ବଲାଙ୍ଗୀର

ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ସହାୟତା

ପାଟଣାଗଡ, ୯ା୪(ଡି.ଏନ.ଏ.): କରୋନା ମୁକାବିଲାକୁ ଦୃଷ୍ଟିରେ ରଖି ବଲାଙ୍ଗୀର ଜିଲା ପାଟଣାଗଡ ଅଞ୍ଚଳର ବିଭିନ୍ନ ବ୍ୟକ୍ତିବିଶେଷ ଓ ଅନୁଷ୍ଠାନ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଳିଫ ପାଣ୍ଠିକୁ ସହାୟତା ରାଶି…

6 years ago

ଦାଦନ ପରିବାରକୁ ଖାଦ୍ୟ ଯୋଗାଇଲେ ସ୍ବେଚ୍ଛାସେବୀ

ବଲାଙ୍ଗୀର ଅଫିସ, ୯ା୪- ବଲାଙ୍ଗୀର ମ୍ୟୁନିସିପାଲିଟି ଅନ୍ତର୍ଗତ ବିଜାଖମନରେ ଥିବା ପ୍ରାୟ ୨୫ ପରିବାର ଭୋକ ଉପାସରେ ରହିଥିବା ଖବର ପାଇବା ପରେ ମାହେଶ୍ୱରୀ ସଙ୍ଗଠନ ପକ୍ଷରୁ…

6 years ago

କୋଭିଡ-୧୯ ରେଗୁଲେସନ୍‌ ଉଲ୍ଲଂଘନ, ହରିହର ନର୍ସିଂହୋମ୍‌କୁ ସିଲ୍‌ କଲା ପ୍ରଶାସନ

ବଲାଙ୍ଗୀର ଅଫିସ, ୯ା୪: କୋଭିଡ-୧୯ ରେଗୁଲେସନ୍‌ ଉଲ୍ଲଂଘନ ଯୋଗୁଁ ବଲାଙ୍ଗୀର ସହରର ସୁଦପଡାଠାରେ ଥିବା ହରିହର ଡାଇଗ୍ନୋଷ୍ଟିକ୍‌ ଏବଂ ନର୍ସିଂହୋମକୁ ଜିଲା ପ୍ରଶାସନ ପକ୍ଷରୁ ଗୁରୁବାର ସିଲ୍‌…

6 years ago

ଗରିବ ଲୋକଙ୍କୁ ରୋଷେଇ ସାମଗ୍ରୀ, ମାସ୍କ ବଣ୍ଟନ

ବଲାଙ୍ଗୀର ଅଫିସ, ୮ା୪: କରୋନା ଲକଡାଉନ୍‌ ସମୟରେ ଦିନମଜୁରିଆମାନେ ଅଡୁଆରେ ପଡିଛନ୍ତ। ଯେଉଁମାନେ ଖାଦ୍ୟ ସୁରକ୍ଷା ଯୋଜନାର ହିତାଧିକାରୀ ଚିହ୍ନଟ ହୋଇଛନ୍ତି ସେମାନେ ପିଡିଏସ୍‌ ଚାଉଳ, ଭତ୍ତା…

6 years ago

ଅସହାୟଙ୍କୁ ରନ୍ଧାଖାଦ୍ୟ ଯୋଗାଇଲେ ଏସ୍‌ଏଚ୍‌ଜି ମହିଳା

ଲୋଇସିଂହା, ୮।୪(ଡି.ଏନ.ଏ.): ବଲାଙ୍ଗୀର ସଦର ବ୍ଲକ ସକମା ପଞ୍ଚାୟତ ପକ୍ଷରୁ ଅସହାୟଙ୍କୁ ରନ୍ଧାଖାଦ୍ୟ ଯୋଗାଇବା ବ୍ୟବସ୍ଥା ଅଦ୍ୟାବଧି ଗ୍ରହଣ କରାଯାଇନାହିଁ। ପଞ୍ଚାୟତ ଅଧୀନ ଫାସଡ ଗ୍ରାମର ଏସ୍‌ଏଚ୍‌ଜି…

6 years ago

କୁଷ୍ଠାଶ୍ରମ ଅନ୍ତେବାସୀଙ୍କୁ ରନ୍ଧାଖାଦ୍ୟ ବଣ୍ଟନ

ଟିଟିଲାଗଡ଼, ୮।୪(ଡି.ଏନ.ଏ): ବଲାଙ୍ଗୀର ଜିଲା ଟିଟିଲାଗଡସ୍ଥିତ ରାଏମନ ଫାଉଣ୍ଡେସନ ପକ୍ଷରୁ ଟିଟିଲାଗଡ ବ୍ଲକ ଶଗଡଘାଟ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଶାନ୍ତିନଗର କୁଷ୍ଠାଶ୍ରମର ୧୩୦ ଜଣ ଅନ୍ତେବାସୀଙ୍କୁ ବୁଧବାର…

6 years ago

ଗାଁରେ ବୁଲିଲା ଭ୍ରାମ୍ୟମାଣ ପରିବା ଗାଡି

ଟିଟିଲାଗଡ଼, ୮।୪ (ଡି.ଏନ.ଏ.): ବଲାଙ୍ଗୀର ଜିଲା ଟିଟିଲାଗଡ ବ୍ଲକ ଡୁଙ୍ଗରୁିଗୁଡା ଅନ୍ତର୍ଗତ ସମ୍ବଳ ଶକ୍ତି କୃଷକ ଉପତ୍ାଦକ କମ୍ପାନୀ ଆନୁକୂଲ୍ୟ ତଥା ଆଶା ଅନୁଷ୍ଠାନ କୁରସୁଡଙ୍କ ସହଯୋଗରେ…

6 years ago

ଢିଲା ପ୍ରଶାସନ, ଅମାନିଆ ହିତାଧିକାରୀ

ବଲାଙ୍ଗୀର ଅଫିସ, ୮ା୪: କରୋନା ସଂକ୍ରମଣକୁ କାବୁ କରିବା ଦିଗରେ ସାମାଜିକ ଦୂରତ୍ୱକୁ ଗୁରୁତ୍ୱ ଦିଆଯାଉଛି। ଲକ୍‌ଡାଉନ୍‌ ଘୋଷଣା କରି ଲୋକଙ୍କୁ ଘରେ ରହିବା ପାଇଁ ଉଭୟ…

6 years ago

ପିଡିଏସ୍‌ ଚାଉଳ ବଣ୍ଟନ ବେଳେ ସାମାଜିକ ଦୂରତ୍ୱକୁ ଉଲ୍ଲଂଘନ

ବଲାଙ୍ଗୀର ଅଫିସ, ୮।୪: କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଓ ଜିଲା ପ୍ରଶାସନ ପକ୍ଷରୁ ଲକ୍‌ଡାଉନକୁ…

6 years ago

ଅସହାୟଙ୍କ ପାଖରେ ପହଞ୍ଚିଲା ସ୍ବେଚ୍ଛାସେବୀ ଟିମ

ଲୋଇସିଂହା, ୭।୪(ଡି.ଏନ.ଏ)-ମହାମାରୀ କରୋନା ପାଇଁ ସାରା ଦେଶରେ ଲକଡାଉନ ଯୋଗୁ ଅସହାୟ, ଭିନ୍ନକ୍ଷମ ଓ ଶ୍ରମିକ ବର୍ଗର ଲୋକେ ଅସୁବିଧାରେ ପଡିଛନ୍ତି। ଏଭଳି ଘଡିସନ୍ଧି ମୁହୂର୍ତ୍ତରେ ବଲାଙ୍ଗୀର…

6 years ago