ବଲାଙ୍ଗୀର

ଟିଟିଲାଗଡରେ କରୋନା ସନ୍ଦିଗ୍ଧଙ୍କୁ ନେଇ ଚର୍ଚ୍ଚା

ବଲାଙ୍ଗୀର ଅଫିସ/ଟିଟିଲାଗଡ,୧୪।୩ (ଡି.ଏନ୍‌.ଏ.): କାନାଡାରୁ ଟିଟିଲାଗଡ ଆସିଥିବା ଯୁବ ଇଞ୍ଜିନିୟର ଦମ୍ପତିଙ୍କୁ କରୋନା ସନ୍ଦେହରେ ଶୁକ୍ରବାର ସନ୍ଧ୍ୟାରେ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ଆଇସୋଲେସନ୍‌ ୱାର୍ଡରେ…

7 years ago

ଭତାରୁ ବଁଚିତ୍‌ ଫୁଲ

  ଲାଠୋର, ୧୪ା୩ (ଡି.ଏନ.ଏ.)- ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ କରୁଅଁାଝର ପଁଚେତ୍‌ ଅଧୀନ ସାନଗୁର୍ଜିଭଟାର ଫୁଲ ନାଗ(୫୬)। ଆପ୍‌ନେ ପୀତବାସ ନାଗ ଦୁଇ ବଛର ତଲେ…

7 years ago

ଆର୍‌ବିଏସ୍‌କେ ଦେଲା ନୂଅଁ। ଜୀବନ୍‌

  ଲାଠୋର, ୧୪ା୩ (ଡି.ଏନ.ଏ.)- ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଟଙ୍କପାଣି ପଁଚେତ୍‌ ସଦର ଗଁ। ର ଝନେ ଦିବ୍ୟାଙ୍ଗ ଛାତ୍ରୀ ସୁବିଧା ହଂସ(୧୨) ରାଷ୍ଟ୍ରୀୟ ବାଲ୍‌…

7 years ago

ଭତାରୁ ବଁଚିତ୍‌ ପକ୍ଷାଘାତ ରୁଗୀ କୌଶଲ୍ୟା

  ଲୋଇସିଂହା, ୧୪।୩ (ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଅଧୀନ ବାଦିବାହାଲ ଗଁାର କଳାକାର ନାଏକକଁର ମାଏକିନା କୌଶଲ୍ୟା ନାଏକ(୬୧)। ସେ ପକ୍ଷାଘାତ ରୋଗ୍‌ରେ ପୀଡ଼ିତ…

7 years ago

ଅଜନା ରୋଗ୍‌ରେ ଖଟେ ପଡ଼ିଛନ୍‌ ଫୁଲ

ଖପ୍ରାଖୋଲ, ୧୩।୩ (ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଭାନପୁର ପଁଚେତ୍‌ ତୁର୍ଲା ଗଁାର ବୁଡୁ ଛତର(୭୧)କଁର ମାଏକିନା ଫୁଲ ଛତର(୬୦)। ସେ ଅନେକ ଦିନ ହେଲା…

7 years ago

ଘରୋଇ ଯାତ୍ରୀବାହୀ ବସ୍‌କୁ ୩୦ହଜାର ଟଙ୍କା ଜରିମାନା

ବଲାଙ୍ଗୀର ଅଫିସ, ୧୨ା୩: ପରମିଟ୍‌ ନ ଥିବା ଘରୋଇ ଯାତ୍ରୀବାହୀ ବସ୍‌ ରାସ୍ତାରେ ଯାତାୟାତ କରୁଥିଲା। ସେହି ଗାଡିକୁ ଚଳାଉଥିବା ଡ୍ରାଇଭର କି ଯାତ୍ରୀଙ୍କଠାରୁ ଟିକେଟ କାଟୁଥିବା…

7 years ago

ଗ୍ୟାସ ଉପଭୋକ୍ତାଙ୍କୁ ଶୋଷଣ ଅଭିଯୋଗରେ ପ୍ରତିବାଦ

ଲୋଇସିଂହା,୯।୩(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହାସ୍ଥିତ ଏକ ଗ୍ୟାସ ଗୋଦାମରେ ଉପଭୋକ୍ତାଙ୍କଠାରୁ ଅଧିକ ଟଙ୍କା ନିଆଯାଉଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ଉପଭୋକ୍ତାଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇଛି।…

7 years ago

ବିବାହିତା ମହିଳାଙ୍କୁ ବଳାତ୍କାର: ଜଣେ ଗିରଫ

ଲୋଇସିଂହା,୯।୩(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଞ୍ଚଳରେ ଜଣେ ବିବାହିତା ମହିଳାଙ୍କୁ ବଳାତ୍କାର ହୋଇଥିବା ରବିବାର ପୀଡ଼ିତା ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତିକରି ପୋଲିସ ତଦନ୍ତ…

7 years ago

ବନ୍ୟା ପାଣିରେ ନିଆଁ

ବଲାଙ୍ଗୀର ସହର ନିକଟରେ କୌଣସି ନଦୀ ପ୍ରବାହିତ ହୋଇନାହିଁ। ସହର ମଧ୍ୟଦେଇ ଅଙ୍କାବଙ୍କା ହୋଇ ଲକ୍ଷ୍ମୀଯୋର ପ୍ରବାହିତ ହେଉଛି। ସାଧାରଣତଃ ସହରରେ ବନ୍ୟା ପ୍ରଭାବ ଦେଖାଯାଏ ନାହିଁ।…

7 years ago

ଚିକିଛା ସାହାଯ୍‌ ଆଶ୍‌ରେ କୈଳାସ

ଲାଠୋର,୯।୩ (ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ଗଁାର କୈଳାସ ମହାନନ୍ଦ (୫୦)। ଅନେକ ଦିନ୍‌ ହେଲା ପରିଶ୍ରା ଜନିତ ସମସିଆରେ ପୀଡ଼ିତ ଅଛନ୍‌। ହେଲେ…

7 years ago