକାର ହେଉଥିବା ରୋଗୀମାନେ ରାତି ଅଧରେ ଏଠାରେ ଅତ୍ୟନ୍ତ ଅସହାୟ ହୋଇପଡ଼ୁଛନ୍ତି।...

ତଳିଆ ଅଞ୍ଚଳ ଉପରେ ତୀକ୍ଷ୍ଣ ନଜର

ଅନୁଗୋଳ ଅଫିସ, ୧୬ା୯: ଗତ ଲଘୁଚାପ ବର୍ଷା ଅନୁଗୋଳ ଜିଲାରେ ବହୁ କ୍ଷୟକ୍ଷତି ଘଟାଇଛି। ବୁଧବାରଠାରୁ ବର୍ଷା ଥମିଯାଇଥିଲେ ମଧ୍ୟ ଲୋକଙ୍କ ଦୁର୍ଦ୍ଦଶାର ଶେଷ ହେଉନାହିଁ। ଏବେ ମଧ୍ୟ ଜିଲାର ୧୫ଟି ଗାଁ ଜଳବନ୍ଦୀ ଅବସ୍ଥାରେ ରହିଛି। ତେବେ ହୀରାକୁଦରୁ...

୧୨ କିଲୋମିଟର ମରଣଯନ୍ତା

ବଅଁରପାଳ,୧୫ା୯(ଡି.ଏନ.ଏ.) – ପ୍ରତିବର୍ଷ ସୃଷ୍ଟି ହେଉଛି ସମାନ ସମସ୍ୟା। ଜାତୀୟ ରାଜପଥରେ ହେଉଥିବା ବଡ଼ ବଡ଼ ଖାଲ ଅସୁବିଧାରେ ପକାଉଛି ଗାଡ଼ି ଚାଳକଙ୍କୁ। ଅନେକ ସମୟରେ ଦୁର୍ଘଟଣା ଘଟି ଧନଜୀବନ ହାନି ହେଉଛି। କିନ୍ତୁ ଏହାର ସ୍ଥାୟୀ ସମାଧାନ ଦିଗରେ...

ବର୍ଷା ଜଳରେ ଭାସିଗଲେ ବୃଦ୍ଧା: ଉଦ୍ଧାର କରିବାକୁ ଯାଇ ଯୁବକ…

ଅନୁଗୋଳ ଅଫିସ, ୧୪।୯: ଅନୁଗୋଳ ସହର ନିକଟରେ ଥିବା ହୁଲୁରସିଂହା ବଢ଼ି ପାଣି ମଝିରେ ଜଣେ ବୃଦ୍ଧା ଫସି ଯାଇଥିଲେ। ତାଙ୍କୁ ଉଦ୍ଧାର କରିବାକୁ ଯାଇ ଜଣେ ଯୁବକ ନାଳ ମଝିରେ ଥିବା ଏକ ପଥରରେ ଅଟକି ରହିଲେ। ସୂଚନାଯୋଗ୍ୟ,...

ମାଲବାହୀ ଟ୍ରେନ ଲାଇନ୍‌ଚ୍ୟୁତ: ୬ ବାତିଲ, ବଦଳିଲା ୮ ଟ୍ରେନ୍‌ର ଗତିପଥ

ଅନୁଗୋଳ ଅଫିସ,୧୪।୯: ଅନୁଗୋଳ ଜିଲା ତାଳଚେର ରୋଡ଼ ଭୋଗବେରେଣି ପୋଲ ନିକଟରେ ସୋମବାର ବିଳମ୍ବିତ ରାତିରେ ଏକ ମାଲବାହୀ ଟ୍ରେନ ଲାଇନ୍‌ଚ୍ୟୁତ ହୋଇଛି। ଟ୍ରେନ୍‌ଟି ସମ୍ବଲପୁରରୁ ଗହମ ନେଇ ଖୋର୍ଦ୍ଧା ଯାଉଥିବା ବେଳେ ଲାଇଚ୍ୟୁତ ହୋଇ ୫ଟି ବଗି ଓଲଟି...

ଚଳାଚଳ କରିପାରୁନି ଚାରିଚକିଆ

ବଇଣ୍ଡା,୧୪ା୯(ଡି.ଏନ.ଏ.) ପୂର୍ତ୍ତ ବିଭାଗର ୧୦ କିଲୋମିଟର ରାସ୍ତା ପିଚୁ ହେଲା। ଖର୍ଚ୍ଚ ହେଲା ପାଖାପାଖି ୭ କୋଟି ଟଙ୍କା। ହେଲେ ଦେଢ଼ବର୍ଷ ହେଲା ଏହା ନିର୍ମାଣ ସରିଥିଲେ ମଧ୍ୟ ଚଳାଚଳ କରିପାରୁନି ଚାରିଚକିଆ ଗାଡ଼ି। କାରଣ ଏହି ସଡ଼କରେ ପଡ଼ୁଥିବା...

ଚୋରକୁ ନିସ୍ତୁକ ପିଟିଲେ ଗ୍ରାମବାସୀ

ଛେଣ୍ଡିପଦା ,୧୩।୯(ସ୍ବ.ପ୍ର): ଅନୁଗୋଳ ଜିଲା ଜରପଡା ଥାନା କୋରଡ଼ା ଆମ୍ବୁରି ସାହିରେ ଘରେ ପଶି ଚୋରି କରୁଥିବା ବେଳେ ଧରା ପଡିଛନ୍ତି ଚୋର। ନିର୍ଦ୍ଧୁମ ମାଡ଼ ଖାଇବା ପରେ ପୋଲିସ ଚୋରକୁ ଗିରଫ କରିଛି। ସୂଚନା ଅନୁସାରେ, କୋରଡା ଗାଁର...

ପୁଲକିତ କରୁନି ପାର୍ବଣ

ଅନୁଗୋଳ ଅଫିସ, ୧୧ା୯ – ପୁଲକିତ କରେ ପାର୍ବଣ। ଆନନ୍ଦ, ଉତ୍ସାହରେ ଭରିଦିଏ ମନ। କିନ୍ତୁ କୋଭିଡ୍‌ ମହାମାରୀ କାରଣରୁ ଗତବର୍ଷ ପରି ଚଳିତବର୍ଷ ମଧ୍ୟ ଏହି ଉତ୍ସବ ଋତୁ ଆରମ୍ଭରୁ କେଉଁଠି ନାହିଁ ଉତ୍ସାହ କି ଉଦ୍ଦୀପନା। ସରକାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri