ବଲାଙ୍ଗୀର/କଣ୍ଟାବାଞ୍ଜି, ୨୫।୧୨( ସୁନୀଲ କୁମାର ମହାନ୍ତି): ରାଉରକେଲା ପରେ ଏବେ ବଲାଙ୍ଗୀରରେ ଝାଡ଼ାବାନ୍ତି ଆତଙ୍କ ଦେଖାଯାଇଛି। ବଲାଙ୍ଗୀର ଜିଲା କଣ୍ଟାବାଞ୍ଜିରେ ଝାଡ଼ାବାନ୍ତିରେ ୨ ଜଣଙ୍କର ମୃତ୍ୟୁ ଘଟିଛି।…
ଲୋଇସିଂହା,୨୫।୧୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ମାଣ୍ଡିଆପଦର ଛକରେ ହୀରାପୁର ଗ୍ରାମର ମାନସ କୁମାର ପଧାନଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି।…
ଖପ୍ରାଖୋଲ, ୨୫ା୧୨(ଅଭୟ ତ୍ରିପାଠୀ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଘୁନସର ପଞ୍ଚାୟତ ଝାଲବାହାଲ ଗାଁର ସୁକୁନି ବରିହା(୬୩) ଓ ତାଙ୍କ ସ୍ବାମୀ ଗୋପାଳ ବରିହା(୭୦)। ପରିଣତ ବୟସରେ…
ବଲାଙ୍ଗୀର,୨୩ା୧୨: ବଲାଙ୍ଗୀର ଗାନ୍ଧୀନଗରପଡ଼ାରେ ଶନିବାର ଏକ ଟ୍ରକ୍ ଜାଳି ଦେଇଛନ୍ତି ଉତ୍ତ୍ୟେକ୍ତ ଲୋକେ। ଉକ୍ତ ଟ୍ରକ୍ଟି ଜଣେ ଯୁବକଙ୍କୁ ଧକ୍କା ଦେଇଥିଲା। ଫଳରେ ଟ୍ରକ୍ ଚାପାରେ ଗୁରୁତର…
ବଲାଙ୍ଗୀର,୨୨ା୧୨(ବୀରେନ୍ଦ୍ର କୁମାର ଝାଙ୍କର): ଓଡ଼ିଶା ରାଜନୀତିରେ ଯେଉଁ କେତୋଟି ଚର୍ଚ୍ଚିତ ରାଜନୈତିକ ପରିବାର ରହିଛନ୍ତି, ସେଥିମଧ୍ୟରୁ ବଲାଙ୍ଗୀର ରାଜପରିବାର ବା ସିଂଦେଓ ପରିବାର ଅନ୍ୟତମ। ସ୍ବାଧୀନତା ପରଠାରୁ…
କଣ୍ଟାବାଞ୍ଜି,୧୮ା୧୨(ଗୁରୁଦୟାଲ ହଂସ): ବଲାଙ୍ଗୀର ଜିଲା ତୁରେକେଲା ବ୍ଲକର ଆଦିବାସୀ ବହୁଳ କୁଇବାହାଲ ଗ୍ରାମ ପଞ୍ଚାୟତ। ପଞ୍ଚାୟତ ସଦର ଗ୍ରାମ କୁଇବାହାଲ ସହିତ କଲୋନୀପଡା, ସୁରିପଡା, ମହୁଲପଡା, ଦେବାହାଲିଆ…
ବଲାଙ୍ଗୀର,୧୮ା୧୨(ବୀରେନ୍ଦ୍ର କୁମାର ଝାଙ୍କର): ଖାଦ୍ୟନଳୀ ନ ଥିବା କାରଣରୁ ଜଣେ ଶିଶୁ କିଭଳି ବଞ୍ଚତ୍ବା ପାଇଁ ସଂଘର୍ଷ କରୁଛି ଏବଂ ଏକ ଦିନମଜୁରିଆ ଦମ୍ପତି କିଭଳି ଦୀର୍ଘ…
ପାଟଣାଗଡ଼,୧୭।୧୨: ବଲାଙ୍ଗୀର ଜିଲା ପାଟଣାଗଡ଼ ସରମୁହାଣ ଏସ୍ବିଆଇ ଏଟିଏମ୍ କାଉଣ୍ଟରରୁ ଏକ ବଡ଼ ଧରଣର ଲୁଟ୍ ହୋଇଛି। କେତେକ ଦୁର୍ବୃତ୍ତ ଏଟିଏମ୍ କାଉଣ୍ଟରକୁ କଟର ମେଶିନରେ କାଟି…
ଟିଟିଲାଗଡ଼୧୭।୧୨(ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ଼ ବ୍ଲକ ଅନ୍ତର୍ଗତ ବିନେକେଲା ଗ୍ରାମର କେଶରୀ ବାଗଙ୍କ ପୁଅ ଚାଷୀ ଚମରୁ ବାଗ (୪୯) କୀଟନାଶକ ପିଇ ଆତ୍ମହତ୍ୟା କରିଛନ୍ତି।…
ବଲାଙ୍ଗୀର,୧୪ା୧୨(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ଜିଲା ଆଗଲପୁର ବ୍ଳକ ବିନ୍ଧାପାଲି ଗାଁର ସରୋଜ ସାହୁଙ୍କ ଘରେ ପ୍ରାୟ ୯ ମାସ ତଳେ ଏକ ଶିଶୁକନ୍ୟା ଜନ୍ମ ହୋଇଥିଲା।…