ଅନୁଗୋଳ

୪୨ ବର୍ଷରେ ନାଲ୍‌କୋ ଆଜି ପ୍ରତିଷ୍ଠା ଦିବସ

ବଅଁରପାଳ,୭।୧(ଡି.ଏନ.ଏ.)- ଅନୁଗୋଳ ଜିଲାରେ ଥିବା ନବରତ୍ନ ମାନ୍ୟତାପ୍ରାପ୍ତ ରାଷ୍ଟ୍ରାୟତ ଉଦ୍ୟୋଗ ନାଲ୍‌କୋ ଶୁକ୍ରବାର ଏହାର ପ୍ରତିଷ୍ଠା ଦିବସ ପାଳନ କରିବାକୁ ଯାଉଛି। ଚଳିତ ବର୍ଷ କମ୍ପାନୀ ୪୨ ବର୍ଷରେ ପଦାର୍ପଣ କରିଛି। ଆଲୁମିନିୟମ ଶିଳ୍ପ କ୍ଷେତ୍ରରେ ବହୁ ସୁନାମ ଅର୍ଜନ କରିଥିବା…

ପ୍ରଥମ ଦିନରେ ୩୪୭୭ଙ୍କୁ ଟିକା

ଅନୁଗୋଳ ଅଫିସ,୪ ।୨ ଅନୁଗୋଳ ଜିଲାରେ ସୋମବାରଠାରୁ ୧୫ରୁ ୧୮ ବର୍ଷର ପିଲାଙ୍କ ଟିକାକରଣ ଆରମ୍ଭ ହୋଇଛି। ଜିଲା ପ୍ରଶାସନ ପକ୍ଷରୁ ମୋଟ୍‌ ୨୪ଟି ଟିକାକରଣ କେନ୍ଦ୍ର କରାଯାଇଥିବାବେଳେ ପ୍ରଥମ ଦିନରେ ୩୪୭୭ ଜଣଙ୍କୁ ଟିକା ପ୍ରଦାନ କରାଯାଇଛି। ପୂର୍ବ ପ୍ରସ୍ତୁତି…

୨୪ କେନ୍ଦ୍ରରେ ଆଜିଠୁ ପିଲାଙ୍କୁ ଟିକା

ଅନୁଗୋଳ ଅଫିସ,୩ା୧:  ୧୫ରୁ ୧୮ ବର୍ଷ ବୟସର ପିଲାଙ୍କ କୋଭିଡ୍‌ ଟିକାକରଣ ସୋମବାରଠାରୁ ଆରମ୍ଭ ହେବ। ଏଥିପାଇଁ ଅନୁଗୋଳ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଟିକାକରଣକୁ ଶୃଙ୍ଖଳିତ ଭାବେ ପରିଚାଳନା ନିମନ୍ତେ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କ…

ଅନୁଗୋଳ ଛୁଇଁଲା ଓମିକ୍ରନ

ଅନୁଗୋଳ ଅଫିସ,୩ା୧: ଅନୁଗୋଳ ଜିଲାରେ ପ୍ରବେଶ କରିସାରିଛି ମାରାତ୍ମକ କୋଭିଡ୍‌ ଭୂତାଣୁ ଓମିକ୍ରନ। ପୂର୍ବରୁ ଜିଲାରେ ଚିହ୍ନଟ ହୋଇଥିବା ୨ କରୋନା ଆକ୍ରାନ୍ତଙ୍କ ନମୁନା ଅଧିକ ପରୀକ୍ଷଣ ବେଳେ ସେମାନଙ୍କଠାରେ ଏହି ଓମିକ୍ରନ ପ୍ରଜାତିର ଭୂତାଣୁ ଥିବା ରବିବାର ଜଣାପଡ଼ିଛି। ଏହାକୁ…

