ଅନୁଗୋଳ

ବଢ଼ୁଛି ବିଜୟ ବିଶ୍ୱାସ

ବଇଣ୍ଡା,୧୩।୧:  ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନକୁ ନେଇ ଉଷ୍ମ ହେଲାଣି ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀ। ପୂର୍ବରୁ ଆସନ ସଂରକ୍ଷଣ ସରିଥିବା ବେଳେ ଇତିମଧ୍ୟରେ ପ୍ରାର୍ଥତ୍ପତ୍ର ଦାଖଲ ଓ ଭୋଟଗ୍ରହଣ ତାରିଖ ମଧ୍ୟ ଘୋଷଣା ସରିଛି। ତେଣୁ ଏହି ନିର୍ବାଚନମଣ୍ଡଳୀ ଅଧୀନ ୨ ବ୍ଲକ ଅଧ୍ୟକ୍ଷ…

ଆଠମଲ୍ଲିକରେ ଝଡ଼ତୋଫାନ

ଆଠମଲ୍ଲିକ,୧୨।୧(ଡି.ଏନ.ଏ.) – ଅନୁଗୋଳ ଜିଲା ଆଠମଲ୍ଲିକ ଉପଖଣ୍ଡରେ ମଙ୍ଗଳବାର ଅଦିନିଆ ବର୍ଷା ସହ ପ୍ରବଳ ପବନ ଓ କୁଆପଥର ମାଡ଼ ବ୍ୟାପକ କ୍ଷୟକ୍ଷତି ଘଟାଇଛି। ଝଡ଼ତୋଫାନ ଯୋଗୁ ବଇଣ୍ଡା-ଆଠମଲ୍ଲିକ-କିଆକଟା ୬୨ ନମ୍ବର ରାଜ୍ୟ ରାଜପଥର ଯଦୁପୁରଠାରେ ଗଛ ଓ ଇଲେକ୍ଟ୍ରି ଖୁଣ୍ଟ…

ବିଦ୍ୟାଳୟ ଗୃହ ନିର୍ମାଣ ବନ୍ଦ ନିର୍ଦ୍ଦେଶ

ବଇଣ୍ଡା,୧୨।୧(ଡି.ଏନ.ଏ.) – କିଶୋରନଗର ବ୍ଲକ ବଇଣ୍ଡା ରାମଦେଓ ଉଚ୍ଚ ବିଦ୍ୟାଳୟ ଠାରେ ନିର୍ମାଣାଧୀନ ୯ଟି ନୂତନ ଶ୍ରେଣୀଗୃହ କାର୍ଯ୍ୟ ନିମ୍ନମାନର ହେଉଥିବା ସୋମବାର ଅନୁଗୋଳ ଜିଲାପାଳଙ୍କ ଠାରେ ଗ୍ରାମବାସୀ ଅଭିଯୋଗ କରିଥିଲେ। ମଙ୍ଗଳବାର ଉକ୍ତ କାର୍ଯ୍ୟ ଯାଞ୍ଚ ପାଇଁ ବିଭାଗୀୟ ବରିଷ୍ଠ…

ଡକାୟତ ଗ୍ୟାଙ୍ଗ୍‌ର ୭ ଗିରଫ

ଅନୁଗୋଳ ଅଫିସ/ ଛେଣ୍ଡିପଦା,୧୨।୧ – ଅନୁଗୋଳ ଜିଲାକୁ ଡକାୟତି ପାଇଁ ଆସୁଥିବା ଏକ ଗ୍ୟାଙ୍ଗର ୭ ଜଣଙ୍କୁ ଅନୁଗୋଳ ସ୍ପେଶାଲ୍‌ ସ୍କ୍ବାଡ୍‌ ସୋମବାର ବିଳମ୍ବିତ ରାତିରେ ଧରିବାରେ ସଫଳ ହୋଇଛି। ସେମାନଙ୍କଠାରୁ ବନ୍ଧୁକ, ଗୁଳି ଓ ୩୧ ହଜାରରୁ ଅଧିକ ଟଙ୍କା…

