ଟିଟିଲାଗଡ଼,୨୬।୭: ଅବକାରୀ ବିଭାଗ ଏବଂ ପୋଲିସ ଶୁକ୍ରବାର ଚଢାଉ କରି ଏକ ବଡ଼ ଧରଣର ଗଞ୍ଜେଇ ର଼୍ୟାକେଟ୍କୁ ଧରିବାର ସଫଳ ହୋଇଛି। ଅଧକାରୀମାନେ ଟିଟିଲାଗଡ଼ରୁ ୨୪୩ କେଜି…
ବଲାଙ୍ଗୀର,୨୫ା୭: ବଲାଙ୍ଗୀର ଜିଲା ସଇଁତଳା ଥାନା ଜାମପଦର ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ରାତିରେ ମା’-ବାପାଙ୍କ ସହ ଶୋଇଥିବା ବେଳେ ଭଉଣୀ-ଭାଇ ଅସୁସ୍ଥ ହୋଇପଡ଼ିଥିଲେ। ଉଭୟଙ୍କୁ…
ବଲାଙ୍ଗୀର,୨୫।୭: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗେର ବଲାଙ୍ଗିର ଲୋୟର ସୁକତେଲ ମୁଖ୍ୟ ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତଙ୍କ ଘରେ ଚଢ଼ାଉ କରିଛି ଭିଜିଲାନ୍ସ। ଏକକାଳୀନ ୯ଟି…
ବଲାଙ୍ଗୀର,୨୪ା୭(ସୁନୀଲ କୁମାର ମହାନ୍ତି): ୫୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାବୁଡ଼ରେ ପଡ଼ିଛନ୍ତି ପାଟଣାଗଡ଼ ଗ୍ରାମ୍ୟ ଉନ୍ନୟନ ବିଭାଗ ଆସିଷ୍ଟାଣ୍ଟ ଏକ୍ଜିକ୍ୟୁଟିଭ୍ ଇଞ୍ଜିନିୟର ସୁଜିତ କୁମାର…
ବଲାଙ୍ଗୀର,୧୮ା୭(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଇଚଗାଁରେ ଗୁଣିଗାରେଡ଼ିରେ ଜଣେ ଯୁବତୀ ଗୁରୁତର ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଜଣାପଡ଼ିଛି। ଯୁବତୀଙ୍କ ବାରମ୍ବାର ଦେହ…
ବଲାଙ୍ଗୀର,୧୮ା୭: ବଲାଙ୍ଗୀର ଜିଲା ପୁଇଁତଳା ଥାନା ଅଏଁଲାସାରି ଗାଁରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଗାଁ ଦାଣ୍ଡରେ ଗୋଡ଼ାଇ ଗୋଡ଼ାଇ ଜଣଙ୍କୁ ହତ୍ୟା କରାଯାଇଛି। ଦାଦା-ଖୁଡ଼ୀଙ୍କ…
ଦେଓଗାଁ,୧୫ା୭(କୃଷ୍ଣପ୍ରସାଦ ପାଣିଗ୍ରାହୀ): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅଧୀନ କୁତୁର୍ଲା ପଞ୍ଚାୟତର ବହଲି, ସାରସବାହାଲ ଓ କୁତୁର୍ଲା ପମ୍ପ ହାଉସ୍ରୁ କେବୁଲ ଚୋରି ହୋଇଯାଇଛି ା ଇତିମଧ୍ୟରେ…
ବଲାଙ୍ଗୀର,୧୫ା୭(ବୀରେନ୍ଦ୍ର କୁମାର ଝାଙ୍କର): ମନ୍ତ୍ରୀ, ଅଫିସର ଓ ପ୍ରତିଷ୍ଠିତ ବ୍ୟବସାୟୀଙ୍କ ନାଁ ନେବା ସହ ମହିଳାଙ୍କ ସ୍ବରରେ ମୋବାଇଲ ଫୋନରେ କଥା ହୋଇ ଓଡ଼ିଶାର ବିଭିନ୍ନ ଜିଲାରେ…
ବଲାଙ୍ଗୀର,୧୫ା୭(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱର କୋଟି କୋଟି ଜଗନ୍ନାଥ ପ୍ରେମୀଙ୍କ ଭାବାବେଗକୁ ସମ୍ମାନ ଜଣାଇ ପରିଶେଷରେ ଶ୍ରୀମନ୍ଦିର ରତ୍ନଭଣ୍ଡାରକୁ ଖୋଲାଯାଇଛି। ପୂର୍ବରୁ ଶେଷ ଥର ପାଇଁ ଶ୍ରୀମନ୍ଦିର…
ବଲାଙ୍ଗୀର,୧୨।୭: ଭିଜିଲାନ୍ସ ଜାଲରେ ବଲାଙ୍ଗିର ଜିଲା ମୁଖ୍ୟ ଯୋଗାଣ ଅଧିକାରୀ ପ୍ରଭାକର ପାତ୍ର। ଶୁକ୍ରବାର ୫୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ସେ ଧରା ପଡ଼ିଛନ୍ତି।…