ଲୋଇସିଂହା,୨୧।୧ (ଡି.ଏନ୍.ଏ)-ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଘୁଷୁରାମୁଣ୍ଡା ଗଁାର ବଜରୁ ସୁନା(୬୫)। ବଏସ୍ ଅଧ୍କା ହେବାର ଲାଗି ସେ କାମ୍ବୁତା କରି ନାଇଁପାରବାର। ଭୋଟର କାର୍ଡରେ ଭୁଲ୍ଭଟ୍କା…
ଲାଠୋର, ୨୧।୧ (ଡି.ଏନ୍.ଏ.)- ବଲାଙ୍ଗୀର ଜିଲା ତୁରେକେଲା ବ୍ଲକ ଢୋଲମାନ୍ଦଲ ପଁଚେତ୍ ସଦର ଗଁାର ବିଧବା ମହିଲା ଅଟେଁନ ମାଝି ଆର ତୁରେକେଲାର ସୁରୁସିଂ ମଲ୍ଲିକକଁର ବଏସ୍…
ପାଟଣାଗଡ଼, ୨୧।୧ (ଡି.ଏନ୍.ଏ.)- ପାଟଣାଗଡ଼ ଏନ୍ଏସି ସଭାକୁଠିଥି ସୋମବାର ଜିଲାପାଳକଁର ଉପଖଣ୍ଡସ୍ତରୀୟ ଜନଶୁନାନି କାଯ୍କରମ ଅନୁଷ୍ଠିତ ହେଇଯାଇଛେ। ଇ ଶିବିରରେ ଝନେ ଦୁଖିନୀ ମା’ର ଗୁଲ୍ଗୁଲା ଦେଖ୍ବାକେ…
ବଲାଙ୍ଗୀର ଅଫିସ/ତରଭା, ୨୦ା୧(ଡି.ଏନ୍.ଏ.): ବଲାଙ୍ଗୀର ଜିଲା ପୁଇଁତଲା ଥାନା ଅନ୍ତର୍ଗତ ମିଛାପାଲି ଗ୍ରାମର ଆଲୋକ ନାଏକଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ସୋମବାର ବଇରାସର ନିକଟରେ ବଲାଙ୍ଗୀର-ସୋନପୁର ୫୭…
ବଲାଙ୍ଗୀର ଅଫିସ/ତରଭା, ୨୦।୧ (ଡି.ଏନ.ଏ)- ବଲାଙ୍ଗୀର ପୁଇଁତଲା ଥାନା ଅନ୍ତର୍ଗତ ମିଛାପାଲିର ଜଣେ ଯୁବକ ଆଲୋକ ନାଏକ (୨୫)ଙ୍କ ମୃତଦେହ ସନ୍ଦେହଜନକ ଅବସ୍ଥାରେ ସୋମବାର ଉଦ୍ଧାର କରାଯାଇଛି…
ବଲାଙ୍ଗୀର ଅଫିସ,୨୦ା୧ : ସର୍ବଭାରତୀୟସ୍ତରୀୟ ବହୁଭାଷୀ ନାଟକ ଉତ୍ସବ ମଠଖାଇ ମହୋତ୍ସବ ରବିବାର ଉଦ୍ଘାଟିତ ହୋଇଛି ା ମଠଖାଇ ମହୋତ୍ସବ କମିଟି ଅଧ୍ୟକ୍ଷ ବିଧାୟକ ନରସିଂହ ମିଶ୍ରଙ୍କ…
ଲାଠୋର, ୨୦।୧ (ଡି.ଏନ୍.ଏ)- ବଲାଙ୍ଗୀର ଜିଲା ତୁରେକେଲା ବ୍ଲକ ସଦର ଗଁାର ଗୋବର୍ଦ୍ଧନ ପୁଟେଲକଁର ପୁଓ ଈଶ୍ୱର ପୁଟେଲ(୧୨)। ସେ ଜନ୍ମୁ ଦିବ୍ୟାଙ୍ଗ ଆଏ। ଆଏଜ୍କେ ୧୨…
ବଲାଙ୍ଗୀର ଅଫିସ, ୨୦ା୧: ସର୍ବଭାତୀୟ ବହୁଭାଷୀ ନାଟକ ଉତ୍ସବ ମଠଖାଇ ମହୋତ୍ସବ ଉଦ୍ଘାଟନୀ ସନ୍ଧ୍ୟାରେ ଢ଼େଙ୍କାନାଳର ଅଲଟରନେଟିଭ୍ ରିଦିମ୍ ଥିଏଟର ପକ୍ଷରୁ ଦିନେଶ ଦାସଙ୍କ ରଚିତ ଓ…
ଲୋଇସିଂହା,୧୮।୧(ଡି.ଏନ୍.ଏ.)- ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଗୁର୍ଜିଭଟା ଗଁାର ଗଜିନ୍ଦ୍ର କୁମ୍ଭାର(୪୭)। ଆଏଜ୍କେ ୫ ବଛର ହେଲା ପେଟ୍ ବେମାରୀରେ ପୀଡ଼ିତ ଅଛନ୍। ଅପରେଶନ ଉତାରୁ…
କଟକ ଅଫିସ,୧୭ା୧: ବଲାଙ୍ଗୀର ଜିଲା ପାଟଣାଗଡ ପାର୍ସଲ ବୋମା ବିସ୍ଫୋରଣ ଘଟଣାରେ ଗିରଫ ହୋଇ ଜେଲ୍ ଯାଇଥିବା ମୁଖ୍ୟ ଅଭିଯୁକ୍ତ ଅଧ୍ୟାପକ ପୁଞ୍ଜିଲାଲ ମେହେର ଜାମିନ ପାଇଁ…