ବଲାଙ୍ଗୀର

ପଶ୍ଚିମ ଓଡିଶା ପ୍ରବାସୀ ଶ୍ରମିକଙ୍କୁ ଉଦ୍ଧାର ଦାବିରେ ୬୦କିମି ପଦଯାତ୍ରା

ବଲାଙ୍ଗୀର ଅଫିସ, ୨୫ା୫-କରୋନା ଲକ୍‌ଡାଉନ୍‌ ଯୋଗଁୁ ବାହାର ରାଜ୍ୟରେ ଫସି ରହିଥିବା ପଶ୍ଚିମ ଓଡିଶାର ଲକ୍ଷାଧିକ ଦାଦନ ଶ୍ରମିକଙ୍କୁ ତୁରନ୍ତ ଉଦ୍ଧାର ଏବଂ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ପ୍ରବାସୀଙ୍କୁ…

6 years ago

ଜଙ୍ଗଲରେ ଥିବା ୧୩ ପ୍ରବାସୀଙ୍କ ପାଖରେ ପହଞ୍ଚିଲା ପ୍ରଶାସନ

ଲୋଇସିଂହା, ୨୫।୫(ଡି.ଏନ.ଏ.)-ବଲାଙ୍ଗୀର ଜିଲା ଲୋଇସିଂହାା ବ୍ଲକ ମାଗୁରବେଡା ଗାଁର ୩ପରିବାରର ୧୩ପ୍ରବାସୀ ଶ୍ରମିକ ପଞ୍ଚାୟତ ସଙ୍ଗରୋଧ କେନ୍ଦ୍ରରେ ରହିବାର ବ୍ୟବସ୍ଥା ନ ହେବାରୁ ନିକଟସ୍ଥ ଜଙ୍ଗଲରେ ରହୁଛନ୍ତି।…

6 years ago

ପ୍ରବାସୀ ଶ୍ରମିକଙ୍କୁ ସରପଞ୍ଚଙ୍କ ଗାଲିଗୁଲଜ ଭିଡିଓ ଭାଇରାଲ

ଦେଓଗାଁ, ୨୫ା୫(ଡି.ଏନ.ଏ.)-ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ମକୁନ୍ଦୁପୁର ପଞ୍ଚାୟତର ସରପଞ୍ଚ ବାଳକ ପଧାନ ପ୍ରବାସୀ ଶ୍ରମିକଙ୍କୁ ଫୋନରେ ଗାଲିଗୁଲଜ କରିବା ଭିଡିଓ ଭାଇରାଲ ହୋଇଛି। ଏହାକୁ ନେଇ…

6 years ago

ବଲାଙ୍ଗୀର: ଗୋଟିଏ ଦିନରେ ୮ ପଜିଟିଭ ଚିହ୍ନଟ, ଜିଲାରେ ସଂକ୍ରମିତଙ୍କ ସଂଖ୍ୟା ୨୪କୁ ବୃଦ୍ଧି

ବଲାଙ୍ଗୀର ଅଫିସ, ୨୫ା୫: ବଲାଙ୍ଗୀର ଜିଲାରେ ଗୋଟିଏ ଦିନରେ ଅର୍ଥାତ୍‌ ସୋମବାର ଆଉ ୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା…

6 years ago

ଦମକଳକୁ ବାଟ ଓଗାଳିଲା ମିକ୍ସଚର ମେଶିନ

ବଲାଙ୍ଗୀର ଅଫିସ, ୨୫ା୫:  ବଲାଙ୍ଗୀର ସହରର ବରପାଲିପଡାରେ ଶନିବାର ଏକ ଟ୍ରାନ୍ସଫର୍ମରରେ ନିଅଁା ଲାଗି ଜଳି ଯାଇଛି। ଏ ନେଇ ଫୋନ୍‌ ପାଇବା ପରେ ଅଗ୍ନିଶମ ବିଭାଗ…

