ପ୍ରଦୂଷଣ ବଢ଼ାଉଛି ଫ୍ଲାଇ ଆଶ
ବଇଣ୍ଡା, ୧୮।୨(ଡି.ଏନ.ଏ.) ଅନୁଗୋଳ ଜିଲା ବଇଣ୍ଡା-ଆଠମଲ୍ଲିକ ପୂର୍ତ୍ତ ବିଭାଗ ରାସ୍ତାର ସାନହୁଲା ନିକଟରେ ଥିବା ଏକ ବେସରକାରୀ ଜମିରେ ଗଦା କରି ରଖାଯାଇଥିବା ଫ୍ଲାଇ ଆଶ ପ୍ରଦୂଷଣ ବଢ଼ାଉଛି। ଏହାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ତୁରନ୍ତ ଉକ୍ତ…
ନିର୍ଦ୍ଧାରଣ ହେବ ୧୦୧୧ ପ୍ରାର୍ଥୀଙ୍କ ଭାଗ୍ୟ
ଛେଣ୍ଡିପଦା,୧୮।୨(ସ୍ବ.ପ୍ର.) ଅନୁଗୋଳ ଜିଲାର ଛେଣ୍ଡିପଦା ଏବଂ କଣିହଁା ବ୍ଲକରେ ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ଏଥିଲାଗି ଆବଶ୍ୟକ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ସମସ୍ତ ବୁଥ୍ରେ ପୋଲିଂ ପାର୍ଟି ପହଞ୍ଚତ୍ସାରିଥିବାବେଳେ ନିର୍ବାଚନକୁ ଶାନ୍ତିଶୃଙ୍ଖଳାର ସହିତ ସମାପନ କରିବାକୁ ସମସ୍ତ…
ମାଂସ ଦୋକାନୀଙ୍କୁ ଆକ୍ରମଣ, ଅଷ୍ଟପ୍ରହର ପାଇଁ ଦେଇ ନ ଥିଲେ ଚାନ୍ଦା
ଛେଣ୍ଡିପଦା,୧୭।୨(ସ୍ବ.ପ୍ର.) ଛେଣ୍ଡିପଦା ଥାନା କୋଶଳା ଗ୍ରାମରେ ଅଷ୍ଟପ୍ରହର ଚାନ୍ଦା ନ ଦେବାରୁ ଜଣେ ମାଂସ ଦୋକାନୀଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ମୁତାବକ, କୋଶଳା ମେଡିକାଲ ଛକ ନିକଟରେ ଦୀର୍ଘବର୍ଷ ହେବ ଏମ୍ଡି ସାହିଦ ନାମକ ଜଣେ…
ପ୍ରଚାର ସରିଲା, ଶେଷ ପ୍ରୟାସରେ ପ୍ରାର୍ଥୀ
ଛେଣ୍ଡିପଦା,୧୭।୨(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକର ୩୪ ପଞ୍ଚାୟତ ଓ ୪ଟି ଜିଲା ପରିଷଦ (ନଂ. ୧୪, ୧୫, ୧୬, ୧୭) ଜୋନ୍ରେ ଆସନ୍ତା ୧୮ ତାରିଖରେ ଭୋଟ ଗ୍ରହଣ ହେବ। ଏଥିପାଇଁ ବୁଧବାର ପ୍ରଚାର କାର୍ଯ୍ୟ ଶେଷ ହୋଇଛି। ମତଦାନକୁ…
ହୃଦ୍ଘାତରେ ପ୍ରିଜାଇଡିଂ ଅଫିସରଙ୍କ ମୃତ୍ୟୁ
ବଇଣ୍ଡା,୧୬ା୨(ଡି.ଏନ.ଏ.): ଅନୁଗୋଳ ଜିଲାରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍ଗ୍ରହଣ ପାଇଁ ପ୍ରିଜାଇଡିଂ ଅଫିସର ନିଯୁକ୍ତ ହୋଇଥିବା ଜଣେ ଶିକ୍ଷକଙ୍କ ମଙ୍ଗଳବାର ହୃଦ୍ଘାତରେ ମୃତ୍ୟୁ ହୋଇଛି। ମୃତ ଶିକ୍ଷକ ହେଲେ କିଶୋରନଗର ବ୍ଲକ ରଣିଆକଟା ପଞ୍ଚାୟତ କୁମୁରସିଙ୍ଗା…
ଏଥର ଦ୍ୱିମୁଖୀ ପ୍ରତିଦ୍ୱନ୍ଦ୍ୱିତା
ଛେଣ୍ଡିପଦା,୧୪ା୨(ସ୍ବ.ପ୍ର.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ମତଦାନ ତାରିଖ ଯେତିକି ପାଖଉଛି ଗାଁ ରାଜନୀତି ସେତିକି ସରଗରମ୍ ହେଉଛି। ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକର ୩୪ଟି ପଞ୍ଚାୟତ ଓ ୪ଟି ଜିଲା ପରିଷଦ ଜୋନ୍ରେ ଦ୍ୱିତୀୟ ପର୍ଯ୍ୟାୟ ଅର୍ଥାତ୍ ଆସନ୍ତା ୧୮ ତାରିଖରେ…
ଏକସଙ୍ଗେ ମିଳୁ ଧାନ ବିକ୍ରି ଟଙ୍କା