ଖୁବ୍‌ଶୀଘ୍ର କାର୍ଯ୍ୟକ୍ଷମ ହେବ କୋଭିଡ୍‌ ହସ୍ପିଟାଲ

ଅନୁଗୋଳ ଅଫିସ,୧୧।୧ ଅନୁଗୋଳ ଜିଲାରେ କୋଭିଡ୍‌ ସଂକ୍ରମଣ ବଢ଼ୁଛି। ତେଣୁ ଜିଲାରେ ଥିବା କୋଭିଡ୍‌ ହସ୍ପିଟାଲଗୁଡ଼ିକ ସୁରୁଖୁରୁରେ ଚାଲିବା ନିମନ୍ତେ ସୋମବାର ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ତାଳଚେର କୋଭିଡ୍‌ ହସ୍ପିଟାଲରେ ସମସ୍ତ…

ରାସ୍ତାରେ ସ୍ବାମୀ, ଝିଅଙ୍କୁ ଛାଡ଼ି ମହିଳା ଫେରାର

ଅନୁଗୋଳ ଅଫିସ,୧୧।୧- ସ୍ବାମୀ, ଝିଅଙ୍କ ସହ ବାପଘରକୁ ଯାଉଥିବା ଜଣେ ମହିଳା କୌଶଳକ୍ରମେ ସେମାନଙ୍କୁ ଛାଡ଼ି ସମ୍ପର୍କୀୟ ଭିଣୋଇଙ୍କ ସହ ଫେରାର ହୋଇଯିବା ଅନୁଗୋଳ ଜିଲାରେ ସୋମବାର ଚର୍ଚ୍ଚାର ବିଷୟ ହୋଇଛି। ସୂଚନା ଅନୁଯାୟୀ, ସମ୍ପୃକ୍ତା ମହିଳା ୬ ମାସ ପୂର୍ବରୁ…

ବୁଷ୍ଟର ଡୋଜ୍‌ ପ୍ରଦାନରେ ଅବ୍ୟବସ୍ଥା

ଅନୁଗୋଳ ଅଫିସ,୧୧।୧ କୋଭିଡ୍‌ ସଂକ୍ରମଣ ଦ୍ରୁତଗତିରେ ମାଡ଼ୁଥିବା ବେଳେ ସୋମବାରଠାରୁ ସ୍ବାସ୍ଥ୍ୟକର୍ମୀ, ସମ୍ମୁଖ ଯୋଦ୍ଧା ଓ ୬୦ ବର୍ଷରୁ ଊର୍ଦ୍ଧ୍ୱ ବହୁବିଧ ରୋଗରେ ପୀଡ଼ିତଙ୍କୁ ବୁଷ୍ଟର ଡୋଜ୍‌ ପ୍ରଦାନ ଆରମ୍ଭ ହୋଇଛି। ଅନୁଗୋଳ ଜିଲାରେ ଏଥିପାଇଁ ମୋଟ୍‌ ୪୪ଟି କେନ୍ଦ୍ର କରାଯାଇଥିବା…

୧୪ ଦିନରେ ୧୨ ସ୍ଥାନରୁ ଚୋରି

ବଇଣ୍ଡା,୧୦।୧(ଡି.ଏନ.ଏ.): ଅନୁଗୋଳ ଜିଲା ହଣ୍ଡପା ଥାନା ଅଞ୍ଚଳରେ ବଢ଼ୁଛି ଚୋରି। ଠିକ୍‌ ଭାବେ ପାଟ୍ରୋଲିଂ କରାଯାଉ ନ ଥିବାରୁ ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ବ୍ୟବସାୟିକ ପ୍ରତିଷ୍ଠାନ, ବ୍ୟାଙ୍କ ଆଦିକୁ ଟାର୍ଗେଟ୍‌ କରୁଥିବା ଅଭିଯୋଗ ହେଉଛି। ଗତ ୧୪ ଦିନ ମଧ୍ୟରେ ୧୨ଟି…

