ଅନୁଗୋଳ

ଅବ୍ୟବସ୍ଥା, ଅସୁରକ୍ଷିତ

ଅନୁଗୋଳ ଅଫିସ, ୧୭ା୧୨:  ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନେଇ ବିବାଦର ଶେଷ ହେଉନାହିଁ। ବିଭିନ୍ନ ଅବ୍ୟବସ୍ଥା ଲାଗିରହିଥିବାବେଳେ ଗୁରୁବାର ସକାଳେ ନିର୍ମାଣାଧୀନ ଆଇସିୟୁ ବିଲ୍ଡିଂ ଛାତରୁ ଖସି ବଅଁରପାଳ ଥାନା ଗୋତମରା ଗ୍ରାମର ପଦ୍ମଚରଣ ବିଶ୍ୱାଳଙ୍କ ପୁଅ ଚିକୁନ ବିଶ୍ୱାଳ(୨୧)ଙ୍କ…

ଭୋଟ ବର୍ଜନ ନିଷ୍ପତ୍ତି

ଛେଣ୍ଡିପଦା,୧୪।୧୨(ସ୍ବ.ପ୍ର.) ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ବରପଦା ପଞ୍ଚାୟତ ଗୋପୀବଲ୍ଲଭପୁର ମୌଜା କୋଇଲା ଖଣି ଅଞ୍ଚଳ ହୋଇଥିବାରୁ ସରକାରଙ୍କ ଉନ୍ନୟନମୂଳକ କାର୍ଯ୍ୟ ଏଠାରେ କାର୍ଯ୍ୟକାରୀ ହେଉ ନ ଥିବା ନେଇ ଗ୍ରାମବାସୀ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି। ବାରମ୍ବାର ଏ ନେଇ…

ବେଗ ଉପରେ ଲାଗୁନି ବ୍ରେକ୍‌

ଅନୁଗୋଳ ଅଫିସ, ୧୩।୧୨: ସହର, ବଜାର କିମ୍ବା କଲୋନୀ ଅଞ୍ଚଳ ରାସ୍ତାରେ ଦ୍ରୁତଗତିରେ ଗାଡ଼ି ଚାଳନା ଉପରେ କଟକଣା ରହିଛି। ଏପରି କି ଡାକ୍ତରଖାନା, ସ୍କୁଲ ନିକଟରେ ଉଚ୍ଚଶବ୍ଦରେ ହର୍ନକୁ ମଧ୍ୟ ବାରଣ କରାଯାଇଛି। ଏହାର ଉଲ୍ଲଂଘନ ହେଲେ ପୋଲିସ କାର୍ଯ୍ୟାନୁଷ୍ଠାନ…

‘ପର୍ବତରୁ ମିଳେ ୮୦% ଖାଦ୍ୟ’

ଅନୁଗୋଳ ଅଫିସ, ୧୨।୧୨: ଅନୁଗୋଳ ଜିଲା କନ୍ତପଡ଼ା ପଞ୍ଚାୟତ ଜୈବ ବିବିଧତା ପରିଚାଳନା ସମିତି ଏବଂ ପ୍ରକୃତି ପରିବେଶ ଓ ବନ୍ୟଜୀବନ ସମିତି ଆନୁକୂଲ୍ୟରେ ଶନିବାର ଅନ୍ତର୍ଜାତୀୟ ପର୍ବତ ଦିବସ ପାଳିତ ହୋଇଯାଇଛି। ସ୍ଥାନୀୟ ହାଇସ୍କୁଲରେ ସଚେତନତା ସଭା, ପ୍ରବନ୍ଧ, ବକ୍ତୃତା ଓ…

ଜଙ୍ଗଲ ଛାଡ଼ି ଜନବସତିରେ ହାତୀ

ବଅଁରପାଳ, ୧୨।୧୨(ଡି.ଏନ୍‌.ଏ.)  ଜଙ୍ଗଲରେ ମିଳୁନି ପର୍ଯ୍ୟାପ୍ତ ଖାଦ୍ୟ କି ପୂରୁନି ପେଟ। ଫଳରେ ବନାଞ୍ଚଳ ଛାଡ଼ି ଏବେ ଜନବସତିରେ ଇତଃସ୍ତତଃ ହୋଇ ବୁଲୁଛନ୍ତି ବଣୁଆ ହାତୀ। ଖାଦ୍ୟ ଅନ୍ବେଷଣରେ ବାଡ଼ି ବଗିଚାରେ ପଶୁଛନ୍ତି। ଯେତିକି ଖାଉନାହାନ୍ତି, ତାହାଠାରୁ ଅଧିକ ଦଳିଚକଟି ନଷ୍ଟ କରିଦେଉଛନ୍ତି।…

ଜନ୍ମମାଟିରେ ଜଳିଲା ଯବାନ ରାଣାପ୍ରତାପଙ୍କ ଜୁଇ

ଅନୁଗୋଳ ଅଫିସ,୧୧ା୧୨: ତାମିଲନାଡୁର କୁନ୍ନୁରରେ ହେଲିକପ୍ଟର ଦୁର୍ଘଟଣାରେ ପ୍ରାଣ ହରାଇଥିବା ବୀର ଯବାନ ରାଣାପ୍ରତାପ ଦାସଙ୍କ ଜୁଇ ତାଙ୍କ ଜନ୍ମମାଟି କୃଷ୍ଣଚନ୍ଦ୍ରପୁର ଗାଁରେ ଜଳିଛି। ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଜନ୍ମମାଟିରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ବୀର ରାଣାଙ୍କୁ ତାଙ୍କ ପୁତୁରା…

ଛେଣ୍ଡିପଦାରେ ବିଭିନ୍ନ ପ୍ରକଳ୍ପର ତଦାରଖ

ଛେଣ୍ଡିପଦା, ୧୦ା୧୨(ସ୍ବ.ପ୍ର.)- ଅନୁଗୋଳ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ଗୁରୁବାର ଛେଣ୍ଡିପଦା ବ୍ଲକର ବିଭିନ୍ନ ପଞ୍ଚାୟତ ଗସ୍ତରେ ଯାଇ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଜିଲାପାଳ ପ୍ରଥମେ ଛେଣ୍ଡିପଦା ସଦର ମହକୁମାରେ ପହଞ୍ଚି ବରପଦା ଉଚ୍ଚ ବିଦ୍ୟାଳୟରେ ଚାଲିଥିବା ସ୍ମାର୍ଟ କ୍ଲାସରୁମ୍‌…

ପିଣ୍ଟୁଙ୍କ ଘରେ ଲଟ୍‌କା ଜାରି କଲା ପୋଲିସ

ଛେଣ୍ଡିପଦା,୯।୧୨(ସ୍ବ.ପ୍ର.)  ଛେଣ୍ଡିପଦା ଥାନା ଶିମିଳିପାଳ ପଞ୍ଚାୟତ ସାପୋଇନାଳି ଗ୍ରାମର ଚିତ୍ତରଞ୍ଜନ ସାହୁ ଓରଫ ପିଣ୍ଟୁଙ୍କ ଘର କାନ୍ଥରେ ପୋଲିସ ୫ ଜଣଙ୍କ ନାମରେ ଲଟ୍‌କା ଜାରି କରିଛି। ଘଟଣାରୁ ଜଣାପଡ଼ିଛି, ବେଆଇନ ଗଞ୍ଜେଇ କାରବାର ଅଭିଯୋଗରେ ଗତ ନଭେମ୍ବର ୨୬ରେ ପୋଲିସ ପିଣ୍ଟୁଙ୍କ…

ହେଲିକପ୍ଟର ଦୁର୍ଘଟଣାରେ ବିପିନ ରାଓ୍ବତଙ୍କ ସହ ଥିଲେ ଜଣେ ଓଡ଼ିଆ ପୁଅ

ଅନୁଗୋଳ ଅଫିସ,୯ା୧୨: ତାମିଲନାଡୁରେ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏଥିରେ ପ୍ରାଣ ହରାଇଥିବା ଯବାନଙ୍କ ମଧ୍ୟରେ ରହିଛନ୍ତି ଜଣେ ଓଡ଼ିଆ ଯବାନ। ସହିଦ ଯବାନ ତାଳଚେର କଣ୍ଢାଳ ପଞ୍ଚାୟତ କୃଷ୍ଣଚନ୍ଦ୍ରପୁର ଗାଁର ଶ୍ରୀବତ୍ସ ଦାସଙ୍କ ପୁଅ ରାଣାପ୍ରତାପ ଦାସ। ଯାହାଙ୍କ ଦେହାନ୍ତରେ…

ଆଖୁ ଖାଇବାକୁ ଆସି ଫସିଲା ଭାଲୁ

ଅନୁଗୋଳ ଅଫିସ,୮।୧୨: ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଝିଣ୍ଟିପାଳ ଗାଁକୁ ଆଖୁ ଖାଇବାକୁ ଆସି ଏକ ଭାଲୁ କୂଅରେ ଖସି ପଡିଥିଲା । ଗାଁର କିଛି ବ୍ୟକ୍ତି ସେହି ବାଟ ଦେଇ ଯାଉଥିବା ବେଳେ ଗର୍ଜନ ଶୁଣି ଭାଲୁଟିକୁ ଦେଖିଥିଲେ ।…

ମିଳିବ ନିଃଶୁଳ୍କ ପ୍ରଶିକ୍ଷଣ

ଅନୁଗୋଳ ଅଫିସ, ୭।୧୨ ରାଜ୍ୟର ଶିକ୍ଷିତ ଯୁବତୀଯୁବକଙ୍କୁ ନିଃଶୁଳ୍କ ଧନ୍ଦାମୂଳକ ଶିକ୍ଷା ପ୍ରଦାନ କରାଯିବ। ଇଲେକ୍ଟ୍ରିସିଆନ, ରାଜମିସ୍ତ୍ରି ଏବଂ ୱେଲ୍ଡର ଟ୍ରେଡ୍‌ରେ ଉଚ୍ଚମାନର ପ୍ରଶିକ୍ଷଣ ଦିଆଯିବା ପରେ ସେମାନେ ସ୍ବାବଲମ୍ବୀ ହୋଇପାରିବେ। ଏଭଳି ଉଦ୍ଦେଶ୍ୟ ନେଇ ସୋମବାର ଜେଏସ୍‌ପିଏଲ୍‌ ଫାଉଣ୍ଡେଶନ ଦ୍ୱାରା…

‘ଗୃହରକ୍ଷୀଙ୍କ ଅବଦାନ ପ୍ରଶଂସନୀୟ’

ଅନୁଗୋଳ ଅଫିସ, ୭।୧୨ ଅନୁଗୋଳ ପୋଲିସ ଟ୍ରେନିଂ କଲେଜ (ପିଟିସି) ଗ୍ରାଉଣ୍ଡରେ ୫୯ତମ ଗୃହରକ୍ଷୀ ଓ ବେସାମରିକ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ଉତ୍ତର କେନ୍ଦ୍ରାଞ୍ଚଳ ଡିଆଇଜି ଡ. ସାର୍ଥକ ଷଡ଼ଙ୍ଗୀ, ସମ୍ମାନିତ ଅତିଥି ଏସ୍‌ପି ଜଗମୋହନ ମୀନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri