ବଲାଙ୍ଗୀର

ମମିତା ମୃତ୍ୟୁ ମାମଲା: କେଉଁଠି କେମିତି ହତ୍ୟା କରିଥିଲେ ସବୁ ମାନିଲେ ଗୋବିନ୍ଦ

ବଲାଙ୍ଗୀର ଅଫିସ,୨୦ା୧୦: ଘରୋଇ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ନିଖୋଜ ଘଟଣାରେ ବଡ଼ଧରଣର ଖୁଲାସା ହୋଇଛି । ଗିରଫ ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ମମିତାଙ୍କୁ ହତ୍ୟା…

3 years ago

ଶିକ୍ଷୟିତ୍ରୀ ମମିତା ମୃତ୍ୟୁ ମାମଲା: ଆଖୁ କିଆରିରୁ ଧରା ପଡ଼ିଲେ ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ

ବଲାଙ୍ଗୀର ଅଫିସ,୧୯ା୧୦: ଶିକ୍ଷୟିତ୍ରୀ ମମିତା ମେହେର  ନିଖୋଜ ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ଶେଷରେ ଧରା ପଡ଼ିଛନ୍ତି। ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ ଝରିଆଲ ପଞ୍ଚାୟତ…

3 years ago

ମିଳିଥିବା ଅସ୍ଥିର କରାଯିବ ଫରେନସିକ ଯାଞ୍ଚ

ବଲାଙ୍ଗୀର ଅଫିସ,୧୯।୧୦: ଘରୋଇ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ନିଖୋଜ ଘଟଣାରେ ବଡଧରଣର ଖୁଲାସା ହୋଇଛି । କଳାହାଣ୍ଡି ଜିଲା ମହାଲିଙ୍ଗ ଗ୍ରାମ ନିର୍ମାଣାଧୀନ ମିନି ଷ୍ଟାଡିୟମ…

3 years ago

ଗୋବିନ୍ଦ ସାହୁଙ୍କ ବିଷୟରେ ସୂଚନା ଦେଲେ ମିଳିବ ୧ ଲକ୍ଷ ଟଙ୍କା

ବଲାଙ୍ଗୀର ଅଫିସ,୧୯ା୧୦: ଶିକ୍ଷୟିତ୍ରୀ ମମିତା ମେହେର ନିଖୋଜ ଘଟଣାରେ ଅଭିଯୁକ୍ତ ଥିବା ଗୋବିନ୍ଦ ସାହୁ ରବିବାର ରାତିରେ ଟିଟିଲାଗଡ଼ ପୋଲିସ ବାରାକରୁ ଫେରାର ହୋଇଯାଇଥିଲେ। ତାଙ୍କ ବିଷୟରେ…

3 years ago

ସ୍କୁଲ ଅଧ୍ୟକ୍ଷା ନିଖୋଜ: ସନ୍ଦେହରେ ମନ୍ତ୍ରୀ

ବଲାଙ୍ଗୀର ଅଫିସ/ଟିଟିଲାଗଡ ୧୯। ୧୦ (ଡି.ଏନ.ଏ.): କଳାହାଣ୍ଡି ଜିଲା କେଗଁା ଥାନା ଅନ୍ତର୍ଗତ ମହାଲିଙ୍ଗର ଏକ ଘରୋଇ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ନିଖୋଜ ଘଟଣାକୁ ୧୧…

3 years ago

ଗୃହରକ୍ଷୀଙ୍କ ବର୍ଦ୍ଧିତ ଦରମା ଲାଗୁ ଦାବି

ବଲାଙ୍ଗୀର ଅଫିସ,୧୮ା୧୦: ଜିଲା କେଶରୀୟା ହିନ୍ଦୁ ବାହିନୀ ପକ୍ଷରୁ ରାଜ୍ୟ ସଭାପତି ସନ୍ତୋଷ ଭୋଳଙ୍କ ନେତୃତ୍ୱରେ ନ୍ୟାୟାଳୟଙ୍କ ନିର୍ଦ୍ଦେଶ କ୍ରମେ ହୋଇଥିବା ଗୃହରକ୍ଷୀମାନଙ୍କ ବର୍ଦ୍ଧିତ ଦରମା (ଦୈନିକ…

3 years ago

ସାଧାରଣ ବଣ୍ଟନ ବ୍ୟବସ୍ଥାରେ ଅନିୟମିତତା: ଜିଲା ଯୋଗାଣ ଅଫିସ ଘେରାଉ

ବଲାଙ୍ଗୀର ଅଫିସ,୧୮ା୧୦: ସାଧାରଣ ବଣ୍ଟନ ବ୍ୟବସ୍ଥାରେ ଦୁର୍ନୀତି ପ୍ରତିବାଦରେ ନଗର କଂଗ୍ରେସ ସଭାପତି ବୁଲୁ ଦାନୀଙ୍କ ନେତୃତ୍ୱରେ ସୋମବାର ଜିଲା ଯୋଗାଣ ଅଧିକାରୀଙ୍କ ଅଫିସ ଘେରାଉ ହୋଇଛି।…

3 years ago

୩ ପୋଲିସ କର୍ମଚାରୀ ନିଲମ୍ବିତ

ବଲାଙ୍ଗୀର ଅଫିସ,୧୮ା୧୦: କଳାହାଣ୍ଡି ଜିଲା ମହାଲିଙ୍ଗ ଗ୍ରାମର ଏକ ଘରୋଇ ସ୍କୁଲ ଅଧ୍ୟକ୍ଷା ନିଖୋଜ ଘଟଣାରେ ଅଟକ ଥିବା ସ୍କୁଲ ମାଲିକ ଗୋବିନ୍ଦ ସାହୁ ଟିଟିଲାଗଡ଼ ପୋଲିସ…

3 years ago

ନିଖୋଜ ପରେ ଟ୍ରେନ ଲାଇନରୁ ମୃତଦେହ ଜବତ

କଣ୍ଟାବାଞ୍ଜି,୧୬ା୧୦(ଡି.ଏନ.ଏ.): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ରେଳ ଷ୍ଟେଶନର ଅନତି ଦୂରରେ ଜଣେ ଯୁବକଙ୍କ ମୃତଦେହ ରେଳ ଧାରଣାରୁ ଶନିବାର ଜିଆରପି ଜବତ କରିଛି । ମୃତକ ହେଲେ…

3 years ago

ନବଜାତ ଶିଶୁର ମୃତଦେହକୁ ଝୁଣି ଖାଉଛି କୁକୁର, ବିଚଳିତ କରୁଛି ଦୃଶ୍ୟ

ବଲାଙ୍ଗୀର ଅଫିସ, ୭।୧୦- ବଲାଙ୍ଗୀର ସହରରେ ଗୁରୁବାର ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ଏକ ନବଜାତ ଶିଶୁର ମୃତଦେହକୁ ବୁଲା କୁକୁର ପାଟିରେ ଧରି…

3 years ago