6 years ago

ଜୀବନଜୀବିକା ଲାଗି ଏକାଠି ହେଲେ ବ୍ୟାଣ୍ଡବାଜା, ରାମଳୀଳା କଳାକାର

ଦେଓଗାଁ,୨୫ା୫(ଡି.ଏନ.ଏ.) ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଜରାସିଂହା ପଞ୍ଚାୟତ ଅନ୍ତର୍ଗତ ଚନ୍ଦ୍ରପୁର ଆମ୍ରକାନନଠାରେ ରବିବାର ଜିଲାସ୍ତରୀୟ ରାମଲୀଳା କଳାକାରଙ୍କ ବୈଠକ ଅନୁଷ୍ଠିତ ହୋଇଯାଇଛି। ଶରତ କୁମାର ପୁଟେଲଙ୍କ…

6 years ago

ପଶ୍ଚିମବଙ୍ଗ ପ୍ରବାସୀଙ୍କୁ ସୋହେଲା ପଠାଇଲା ପୋଲିସ

ଦେଓଗାଁ,୨୫ା୫(ଡି.ଏନ.ଏ.) ପଶ୍ଚିମବଙ୍ଗରୁ ଆସି ବଲାଙ୍ଗୀର ଜିଲା ଟିଟିଲାଗଡ ଅଞ୍ଚଳରେ ରହୁଥିବା ୭ ଜଣ ପ୍ରବାସୀ ଲକ୍‌ଡାଉନ ପରେ ରେଳଧାରଣା ଉପରେ ଚାଲିଚାଲି ଆସୁଥିବା ବେଳେ ଦେଓଗାଁ ପୋଲିସ…

6 years ago

ସ୍ପେଶାଲ ଟ୍ରେନ୍‌ରେ ପହଞ୍ଚତ୍ଲେ ୫୨୩୮ ପ୍ରବାସୀ

ବଲାଙ୍ଗୀର ଅଫିସ, ୨୪ା୫-ବଲାଙ୍ଗୀର ରେଳଷ୍ଟେଶନରେ ରବିବାର ୩ଟି ଶ୍ରମିକ ସ୍ପେଶାଲ ଟ୍ରେନ୍‌ ପହଞ୍ଚତ୍ଛି ା ଆଉ ଏକ ଟ୍ରେନ୍‌ ରାତି ସୁଦ୍ଧା ପହଞ୍ଚତ୍ବ ା ସକାଳ ୭ଟାରେ…

6 years ago

ଟ୍ରେନ୍‌ରେ କନ୍ୟାସନ୍ତାନ ଜନ୍ମ ଦେଲେ ପ୍ରବାସୀ ମହିଳା

ଟିଟିଲାଗଡ଼, ୨୪।୫(ଡି.ଏନ.ଏ.)-ପ୍ରବାସୀ ଶ୍ରମିକଙ୍କୁ ନେଇ ଆସିଥିବା ସ୍ବତନ୍ତ୍ର ଶ୍ରମିକ ଟ୍ରେନ୍‌ରେ ଯାତ୍ରା କରୁଥିବା ଜନୈକା ମହିଳା ବଗିରେ ରବିବାର ଏକ କନ୍ୟାସନ୍ତାନ ଜନ୍ମ ଦେଇଛନ୍ତି। ଟ୍ରେନ୍‌ ବଲାଙ୍ଗୀର…

6 years ago

ଟ୍ରେନ୍‌ରେ ଫେରୁଥିବା ପ୍ରବାସୀ ମହିଳାଙ୍କ ମୃତ୍ୟୁ

ବଲାଙ୍ଗୀର ଅଫିସ, ୨୪ା୫-ବିଶାଖାପାଟଣାରୁ ବଲାଙ୍ଗୀର ପହଞ୍ଚତ୍ଥିବା ଶ୍ରମିକ ସ୍ପେଶାଲ ଟ୍ରେନ୍‌ରେ ଆସୁଥିବା ଜଣେ ପ୍ରବାସୀ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ କୋରାପୁଟ ଜିଲା ବୈପାରୀଗୁଡାର…

6 years ago