ଅନୁଗୋଳ

ବ୍ଲକ ଅଧ୍ୟକ୍ଷ ନିର୍ବାଚନ ନେଇ ଉତ୍କଣ୍ଠା

କଣିହାଁ,୧୦ା୩(ଡି.ଏନ.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକ ଅଧ୍ୟକ୍ଷ ନିର୍ବାଚନକୁ ନେଇ ବିଜେଡି ଓ ଭାଜପା ମଧ୍ୟରେ ବଳ କଷାକଷି ଆରମ୍ଭ ହୋଇଛି। ଆସନ୍ତା ୧୨ ତାରିଖ ଭୋଟଗ୍ରହଣ ପୂର୍ବରୁ କିପରି ୧୪ ସମିତି ସଭ୍ୟଙ୍କ ସମର୍ଥନ ଯୋଗାଡ଼ କରାଯିବ ସେ ନେଇ…

୨ ଲକ୍ଷ ଟଙ୍କା ନେଇ ସୁରକ୍ଷା କର୍ମଚାରୀ ଫେରାର

ଅନୁଗୋଳ ଅଫିସ, ୯।୩: ଅନୁଗୋଳ ପଞ୍ଚମହଲାସ୍ଥିତ ସିଦ୍ଧିଲକ୍ଷ୍ମୀ ମୋଟର୍ସରୁ ଗତ ୬ ତାରିଖରେ ପ୍ରାୟ ୨ ଲକ୍ଷ ଟଙ୍କା ଚୋରି ହୋଇଛି। ତେବେ ଏହି ଚୋରି ଅନ୍ୟ କେହି ନୁହେଁ, ଶୋ’ରୁମ୍‌ ସୁରକ୍ଷା ଦାୟିତ୍ୱରେ ଥିବା ଜଣେ କର୍ମଚାରୀ କରିଥିବା ମ୍ୟାନେଜର…

ଦରମା ମିଳୁନି, ଶ୍ରମିକଙ୍କ ଆନ୍ଦୋଳନ

ବଇଣ୍ଡା,୯।୩(ଡି.ଏନ.ଏ.): କିଶୋରନଗର ବ୍ଲକ ବାମୁର ନିକଟସ୍ଥ ଭାଙ୍ଗମୁଣ୍ଡାଠାରେ ଥିବା ଠିକା ସଂସ୍ଥା ଗାୟତ୍ରୀରେ କାର୍ଯ୍ୟ କରୁଥିବା ଶତାଧିକ ଶ୍ରମିକଙ୍କୁ ୬ ମାସ ହେବ ଦରମା ମିଳିନାହିଁ। ଫଳରେ ସେମାନେ ମଙ୍ଗଳବାର କ୍ୟାମ୍ପ ଫାଟକ ବନ୍ଦ କରି ଆନ୍ଦୋଳନ କରିଛନ୍ତି। ଏଥିସହ ଅନୁଗୋଳ…

ପାନୀୟ ପ୍ରକଳ୍ପ ଅଗ୍ରଗତି ସମୀକ୍ଷା

ଅନୁଗୋଳ ଅଫିସ,୮ା୩ ଅନୁଗୋଳ ଜିଲାରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କ ଅଧ୍ୟକ୍ଷତାରେ ସୋମବାର ଜିଲା କାର୍ଯ୍ୟାଳୟ ସମ୍ମିଳନୀ ଗୃହରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଗ୍ରାମ୍ୟ ଜଳ ଓ ପରିମଳ ବିଭାଗ…

ପଦାରେ ପଡ଼ିଲା କଂଗ୍ରେସର ଦୁର୍ବଳତା

ଅନୁଗୋଳ ଅଫିସ,୮ା୩ ପୌର ନିର୍ବାଚନକୁ ନେଇ ଅନୁଗୋଳ ରାଜନୀତି ସରଗରମ୍‌ ହୋଇପଡ଼ିଛି। ଆସନ୍ତା ୨୪ ତାରିଖରେ ଭୋଟ ଗ୍ରହଣ ଥିବାବେଳେ ଏଥିପାଇଁ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଶେଷ ହୋଇଛି। ସୋମବାର ବିଜେଡି, ଭାଜପା ଓ କଂଗ୍ରେସ ସହ ଅନ୍ୟ ଦଳରୁ ମୋଟ…

‘ତ୍ରୁଟିପୂର୍ଣ୍ଣ ସାହିତ୍ୟ ଉତ୍ତର ପିଢ଼ି ପାଇଁ ଘାତକ’

ବଇଣ୍ଡା, ୭।୩(ଡି.ଏନ୍‌.ଏ.) – ତ୍ରୁଟିପୂର୍ଣ୍ଣ ସାହିତ୍ୟ ସର୍ଜନା ଉତ୍ତରପିଢ଼ି ପାଇଁ ଘାତକ। କେବଳ ଲୋକାଭିମୁଖୀ ରଚନା ଏବଂ ଶୁଦ୍ଧତା ସାହିତ୍ୟକୁ କାଳଜୟୀ କରିପାରିବ। ପାଠକଙ୍କୁ ଆକୃଷ୍ଟ କରିବା ଲାଗି ନୂଆପଣ ବିଶେଷ ସହାୟକ ହୋଇଥାଏ। ସାହିତ୍ୟ ସଂଖ୍ୟାତ୍ମକ ନ ହୋଇ ଗୁଣାତ୍ମକ…

