ବଲାଙ୍ଗୀର

ମାଲ୍‌ବାହୀ ଟ୍ରେନ୍‌ରୁ ସାର ଚୋରି

ବଲାଙ୍ଗୀର ଅଫିସ, ୨୯ା୫-ବଲାଙ୍ଗୀର ରେଳ ଷ୍ଟେଶନ୍‌ରେ ଲାଗିଥିବା ମାଲ୍‌ବାହୀ ଟ୍ରେନ୍‌୍‌ରୁ ସାର ଚୋରି ହୋଇଥିବା ଶୁକ୍ରବାର ଅଭିଯୋଗ ହୋଇଛି। ଏହି ଘଟଣାକୁ ନେଇ ଉଭୟ ସାର ଯୋଗାଣ…

6 years ago

କରୋନା ଯୋଦ୍ଧାଙ୍କ ଘୋଷିତ ସୁବିଧା ଦିଅ

ବଲାଙ୍ଗୀର ଅଫିସ, ୨୮ା୫- ଚୁକ୍ତିଭିତ୍ତିକ ବହୁମୁଖୀ ସ୍ବାସ୍ଥ୍ୟକର୍ମୀ (ମହିଳା) ଓ ଏଏନ୍‌ଏମ୍‌ମାନେ ଗୁରୁବାର ବଲାଙ୍ଗୀର ସିଡିଏମ୍‌ଓଙ୍କୁ ଭେଟି ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ୪ ଦଫା ଦାବିପତ୍ର ପ୍ରଦାନ କରିଛନ୍ତି…

6 years ago

ସ୍କୁଲ, କଲେଜ ଫି ଛାଡ ଦାବିକଲା ଛାତ୍ର କଂଗ୍ରେସ

ବଲାଙ୍ଗୀର ଅଫିସ, ୨୮ା୫-କରୋନା ମହାମାରୀ ଓ ଲକ୍‌ଡାଉନ୍‌ ଯୋଗୁଁ ଲୋକଙ୍କ ଆର୍ଥିକ, ସାମାଜିକ ଓ ସାଂସ୍କୃତିକ ଜୀବନ ସହ ଶିକ୍ଷାକ୍ଷେତ୍ର ବହୁଳ ଭାବେ ପ୍ରଭାବିତ ହୋଇଛି ା…

6 years ago

୪ମାସ ବିତିଲା, ମୃତ୍ୟୁ ରହସ୍ୟ ଉନ୍ମୋଚିତ ହେଲାନି

ଦେଓଗାଁ, ୨୮ା୫(ଡି.ଏନ.ଏ.)-ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ସିଲେଟକାନୀ ଗାଁ ନିକଟ ସୋନଗଡ ନଦୀପଠାରୁ ୧୧ବର୍ଷର ବାଳକ ବାବୁଲାଲ ବଗର୍ତ୍ତିଙ୍କ ଗଳିତ ମୃତଦେହ ଉଦ୍ଧାର ହେବା ୪ମାସ…

6 years ago

ସ୍ଥାୟୀ ନିଯୁକ୍ତି ଦାବିରେ ଅସ୍ଥାୟୀ ସ୍ବାସ୍ଥ୍ୟକର୍ମୀଙ୍କ ଦାବିପତ୍ର ପ୍ରଦାନ

ବଲାଙ୍ଗୀର ଅଫିସ,୨୮ା୫: ସ୍ବାସ୍ଥ୍ୟ ବିଭାଗରେ କାମ କରୁଥିବା ଅସ୍ଥାୟୀ କର୍ମଚାରୀମାନେ ସ୍ଥାୟୀ ମାନ୍ୟତା ଦାବିରେ ଗୁରୁବାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସିଡିଏମ୍‌ଓଙ୍କୁ ୪ଦଫା ଦାବିପତ୍ର ପ୍ରଦାନ କରିଛନ୍ତି। ସେମାନେ…