ମରାମତି ହେଉନି ରାସ୍ତା

କଣିହାଁ,୨।୧(ଡି.ଏନ.ଏ.) କଣିହାଁ ବ୍ଲକ ବଡ଼ଗୁଣ୍ଡୁରୀ ପଞ୍ଚାୟତ ବଡ଼ହୀରା ଗାଁର କଂକ୍ରିଟ ରାସ୍ତା ଦୀର୍ଘଦିନ ହେବ ଫାଟିଯାଇଛି। ଏହି ରାସ୍ତା ଦେଇ ଦୈନିକ ଅନେକ ଭାରୀଯାନ ଯାଉଥିବା ବେଳେ ଛେଣ୍ଡିପଦା ବ୍ଲକର ବହୁ ଅଞ୍ଚଳବାସୀ ଏହା ଉପରେ ନିର୍ଭର କରନ୍ତି। ଜିଲା ଖଣିଜ ପାଣ୍ଠି…

ଦୋକାନ ଭିତରକୁ ପଶିଗଲା ଟ୍ୟାଙ୍କର

ପବିତ୍ରନଗର,୧ା୧ (ଡି.ଏନ.ଏ.): କଣିହାଁ ବ୍ଲକ ସମଲ ଥାନା ଗହମଠାରେ ଶୁକ୍ରବାର ସକାଳେ ଏକ ଟ୍ୟାଙ୍କର (ନଂ. ଏମଏଚ୪୮ଏଜି-୨୬୮୯) ଭାରସାମ୍ୟ ହରାଇ ୨ଟି ଦୋକାନ ଭିତରକୁ ପଶିଯାଇଛି। ଖମାରଆଡୁ ତାଳଚେର ଅଭିମୁଖେ ଯାଉଥିବା ଉକ୍ତ ଟ୍ୟାଙ୍କର ଗହମ ଗ୍ରାମ ବର ଛକ ବୁଲାଣିଠାରେ…

ଦୁର୍ବୃତ୍ତଙ୍କ ପତ୍ତା ପାଉନି ପୋଲିସ

ବଇଣ୍ଡା,୨୯।୧୨(ଡି.ଏନ.ଏ.) କିଶୋରନଗର ବ୍ଲକ ହଣ୍ଡପା, ଲୁହାମୁଣ୍ଡା, ତୁରୁଡା ଗ୍ରାମରୁ ରବିବାର ଓ ସୋମବାର ୨ ଦିନରେ ୧୦ଟି ସ୍ଥାନରୁ ଚୋରି ହୋଇଛି। ଏ ନେଇ ଥାନାରେ ଅଭିଯୋଗ ହୋଇଛି। ସାଇଣ୍ଟିଫିକ୍‌ ଟିମ୍‌ ସହ ସନ୍ଧାନୀ କୁକୁର ସହାୟତାରେ ପୋଲିସ ପକ୍ଷରୁ ତଦନ୍ତ…

ରାତିକରେ ୯ ସ୍ଥାନରୁ ଚୋରି

ବଇଣ୍ଡା,୨୮ା୧୨(ଡି.ଏନ.ଏ.) ଅନୁଗୋଳ ଜିଲା ହଣ୍ଡପା ଓ କିଶୋରନଗର ଥାନା ଅଞ୍ଚଳରେ ବଢ଼ୁଛି ଆପରାଧିକ କାର୍ଯ୍ୟକଳାପ। ପୋଲିସ ଠିକ୍‌ ଭାବେ ପାଟ୍ରୋଲିଂ କରୁ ନ ଥିବାରୁ ଚୋରି, ଡକାୟତି, ଲୁଟ୍‌ ଆଦି ବଢ଼ିବାରେ ଲାଗିଛି। ରବିବାର ରାତିରେ ଏହି ଥାନା ଅଞ୍ଚଳର ୯ଟି…

ଧାର୍ଯ୍ୟଲକ୍ଷ୍ୟ ପୂରଣ ନେଇ ଆଶଙ୍କା

ବଅଁରପାଳ,୨୭।୧୨(ଡି.ଏନ.ଏ.)  ଡିସେମ୍ବରରୁ ଏପ୍ରିଲ ରବି ଋତୁର ମାସେ ଶେଷ ହେବାକୁ ବସିଲାଣି। ହେଲେ ଅନୁଗୋଳ କୃଷି ଜିଲା ଅନ୍ତର୍ଗତ ଅନୁଗୋଳ ବ୍ଲକର ଚାଷୀମାନଙ୍କୁ ଆବଶ୍ୟକତା ଅନୁଯାୟୀ ବିହନ ମିଳିପାରୁ ନାହିଁ। ଫଳରେ ଚଳିତ ଋତୁକୁ ନେଇ କୃଷି ବିଭାଗ ପକ୍ଷରୁ ରଖାଯାଇଥିବା ଧାର୍ଯ୍ୟଲକ୍ଷ୍ୟ…

୩ ମାସରେ ୪ ହାତୀଙ୍କ ମୃତ୍ୟୁ

ପାଲଲହଡ଼ା,୨୬ା୧୨(ଡି.ଏନ.ଏ.) ଅନୁଗୋଳ ଜିଲାରେ ହାତୀ ମୃତ୍ୟୁ ଘଟଣା ବଢ଼ିବାରେ ଲାଗିଛି। କେତେବେଳେ ବିଦ୍ୟୁତ୍‌ ଆଘାତରେ ଗଜରାଜଙ୍କ ଜୀବନ ଯାଉଛି ତ ଆଉ କେବେ ଆବଶ୍ୟକ ଚିକିତ୍ସା ଅଭାବରୁ ଆହତ ହାତୀ ମୃତ୍ୟୁମୁଖରେ ପଡ଼ୁଛି। ଦେବଗଡ଼ ବନଖଣ୍ଡ ଅଧୀନ ପାଲଲହଡ଼ା ଉପଖଣ୍ଡରେ ଥିବା ପାଲଲହଡା…

ଠକ ଦମ୍ପତିଙ୍କ ଟଙ୍କା, ସୁନା ଜବତ

ଅନୁଗୋଳ ଅଫିସ, ୨୩।୧୨: ଅନୁଗୋଳର କେତେଜଣ ଯୁବକଙ୍କୁ ଏକ କମ୍ପାନୀରେ ଚାକିରି ଦେବାର ଲୋଭ ଦେଖାଇ ଲକ୍ଷାଧିକ ଟଙ୍କା ଠକେଇ କରିଥିବା ଅଭିଯୋଗରେ ଗିରଫ ହୋଇଥିବା ଦମ୍ପତି ଚୈତାଳୀ ମୁଖାର୍ଜୀ ଓ ମୃଙ୍ଗାଗ୍‌ ଗୁପ୍ତାଙ୍କ ବ୍ୟାଙ୍କ ଆକାଉଣ୍ଟରେ ଥିବା ଟଙ୍କା ଓ ସୁନା…

ପୋଲିସବାବୁଙ୍କ ଚୌକିରେ ପରିସ୍ରା

ଛେଣ୍ଡିପଦା,୨୩।୧୨(ସ୍ବ.ପ୍ର.) ତହସିଲ ପ୍ରଶାସନ ଅଭିଯୋଗ ନ ରଖିବାରୁ ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ବାଗଡିଆ ଫାଣ୍ଡିରେ ପଶି ଉନ୍ମତ୍ତକାଣ୍ଡ ଭିଆଇଛନ୍ତି ଖମାର ଗଁାର ଭାସ୍କର ସାହୁ। ବ୍ୟାପକ ଭଙ୍ଗାରୁଜା କରିବା ସହ ପୋଲିସ ବାବୁଙ୍କ ଚୌକିରେ ପରିସ୍ରା କରିଛନ୍ତି। ପୋଲିସ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri