ଅବକାରୀ ବିଭାଗ ହାତ ଖାଲି
ଅନୁଗୋଳ ଅଫିସ,୭ା୨: ଅନୁଗୋଳ ଉପକଣ୍ଠ ରାଣୀଗୁଡ଼ାର ନକଲି ମଦ ମାଫିଆ ଜୟପ୍ରକାଶ ଗୁପ୍ତାଙ୍କ ଘରେ ଚଢ଼ାଉ କରିବାର ୩୬ ଘଣ୍ଟା ବିତିଯାଇଥିଲେ ମଧ୍ୟ ଅବକାରୀ ବିଭାଗର ହାତ ଖାଲି ରହିଛି। ଚଢ଼ାଉ ପୂର୍ବରୁ ପରିବାର ସହ ଫେରାର ହୋଇଯାଇଥିବା ଜୟପ୍ରକାଶଙ୍କୁ ଏଯାଏ…
କୁଟୁରା ଶିକାର, ୧୨ ଗିରଫ
କଣିହାଁ,୭ା୨(ଡି.ଏନ.ଏ.): ଅନୁଗୋଳ ଜିଲା କଣିହାଁ ବନାଞ୍ଚଳ ତରଫରୁ କୁଟୁରା ଶିକାର ଅଭିଯୋଗରେ ୧୨ ଜଣଙ୍କୁ ଗିରଫ ପରେ ଶନିବାର ରାତିରେ କୋର୍ଟ ଚାଲାଣ କରାଯାଇଛି। ରେଞ୍ଜ ଅଫିସର ନୀଳମଣି ଦେହୁରୀ କହିଛନ୍ତି, ରେଙ୍ଗାଳି ଫରେଷ୍ଟ ସେକ୍ସନର ବିରୁପାଳ ସଂରକ୍ଷିତ ଜଙ୍ଗଲରେ ଶନିବାର…
ମାଂସ ଖାଇବାକୁ ବସିଥିଲେ, ବାନ୍ଧିଲା ପୋଲିସ
କଣିହାଁ,୬।୨,(ଡି.ଏନ.ଏ.): ଅନୁଗୋଳ ଜିଲା କଣିହାଁ ବନାଞ୍ଚଳ ତରଫରୁ କୁଟୁରା ଶିକାର ଅଭିଯୋଗରେ ୧୨ ଜଣଙ୍କୁ ଗିରଫ କରି ଶନିବାର ରାତିରେ କୋର୍ଟଚାଲାଣ କରାଯାଇଛି। ରେଞ୍ଜ ଅଫିସର ନୀଳମଣି ଦେହୁରୀଙ୍କ ସୂଚନାରୁ ଜଣାଯାଏ ରେଙ୍ଗାଳି ଫରେଷ୍ଟ ସେକ୍ସନର ବିରୁପାଳ ସଂରକ୍ଷିତ ଜଙ୍ଗଲରେ ଶନିବାର…
ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଲେ ବିଧାୟକ
ବଇଣ୍ଡା, ୬ା୨(ଡି.ଏନ୍.ଏ.) ଅନୁଗୋଳ ଜିଲା କିଶୋରନଗର ବ୍ଲକ ବଇଣ୍ଡା ୧୩ନଂ. ଜୋନ୍ରୁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ବିଜେଡି ପ୍ରାର୍ଥୀ ବିଷ୍ଣୁପ୍ରିୟା ପ୍ରଧାନ ଶନିବାରଠାରୁ ପ୍ରଚାର ଜୋର୍ଦାର କରିଛନ୍ତି। ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ, ପର୍ଯ୍ୟବେକ୍ଷକ ନଳିନୀକାନ୍ତ ପ୍ରଧାନ ଦଳୀୟ ପ୍ରାର୍ଥୀଙ୍କ ପାଇଁ…
ଅନୁଗୋଳରେ ନକଲି ବିଦେଶୀ ମଦ ସାମ୍ରାଜ୍ୟ
ଅନୁଗୋଳ ଅଫିସ, ୬ା୨: ଅନୁଗୋଳ ସହର ଉପକଣ୍ଠ ରାଣୀଗୁଡ଼ାରୁ ମିଳିଛି ନକଲି ବିଦେଶୀ ମଦ ବ୍ୟବସାୟର ଲିଙ୍କ୍। ଶନିବାର ଅବକାରୀ ବିଭାଗ ଓ କଟକ ଫ୍ଲାଇଂ ସ୍କ୍ବାର୍ଡ ମିଳିତ ଭାବେ ଚଢ଼ାଉ କରି ଏକ ଭଡ଼ାଘରୁ ୧୦୦ରୁ ଊର୍ଦ୍ଧ ବସ୍ତା ମଦବୋତଲ…
ପ୍ରାର୍ଥୀଙ୍କ ପାଇଁ ବିଧାୟକଙ୍କ ପ୍ରଚାର
କଣିହାଁ/ ଅନୁଗୋଳ ଅଫିସ,୫ ।୨ କଣିହାଁ ବ୍ଲକ ୧୦ ନମ୍ବର ଜିଲା ପରିଷଦ ଜୋନ୍ ବିଜେଡି ପ୍ରାର୍ଥୀଙ୍କ ପାଇଁ ଶୁକ୍ରବାର ପ୍ରଚାର ଆରମ୍ଭ କରିଛନ୍ତି ପାଲଲହଡ଼ା ବିଧାୟକ ମୁକେଶ କୁମାର ପାଳ। ବିଧାୟକ ପ୍ରଥମେ କର୍ଣ୍ଣପାଳ ପଞ୍ଚାୟତର ମା’ ଲୁଧୁଣୀ ମନ୍ଦିରଠାରେ…