ହକ୍‌ ମାଗିଲେ କଳାକାର

କଣିହାଁ, ୭।୩(ଡି.ଏନ୍‌.ଏ.) – କଣିହାଁ ବ୍ଲକ କଳାସଂସ୍କୃତି ସଂଘର ଏକ ବୈଠକ ରବିବାର ଗହମ ଆମ୍ବତୋଟାରେ ଅନୁଷ୍ଠିତ ହୋଇଛି। ସଂଘ ସଭାପତି ନବଘନ ସାମଲ ଏଥିରେ ଅଧ୍ୟକ୍ଷତା କରିଥିଲେ। ପଞ୍ଚାୟତସ୍ତରୀୟ କଳାକାର ସଂଘର ପ୍ରମୁଖ କାର୍ଯ୍ୟକର୍ତ୍ତା ଯୋଗଦେଇଥିଲେ। ମହିଳାପୁରୁଷ କଳାକାରଙ୍କ ବିଭିନ୍ନ…

ସମିତି କବ୍‌ଜା ପାଇଁ ଛକାପଞ୍ଝା

ବଇଣ୍ଡା, ୭।୩(ଡି.ଏନ.ଏ.) – ସରିଛି ପଞ୍ଚାୟତ ନିର୍ବାଚନ ଭୋଟ। ଫଳାଫଳ ମଧ୍ୟ ପ୍ରକାଶ ପାଇଛି। ଏବେ ସବୁ ଦଳର ଆଖି ଅଟକିଛି ବ୍ଲକ ଅଧ୍ୟକ୍ଷ ପଦବୀ ଉପରେ। ନିର୍ବାଚନ ଶେଷ ହେଉ ହେଉ ବିଜୟୀ ସମ୍ଭାବନା ଥିବା ସମିତିସଭ୍ୟ ପ୍ରାର୍ଥୀଙ୍କୁ ଅଜ୍ଞାତବାସରେ…

ସମର୍ଥନ ଯୋଗାଡ଼ରେ ବ୍ୟସ୍ତ ବିଜେଡି, ଭାଜପା

ଛେଣ୍ଡିପଦା,୬।୩(ସ୍ବ.ପ୍ର.) ସପ୍ତାହେ ପରେ ଅର୍ଥାତ୍‌ ଆସନ୍ତା ୧୨ ତାରିଖରେ ହେବ ପଞ୍ଚାୟତ ସମିତି ଅଧ୍ୟକ୍ଷ ନିର୍ବାଚନ। ଏହାକୁ ନେଇ ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକରେ ରାଜନୀତି ଜୋର୍‌ଧରିଛି। କେଉଁ ଦଳ ଏହି ପଦବୀ ହାତେଇବ ତାହାକୁ ନେଇ ନାନା ଆଲୋଚନା, ପର୍ଯ୍ୟାଲୋଚନା…

ଅଧ୍ୟକ୍ଷ ଆଶାୟୀ ତାଲିକା ଲମ୍ବୁଛି

ତାଳଚେର,୫ ।୩(ନି.ପ୍ର.) ଆସନ୍ତା ୨୪ ତାରିଖରେ ପୌର ନିର୍ବାଚନ ପାଇଁ ଭୋଟ ଗ୍ରହଣ ହେବ। ନାମାଙ୍କନପତ୍ର ଦାଖଲ ସମୟସୀମା ଶେଷ ହେବାକୁ ଆଉ ମାତ୍ର ୩ ଦିନ ବାକି। ହେଲେ ୨୧ ଓ୍ବାର୍ଡବିଶିଷ୍ଟ ତାଳଚେର ପୌର ପରିଷଦ ପାଇଁ ବିଜେଡି, ଭାଜପା…

ଜାତୀୟ ରାଜପଥ ଅବରୋଧ, ରେଳ ରୋକୋ

ବଅଁରପାଳ/ ଢେଙ୍କାନାଳ ଅଫିସ,୪।୩(ଡି.ଏନ.ଏ.) – କଟକ-ସମ୍ବଲପୁର ୫୫ନଂ. ଜାତୀୟ ରାଜପଥର ଉନ୍ନତୀକରଣ କାର୍ଯ୍ୟ ଅନୁଗୋଳ ଜିଲାରେ ଶେଷ ହେଉ ନ ଥିବାରୁ ଏହାର ପ୍ରତିବାଦରେ ଢେଙ୍କାନାଳ ଏମ୍‌ପି ମହେଶ ସାହୁଙ୍କ ନେତୃତ୍ୱରେ ଗୁରୁବାର ବଅଁରପାଳଠାରେ ଆନ୍ଦୋଳନ କରାଯାଇଥିଲା। ସକାଳୁ ସନ୍ତ୍ରୀ ଛକଠାରେ…

ସ୍ୱସ୍ତି ଏକ୍ସପ୍ରେସ୍‌, ସ୍କୁଲ ବସ୍‌ ଲୋକାର୍ପିତ

ଅନୁଗୋଳ ଅଫିସ,୪।୩ – ଜିନ୍ଦଲ ଷ୍ଟିଲ୍‌ ଆଣ୍ଡ୍‌ ପାୱାର ଲିମିଟେଡ୍‌ (ଜେଏସ୍‌ପିଏଲ୍‌)ର ସାମାଜିକ ଦାୟିତ୍ୱବାଧ ଶାଖା ରୂପେ କାର୍ଯ୍ୟ କରୁଥିବା ଜେଏସ୍‌ପିଏଲ୍‌ ଫାଉଣ୍ଡେଶନ ପକ୍ଷରୁ ବୟସ୍କ ବ୍ୟକ୍ତିଙ୍କ ସ୍ବାସ୍ଥ୍ୟ ସହାୟତା ଲାଗି ସ୍ୱସ୍ତି ଏକ୍ସପ୍ରେସ ଆମ୍ବୁଲାନ୍ସ ଓ ପିଲାଙ୍କ ନିମନ୍ତେ ସ୍କୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?