ବଲାଙ୍ଗୀର

ଚାବ୍ରିପାଲିରେ ଚାଞ୍ଚଲ୍ୟ: ଜ୍ୱାଇଁଙ୍କୁ ହତ୍ୟା ପରେ ମୃତଦେହ ଫିଙ୍ଗିବା ଉଦ୍ୟମ ବିଫଳ, ୫ ଅଟକ

ବଲାଙ୍ଗୀର ଅଫିସ/ଖପ୍ରାଖୋଲ,୯ା୩(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ଥାନା ଅନ୍ତର୍ଗତ ଚାବ୍ରିପାଲି ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ବୁଧବାର ବିଳମ୍ବିତ ରାତିରେ ଖପ୍ରାଖୋଲ ପୋଲିସ ଏକ ଭ୍ୟାନ…

1 year ago

ଦୋଳ ମହୋତ୍ସବ: ବିମାନରେ ବୁଲିଲେ ରାଧାକୃଷ୍ଣଙ୍କ ଯୁଗଳ ମୂର୍ତ୍ତି

ବଲାଙ୍ଗୀର ଅଫିସ, ୮।୩: ବଲାଙ୍ଗୀର ପୌରାଞ୍ଚଳ ଯାଦବ ସମାଜ ପକ୍ଷରୁ ୨୭ତମ ଦୋଳ ମହୋତ୍ସବ ଅନୁଷ୍ଠିତ ହୋଇଛି। ମହୋତ୍ସବ ପାଳନ ଅବସରରେ ସ୍ଥାନୀୟ ଯାଦବ ଭବନଠାରୁ ଏକ…

1 year ago

ଓଲଟିଲା କାର୍‌, ୨ ଗୁରୁତର

ବଲାଙ୍ଗୀର ଅଫିସ,୬ା୩: ବଲାଙ୍ଗୀର-ସୋନପୁର ୫୭ ନମ୍ବର ରାଜ୍ୟ ରାଜପଥର ସାତମାଇଲଛକଠାରେ ସୋମବାର ଭୋର୍‌ରୁ ଏକ ସଡ଼କ ଦୁର୍ଘଟଣା ଘଟିଛି। କାର୍‌ଟି ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ୨ଜଣ…

1 year ago

‘ଝିଅକୁ ହତ୍ୟା କରାଯାଇଛି’

ବଲାଙ୍ଗୀର ଅଫିସ, ୪ା୩: ଭିସୁଟ୍‌ର ପୁରାତନ ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ହତ୍ୟା ମାମଲାରେ ଶୁକ୍ରବାର ଗଣମାଧ୍ୟମ ଆଗରେ ମୁହଁ ଖୋଲିଛନ୍ତି ତାଙ୍କ ବାପା ଡାକ୍ତର ବନମାଳୀ ସାହୁ…

1 year ago

ମନ୍ଦିର ହୁଣ୍ଡି ଭାଙ୍ଗି ନେଇଗଲେ ଦାନ ଟଙ୍କା

ଟିଟିଲାଗଡ଼,୨ା୩(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଟିଟିଲାଗଡ଼ ଧବଳେଶ୍ୱର ମନ୍ଦିରରୁ ଚୋରି ହୋଇଛି। ଦୁର୍ବୃତ୍ତମାନେ ମନ୍ଦିର ହୁଣ୍ଡି ଭାଙ୍ଗି ସମସ୍ତ ଦାନ ଟଙ୍କା ନେଇ ଯାଇଛନ୍ତି। ମନ୍ଦିର ସମ୍ମୁଖରେ ଶୋଇଥିବା…

1 year ago

ବିପଦପୂର୍ଣ୍ଣ ଅବସ୍ଥାରେ ପୋଖରୀକୁ ସ୍ନାନ ପାଇଁ ଯାଉଛନ୍ତି ଶିଶୁ

ଲାଠୋର,୨।୩(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର କ୍ଲଷ୍ଟର ଅଧୀନ ମସିଣା ଗ୍ରାମରେ ଥିବା ଋତୁକାଳୀନ ଆବାସିକ ବିଦ୍ୟାଳୟର ଛୋଟ ଛୋଟ ପିଲାମାନେ ବିପଦପୂର୍ଣ୍ଣ ଅବସ୍ଥାରେ ଗଁା…

1 year ago

ବସ୍‌ଷ୍ଟାଣ୍ଡ ଅଛି, ବସ୍‌ ଆସୁନାହିଁ

ବଲାଙ୍ଗୀର ଅଫିସ, ୨ା୩: ରାଜ୍ୟ ସରକାର ଓ ସ୍ଥାନୀୟ ପ୍ରଶାସନର ଅଦୂରଦର୍ଶିତା ତଥା ବିଚିତ୍ର ନିଷ୍ପତ୍ତି ବଲାଙ୍ଗୀର ସହରର ଚଳଚଞ୍ଚଳ ସରକାରୀ ବସଷ୍ଟାଣ୍ଡକୁ ଏବେ ଜନଶୂନ୍ୟ କରିଦେଇଛି।…

1 year ago

ମିଳିଲାନି ବେଡ, ବାରଣ୍ଡା ଚିକିତ୍ସା ହେଉଛନ୍ତି କ୍ରୀଡାବିତ୍‌ ଆନନ୍ଦିନୀ

ବଲାଙ୍ଗୀର ଅଫିସ,୨୮।୨: ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ବରିଷ୍ଠ କ୍ରୀଡାବିତ୍‌ ଆନନ୍ଦିନୀ ଦର୍ଜୀଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡିଯାଇଛି। ତାଙ୍କୁ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତେବେ ହସ୍ପିଟାଲରେ…

1 year ago

ଅଷ୍ଟମ ଶ୍ରେଣୀ ଛାତ୍ରୀ ଗର୍ଭବତୀ, ଜଣେ ଅଟକ

ବଲାଙ୍ଗୀର ଅଫିସ, ୨୮ା୨:ବଲାଙ୍ଗୀର ଜିଲା ଅନୁସୂଚିତ ବିଭାଗ ଅଧିନ ଏକ ସ୍କୁଲ ହଷ୍ଟେଲରେ ରହୁଥିବା ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ଥିବା ଜଣାପଡିଛି। ସୋମବାର ଏହି…

1 year ago

ଜିଲାପାଳଙ୍କ ଅଫିସ ଘେରିଲେ ଆଶାକର୍ମୀ

ବଲାଙ୍ଗୀର ଅଫିସ,୨୭।୨: ନିଖିଳ ଓଡ଼ିଶା ଆଶାକର୍ମୀ ସଂଘ ବଲାଙ୍ଗୀର ଜିଲା କମିଟି ଏବଂ ଏଆଇଟିୟୁସି ପକ୍ଷରୁ ସୋମବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରାଯାଇଥିଲା। ଶତାଧିକ ଆଶାକର୍ମୀ…

1 year ago