ପାଟଣାଗଡ,୧୯।୫ (ଡି.ଏନ୍.ଏ.): ବଲାଙ୍ଗିର ଜିଲା ପାଟଣାଗଡ ବ୍ଲକ ଅନ୍ତର୍ଗତ ତମିଆଁ ମୁନ୍ଦଲସର ସୁକତେଲ ନଦୀ ବ୍ରିଜ ଗତ ୨୯ ତାରିଖ ଦିନ ମରାମତି ବେଳେ ଭୁଶୁଡି ପଡିଥିଲା।…
ବଲାଙ୍ଗୀର ଅଫିସ, ୧୮ା୫: ବଲାଙ୍ଗୀର ରେଳଷ୍ଟେଶନରେ ସୋମବାର ଗୋଟିଏ ଦିନରେ ୩ଟି ଶ୍ରମିକ ସ୍ପେଶାଲ ଟ୍ରେନ ଆସି ପହଞ୍ଚତ୍ଥିଲା। ଏହି ତିନି ଟ୍ରେନ୍ରେ ବଲାଙ୍ଗୀର ସମେତ ଓଡିଶାର…
ପାଟଣାଗଡ,୧୮।୫(ଡି.ଏନ.ଏ.)-ଲୁଣ କଳା ବଜାରି କରିବା ଅଭିଯୋଗରେ ବଲାଙ୍ଗୀର ଜିଲା ପାଟଣାଗଡ଼ ରାମଜୀ ଛକସ୍ଥିତ ଲକ୍ଷ୍ମୀ ଟ୍ରେଡର୍ସ ଉପରେ ସୋମବାର ପ୍ରଶାସନ ପକ୍ଷରୁ ଚଢାଉ କରାଯାଇଛି। ଚଢାଉରେ ୧୨୦…
ବଲାଙ୍ଗୀର ଅଫିସ, ୧୮।୫: ବିଶାଖାପାଟଣାରୁ ଆସିଥିବା ଶ୍ରମିକ ସ୍ପେଶାଲ ଟ୍ରେନ ସୋମବାର ଭୋରରେ ବଲାଙ୍ଗୀର ରେଲୱେ ଷ୍ଟେଶନରେ ପହଞ୍ଚିଥିଲା। ଏହି ଟ୍ରେନରେ ୧୪୧୭ ପ୍ରବାସୀ ଓହ୍ଲାଇଥିବା ଜଣାପଡିଛି…
ବଲାଙ୍ଗୀର ଅଫିସ, ୧୮।୫: ବଲାଙ୍ଗୀର ଜିଲାରେ ପୁଣି ୨ ଜଣ ପ୍ରବାସୀ ଶ୍ରମିକଙ୍କଠାରେ କରୋନା ପଜିଟିଭ ଚିହ୍ନଟ ହୋଇଛି। ଜିଲାପାଳ ଅରିନ୍ଦମ ଡାକୁଆ ଏ ନେଇ ରବିବାର…
ବଲାଙ୍ଗୀର ଅଫିସ, ୧୭ା୫-ବଲାଙ୍ଗୀର ପୁଇଁତଳା ଥାନା ଅନ୍ତର୍ଗତ ମହୀମୁଣ୍ଡା ଗ୍ରାମର ପୀତାବଲି କଁଟାରେ ବେଆଇନଭାବେ ମାଛ ମାରୁଥିବାବେଳେ ଗ୍ରାମର ମହିଳାମାନେ ରବିବାର ଧୀବରଙ୍କ ଜାଲ ଜବତ କରିଛନ୍ତି।…
ବଲାଙ୍ଗୀର ଅଫିସ, ୧୭ା୫- ବଲାଙ୍ଗୀର ରେଲୱେ ଷ୍ଟେଶନକୁ ସୋମବାର ୩ଟି ଶ୍ରମିକ ସ୍ପେଶାଲ ଟ୍ରେନ୍ ଆସିବ। ଆନ୍ଧ୍ରପ୍ରଦେଶର ବିଶାଖାପାଟଣାରୁ ଆସୁଥିବା ଶ୍ରମିକ ସ୍ପେଶାଲ ଟ୍ରେନ୍ ସୋମବାର ଭୋର…
ଦେଓଗାଁ, ୧୭ା୫(ଡି.ଏନ.ଏ.)-ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକକୁ ବର୍ତ୍ତମାନ ପ୍ରବାସୀ ଶ୍ରମିକଙ୍କ ଆଗମନ ଲାଗିରହିଛି ା ହେଲେ ଏମାନଙ୍କୁ ସଙ୍ଗରୋଧ କେନ୍ଦ୍ରକୁ ଠିକ୍ଭାବେ ନେବାରେ ପ୍ରଶାସନିକ ବିଫଳତା ପଦାରେ…
ବଲାଙ୍ଗୀର ଅଫିସ, ୧୭ା୫- ଆନ୍ଧ୍ରପ୍ରଦେଶର କୁର୍ନୁଲଠାରୁ ଆସୁଥିବା ଶ୍ରମିକ ସ୍ପେଶାଲ ଟ୍ରେନ୍ ଶନିବାର ରାତି ପ୍ରାୟ ୧୨ଟାରେ ବଲାଙ୍ଗୀର ରେଳଷ୍ଟେଶନ୍ରେ ପହଞ୍ଚତ୍ଥିଲା। ଏହି ଟ୍ରେନ୍ରୁ ୬୭୬ ଜଣ…
ଖପ୍ରାଖୋଲ,୧୬।୫(ଡି.ଏନ.ଏ.)-ବଲାଙ୍ଗୀର ଜିଲା ଖପ୍ରାଖୋଲ ଅଞ୍ଚଳରେ କିଛିଦିନ ହେବ ଲୁଣ ଅଭାବ ଥିବା ଗୁଜବ ପ୍ରଚାରିତ ହୋଇଥିଲା । ଏହାର ଫାଇଦା ଉଠାଇଛନ୍ତି କେତେଜଣ ବ୍ୟବସାୟୀ। ସେମାନେ ସାଧାରଣ…