ବଲାଙ୍ଗୀର

ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖ ରାସ୍ତା ଅବରୋଧ କଲେ ଚିଟ୍‌ଫଣ୍ଡ୍‌ କ୍ଷତିଗ୍ରସ୍ତ ଜମାକାରୀ

ବଲାଙ୍ଗୀର,୯ା୧୧(ସୁନୀଲ କୁମାର ମହାନ୍ତି): ଚିଟ୍‌ଫଣ୍ଡ୍‌ ଦ୍ବାରା କ୍ଷତିଗ୍ରସ୍ତ ହୋଇଥିବା ଜମାକାରୀମାନେ ଗୁରୁବାର ବଲାଙ୍ଗୀର ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଗଣବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ସ୍ଥାନୀୟ କୋଶଳ କଳା ମଣ୍ଡଳ…

6 months ago

ଭିଜିଲାନ୍ସ ଜାଲରେ ବଲାଙ୍ଗୀର ଆୟୁର୍ବେଦିକ କଲେଜ-ହସ୍ପିଟାଲ ଅଧ୍ୟକ୍ଷ, ୬ସ୍ଥାନରେ ଚାଲିଛି ଚଢାଉ

ବଲାଙ୍ଗୀର,୯।୧୧:(ଖୋର୍ଦ୍ଧା ଅଫିସ) (ପ୍ରଭାତ ପାଣିଗ୍ରାହୀ/ସୁନୀଲ କୁମାର ମହାନ୍ତି) ଭିଜିଲାନ୍ସ ଜାଲରେ କଲେଜ ଅଧ୍ୟକ୍ଷ। ଗୁରବାର ବଲାଙ୍ଗୀର ଆୟୁର୍ବେଦିକ କଲେଜ ଆଣ୍ଡ ହସ୍ପିଟାଲ ଅଧ୍ୟକ୍ଷଙ୍କ ଘରେ ଚଢାଉ କରିଛି…

6 months ago

ଯନ୍ତ୍ରୀ ରହୁନାହାନ୍ତି, ପିଅନ ଶୁଣୁଛନ୍ତି ଲୋକଙ୍କ ଅଭିଯୋଗ

ଭବାନୀପାଟଣା,୯।୧୧(ଉତ୍ତମ କୁମାର ଦାଶ): ଜନକେନ୍ଦ୍ରିକ ଶାସନ ବ୍ୟବସ୍ଥାକୁ ସୁଦୃଢ କରିବା ପାଇଁ ରାଜ୍ୟ ସରକାର ୫-ଟି ଅନ୍ତର୍ଗତ ମୋ ସରକାର ଭଳି ଏକ ଅଭିନବ ଓ ଗୁରୁତ୍ୱପୂର୍ଣ୍ଣ…

6 months ago

ଫେଲ୍‌ ମାରିଛି ମିଶନ ଉଦ୍ଧାର-୨: ଏବେ ବି ଦାଦନ ଖଟିବାକୁ ଯାଉଛନ୍ତି…

ଲାଠୋର,୯ା୧୧(ଭୁବନେଶ୍ୱର ବାରିକ):  ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକରୁ ପ୍ରତିବର୍ଷ ହଜାର ହଜାର ଶ୍ରମିକ ରାଜ୍ୟ ବାହାରକୁ ଦାଦନ ଖଟିବାକୁ ଯାଇଥାନ୍ତି। ଅନେକ ସେଠାରେ ନିର୍ଯାତନାର ଶିକାର ହୋଇଥାନ୍ତି।…

6 months ago

ଜାଲ୍‌ ସାର୍ଟିଫିକେଟ ମାମଲାରେ ଗିରଫ ହେଲେ ପ୍ରଧାନଶିକ୍ଷକ

ବଲାଙ୍ଗୀର,୮ା୧୧(ସୁନୀଲ କୁମାର ମହାନ୍ତି): ଜାଲ୍‌ ସାର୍ଟିଫିକେଟ ଦେଇ ଚାକିରି କରୁଥିବା ବଲାଙ୍ଗୀର ଜିଲା ଗୁଡ଼ଭେଲା ବ୍ଳକ ଡଙ୍ଗାପଦର ପ୍ରାଥମିକ ବିଦ୍ୟାଳୟ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଶ୍ୟାମସୁନ୍ଦର ପ୍ରଧାନଙ୍କୁ…