ଦିନକରେ ୫୫ ପଜିଟିଭ୍‌, ଅନୁଗୋଳରେ ଛନକା

ଅନୁଗୋଳ ଅଫିସ,୯।୧: ଦୀର୍ଘଦିନ ପରେ କରୋନା ସଂକ୍ରମିତଙ୍କୁ ନେଇ ଅନୁଗୋଳ ଜିଲାରେ ବଢ଼ିଛି ଚିନ୍ତା। ଶନିବାର ଏକାବେଳେ ଜିଲାରୁ ୫୫ ଜଣ ପଜିଟିଭ୍‌ ଚିହ୍ନଟ ହେବା ଲୋକଙ୍କ ମଧ୍ୟରେ ଛନକା ପୂରାଇଦେଇଛି। ପୂର୍ବରୁ ଜିଲାକୁ ଓମିକ୍ରନ ପ୍ରଜାତି ଛୁଇଁସାରିଥିବା ବେଳେ ଏବେ ହଠାତ୍‌…

୮ ବ୍ଲକରୁ ୪ଟିରେ ମହିଳା

ଅନୁଗୋଳ ଅଫିସ, ୮।୧ ଅନୁଗୋଳ ଜିଲାର ସମସ୍ତ ପଞ୍ଚାୟତ ସମିତି ଅଧ୍ୟକ୍ଷ, ସମିତି ସଭ୍ୟ ଓ ସରପଞ୍ଚ ପଦବୀର ଚୂଡ଼ାନ୍ତ ସଂରକ୍ଷଣ ତାଲିକା ଜିଲା ପ୍ରଶାସନ ପକ୍ଷରୁ ପ୍ରକାଶ କରାଯାଇଛି। ଜିଲାର ମୋଟ୍‌ ୮ଟି ପଞ୍ଚାୟତ ସମିତି ଅଧ୍ୟକ୍ଷ ପଦ ମଧ୍ୟରୁ…

ସମ୍ପତ୍ତି ବାଜ୍ୟାପ୍ତି ଲଟ୍‌କା ଲଗାଇଲା ପୋଲିସ

ଛେଣ୍ଡିପଦା,୭ ।୧ (ସ୍ବ.ପ୍ର.)- ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ଶିମିଳିପାଳ ପଞ୍ଚାୟତ ସାପୋଇନାଳି ଗ୍ରାମର ଗଞ୍ଜେଇ ମାଫିଆ ଚିତ୍ତରଞ୍ଜନ ସାହୁ ଓରଫ ପିଣ୍ଟୁ ଏବଂ ତାଙ୍କ ପରିବାର ନାମରେ ଥିବା ମୋଟ୍‌ ୧ କୋଟି ୭୩ ଲକ୍ଷ ୨୯ ହଜାର ୪୯୭…

ଆଜିଠାରୁ ରାତି ୯ରୁ କର୍ଫୁ

ଅନୁଗୋଳ ଅଫିସ,୭।୧- ରାଜ୍ୟରେ କରୋନା ସଂକ୍ରମଣ ଦ୍ରୁତଗତିରେ ବୃଦ୍ଧି ପାଉଥିବାରୁ ରାଜ୍ୟ ସରକାର ୭ ତାରିଖରୁ ସମସ୍ତ ସହରାଞ୍ଚଳରେ ରାତି ୯ଟାରୁ କର୍ଫୁ ଲଗାଇବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ କୋଭିଡ୍‌ କଟକଣାକୁ ଅଧିକ କଡ଼ାକଡ଼ି କରିବାକୁ କହିଛନ୍ତି। ତଦନୁଯାୟୀ ଅନୁଗୋଳ ଜିଲାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri