ବଲାଙ୍ଗୀର

ପଶ୍ଚିମବଙ୍ଗ ପ୍ରବାସୀଙ୍କୁ ସୋହେଲା ପଠାଇଲା ପୋଲିସ

ଦେଓଗାଁ,୨୫ା୫(ଡି.ଏନ.ଏ.) ପଶ୍ଚିମବଙ୍ଗରୁ ଆସି ବଲାଙ୍ଗୀର ଜିଲା ଟିଟିଲାଗଡ ଅଞ୍ଚଳରେ ରହୁଥିବା ୭ ଜଣ ପ୍ରବାସୀ ଲକ୍‌ଡାଉନ ପରେ ରେଳଧାରଣା ଉପରେ ଚାଲିଚାଲି ଆସୁଥିବା ବେଳେ ଦେଓଗାଁ ପୋଲିସ…

6 years ago

ସ୍ପେଶାଲ ଟ୍ରେନ୍‌ରେ ପହଞ୍ଚତ୍ଲେ ୫୨୩୮ ପ୍ରବାସୀ

ବଲାଙ୍ଗୀର ଅଫିସ, ୨୪ା୫-ବଲାଙ୍ଗୀର ରେଳଷ୍ଟେଶନରେ ରବିବାର ୩ଟି ଶ୍ରମିକ ସ୍ପେଶାଲ ଟ୍ରେନ୍‌ ପହଞ୍ଚତ୍ଛି ା ଆଉ ଏକ ଟ୍ରେନ୍‌ ରାତି ସୁଦ୍ଧା ପହଞ୍ଚତ୍ବ ା ସକାଳ ୭ଟାରେ…

6 years ago

ଟ୍ରେନ୍‌ରେ କନ୍ୟାସନ୍ତାନ ଜନ୍ମ ଦେଲେ ପ୍ରବାସୀ ମହିଳା

ଟିଟିଲାଗଡ଼, ୨୪।୫(ଡି.ଏନ.ଏ.)-ପ୍ରବାସୀ ଶ୍ରମିକଙ୍କୁ ନେଇ ଆସିଥିବା ସ୍ବତନ୍ତ୍ର ଶ୍ରମିକ ଟ୍ରେନ୍‌ରେ ଯାତ୍ରା କରୁଥିବା ଜନୈକା ମହିଳା ବଗିରେ ରବିବାର ଏକ କନ୍ୟାସନ୍ତାନ ଜନ୍ମ ଦେଇଛନ୍ତି। ଟ୍ରେନ୍‌ ବଲାଙ୍ଗୀର…

6 years ago

ଟ୍ରେନ୍‌ରେ ଫେରୁଥିବା ପ୍ରବାସୀ ମହିଳାଙ୍କ ମୃତ୍ୟୁ

ବଲାଙ୍ଗୀର ଅଫିସ, ୨୪ା୫-ବିଶାଖାପାଟଣାରୁ ବଲାଙ୍ଗୀର ପହଞ୍ଚତ୍ଥିବା ଶ୍ରମିକ ସ୍ପେଶାଲ ଟ୍ରେନ୍‌ରେ ଆସୁଥିବା ଜଣେ ପ୍ରବାସୀ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ କୋରାପୁଟ ଜିଲା ବୈପାରୀଗୁଡାର…

6 years ago

ଜଙ୍ଗଲରେ ଦିନ କାଟୁଛନ୍ତି ୧୩ ପ୍ରବାସୀ ଶ୍ରମିକ

ଲୋଇସିଂହା,୨୪।୫(ଡି.ଏନ.ଏ)-ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଅନ୍ତର୍ଗତ ମାଗୁରବେଡା ଗାଁର ୧୩ପ୍ରବାସୀ ଶ୍ରମିକଙ୍କୁ ପଞ୍ଚାୟତ କର୍ତ୍ତୃପକ୍ଷ ସଙ୍ଗରୋଧ କେନ୍ଦ୍ରରେ ରଖିବା ବ୍ୟବସ୍ଥା କରୁନାହାନ୍ତି। ଫଳରେ ସେମାନେ ଗାଁ ନିକଟ…

6 years ago

ମହିଳାଙ୍କ ପ୍ରସବ ଯନ୍ତ୍ରଣା ହେବାରୁ ଟିଟିଲାଗଡ଼ ଷ୍ଟେଶନରେ ଅଟକିଲା ଟ୍ରେନ୍‌: ଜନ୍ମଦେଲେ କନ୍ୟା ସନ୍ତାନ

ଟିଟିଲଗଡ଼,୨୪ା୫(ଡି.ଏନ୍‌.ଏ.): ରବିବାର ଟିଟିଲାଗଡ଼ ଦେଇ କାଜିପେଟରୁ ବଲାଙ୍ଗୀର ଯାଉଥିବା ଶ୍ରମିକ ଟ୍ରେନରେ ଜଣେ ପ୍ରବାସୀ ମହିଳା ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଛନ୍ତି। ମହିଳାଙ୍କର ପ୍ରସବ ବେଦନା…

6 years ago

ବଲାଙ୍ଗୀର: ଗୋଟିଏ ଦିନରେ ୭ କରୋନା ପଜିଟିଭ୍‌ ଚିହ୍ନଟ; ଜିଲାରେ ସଂକ୍ରମିତଙ୍କ ସଂଖ୍ୟା ୧୬ ଛୁଇଁଲା

ବଲାଙ୍ଗୀର ଅଫିସ, ୨୪ା୫- ବଲାଙ୍ଗୀର ଜିଲାରେ ଗୋଟିଏ ଦିନରେ ୭ଟି କରୋନା ପଜିଟିଭ ଚିହ୍ନଟ ହେବା ପରେ ଜିଲାର ପଜିଟିିଭ ସଂଖ୍ୟା ୧୬କୁ ବୃଦ୍ଧି ପାଇଛି ।…

6 years ago

ବଲାଙ୍ଗୀର ଷ୍ଟେଶନରେ ଟ୍ରେନ୍‌ରେ ଫେରୁଥିବା ପ୍ରବାସୀ ମହିଳାଙ୍କ ମୃତ୍ୟୁ

ବଲାଙ୍ଗୀର ଅଫିସ, ୨୪ା୫- ବିଶାଖାପାଟଣାରୁ ବଲାଙ୍ଗୀର ପହଞ୍ଚିଥିବା ଶ୍ରମିକ ସ୍ପେଶାଲ ଟ୍ରେନ୍‌ରେ ଆସୁଥିବା ଜଣେ ପ୍ରବାସୀ ମହିଳାଙ୍କ ରବିବାର ମୃତ୍ୟୁ ଘଟିଥିବା ଜଣାପଡିଛି। ମୃତ ମହିଳା ଜଣକ…

6 years ago

କରୋନା ଯୋଦ୍ଧା କରିଛ, ସମାନ ସୁବିଧା ଦିଅ

ବଲାଙ୍ଗୀର ଅଫିସ, ୨୩ା୫-ଆଗଧାଡିର କରୋନା ଯୋଦ୍ଧାଭାବେ ସରକାରଙ୍କ ସବୁ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ପାଳନ ଓ ଜନସାଧାରଣଙ୍କୁ ସେବା ଯୋଗାଇବାସତ୍ତ୍ୱେ ରାଷ୍ଟ୍ରୀୟ ବାଲ ସ୍ବାସ୍ଥ୍ୟ କାର୍ଯ୍ୟକ୍ରମ (ଆରବିଏସ୍‌କେ)ର କର୍ତ୍ତବ୍ୟରତ…

6 years ago

ଖୁଣ୍ଟସମଲାଇ ସଙ୍ଗରୋଧ କେନ୍ଦ୍ରରେ ବୃଦ୍ଧଙ୍କ ମୃତ୍ୟୁ: ପ୍ରଶାସନ ପକ୍ଷରୁ ପରିବାରକୁ ସୂଚନା ଦିଆଯାଇ ନ ଥିବାରୁ ଗ୍ରାମରେ ଉତ୍ତେଜନା

ପାଟଣାଗଡ଼,୨୩।୫ (ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ପାଟଣାଗଡ଼ ବ୍ଲକ ଖୁଣ୍ଟସମଲାଇ ସଂଗୋରଧ କେନ୍ଦ୍ରରେ ଶନିବାର ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଖୁଣ୍ଟସମଲାଇ ଗ୍ରାମର ଟିକେମଣି ତଅଁଲା(୬୨)।…

6 years ago