6 months ago

ଫସଲ ବୀମା ନାଁରେ ଦୁର୍ନୀତି

ବଲାଙ୍ଗୀର,୭ା୧୧ (ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ଜିଲାରେ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା(ପିଏମ୍‌ଏଫ୍‌ବିଓ୍ବାଇ) ନାଁରେ ଏକ ବଡ଼ଧରଣର ଅନ୍‌ଲାଇନ୍‌ ଠକେଇର ପର୍ଦ୍ଦାଫାଶ ହୋଇଛି। ଚାଷୀଙ୍କ ଜମିପଟ୍ଟା ଓ ଅନ୍ୟାନ୍ୟ…

6 months ago

କମୁନି ଦାଦନ ଶ୍ରମିକ ଚାଲାଣ

କଣ୍ଟାବାଞ୍ଜି/ଖପ୍ରାଖୋଲ,୬ା୧୧ (ଗୁରୁଦୟାଲ ହଂସ/ଅଭୟ ତ୍ରିପାଠୀ): ସମସ୍ତ ପ୍ରକାର କର୍ମାଭିମୁଖୀ ଯୋଜନା ଓ ସଚେତନତା ସତ୍ତ୍ୱେ ବଲାଙ୍ଗୀର ଜିଲାରୁ ଦାଦାନ ଶ୍ରମିକ ଚାଲାଣ ଚାଲୁ ରହିଛି। ଶନିବାର ବିଳମ୍ବିତ…

6 months ago

୨ ଶିଶୁଙ୍କୁ ନେଉଥିଲେ ଦାଦନ ଖଟାଇବାକୁ

ଖପ୍ରାଖୋଲ,୩।୧୧(ଅଭୟ ତ୍ରିପାଠୀ): ବଲାଙ୍ଗୀର ଜିଲା ଖପ୍ରାଖୋଲ ଥାନା ପୋଲିସ ତେଲେଙ୍ଗାନା ରାଜ୍ୟକୁ ବେଆଇନ ଦାଦନ ଶ୍ରମିକ ଚାଲାଣ ବେଳେ ପୃଥକ ପୃଥକ ଦୁଇଟି ସ୍ଥାନରେ ଚଢାଉ କରି…

6 months ago

ଓଡ଼ିଆ ଅପେରାକୁ ବିରୋଧ

ବେଲପଡା,୨ା୧୧(ମନୋଜ କୁମାର ମିଶ୍ର): ଅଭିନେତା ମନୋଜ ମିଶ୍ରଙ୍କୁ ଓଡ଼ିଶା ପ୍ରଯୋଜକ ସଂଘର ଦୁଇବର୍ଷୀୟ ବାସନ୍ଦକୁ ପଶ୍ଚିମାଞ୍ଚଳର ବିଭିନ୍ନ ଅଞ୍ଚଳରେ ତୀବ୍ର ବିରୋଧ କରାଯାଉଛି। ବଲାଙ୍ଗୀର ଜିଲା ବେଲପଡା…

6 months ago

ତେଜିଲା ଅଭିନେତା ମନୋଜ ମିଶ୍ର ବ୍ୟାନ୍‌ ବିବାଦ: ନଭେମ୍ବର ୧୫ରେ କୋଶଲ ମହାବନ୍ଦ ଡାକରା

ବଲାଙ୍ଗୀର, ୩୧ା୧୦(ବୀରେନ୍ଦ୍ର କୁମାର ଝାଙ୍କର): ଅଭିନେତା ମନୋଜ ମିଶ୍ରଙ୍କୁ ଚଳଚ୍ଚିତ୍ର ପ୍ରୟୋଜକ ସଂଘର ଦୁଇବର୍ଷିଆ ବ୍ୟାନ୍‌ ଘୋଷଣାକୁ ନେଇ ଦେଖାଦେଇଥିବା ବିବାଦ ତେଜିବାରେ ଲାଗିଛି। ପଶ୍ଚିମ ଓଡ଼ିଶାର…

6 months ago