ଅନୁଗୋଳ

୮ ମଧ୍ୟରୁ ୭ ନିର୍ଦ୍ୱନ୍ଦ୍ୱ

ଅନୁଗୋଳ ଅଫିସ, ୨୪।୩: ଅନୁଗୋଳ ଜିଲାରେ ବୁଧବାର ପଞ୍ଚାୟତ ସମିତି ଉପାଧ୍ୟକ୍ଷ ନିର୍ବାଚନ ଶେଷ ହୋଇଛି। ମୋଟ ୮ ବ୍ଲକ ମଧ୍ୟରୁ କେବଳ କଣିହଁାକୁ ବାଦ୍‌ ଦେଲେ ଅନ୍ୟ ୭ ବ୍ଲକ ଉପାଧ୍ୟକ୍ଷ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ସମସ୍ତ ବ୍ଲକରେ ବିଜେଡି…

ପାଣି ଆଣିବାକୁ ଅଧ କି.ମି.

ବଇଣ୍ଡା,୨୪।୩(ଡି.ଏନ.ଏ.): ରାଜ୍ୟ ସରକାରଙ୍କ ବସୁଧା ଯୋଜନାରେ ପଞ୍ଚାୟତରେ ପାନୀୟ ଜଳ ପ୍ରକଳ୍ପ ରହିଛି। ହେଲେ ପଞ୍ଚାୟତର ସମସ୍ତ ସାହିକୁ ପାଇପ୍‌ ପାଣି ମିଳୁନି। ଏପରି ଅସୁବିଧାର ସମ୍ମୁଖୀନ ହେଉଛନ୍ତି ଅନୁଗୋଳ ଜିଲା କିଶୋରନଗର ବ୍ଲକ ନୁନୁକାପଶି ପଞ୍ଚାୟତର ବୈଷ୍ଣବସାହିବାସୀ। ସାହିରେ ନଳକୂଅ…

୫୮ ମେଧାବୀଙ୍କୁ ଉତ୍କର୍ଷ ବୃତ୍ତି

କଣିହାଁ ,୨୩।୩(ଡି.ଏନ.ଏ.) – କଣିହାଁ ଏନ୍‌ଟିପିସି ପକ୍ଷରୁ ନିକଟବର୍ତ୍ତୀ ଗ୍ରାମର ୫୮ ଜଣ ମେଧାବୀ ଛାତ୍ରୀଛାତ୍ରଙ୍କୁ ଉତ୍କର୍ଷ ବୃତ୍ତି ପ୍ରଦାନ କରାଯାଇଛି। ୨୦୨୦-୨୧ ଶିକ୍ଷା ବର୍ଷରେ ଉତ୍ତମ ପ୍ରଦର୍ଶନ କରିଥିବା ଦଶମ, ଦ୍ୱାଦଶ ଶ୍ରେଣୀ, ବି.ଟେକ୍‌ ଓ ଏମ୍‌ବିବିଏସ୍‌ ଛାତ୍ରୀଛାତ୍ରଙ୍କୁ ଏହି…

ସରସ ସୁନ୍ଦର ହେବ ଓଡ଼ିଶା ଦିବସ

ଅନୁଗୋଳ ଅଫିସ,୨୨ ।୩ ଅନୁଗୋଳରେ ଓଡ଼ିଶା ଦିବସ ଓ ଜିଲା ପ୍ରତିଷ୍ଠା ଦିବସ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ସୋମବାର ଜିଲା କାର୍ଯ୍ୟାଳୟ କୋର୍ଟ ରୁମ୍‌ଠାରେ ଅତିରିକ୍ତ ଜିଲାପାଳ (ରାଜସ୍ବ) ସନ୍ତୋଷ କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଗତ…

ଅନୁମତି ମିଳିଲେ ଲୋକ ମହୋତ୍ସବ ନିଷ୍ପତ୍ତି

ତାଳଚେର,୨୧।୩(ନି.ପ୍ର.): ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ଓ ୨୦ ତମ ଲୋକ ମହୋତ୍ସବ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଶୁକ୍ରବାର ଗୋପାଳପ୍ରସାଦସ୍ଥିତ ପୀଠ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପଜିଲାପାଳ ତଥା ଟ୍ରଷ୍ଟବୋର୍ଡ ମ୍ୟାନେଜିଂ ଟ୍ରଷ୍ଟି ବିଶ୍ୱରଞ୍ଜନ…

ହମ୍ପସ୍‌ ବଢ଼ାଉଛି ରାଜପଥରେ ଦୁର୍ଘଟଣା

କଣିହାଁ,୨୧।୩(ଡି.ଏନ.ଏ.): ୫୩ନଂ. ଜାତୀୟ ରାଜପଥର କଣିହାଁ ବ୍ଲକ ସଦର ମହକୁମା ଠାରେ ଏକ ନୂଆ ହମ୍ପସ୍‌ ନିର୍ମାଣ କରାଯାଇଛି। ହେଲେ ନିୟମ ଅନୁସାରେ ଗାଡ଼ି ଚାଳକଙ୍କ ଅବଗତି ନିମନ୍ତେ ସେଠାରେ କୌଣସି ସଂକେତ ଦିଆଯାଇ ନାହିଁ। ଫଳରେ ଗତ ୫ ଦିନ…

ଆଠମଲ୍ଲିକରେ ସମ୍ମାନର ଲଢ଼େଇ

ବଇଣ୍ଡା,୨୧।୩(ଡି.ଏନ.ଏ.): ଆଠମଲ୍ଲିକ ଏନ୍‌ଏସି ସ୍ଥାପନ ପରଠାରୁ ୪ଥର ପୌର ନିର୍ବାଚନ ହୋଇଛି। ସେଥିରୁ ୩ଥର କଂଗ୍ରେସ ଓ ଥରଟିଏ ବିଜେଡି ଏନ୍‌ଏସି ଦଖଲ କରିବାରେ ସଫଳ ହୋଇଛି। ତେବେ ଶେଷ ଦୁଇଥର ଏଠାରେ କଂଗ୍ରେସ ବିଜୟୀ ହୋଇଥିବାରୁ ଚଳିତ ପୌର ନିର୍ବାଚନରେ…

ଡ୍ରେନ୍‌ ସମସ୍ୟାର ସମାଧାନ ନାହିଁ

ଅନୁଗୋଳ ଅଫିସ,୧୮ା୩- ଅନେକଥର ପୌର ନିର୍ବାଚନ ହେଲାଣି। କେତେ କାଉନସିଲରଙ୍କ କାର୍ଯ୍ୟକାଳ ସରିଲାଣି। ହେଲେ ଅନୁଗୋଳ ପୌର ପରିଷଦର ୧୯ନଂ. ଓ୍ବାର୍ଡ ଏବେ ବି ଅବହେଳିତ ଅବସ୍ଥାରେ ପଡ଼ିଛି। ପ୍ରମୁଖ ସମସ୍ୟା କୁହାଯାଉଥିବା ଡ୍ରେନ୍‌ ବ୍ୟବସ୍ଥାକୁ ଆଦୌ ଗୁରୁତ୍ୱ ଦିଆଯାଉ ନାହିଁ।…

ଦୋଳରେ ଦୁଲୁକାଇବ ଦୁଲ୍‌ଦୁଲ

ଖମାର,୧୮ା୩(ଡି.ଏନ.ଏ.) ୨ବର୍ଷ ହେଲା କୋଭିଡ୍‌ କାରଣରୁ ଦୋଳ ଓ ହୋଲି ପର୍ବ ଫିକା ପଡ଼ିଯାଇଥିଲା। ହେଲେ ଏବେ ସ୍ଥିତି ନିୟନ୍ତ୍ରଣରେ ଥିବାରୁ ଚଳିତବର୍ଷ ଧୁମ୍‌ଧାମରେ ଦୋଳ ଉତ୍ସବ ପାଳନ ହେବ। ସମ୍ବଲପୁରୀ ଲୋକବାଦ୍ୟ ଦୁଲ୍‌ଦୁଲିରେ କମ୍ପିବ ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକର…

ରାଜ୍ୟ ବାହାରୁ ଆସିବେ କଳାକାର

ଅନୁଗୋଳ ଅଫିସ,୧୭ା୩: କରୋନା ମହାମାରୀ ସଂକ୍ରମଣ କାରଣରୁ ଗତ ୨ବର୍ଷ ହେଲା ଅନୁଗୋଳ ଜିଲା ମହୋତ୍ସବ ଆୟୋଜନ ହୋଇପାରି ନ ଥିଲା। ହେଲେ ଚଳିତବର୍ଷ ଏହା ଧୁମ୍‌ଧାମରେ ଆୟୋଜନ କରାଯିବା। ଏପରି କି ରାଜ୍ୟ ବାହାରୁ କଳାକାରଙ୍କୁ ଆମନ୍ତ୍ରଣ କରାଯିବ। ଏଥିପାଇଁ…

ନିର୍ମାଣ ହେଉନି ପ୍ରାଣୀ ଚିକିତ୍ସାକେନ୍ଦ୍ର

ବଇଣ୍ଡା,୧୭ା୩(ଡି.ଏନ.ଏ.): କିଶୋରନଗର ବ୍ଲକ ବଇଣ୍ଡାଠାରେ ନୂତନ ପ୍ରାଣୀ ଚିକିତ୍ସାକେନ୍ଦ୍ର ନିର୍ମାଣ ହେଉନାହିଁ। ଫଳରେ ରୋଗରେ ପଡ଼ୁଥିବା ବହୁ ସଂଖ୍ୟକ ଗୃହପାଳିତ ପ୍ରାଣୀଙ୍କ ଚିକିତ୍ସା ହୋଇପାରୁ ନାହିଁ। ଏ ନେଇ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ବଢ଼ୁଥିବାବେଳେ ବଇଣ୍ଡାଠାରେ ଏକ ପ୍ରାଣୀ ଚିକିତ୍ସାଳୟ…

ଆଖିଦୃଶିଆ ଉନ୍ନୟନ ହେଉ

ଅନୁଗୋଳ ଅଫିସ,୧୭ା୩: ପୌର ନିର୍ବାଚନ ପାଇଁ ପ୍ରଚାରରେ କମ୍ପୁଛି ଅନୁଗୋଳ ସହର। ଓ୍ବାର୍ଡର ଘର ଘର ବୁଲି ଭୋଟରଙ୍କୁ ଭେଟୁଛନ୍ତି ନଗରପାଳ ଓ କାଉନସିଲର ପ୍ରାର୍ଥୀ। ଏଥିସହ ବର୍ଷ ବର୍ଷ ଧରି ଥିବା ସମସ୍ୟାର ସମାଧାନ ନେଇ ପ୍ରତିଶ୍ରୁତି ମଧ୍ୟ ଦେଉଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?