ବଅଁରପାଳରେ ଭଲ ପ୍ରଦର୍ଶନ ଆଶା
ବଅଁରପାଳ, ୫ ।୨(ଡି.ଏନ୍.ଏ.) ପାଖେଇ ଆସୁଛି ପଞ୍ଚାୟତ ନିର୍ବାଚନ ମତଦାନ ତାରିଖ। ପ୍ରଥମ ପର୍ଯ୍ୟାୟ ଭୋଟଗ୍ରହଣକୁ ଆଉ ଦିନ କେଇଟା ବାକି ଥିବାବେଳେ ସରଗରମ ହୋଇଉଠିଛି ଗ୍ରାମାଞ୍ଚଳ ରାଜନୀତି। ସରପଞ୍ଚ, ସମିତି ସଭ୍ୟ ଓ ଓ୍ବାର୍ଡସଭ୍ୟ ପ୍ରାର୍ଥୀମାନେ ସମର୍ଥକଙ୍କ ସହ ଘର…
କୁଆପଥର ବର୍ଷା, ଫସଲ ହାନି
ଛେଣ୍ଡିପଦା,୫ ।୨(ସ୍ବ.ପ୍ର.) ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକର ବିଭିନ୍ନ ସ୍ଥାନରେ ଶୁକ୍ରବାର ଅପରାହ୍ନ ୩ଟାରେ ଅଦିନିଆ ଝଡ଼ବର୍ଷା ସହ ପ୍ରବଳ କୁଆପଥର ମାଡ଼ ହୋଇଥିଲା। ଫଳରେ ପାତ୍ରପଡା, ବସନ୍ତପୁର, ବ୍ରାହ୍ମଣବିଲ ଆଦି ଅଞ୍ଚଳରେ ଟମାଟୋ, ଲଙ୍କା ଆଦି ପରିବା ଫସଲ ନଷ୍ଟ…
ପ୍ରାରମ୍ଭିକ ଚିକିତ୍ସା ଉପରେ ଗୁରୁତ୍ୱ
ଅନୁଗୋଳ ଅଫିସ, ୫।୨ ଅନୁଗୋଳସ୍ଥିତ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର ଲିମିଟେଡ୍ (ଜେଏସ୍ପିଏଲ୍)ର ସାମାଜିକ ଦାୟିତ୍ୱବୋଧ ଶାଖା ରୂପେ କାର୍ଯ୍ୟ କରୁଥିବା ଜେଏସ୍ପିଏଲ୍ ଫାଉଣ୍ଡେଶନ ପକ୍ଷରୁ ଶୁକ୍ରବାର ବିଶ୍ୱ କର୍କଟ ଦିବସ ପ୍ରକଳ୍ପ ପାର୍ଶ୍ୱବର୍ତ୍ତୀ ଗ୍ରାମରେ ପାଳିତ ହୋଇଯାଇଛି। ଜେଏସ୍ପିଏଲ୍ ଅନୁଗୋଳର…
ଭୋଟ ବର୍ଜନ ଚେତାବନୀ ଦେଲେ ମହିଳା
କଣିହାଁ/ ପବିତ୍ରନଗର, ୨।୨(ଡି.ଏନ.ଏ.) ଗାଁକୁ ନାହିଁ ସବୁଦିନିଆ ରାସ୍ତା। ବର୍ଷତମାମ ଯାତାୟାତରେ ନାହିଁ ନ ଥିବା ସମସ୍ୟା ଭୋଗୁଛନ୍ତି ଅଞ୍ଚଳବାସୀ। ପିଇବା ପାଇଁ ବିଶୁଦ୍ଧ ପାଣି ସାତସପନ ହୋଇଛି। ନିର୍ବାଚନ ଆସିଲେ ନେତାମାନେ ଆସୁଛନ୍ତି। ପୁଳା ପୁଳା ପ୍ରତିଶ୍ରୁତି ଦେଉଛନ୍ତି। ହେଲେ…
ପୌର ନିର୍ବାଚନ ଲାଗି ଓ୍ବାର୍ଡ ସଂରକ୍ଷଣ
ଅନୁଗୋଳ ଅଫିସ,୩ା୨: ପଞ୍ଚାୟତ ନିର୍ବାଚନ ପରେ ହେବାକୁ ଥିବା ପୌର ନିର୍ବାଚନ ପାଇଁ ବୁଧବାର ଓ୍ବାର୍ଡ ସଂରକ୍ଷଣ ତାଲିକା ପ୍ରକାଶ ପାଇଛି। ଅନୁଗୋଳ ଜିଲାରେ ଥିବା ଅନୁଗୋଳ ପୌର ପରିଷଦର ମୋଟ୍ ୨୩ ଓ୍ବାର୍ଡ ମଧ୍ୟରୁ ୧୩ଟି ସଂରକ୍ଷିତ ରହିଥିବା ବେଳେ…
ଆଠମଲ୍ଲିକରେ ହେବ କଡ଼ା ଟକ୍କର
ବଇଣ୍ଡା,୩ା୨(ଡି.ଏନ.ଏ.) ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପାଖେଇ ଆସୁଛି ଭୋଟଗ୍ରହଣ ତାରିଖ। ଆଉ ଅଳ୍ପଦିନ ପରେ ହେବ ପ୍ରାର୍ଥୀମାନଙ୍କ ଭାଗ୍ୟ ପରୀକ୍ଷା। ତେଣୁ ଅଧିକରୁ ଅଧିକ ମତଦାତାଙ୍କ ନିକଟରେ ପହଞ୍ଚିବା ଓ ସେମାନଙ୍କ ସମର୍ଥନ ହାସଲ ପାଇଁ ଏବେ ଦିନରାତି ଏକ୍…

