ବଲାଙ୍ଗୀର

ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ଗୃହ ପ୍ରବେଶ

ବଲାଙ୍ଗୀର ଅଫିସ, ୪ା୧୨ ବଲାଙ୍ଗୀର ସଦର ବ୍ଳକ ବୈଦିପାଲି ପଞ୍ଚାୟତର କାଲିଝରନ୍‌ ଗଁାରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ଗୃହ ପ୍ରବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ…

3 years ago

ଉନ୍ମୋଚିତ ହେଲା କୋସଲୀ ଲଖିଁପୁରାନ

ବଲାଙ୍ଗୀର ଅଫିସ, ୪ା୧୨ କୋସଲୀ ଭାଷାରେ ଲିଖିତ ଯୁବକବି ଅକ୍ଷୟ ସରାଫଙ୍କ ଲିଖିତ ଲଖିଁପୁରାନ ବଲାଙ୍ଗୀର ଯାଦବ ଭବନଠାରେ ମାଣବସା ଗୁରୁବାର ଦିନ ଉନ୍ମୋଚିତ ହୋଇଯାଇଛି ା…

3 years ago

ରେଞ୍ଜରଙ୍କ ଘରେ ଭିଜିଲାନ୍ସ ଚଢାଉ

ଟିଟିଲାଗଡ଼,୩।୧୨(ଡି.ଏନ.ଏ): ବଲାଙ୍ଗୀର ଜ଼ିଲା ଟିଟିଲାଗଡ଼ରେ ଗୁରୁବାର ସକାଳୁ ମୁରିବାହାଲ ରେଞ୍ଜର ପ୍ରଶାନ୍ତ ନାୟକ ଘରେ ଭିଜିଲାସନ୍ସ ଚଢାଉ ହୋଇଛି। ଡିସପି ଦାଶରଥି ସେଠଙ୍କ ନେତୃତ୍ୱରେ ରେଞ୍ଜରଙ୍କ ଟିଟିଲାଗଡ଼…

3 years ago

କୋଭିଡ ଯୋଦ୍ଧା ହାବିଲଦାରଙ୍କ ପରଲୋକ

ବଲାଙ୍ଗୀର ଅଫିସ, ୩ା୧୨: ବଲାଙ୍ଗୀର ଜିଲା ପାଟଣାଗଡ ଥାନାର ଟାଉନ୍‌ ହାବିଲଦାର କୋଭିଡ ଯୋଦ୍ଧା ମନୋରଞ୍ଜନ ବାରିକ (୪୪)ଙ୍କ ଭୁବନେଶ୍ୱର କିମସ୍‌ ହସ୍ପିିଟାଲରେ ବୁଧବାର ପୂର୍ବାହ୍ନରେ ପରଲୋକ…

3 years ago

ଲାଠୋରରେ ହାତୀ ଉପଦ୍ରବ

ଲାଠୋର, ୩ା୧୨(ଡି.ଏନ.ଏ.) ବଲାଙ୍ଗୀର ଜିଲା ଲାଠୋର ଅଞ୍ଚଳରେ ହାତୀ ଉପଦ୍ରବ ଦେଖାଦେଇଛି। ବନାଞ୍ଚଳ ଅଧୀନ ବେନ୍ଦେର ସଂରକ୍ଷଣ ଜଙ୍ଗଲରୁ ହାତୀପଲ ଆସି ଉପଦ୍ରବ କରୁଥିବାରୁ ଅଞ୍ଚଳବାସୀ ଆତଙ୍କିତ…

3 years ago

ମାଣ୍ଡିଆ ଚାଷ ସଚେତନତା ରଥର ଶୁଭାରମ୍ଭ

ଖପ୍ରାଖୋଲ, ୨ା୧୨(ଡି.ଏନ.ଏ.)  ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ କୃଷି ବିଭାଗ କାର୍ଯ୍ୟାଳୟଠାରେ ଆତ୍ମା ବଲାଙ୍ଗୀର, ମିଲେଟ ମିଶନ, ଓ୍ବାସନ୍‌ ଓ ଓ୍ବାଇସିଡିଏର ମିଳିତ ଆନୁକୂଲ୍ୟରେ ମାଣ୍ଡିଆ ଚାଷ…

3 years ago

ରାସ୍ତାରୁ ଉଠିଗଲାଣି ପିଚୁ, ମେଟାଲ ପଡିଛି

ବଲାଙ୍ଗୀର ଅଫିସ, ୩ା୧୨:  ବଲାଙ୍ଗୀର ଜିଲା ପୁଇଁତଲା ବ୍ଳକ ଆଟଗାଁ ଗ୍ରାମପଞ୍ଚାୟତର ସାନବୁର୍କାବାହାଲ ଗାଁକୁ ସଂଯୋଗ କରୁଥିବା ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡକ ମରାମତି ଓ ରକ୍ଷଣାବେକ୍ଷଣ ଅଭାବରୁ…

3 years ago

କଟ୍‌ନି ଛଟନି ବନ୍ଦ କର

ବଲାଙ୍ଗୀର ଅଫିସ, ୩ା୧୨: ବଲାଙ୍ଗୀର ଜିଲା କୃଷକ ମହାସଂଘ ପକ୍ଷରୁ ଧାନକିଣା ଅବ୍ୟବସ୍ଥା ନେଇ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବୁଧବାର ଧାରଣା ଦିଆଯାଇଥିଲା ା ଚାଷୀନେତା ତଥା…

3 years ago

ମଧ୍ୟସ୍ଥ ଆଗରେ, ପ୍ରଶାସନ ପଛରେ

ବଲାଙ୍ଗୀର ଅଫିସ, ୨ା୧୨: ବଲାଙ୍ଗୀର ଜିଲାରେ ଗତ ନଭେମ୍ବର ୧୮ରୁ ଧାନକିଣା ପ୍ରକ୍ରିୟା ଆରମ୍ଭ ହୋଇଛି। ଜିଲାସ୍ତରୀୟ ଧାନକ୍ରୟ କମିଟି (ଡିଏଲ୍‌ପିସି) ବୈଠକରେ ଜିଲାର ଚାଷୀମାନେ ମଣ୍ଡି…

3 years ago

ତେଲନଦୀକୁ ଡେଇଁ ଦିବ୍ୟାଙ୍ଗ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର ଅଫିସ/ଗୁଡଭେଲା,୨୮ା୧୧(ଡି.ଏନ.ଏ.): ତୁଷରା ତେଲନଦୀ ପୋଲ ଉପରୁ ଶୁକ୍ରବାର ଜଣେ ଦିବ୍ୟାଙ୍ଗ ଯୁବକ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଥିଲେ । ତେବେ ପୋଲିସ ଟିମ୍‌ ସମ୍ପକ୍ତ ଯୁବକଙ୍କୁ…

3 years ago