ବଲାଙ୍ଗୀର

ପ୍ରକଳ୍ପ ଅଚଳ ଯୋଗୁ ସପ୍ତାହେ ହେଲା ଜଳଯୋଗାଣ ବ୍ୟାହତ

ଲୋଇସିଂହା,୧୫।୬(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ କଦଳିପାଲି ଗ୍ରାମରେ ଜଳଯୋଗାଣ ପ୍ରକଳ୍ପର ଷ୍ଟାଟର ଅଚଳ ହୋଇପଡିଛି। ଏହା ସଜଡ଼ା ଯାଉ ନାହିଁ। ଏଣୁ ସପ୍ତାହେ ହେଲା…

1 year ago

କନଷ୍ଟେବଳ ଶଙ୍କରଭାନୁ ହତ୍ୟାକାଣ୍ଡର ପର୍ଦ୍ଦାଫାଶ, ୬ ଜଣଙ୍କୁ ବାନ୍ଧିଲା ପୋଲିସ

ବଲାଙ୍ଗୀର,୧୩ା୬(ସୁନୀଲ ମହାନ୍ତି): ବଲାଙ୍ଗୀର ରେଲଓ୍ବେ ଷ୍ଟେଶନ ପାଖ ହୋଟେଲ ଇନ୍ଦ୍ରପ୍ରସ୍ଥର ୨୧୨ ନମ୍ବର ରୁମ୍‌ରୁ ଗତ ମେ’ ୧୭ରେ ପୋଲିସ କନଷ୍ଟେବଳ ଶଙ୍କରଭାନୁ ବେହେରାଙ୍କ ହାତଗୋଡ଼, ମୁହଁବନ୍ଧା…

1 year ago

୧୦ ବର୍ଷ ହେଲା ବନ୍ଦ ପଡ଼ିଛି ବିଜୟାନନ୍ଦ ଚିନିକଳ

ଦେଓଗାଁ ,୧୩ା୬(କୃଷ୍ଣ ପ୍ରସାଦ ପାଣିଗ୍ରାହୀ)ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ସାଗରପାଲି କଲୋନୀ ନିକଟରେ ଥିବା ଜିଲାର ଏକମାତ୍ର କୃଷିଭିତ୍ତିକ ଶିଳ୍ପ ବିଜୟାନନ୍ଦ ସମବାୟ ଚିନିକଳ ପ୍ରାୟ ୧୦…

1 year ago

ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡରୁ ସ୍ବେଚ୍ଛାକୃତ ଅବସର ଗ୍ରହଣ କରିଥିଲେ

ବଲାଙ୍ଗୀର,୧୩ା୬(ବୀରେନ୍ଦ୍ର କୁମାର ଝାଙ୍କର)ଓଡ଼ିଶାରେ ପ୍ରଥମ ଭାଜପା ସରକାରରେ ବଲାଙ୍ଗୀର ଜିଲାକୁ ମିଳିଛି ଦୁଇଟି ପଦବୀ। ପାଟଣାଗଡ଼ ବିଧାୟକ ତଥା ବରିଷ୍ଠ ଭାଜପା ନେତା କନକ ବର୍ଦ୍ଧନ ସିଂଦେଓ…

1 year ago

କେତେ ପାଠ ପଢିଛନ୍ତି ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ: ଜାଣନ୍ତୁ ଶିକ୍ଷାଗତ ଯୋଗ୍ୟତା ବିଷୟରେ….

ବଲାଙ୍ଗୀର,୧୨।୬: ବଲାଙ୍ଗୀର ଜିଲାର ପାଟଣାଗଡ଼ ବିଧାନସଭା ଆସନରୁ ବିଜୟୀ ହୋଇଥିବା ବରିଷ୍ଠ ଭାଜପା ନେତା କନକ ବର୍ଦ୍ଧନ ସିଂଦେଓଙ୍କୁ ଓଡ଼ିଶା ଉପମୁଖ୍ୟମନ୍ତ୍ରୀ ଭାବେ ନିଯୁକ୍ତ କରାଯାଇଛି। ବରିଷ୍ଠ…

1 year ago

ମହିଳାଙ୍କ ଦରପୋଡ଼ା ମୃତଦେହ ଜବତ ଘଟଣା: ସ୍ବାମୀ, ଶାଶୁ-ଶ୍ୱଶୁର, ପୁତୁରା ଗିରଫ

ଲୋଇସିଂହା,୯ା୬(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ବୁଡ଼ା ଗ୍ରାମର ନମିତା ବଣିଆ(୩୩) ନାମ୍ନୀ ଜଣେ ବିବାହିତା ମହିଳାଙ୍କ ଦରପୋଡ଼ା ମୃତଦେହ ଶ୍ମଶାନ ନିକଟ ଏକ…

1 year ago

ବିକାଶ ଅପେକ୍ଷାରେ ରାଣୀପୁର-ଝରିଆଲ

ବଲାଙ୍ଗୀର, ୯ା୬ (ବୀରେନ୍ଦ୍ର କୁମାର ଝାଙ୍କର)ଜାତୀୟସ୍ତରରେ ପ୍ରମୁଖ ପର୍ଯ୍ୟଟନ ସ୍ଥଳୀ ଓ ଐତିହାସିକ ପୀଠ ଭାବେ ମାନ୍ୟତା ପାଇଥିବା ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ୍‌ ଅନ୍ତର୍ଗତ ପ୍ରସିଦ୍ଧ…

1 year ago

ଶ୍ମଶାନରୁ ମହିଳାଙ୍କ ଦରପୋଡ଼ା ମୃତଦେହ ଜବତ କଲା ପୋଲିସ

ଲୋଇସିଂହା,୭।୬(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଧୀନ ବୁର୍ଡା ଗ୍ରାମର ଜଣେ ବିବାହିତା ମହିଳାଙ୍କ ଦରପୋଡ଼ା ମୃତଦେହ ଲୋଇସିଂହା ପୋଲିସ ଶ୍ମଶାନରୁ ଶୁକ୍ରବାର ଉଦ୍ଧାର କରିଛି।…

2 years ago

ସିଂଦେଓ ପରିବାର ଜିତିଲେ, ମିଶ୍ର ହାରିଲେ

ବଲାଙ୍ଗୀର, ୭ା୬(ବୀରେନ୍ଦ୍ର କୁମାର ଝାଙ୍କର): ସ୍ବାଧୀନତା ପରବର୍ତ୍ତୀ ଓଡ଼ିଶା ରାଜନୀତିରେ ବଲାଙ୍ଗୀର ଜିଲା ଏିଊ ପ୍ରମୁଖ ରାଜନୈତିକ କେନ୍ଦ୍ର ଭାବେ ପରିଚିତ ହୋଇଆସିଛି। ଏହି ଜିଲାର ଦୁଇ…

2 years ago

କଳାହାଣ୍ଡିର ପ୍ରଥମ ମହିଳା ଏମ୍‌ପି ହେଲେ ମାଳବିକା

ଭବାନୀପାଟଣା,୫ା୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ପ୍ରଥମ ମହିଳା ଏମ୍‌ପି ଭାବେ ଭାଜପାର ମାଳବିକା କେଶରୀ ଦେଓ ବିଜୟୀ ହୋଇଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡିର…

2 years ago