ଅନୁଗୋଳ

ପିଲାଙ୍କୁ ଛାଡ଼ିବାକୁ ଅଭିଭାବକ ଅମଙ୍ଗ

ବଇଣ୍ଡା, ୨୭।୨(ଡି.ଏନ୍‌.ଏ.): କରୋନାର ତୃତୀୟ ଲହର ନିୟନ୍ତ୍ରଣକୁ ଆସିବା ପରେ ଦୀର୍ଘ ଦୁଇବର୍ଷ ପରେ ସୋମବାରଠାରୁ ଆରମ୍ଭ ହେଉଛି ପ୍ରାଥମିକ ସ୍କୁଲ। ଶ୍ରେଣୀଗୃହରେ ପ୍ରତ୍ୟକ୍ଷ ଶିକ୍ଷାଦାନ ଲାଗି ସରକାରୀସ୍ତରରେ ନିର୍ଦ୍ଦେଶନାମା ଜାରି କରାଯିବା ପରେ ଶିକ୍ଷା ବିଭାଗ ପକ୍ଷରୁ ତତ୍ପରତା ପ୍ରକାଶ…

ଆଜି ଖୋଲିବ ପ୍ରାର୍ଥୀଙ୍କ ଭାଗ୍ୟ ତାଲା

ଅନୁଗୋଳ ଅଫିସ/ ବଇଣ୍ଡା/ ଛେଣ୍ଡିପଦା,୨୬।୨(ଡି.ଏନ.ଏ.)- ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଭୋଟ ଗଣତି ୨୬ ତାରିଖଠାରୁ ଆରମ୍ଭ ହେବ। ୨୮ ତାରିଖ ଯାଏ ଏହା ଚାଲିବାକୁ ଥିବାବେଳେ ଅନୁଗୋଳ ଜିଲାର ୮ ବ୍ଲକରେ ଉତ୍ସାହ ଦେଖାଦେଇଛି। ଭୋଟ ବାକ୍ସରେ ସିଲ୍‌ ହୋଇ ରହିଥିବା…

ପୂର୍ବତନ ମନ୍ତ୍ରୀ ଦେବରାଜ ସାହୁଙ୍କ ପରଲୋକ

ଅନୁଗୋଳ ଅଫିସ,୨୬ା୨: ରାଜ୍ୟ ସରକାରଙ୍କ ପୂର୍ବତନ ଗୃହ ରାଷ୍ଟ୍ରମନ୍ତ୍ରୀ ତଥା ଅନୁଗୋଳର ପୂର୍ବତନ ବିଧାୟକ ଦେବରାଜ ସାହୁଙ୍କ ଶୁକ୍ରବାର ସକାଳେ ପରଲୋକ ହୋଇଯାଇଛି। ତାଙ୍କୁ ୯୫ ବର୍ଷ ହୋଇଥିଲା। ଗତ ୧୫ ଦିନ ହେଲା ସେ ନିମୋନିଆରେ ଆକ୍ରାନ୍ତ ହୋଇ ଭୁବନେଶ୍ୱରସ୍ଥିତ…

ଗଣତି ପୂର୍ବରୁ ଅଳ୍ପ ବ୍ୟବଧାନ ଚର୍ଚ୍ଚା

ଛେଣ୍ଡିପଦା,୨୫।୨(ସ୍ବ.ପ୍ର.) ଅନୁଗୋଳ ଜିଲାରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଭୋଟ ଗ୍ରହଣ ପ୍ରକ୍ରିୟା ଗତ ୨୨ ତାରିଖରୁ ଶେଷ ହୋଇଥିବା ବେଳେ ଏବେ ଫଳାଫଳକୁ ସମସ୍ତଙ୍କ ଅପେକ୍ଷା। ଷ୍ଟ୍ରଙ୍ଗ ରୁମ୍‌ରେ ସିଲ୍‌ ହୋଇ ରହିଥିବା ଭୋଟ ବାକ୍ସ ଆସନ୍ତା ୨୬ ରୁ ୨୮…

ଧରାପଡ଼ିଲେ ନକଲି ମଦ ମାଫିଆ

ଅନୁଗୋଳ ଅଫିସ,୨୫।୨ ୨୦ ଦିନର ଛକାପଞ୍ଝା ପରେ ଅନୁଗୋଳ ଜିଲା ଅବକାରୀ ବିଭାଗକୁ ମିଳିଛି ବଡ଼ ସଫଳତା। କୋର୍ଟରେ ଆତ୍ମସମର୍ପଣ ପୂର୍ବରୁ ଅବକାରୀ କର୍ମଚାରୀଙ୍କ ହାତରେ ଧରାପଡ଼ିଛନ୍ତି ନକଲି ମଦ ମାଫିଆ ଜୟପ୍ରକାଶ ଗୁପ୍ତା। ଗିରଫ ପରେ ଅଧିକ ପଚରାଉଚରା ପାଇଁ…

ଆଜି କିଶୋରନଗର, ତାଳଚେରରେ ଭୋଟ

ବଇଣ୍ଡା/ ତାଳଚେର,୨୨୨(ଡି.ଏନ.ଏ.) ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ୪ର୍ଥ ପର୍ଯ୍ୟାୟ ଭୋଟ ଗ୍ରହଣ ୨୨ ତାରିଖ ମଙ୍ଗଳବାର ଅନୁଗୋଳ ଜିଲାର କିଶୋରନଗର ଓ ତାଳଚେର ବ୍ଲକରେ ଅନୁଷ୍ଠିତ ହେବ। କିଶୋରନଗର ବ୍ଲକର ୨୩ ପଞ୍ଚାୟତ ଓ ୩ ଜିଲା ପରିଷଦ ଜୋନ୍‌ରେ ଏଥିପାଇଁ…

