ବଲାଙ୍ଗୀର

ନୂଆ ସିଭିଲ କୋର୍ଟ ପାଇଁ ଜମି ମିଳୁନି

ବଲାଙ୍ଗୀର,୨।୭(ବୀରେନ୍ଦ୍ର କୁମାର ଝାଙ୍କର)ବଲାଙ୍ଗୀର ସହରରେ ପ୍ରତିଷ୍ଠା ହେବାକୁ ଥିବା ନୂଆ ସିଭିଲ କୋର୍ଟ କୋଠା ତିଆରି ପାଇଁ ଉପଯୁକ୍ତ ଜମି ମିଳୁନାହିଁ। ଫଳରେ ବର୍ଷ ବର୍ଷ ହେଲା…

2 years ago

‘ବୁଡ଼ି ଅଞ୍ଚଳବାସୀଙ୍କ ମାନବାଧିକାର ଉଲ୍ଲଂଘନ କରନି’

ବଲାଙ୍ଗୀର,୨।୭(ବୀରେନ୍ଦ୍ର କୁମାର ଝାଙ୍କର)ଦୀର୍ଘ ଦୁଇଦଶନ୍ଧିରୁ ଉର୍ଦ୍ଧ୍ୱ ସମୟର ଅପେକ୍ଷା ପରେ ଲୋୟର ସୁକ୍‌୍‌ତେଲ ଜଳସେଚନ ପ୍ରକଳ୍ପ କାମ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ପ୍ରକଳ୍ପ ପ୍ରଭାବିତ ଗଁା ଲୋକେ…

2 years ago

ଅବସର ନେଉଛନ୍ତି, ନିଯୁକ୍ତି ହେଉନି

ଲୋଇସିଂହା,୨।୭(ସୁଶାନ୍ତ ବାରିକ)ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବୁର୍ଡା ପଞ୍ଚାୟତ ହାଇସ୍କୁଲରେ ଶିକ୍ଷକ ଅଭାବଜନିତ ସମସ୍ୟା ଦେଖାଦେଇଛି। ଚଳିତବର୍ଷ ବିଦ୍ୟାଳୟର ଦୁଇଜଣ ଶିକ୍ଷକ ଅବସର ଗ୍ରହଣ କରିଛନ୍ତି। ଗତ…

2 years ago

ବଲାଙ୍ଗୀର ଜାତୀୟ ରାଜପଥ ବାଇପାସ୍‌ ଶିଳାନ୍ୟାସ

ବଲାଙ୍ଗୀର, ୧ା୭(ବୀରେନ୍ଦ୍ର କୁମାର ଝାଙ୍କର): ବହୁ ପ୍ରତୀକ୍ଷିତ ବଲାଙ୍ଗୀର ଜାତୀୟ ରାଜପଥ ବାଇପାସ୍‌ର ଶିଳାନ୍ୟାସ କାର୍ଯ୍ୟକ୍ରମ ଶୁକ୍ରବାର ସମ୍ପନ୍ନ ହୋଇଛି। ସ୍ଥାନୀୟ ନିର୍ମାଣାଧିନ ସ୍ମାର୍ଟ ପାର୍କ ନିକଟରେ…

2 years ago

ଉଦ୍‌ଘାଟନ ପୂର୍ବରୁ ଦବିଗଲା ବିଜୁ ସେତୁ

ଲୋଇସିଂହା,୨୭।୬(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଅନ୍ତର୍ଗତ ପନେସରାରୁ କେଉଁଟିପାଲିକୁ ସଂଯୋଗ କରୁଥିବା ଘେସରା ନାଳରେ ବିଜୁ ସେତୁ ନିର୍ମାଣ ହୋଇଛି। ଉଦ୍‌ଘାଟନ ପୂର୍ବରୁ ସେତୁର…

2 years ago

ଶ୍ରେଣୀଗୃହ ଅଭାବ: ପ୍ରଥମ ବର୍ଷାରେ ବେହାଲ ଛାତ୍ରୀଛାତ୍ର

ଲାଠୋର,୨୫।୬(ଭୁବନେଶ୍ବର ବାରିକ)ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ସରକାରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରୀଛାତ୍ର ଶ୍ରେଣୀ କୋଠରୀ ଅଭାବ ହେତୁ ଚଳିତବର୍ଷ ପ୍ରଥମ ବର୍ଷାରେ ବେହାଲ…

2 years ago

ସହାୟତା ଟଙ୍କାରେ ଘର ମରାମତି

ଲୋଇସିଂହା,୨୪।୬(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଯୋଗୀସର୍ଡା ପଞ୍ଚାୟତ ଅନ୍ତର୍ଗତ କେଉଁଟିପାଲି ଗ୍ରାମର ଫୁଲ ମୁଦୁଲି(୭୭)ଙ୍କ ଘରନାହିଁ। ଆବାସ ଯୋଜନାରେ ସେ ଯୋଗ୍ୟ ବିବେଚିତ ହେଉନାହାନ୍ତି।…

2 years ago

ଛିଣ୍ଡିଯାଇଛି ଖାଦ୍ୟନଳୀ, ଯନ୍ତ୍ରଣାରେ ଛଟପଟ

ଖପ୍ରାଖୋଲ,୨୩ା୬(ଅଭୟ ତ୍ରିପାଠୀ): ମନରେ ଅସୁମାରୀ ଆଶା, ଆଖିରେ ଆଖିଏ ସ୍ବପ୍ନ। ପୁଅ ବଡ ହେବ, ଭଲ ମଣିଷ ହେବ ଆଉ ଗରିବ ପରିବାରର ଦୁଃଖ ଯିବ। ହେଲେ…

2 years ago

ଡାକ୍ତରଙ୍କୁ ମାଡ଼ ମାରିଲେ ରୋଗୀଙ୍କ ସମ୍ପର୍କୀୟ

ଟିଟିଲାଗଡ଼,୨୧ା୬(ଶରତ ମିଶ୍ର ): ବଲାଙ୍ଗୀର ଜିଲା ଟିଟିଲାଡ଼ ଉପକଣ୍ଡ ଡାକ୍ତରଖାନାର ଜଣେ ଡାକ୍ତରଙ୍କୁ ରୋଗୀଙ୍କ ସମ୍ପର୍କୀୟ ମାଡ ମାରିଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ଟିଟିଲାଗଡ଼ ଥାନା…

2 years ago

ନିଜସ୍ବ କୋଠା ନାହିଁ, ଗ୍ରାହକ ହଇରାଣ

ଲାଠୋର, ୧୯ା୬(ଭୁବନେଶର ବାରିକ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ସେଣ୍ଟ୍ରାଲ ବ୍ୟାଙ୍କରେ ଗ୍ରାହକଙ୍କୁ ଉପଯୁକ୍ତ ସେବା ଉପଲବ୍ଧ ହେଉନାହିଁ। ଏଥିପାଇଁ ଗ୍ରାହକମାନେ ଦାବି କରି ଆସୁଥିଲେ…

2 years ago