ବଇଣ୍ଡା,୧୧।୨(ଡି.ଏନ.ଏ.) କିଶୋରନଗର ବ୍ଲକ ବଇଣ୍ଡାଠାରେ ଥିବା ଅନୁଗୋଳ ସଂଯୁକ୍ତ ସମବାୟ ବ୍ୟାଙ୍କ ବଇଣ୍ଡା ଶାଖା ପକ୍ଷରୁ ଚାଷୀଙ୍କୁ ଧାନ ବିକ୍ରି ଟଙ୍କା ଠିକ୍ ଭାବେ ଯୋଗାଇ ଦିଆଯାଉନାହିଁ। ଫଳରେ ଚାଷୀମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଧାନ ବିକ୍ରି ବାବଦ ସମସ୍ତ ଟଙ୍କା…
ସ୍ବଚ୍ଛତାର ସହ ନିର୍ବାଚନ ପରିଚାଳନା କର
ବଇଣ୍ଡା,୧୧।୨(ଡି.ଏନ.ଏ.) ଅନୁଗୋଳ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ଗୁରୁବାର ଆଠମଲ୍ଲିକ ଓ କିଶୋରନଗର ବ୍ଲକର ବିଭିନ୍ନ ଉନ୍ନୟନ କାର୍ଯ୍ୟ ସମୀକ୍ଷା କରିବା ସହ ପଞ୍ଚାୟତ ନିର୍ବାଚନ କିଭଳି ସ୍ବଚ୍ଛ ଭାବେ ପରିଚାଳନା ହେବ ତାହାର ତଦାରଖ କରିଛନ୍ତି। ଜିଲାପାଳ ପ୍ରଥମେ ଆଠମଲ୍ଲିକ…
ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଲେ ବିଧାୟକ
ବଇଣ୍ଡା,୧୦ା୨(ଡି.ଏନ.ଏ.) ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନକୁ ନେଇ ଗାଁ ଗହଳିରେ ଏବେ ରାଜନୈତିକ ଉଷ୍ମତା ବୃଦ୍ଧି ପାଇଛି। ପ୍ରତ୍ୟେକ ଗାଁରେ ପ୍ରଚାର ଜମୁଥିବାବେଳେ ବୁଧବାର କିଶୋରନଗର ବ୍ଲକ ୧୨ ନମ୍ବର ଜୋନ୍ ବିଜେଡି ଜିଲା ପରିଷଦ ପ୍ରାର୍ଥୀ ଅନୁପମା ସାହୁଙ୍କ ପାଇଁ ନିର୍ବାଚନ…
ନିଖୋଜ ସରପଞ୍ଚ ପ୍ରାର୍ଥୀ ଶ୍ୱଶୁରଘରୁ ଉଦ୍ଧାର
ଛେଣ୍ଡିପଦା,୧୦ା୨(ସ୍ବ.ପ୍ର.) ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ମାଛକୁଟା ପଞ୍ଚାୟତର ସରପଞ୍ଚ ପ୍ରାର୍ଥୀ ମନୋଜ ସେଠୀ ନିଖୋଜ ହେବାର ୧୨ ଘଣ୍ଟା ପରେ ଉଦ୍ଧାର ହୋଇଛନ୍ତି। ଛେଣ୍ଡିପଦା ପୋଲିସ ବୁଧବାର ମନୋଜଙ୍କୁ ତାଙ୍କ ଶ୍ୱଶୁର ଘରୁ ଉଦ୍ଧାର କରିଛି। ନିର୍ବାଚନରେ ହାରିଯିବା ଭୟରେ…
ସରପଞ୍ଚ ପ୍ରାର୍ଥୀଙ୍କୁ ଅପହରଣ ଅଭିଯୋଗ
ଛେଣ୍ଡିପଦା,୯ା୨(ସ୍ବ.ପ୍ର.):ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ମାଛକୁଟା ପଞ୍ଚାୟତର ସରପଞ୍ଚ ପ୍ରାର୍ଥୀ ମନୋଜ କୁମାର ସେଠୀଙ୍କୁ ଅପହରଣ କରାଯାଇଥିବା ନେଇ ମଙ୍ଗଳବାର ରାତି ୯ଟାରେ ତାଙ୍କ ପରିବାର ଓ ସମର୍ଥକଙ୍କ ପକ୍ଷରୁ ଛେଣ୍ଡିପଦା ଥାନାରେ ଅଭିଯୋଗ କରାଯାଇଛି। ମାଛକୁଟା ପଞ୍ଚାୟତର ସରପଞ୍ଚ ପଦବୀ…
ଦଶମରେ ଅଧିକ ଉପସ୍ଥାନ
ଅନୁଗୋଳ ଅଫିସ, ୮।୨ କୋଭିଡ୍ ସଂକ୍ରମଣ କାରଣରୁ ଦୀର୍ଘଦିନ ବନ୍ଦ ରହିବା ପରେ ସୋମବାରଠାରୁ ଅନୁଗୋଳ ଜିଲାରେ ହାଇସ୍କୁଲଗୁଡ଼ିକ ଖୋଲିଛି। ଫଳରେ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଉତ୍ସାହ ଦେଖାଦେଇଛି। ପ୍ରଥମ ଦିନରେ ଅଷ୍ଟମ, ନବମ ଓ ଦଶମ ଶ୍ରେଣୀରେ ୫୦ ପ୍ରତିଶତରୁ ଅଧିକ…