6 years ago

ସ୍କୁଲ, କଲେଜ ଫି’ ଛାଡ଼ ନେଇ ଜିଲାପାଳଙ୍କଠାରେ ଦାବିକଲା ଛାତ୍ର କଂଗ୍ରେସ

ବଲାଙ୍ଗୀର ଅଫିସ,୨୮ା୫: ବଲାଙ୍ଗୀର ଜିଲା ଛାତ୍ର କଂଗ୍ରେସ ପକ୍ଷରୁ ଛାତ୍ରୀଛାତ୍ରଙ୍କ ସମସ୍ୟା ନେଇ ଜିଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଛାତ୍ର ସଭାପତି ଅଙ୍କିତ ସାହୁଙ୍କ ନେତୃତ୍ୱରେ…

6 years ago

ସହାୟତା ଦାବି କଲା ପଞ୍ଚତାଳ ଦୁଲଦୁଲି ସଂଘ

ଦେଓଗାଁ,୨୮ା୫(ଡି.ଏନ.ଏ)  ବଲାଙ୍ଗୀର ଜିଲା ଦେଓଗାଁ, ଗୁଡଭେଲା ଓ ସଇଁନ୍ତଲା ବ୍ଲକର ସମସ୍ତ ଦୁଲଦୁଲି ଓ ବ୍ୟାଣ୍ଡବାଜା ପାର୍ଟିକୁ ନେଇ ଗଠିତ ପଞ୍ଚତାଳ ଦୁଲଦୁଲି ସଂଘ ବୁଧବାର ଜିଲାପାଳଙ୍କୁ…

6 years ago

ଯୋଗେଶ୍ୱର ବାବାଙ୍କ ବିବାହ ଉତ୍ସବ ସମ୍ପନ୍ନ

ଦେଓଗାଁ,୨୮ା୫(ଡି.ଏନ.ଏ.)  ବଲାଙ୍ଗୀର ଜିଲା ଦେଓଗାଁ ଯୋଗୀସାଗରସ୍ଥିତ ଯୋଗେଶ୍ୱର ବାବାଙ୍କ ମନ୍ଦିର ପ୍ରାଙ୍ଗଣରେ ବୁଧବାର ୯ମ ପବିତ୍ର ଶୀତଳ ଷଷ୍ଠୀ ମହୋତ୍ସବ ନିରାଡମ୍ବର ସହକାରେ ସମ୍ପନ୍ନ ହୋଇଛି। ଏହି…

6 years ago

ନିରାଡମ୍ବରରେ ପାଳନ ହେଲା ଶୀତଳଷଷ୍ଠୀ

ବଲାଙ୍ଗୀର ଅଫିସ, ୨୭ା୫-କରୋନା ମହାମାରୀ ଚଳିତବର୍ଷର ଶୀତଳଷଷ୍ଠୀ ପୂଜନୋତ୍ସବକୁ ଅନାକର୍ଷଣୀୟ କରିଦେଇଥିଲେ ମଧ୍ୟ ଭକ୍ତଙ୍କ ଆସ୍ଥାକୁ କମାଇ ପାରିନାହିଁ ା ବଲାଙ୍ଗୀରରେ କରୋନା ମହାମାରୀକୁ ଆଖି ଆଗରେ…

6 years ago

ସ୍ପେଶାଲ ଟ୍ରେନ୍‌ରେ ପହଞ୍ଚତ୍ଲେ ୪୪୨୯ପ୍ରବାସୀ

ବଲାଙ୍ଗୀର ଅଫିସ, ୨୭ା୫-ବଲାଙ୍ଗୀର ରେଳଷ୍ଟେଶନ୍‌ରେ ମଙ୍ଗଳବାର ରାତିରେ ଗୋଟିଏ ଓ ବୁଧବାର ୨ଟି ଶ୍ରମିକ ସ୍ପେଶାଲ ଟ୍ରେନ୍‌ ପହଞ୍ଚତ୍ଥିଲା ା ଏହି ତିନି ଟ୍ରେନ୍‌ରେ ସମୁଦାୟ ୪୪୨୯…

6 years ago