ତାଳଚେରରେ ଦ୍ୱିମୁଖୀ ପ୍ରତିଦ୍ୱନ୍ଦ୍ୱିତା

ତାଳଚେର,୨୧।୨(ନି.ପ୍ର.) ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ୪ର୍ଥ ପର୍ଯ୍ୟାୟ ଭୋଟଗ୍ରହଣ ଆସନ୍ତା ୨୨ ତାରିଖରେ ଅନୁଷ୍ଠିତ ହେବ। ଅନୁଗୋଳ ଜିଲାର ତାଳଚେର ଓ କିଶୋରନଗର ବ୍ଲକରେ ଏଥିପାଇଁ ରବିବାର ପ୍ରଚାର କାର୍ଯ୍ୟ ଶେଷ ହୋଇଛି। ଅନ୍ତିମ ଦିନରେ ଦୁଇ ବ୍ଲକର ଜିଲା ପରିଷଦ ପ୍ରାର୍ଥୀମାନେ…

ମତଦାନ କରିବାକୁ ମତଦାତା ଉତ୍ସାହୀ

ବଇଣ୍ଡା/ ଖମାର,୨୦।୨(ଡି.ଏନ.ଏ.) ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ତୃତୀୟ ପର୍ଯ୍ୟାୟ ଭୋଟଗ୍ରହଣ ୨୦ ତାରିଖ ରବିବାର ଅନୁଗୋଳ ଜିଲାର ଆଠମଲ୍ଲିକ ଓ ପାଲଲହଡ଼ା ବ୍ଲକରେ ଅନୁଷ୍ଠିତ ହେବ। ଆଠମଲ୍ଲିକ ବ୍ଲକର ୨୪ ପଞ୍ଚାୟତ ଓ ୩ ଜିଲା ପରିଷଦ ଜୋନ୍‌ ଏବଂ ପାଲଲହଡ଼ା…

ପ୍ରଦୂଷଣ ବଢ଼ାଉଛି ଫ୍ଲାଇ ଆଶ

ବଇଣ୍ଡା, ୧୮।୨(ଡି.ଏନ.ଏ.) ଅନୁଗୋଳ ଜିଲା ବଇଣ୍ଡା-ଆଠମଲ୍ଲିକ ପୂର୍ତ୍ତ ବିଭାଗ ରାସ୍ତାର ସାନହୁଲା ନିକଟରେ ଥିବା ଏକ ବେସରକାରୀ ଜମିରେ ଗଦା କରି ରଖାଯାଇଥିବା ଫ୍ଲାଇ ଆଶ ପ୍ରଦୂଷଣ ବଢ଼ାଉଛି। ଏହାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ତୁରନ୍ତ ଉକ୍ତ…

ନିର୍ଦ୍ଧାରଣ ହେବ ୧୦୧୧ ପ୍ରାର୍ଥୀଙ୍କ ଭାଗ୍ୟ

ଛେଣ୍ଡିପଦା,୧୮।୨(ସ୍ବ.ପ୍ର.) ଅନୁଗୋଳ ଜିଲାର ଛେଣ୍ଡିପଦା ଏବଂ କଣିହଁା ବ୍ଲକରେ ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ଏଥିଲାଗି ଆବଶ୍ୟକ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ସମସ୍ତ ବୁଥ୍‌ରେ ପୋଲିଂ ପାର୍ଟି ପହଞ୍ଚତ୍ସାରିଥିବାବେଳେ ନିର୍ବାଚନକୁ ଶାନ୍ତିଶୃଙ୍ଖଳାର ସହିତ ସମାପନ କରିବାକୁ ସମସ୍ତ…

ମାଂସ ଦୋକାନୀଙ୍କୁ ଆକ୍ରମଣ, ଅଷ୍ଟପ୍ରହର ପାଇଁ ଦେଇ ନ ଥିଲେ ଚାନ୍ଦା

ଛେଣ୍ଡିପଦା,୧୭।୨(ସ୍ବ.ପ୍ର.) ଛେଣ୍ଡିପଦା ଥାନା କୋଶଳା ଗ୍ରାମରେ ଅଷ୍ଟପ୍ରହର ଚାନ୍ଦା ନ ଦେବାରୁ ଜଣେ ମାଂସ ଦୋକାନୀଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ମୁତାବକ, କୋଶଳା ମେଡିକାଲ ଛକ ନିକଟରେ ଦୀର୍ଘବର୍ଷ ହେବ ଏମ୍‌ଡି ସାହିଦ ନାମକ ଜଣେ…

ପ୍ରଚାର ସରିଲା, ଶେଷ ପ୍ରୟାସରେ ପ୍ରାର୍ଥୀ

ଛେଣ୍ଡିପଦା,୧୭।୨(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକର ୩୪ ପଞ୍ଚାୟତ ଓ ୪ଟି ଜିଲା ପରିଷଦ (ନଂ. ୧୪, ୧୫, ୧୬, ୧୭) ଜୋନ୍‌ରେ ଆସନ୍ତା ୧୮ ତାରିଖରେ ଭୋଟ ଗ୍ରହଣ ହେବ। ଏଥିପାଇଁ ବୁଧବାର ପ୍ରଚାର କାର୍ଯ୍ୟ ଶେଷ ହୋଇଛି। ମତଦାନକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri