ପ୍ରାଣୀ ଚିକିତ୍ସାଳୟରେ କର୍ମଚାରୀ ନିଯୁକ୍ତି ଦିଆଯାଉ
ଲାଠୋର, ୮ା୬(ଡି.ଏନ୍.ଏ.): ବଲାଙ୍ଗିର ଜିଲା ଖପ୍ରାଖୋଲ ବ୍ଲକ ଅଧିନ ଲାଠୋର ପ୍ରାଣୀ ଚିକିତ୍ସାଳୟରେ ବର୍ଷ ବର୍ଷ ଧରି ବିଭିନ୍ନ ପଦବୀ ଖାଲି ପଡ଼ିରହିଥିଲେ ମଧ୍ୟ ସେଠାରେ ନିଯୁକ୍ତି ଦିଆଯାଉ ନାହିଁ। ଫଳରେ ସ୍ଥାନୀୟ ଜନସାଧାରଣ ଗାଈ, ବଳଦ, ଛେଳି, ମେଣ୍ଢା...
ଘର ପୋଡ଼ିଦେଲେ ଦୁର୍ବୃତ୍ତ
ସଇଁତଲା, ୭।୬ (ଡି.ଏନ.ଏ): ବଲାଙ୍ଗୀର ଜିଲା ସଇଁତଲା ଥାନା ଅଧୀନ ଟିକ୍ରାପଡ଼ା ଫାଣ୍ଡି ଦୁକାଲଘାଟ ଗ୍ରାମରେ କେତେଜଣ ଦୁର୍ବୃତ୍ତ ଜଣକଙ୍କ ଘର ପୋଡ଼ିଦେବା ସହ ଜୀବନରେ ମାରିଦେବା ନେଇ ଧମକ ଦେଇଥିବା ଟିକ୍ରାପଡ଼ା ଫାଣ୍ଡିରେ ଅଭିଯୋଗ ହୋଇଛି। ଅଭିଯୋଗ ଅନୁସାରେ,...
କାର୍ଟୁନିଷ୍ଟ ଅଶ୍ୱିନୀ-ଅବନୀଙ୍କୁ ସ୍ବତନ୍ତ୍ର ପୁରସ୍କାର
ବଲାଙ୍ଗୀର ଅଫିସ, ୬ା୬: ଛତିଶଗଡ଼ ପରିବେଶ ସଂରକ୍ଷଣ ମଣ୍ଡଳ ଏବଂ ରାୟପୁର(ଛତିଶଗଡ଼)ରୁ ପ୍ରକାଶିତ ମାସିକ କାର୍ଟୁନ୍ ପତ୍ରିକା ‘କାର୍ଟୁନ୍ ୱାଚ୍’ର ମିଳିତ ଆବାହକତ୍ୱରେ ଆୟୋଜିତ ସର୍ବଭାରତୀୟସ୍ତରୀୟ କାର୍ଟୁନ୍ ପ୍ରତିଯୋଗିତାରେ ଓଡ଼ିଶାର କାର୍ଟୁନିଷ୍ଟ ଭ୍ରାତୃଦ୍ୱୟ ଅଶ୍ୱିନୀ-ଅବନୀଙ୍କ ଏକ କାର୍ଟୁନ୍ ସ୍ବତନ୍ତ୍ର ପୁରସ୍କାର...
ପ୍ୟାଲେସ୍ ଯିବି, ସୁରକ୍ଷା ଦିଅ
ବଲାଙ୍ଗୀର ଅଫିସ, ୩ା୬: ବଲାଙ୍ଗୀର ରାଜପରିବାର ସଦସ୍ୟ ତଥା ବିଜେଡି ଯୁବନେତା ଅର୍କେଶ ନାରାୟଣ ସିଂଦେଓ ଓ ତାଙ୍କ ସ୍ତ୍ରୀ ଅଦ୍ରିଜା ମଞ୍ଜରୀ ସିଂଦେଓଙ୍କ ବିବାଦ ଦିନକୁ ଦିନ ତେଜିବାରେ ଲାଗିଛି। ଏବେ ଅଦ୍ରିଜା ମଞ୍ଜରୀ ବଲାଙ୍ଗୀର ଏସ୍ପିଙ୍କୁ ଦେଇଥିବା...
ଲୋଇସିଂହା ବାଳିକା ଉଚ୍ଚ ବିଦ୍ୟାଳୟ ପାଚେରି ନିର୍ମାଣ ପ୍ରସଙ୍ଗ, ଚର୍ଚ୍ଚାରେ ବେନାମୀ ଚିଠି
ଲୋଇସିଂହା,୨୯।୫(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ବାଳିକା ଉଚ୍ଚ ବିଦ୍ୟାଳୟ ପାଚେରି ନିର୍ମାଣକୁ ନେଇ ବ୍ୟବସାୟୀ ଓ ପ୍ରଶାସନ ମଧ୍ୟରେ ପୂର୍ବରୁ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିଲା। ତେବେ କଡା ଅଭିମୁଖ୍ୟ ଗ୍ରହଣ କରୁଥିବା ପ୍ରଶାସନ ଏବେ ପଛଘୁଞ୍ଚା ଦେଇ ବିଦ୍ୟାଳୟ...
ଲକ୍ଷ୍ୟଠାରୁ ଦୂରରେ କମ୍ୟୁନିଟି ହଲ୍
ଲାଠୋର,୨୮ା୫(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ ଲାଠୋରରେ ରହିଛି କମ୍ୟୁନିଟି ହଲ(ଗୋଷ୍ଠୀକେନ୍ଦ୍ର)। ସେବା ସମବାୟ ସମିତି ନିକଟରେ ଲକ୍ଷାଧିକ ଟଙ୍କା ବ୍ୟୟରେ ନିର୍ମିତ ଏହି କେନ୍ଦ୍ର ଏବେ ସାଧାରଣ ଲୋକଙ୍କ କାମରେ ଆସୁନାହଁି। ଯେଉଁ ଲକ୍ଷ୍ୟ ନେଇ ଗୋଷ୍ଠୀକେନ୍ଦ୍ର ନିର୍ମାଣ...
ପାଓମେକ୍ସ କାରଖାନା ଅଧିକାରୀଙ୍କୁ ଆକ୍ରମଣ
ଟିଟିଲାଗଡ଼, ୨୫।୫ (ଡି.ଏନ୍.ଏ): ବଲାଙ୍ଗୀର ଜିଲା ଟିଟିଲାଗଡ ସହର ଉପକଣ୍ଠ ଜଗୁଆ ପଞ୍ଚାୟତ ତୁର୍ଲା ସ୍ଥିତ ଗ୍ରାଫାଇଟ ଇଣ୍ଡିଆ ପାଓମେକ୍ସ କାରଖାନାର ଫିନିସିଙ୍ଗ ବିଭାଗ ମୁଖ୍ୟ ଯୁକ୍ତେଶ୍ୱର ମହାପାତ୍ରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ସେ ତାଙ୍କ ବାସଭବନରୁ ମଧ୍ୟାହ୍ନ ଭୋଜନ...
କମ୍ୟୁନିଟି କମ୍ପୋଷ୍ଟ ପିଟ୍ କେନ୍ଦ୍ର ବାଟବଣା
ସଇଁତଳା,୨୫ା୫(ଡି.ଏନ.ଏ.): ବଲାଙ୍ଗୀର ଜିଲା ସଇଁତଳା ବ୍ଲକର ୨୨ପଞ୍ଚାୟତରେ ଗତ ୨୦୨୨-୨୩ ମସିହାରେ ସ୍ବଚ୍ଛ ଭାରତ ମିଶନ (ଗ୍ରାମୀଣ) ଯୋଜନାରେ ୫୦ ଲକ୍ଷ ଟଙ୍କା ବ୍ୟୟରେ କମ୍ୟୁନିଟି କମ୍ପୋଷ୍ଟ ପିଟ୍ କେନ୍ଦ୍ରମାନ ନିର୍ମାଣ ହୋଇଛି । ଯୋଜନାକୁ କାର୍ଯ୍ୟକାରୀ କରିବାପାଇଁ ପଞ୍ଚାୟତମାନଙ୍କୁ...
ରାଜ୍ୟ ସଭା ସଦସ୍ୟଙ୍କ କାର୍ ଧକ୍କାରେ ସ୍କୁଟି ଆରୋହୀ ମୃତ
ବଲାଙ୍ଗୀର ଅଫିସ/ପାଟଣାଗଡ଼,୨୫ା୫ (ଡି.ଏନ୍.ଏ.): ବଲାଙ୍ଗୀର ଜିଲା ପାଟଣାଗଡ଼-ତମିଆଁ ରାସ୍ତାର ତମିଅଁା ଛକ ନିକଟରେ ବୁଧବାର ପୂର୍ବାହ୍ନ ପ୍ରାୟ ସାଢ଼େ ୧୧ଟାରେ ରାଜ୍ୟ ସଭା ସଦସ୍ୟ ନିରଞ୍ଜନ ବିଶିଙ୍କ କାର୍ ଧକ୍କାରେ ଜଣେ ସ୍କୁଟି ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ...
ମଜୁରି ଟଙ୍କା ମାଗିବାରୁ ହତ୍ୟା
ସଇଁତଳା,୨୪ା୫(ଡି.ଏନ.ଏ.): ବଲାଙ୍ଗୀର ଜିଲା ସଇଁତଳା ଥାନା ଟିକ୍ରାପଡ଼ା ଫାଣ୍ଡି ଅଧୀନ ଦେଓଗାଁରେ ବୁଦ୍ଧଦେବ ନାଗ(୨୯)ଙ୍କୁ ପଥରରେ ଛେଚି ହତ୍ୟା କରାଯାଇଥିବା ଘଟଣାରେ ପୋଲିସ ବୁଧବାର ୨ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଦେବାଶିଷ ବେଣ୍ଟକାର ଓ ନକୁଳ ନାଗ। ଉଭୟଙ୍କୁ...
ନିମ୍ନମାନର ଛତୁଆ ବଣ୍ଟନ ଅଭିଯୋଗ ଉଠିଲା
ମୁରିବାହାଲ, ୨୩ା୫(ଡି.ଏନ.ଏ.): ବଲାଙ୍ଗୀର ଜ଼ିଲା ମୁରିବାହାଲ ପଞ୍ଚାୟତ ସମିତିର ତ୍ରୈମାସିକ ବୈଠକ ସୋମବାର ବ୍ଲକ ସଭା ଗୃହଠାରେ ଅନୁଷ୍ଠିତ ହୋଇଯାଇଛି। ପଞ୍ଚାୟତ ସମିତି ଅଧ୍ୟକ୍ଷ ହରିବନ୍ଧୁ ମେହେରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକ ପ୍ରାରମ୍ଭରେ ଗ୍ରାମ ପଞ୍ଚାୟତ ଅଧିକାରୀ ଏନ.ଯେ.ଥିଓଫିଲ ପୃର୍ବ...
ଉଦ୍ଘାଟନ ହୋଇଛି, କାମରେ ଲାଗୁନି
କଣ୍ଟାବାଞ୍ଜି, ୨୨ା୫(ଡି.ଏନ.ଏ.): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଏନଏସିରେ ସର୍ବସାଧାରଣଙ୍କ ପାଇଁ ନିର୍ମିତ ଶୌଚାଳୟ ୨୦୨୧ନଭେମ୍ବର ୧୮ତାରିଖରେ ଉଦ୍ଘାଟିତ ହୋଇଥିଲା। ୧୦ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ନିର୍ମିତ ଶୌଚାଳୟ ଉଦ୍ଘାଟନୀର ଦେଢବର୍ଷ ପରେ ମଧ୍ୟ କାର୍ଯ୍ୟକ୍ଷମ ନ ହେବାରୁ ସାଧାରଣରେ ଅସନ୍ତୋଷ...