ବଲାଙ୍ଗୀର,୨୭।୭(ସୁନିଲ କୁମାର ମହାନ୍ତି): ଗୋମାତାଙ୍କ ସେବା, ସୁରକ୍ଷା ଓ ସମ୍ମାନ ସୁନିଶ୍ଚିତ କରିବା ଉଦ୍ଦେଶ୍ୟରେ ସାରା ଦେଶରେ ଚାଲିଥିବା ଗୋ ସମ୍ମାନ ଆହ୍ୱାନ ଅଭିଯାନର ପ୍ରଭାବ ବଲାଙ୍ଗୀରରେ…
ବଲାଙ୍ଗୀର,୨୭ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ଼ ଉପଖଣ୍ଡରୁ ଆସିଛି ଏକ ଚାଞ୍ଚଲ୍ୟକର ଖବର। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ପଥରମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।…
ବଲାଙ୍ଗୀର, ୨୭ା୭(ବୀରେନ୍ଦ୍ର କୁମାର ଝାଙ୍କର): ଉପର ମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଲୋୟର ସୁକ୍ତେଲ ଜଳଭଣ୍ଡାର ଭିତରେ ଥିବା କୁମିଆପାଲି ଗାଁରେ ସାଂଘାତିକ ସ୍ଥିତି ସୃଷ୍ଟି ହୋଇଛି।…
ବଲାଙ୍ଗୀର,୨୬ା୭(ସୁନିଲ କୁମାର ମହାନ୍ତି): ଉପରମୁଣ୍ଡରେ ପ୍ରବଳ ଲଗାଣ ବର୍ଷା ଯୋଗୁ ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମର ୩ଟି ଗେଟ୍ ଖୋଲାଯାଇଛି। ରବିବାର ଚଳିତ ବର୍ଷର ପ୍ରଥମ ବନ୍ୟାଜଳ…
ବଲାଙ୍ଗୀର,୨୫ା୭(ସୁନିଲ କୁମାର ମହାନ୍ତି): ଏନ୍ଇଇଟି ପ୍ରଶ୍ନପତ୍ର ଲିକ୍ ଘଟଣାରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଦିଲ୍ଲୀରେ ଚାଲିଥିବା ଛାତ୍ର ଆନ୍ଦୋଳନ ସମର୍ଥନରେ ଶନିବାର…
ବଲାଙ୍ଗୀର, ୨୪।୭ (ସୁନିଲ କୁମାର ମହାନ୍ତି): ଶୁକ୍ରବାର ବଲାଙ୍ଗୀର ଜିଲାର ବିଭିନ୍ନ ସ୍ଥାନରେ ପବିତ୍ର ବାହୁଡ଼ା ରଥଯାତ୍ରା ଭକ୍ତିମୟ ପରିବେଶରେ ସମ୍ପନ୍ନ ହୋଇଛି। ଶ୍ରୀଜିଉମାନେ ମାଉସୀମା ମନ୍ଦିରରୁ…
ବଲାଙ୍ଗୀର,୨୪ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ସିନଖମନ ଜଙ୍ଗଲ ନିକଟରୁ ଜବତ ହେଲା ଗଞ୍ଜେଇ ବୋଝେଇ ଟ୍ରକ ।ଫୁଲବାଣୀରୁ ବିହାର ଚାଲାଣ ହେଉଥିବା ଏକ…
ବଲାଙ୍ଗୀର,୨୪ା୭(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଅନ୍ତର୍ଗତ କୁମିଆପାଲି ଗଁା ଏବେ ଚର୍ଚ୍ଚାରେ ରହିଛି। ଲୋୟର ସୁକ୍ତେଲ ଡ୍ୟାମ୍ର ଠେଲା ପାଣିରେ ଆଉ ଅଳ୍ପ କିଛି…
ବଲାଙ୍ଗୀର, ୨୩।୭(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଲୋୟର ସୁକତେଲ ପ୍ରକଳ୍ପ ପ୍ରଭାବିତ କୁମିଆଁପାଲି ଗାଁରେ ଉତ୍ତେଜନା ବଢ଼ିବାରେ ଲାଗିଛି। ବୁଧବାର ବିଳମ୍ବିତ ରାତିରେ ଗାଁର ୭…